ବୋଲ୍ଡ ସିନ୍ ପାଇଁ ବଦ୍ନାମ ଏହି ଅଭିନେତ୍ରୀ, ବିବାହର ବର୍ଷକ ମଧ୍ୟରେ ସ୍ବାମୀଙ୍କ ଠାରୁ ହୋଇଥିଲେ ଅଲଗା
ବଲିଉଡ୍ ଅଭିନେତ୍ରୀ ମଲିକା ଶେରାଓ୍ବତ୍ଙ୍କୁ କିଏ ବା ନ ଜାଣେ। ହରିୟାଣାର ଏକ ଛୋଟ ଗାଁରେ ଜନ୍ମଗ୍ରହଣ କରିଥିବା ମଲ୍ଲିକା ବଲିଉଡ୍ର ବୋଲ୍ଡ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ। ଇମରାନ ହାଶମୀଙ୍କ ସହ ଫିଲ୍ମ ‘ମର୍ଡର’ରେ କାମ କରିବା ପରଠାରୁ ସେ ବଦ୍ନାମ…
ସମୁଦ୍ର ମଧ୍ୟକୁ ଯାଇ କାନ୍ଦୁଥିଲେ ବଲିଉଡ୍ର ସବୁଠୁ ହ୍ୟାଣ୍ଡସମ୍ ଅଭିନେତା: ଜାଣନ୍ତୁ କାହିଁକି…
ବଲିଉଡ୍ର ସବୁଠାରୁ ହ୍ୟାଣ୍ଡସମ୍ ହିରୋ ଶଶି କପୁରଙ୍କ ସ୍ତ୍ରୀ ଜେନିଫର କେଣ୍ଡେଲଙ୍କର ସୋମବାର ଅର୍ଥାତ୍ ଆଜି ହେଉଛି ୩୬ତମ ଶ୍ରାଦ୍ଧ ପାର୍ଷିକୀ। ସେପ୍ଟେମ୍ବର ୭, ୧୯୮୪ରେ ତାଙ୍କର ମୃତ୍ୟୁ ଘଟିଥିଲା। ଆଜି ବି ଶଶି ଆଉ ଆମ ଗହଣରେ ନାହାନ୍ତି। ହେଲେ…
ବର୍ଷା-ଅନୁଭବ ବିବାଦ: ଶୁଣାଣି ତାରିଖ ଘୁଞ୍ଚିଲା
କଟକ ଅଫିସ,୭ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଉପୁଜିଥିବା ବିବାଦ ଏବେ ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଅନୁଭବଙ୍କ ବିରୋଧରେ ଅଭିଯୋଗ ଉଠାଇ ବର୍ଷା କଟକସଦର ଏସ୍ଡିଜେଏମ୍ କୋର୍ଟଙ୍କ…
୩୬୯ କାରର ମାଲିକ ହେଉଛନ୍ତି ଏହି ଲୋକପ୍ରିୟ ଅଭିନେତା
ମୁମ୍ବାଇ: ଦକ୍ଷିଣ ଫିଲ୍ମର ସୁପରଷ୍ଟାର ତଥା ମାଲୟାଲମ୍ ଅଭିନେତା ହେଉଛନ୍ତି ମାମୋତିି। ତାଙ୍କର ପୁରା ନାମ ମହମ୍ମଦ କୁଟି ଇସ୍ମାଇଲ ପାନିପରମ୍ବିଲ। ହେଲେ ଫିଲ୍ମ ଇଣ୍ଡଷ୍ଟ୍ରିରେ ସେ ନିଜ ନାମ ରଖିଛନ୍ତି ମାମୋତି। ମାଲୟାଲମ୍ ଏବଂ ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅନେକ…
କଙ୍ଗନାଙ୍କୁ ମିଳିବ ସ୍ବତନ୍ତ୍ର ସୁରକ୍ଷା
ମୁମ୍ବାଇ,୭।୯: ବଲିଉଡ୍ ନାୟିକା କଙ୍ଗନା ରାନାଓ୍ବତ ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ପ୍ରାୟ ୨ ଦିନ ପୂର୍ବରୁ ଶିବସେନା ଏମ୍ପି ସଞ୍ଜୟ ରାଉତ କଙ୍ଗନାଙ୍କୁ ମୁମ୍ବାଇ ନ ଆସିବାକୁ ଧମକ ଦେଇଥିଲେ। ଏହାସହ ଶିବସେନାର ମହିଳା କର୍ମୀମାନେ…
ଅଭିନେତ୍ରୀ ମଲାଇକା ଆରୋରା କରୋନା ଆକ୍ରାନ୍ତ
ମୁମ୍ବାଇ, ୬।୯: ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ପରେ ରବିବାର ହିଁ ଅଭିନେତ୍ରୀ ମଲାଇକା ଆରୋରାଙ୍କର ମଧ୍ୟ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ମଲାଇକା ସଂକ୍ରମିତ ହେବା ନେଇ ତାଙ୍କ ଭଉଣୀ ଅମୃତା ଆରୋରା ସୂଚନା ଦେଇଛନ୍ତି। ତାଙ୍କ ପାଖରେ…
ନିୟା ଶର୍ମାଙ୍କ ଭିନ୍ନ ଲୁକ୍
ମୁମ୍ବାଇ: ଟେଲିଭିଜନ ରିୟଲିଟି ଶୋ ଖତରୋଁ କା ଖିଲାଡିର ଓ୍ବିନର ତଥା ଟେଲିଭିଜନ ଦୁନିଆର ଅଭିନେତ୍ରୀ ନିୟା ଶର୍ମା ଏବେ ଖୁବ୍ ଚର୍ଚ୍ଚାରେ। ଟେଲିଭିଜନ ଧାରାବାହିକରେ ଜଣେ ସଂସ୍କାରି ବୋହୂର ଚରିତ୍ରରେ ନଜର ଆସିଥିବା ନିୟାଙ୍କର ଏବେ କିଛି ବୋଲ୍ଡ ଫଟୋ…
ଅର୍ଜୁନ କପୁର କରୋନା ପଜିଟିଭ
ମୁମ୍ବାଇ,୬।୯: ବଲିଉଡ୍ ନାୟକ ଅର୍ଜୁନ କପୁର କରୋନାରେ ପୀଡିତ ହୋଇଥିବା ଜଣାପଡିଛି। ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ଅର୍ଜୁନ ଲେଖିଛନ୍ତି ମୁଁ ଏବେ କରୋନାରେ ପୀଡ଼ିତ। ତେବେ ଏହି ଖବର ଆପଣମାନଙ୍କୁ ଜଣାଇବା ମୋର କର୍ତ୍ତବ୍ୟ ଭାବି…
ବର୍ଷାଙ୍କ ପରେ ଏବେ ଅନୁଭବ: ଦିଲ୍ଲୀ ପଟିଆଲା କୋର୍ଟରେ ଛାଡ଼ପତ୍ର ପିଟିଶନ୍ ଦାଖଲ; ଆଣିଲେ ଏଭଳି ସଙ୍ଗିନ ଅଭିଯୋଗ
ଭୁବନେଶ୍ୱର,୬।୯(ବ୍ୟୁରୋ): ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ପରେ ଏବେ ସ୍ବାମୀ ଏମ୍ପି ଅନୁଭବ ମହାନ୍ତି କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ଅନୁଭବ ଛାଡପତ୍ର ପିଟିଶନ୍ ଦାଖଲ କରିଥିବା ଜଣାପଡ଼ିଛି। ୪୭ ପୃଷ୍ଠାର ଉକ୍ତ ପିଟିଶନ୍ରେ ବହୁ ଗୁରୁତ୍ୱପୂର୍ଣ୍ଣ…
ମହାରାଷ୍ଟ୍ରକୁ କ୍ଷମା ମାଗନ୍ତୁ କଙ୍ଗନା: ସଞ୍ଜୟ
ମୁମ୍ବାଇ,୬।୯: ବଲିଉଡ୍ ନାୟିକା କଙ୍ଗନା ରାନାଓ୍ବତ ଓ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ଲାଗି ରହିଛି ବିବାଦ। ଏବେ ସଞ୍ଜୟ ରାଉତ କହିଛନ୍ତି କଙ୍ଗନା ମହାରାଷ୍ଟ୍ରକୁ କ୍ଷମା ମାଗନ୍ତୁ। ହେଲେ ସଞ୍ଜୟ କେବେ କଙ୍ଗନାଙ୍କୁ କ୍ଷମା ମାଗିବେ ବୋଲି ପ୍ରଶ୍ନରେ ସଞ୍ଜୟ କହିଛନ୍ତି…
ଡ୍ରଗ୍ସ ଲିଙ୍କ ମାମଲା: ଦୀପେଶ ସାୱନ୍ତଙ୍କୁ ଗିରଫ କଲା ଏନ୍ସିବି
ମୁମ୍ବାଇ,୫।୯-ଧୀରେ ଧୀରେ ସୁଶାନ୍ତ ସିଂ ମୃତ୍ୟୁ ମାମଲାର ଗୁମର ଫିଟିବାରେ ଲାଗିଛି। ଡ୍ରଗ୍ସ ଲିଙ୍କ ମାମଲାରେ ଏନ୍ସିବି ଶନିବାର ଦୀପେଶ ସାୱନ୍ତକୁ ଗିରଫ କରିଛି। ଗତକାଲି ରିଆ ଚକ୍ରବର୍ତ୍ତୀଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ ଏବଂ ସୁଶାନ୍ତଙ୍କ ମ୍ୟାନେଜର ସାମୁଏଲ ମିରାଣ୍ଡା ଏନ୍ସିବି…
କରୋନାରେ ସଂକ୍ରମିତ ହେଲେ ନେହାଙ୍କ ପୂର୍ବତନ ପ୍ରେମିକ
ମୁମ୍ବାଇ: ବଲିଉଡ୍ ଅଭିନେତା ହିମାଂଶ କୋହଲିଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। କିଛିଦିନ ତଳେ ଖବର ଆସିଥିଲା କି ହିମାଂଶଙ୍କ ମାତା-ପିତା ଓ ଭଉଣୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଆଉ ଏବେ ମିଳିଥିବା ସୂଚନାରୁ ଜଣାପଡିଛି ଅଭିନେତା ହିମାଂଶ…
Archives


