ସଞ୍ଜୟ ଦତ୍ତଙ୍କୁ କ୍ୟାନ୍ସର ହେବା ଜଣାପଡ଼ିବା ପରେ ଭାଙ୍ଗି ପଡ଼ିଛନ୍ତି ମାନ୍ୟତା ! ଏପରି କହି ବାଣ୍ଟିଲେ ଦୁଃଖ
ବମ୍ବେ: ଫୁସ୍ଫୁସ୍ କର୍କଟରେ ଆକ୍ରାନ୍ତ ହୋଇଛନ୍ତି ଅଭିନେତା ସଞ୍ଜୟ ଦତ୍ତ। କିଛିଦିନ ତଳେ ଏହା ଜଣାପଡ଼ିବା ପରେ ପରିବାର ଉପରେ ଦୁଃଖର ବାଦଲ ଢ଼ାଙ୍କି ହୋଇଯାଇଛି। ହେଲେ ପରିସ୍ଥିତି ସହ ଲଢ଼ିବାକୁ ସେମାନେ ନିଶ୍ଚିତ କରିଛନ୍ତି। ସଞ୍ଜୟ ଏବେ ଚିକିତ୍ସାଧୀନ ଥିବା…
କିଏ ସେହି ବଣ୍ଟି, ଯାହାଙ୍କର ସୁଶାନ୍ତ-ଦିଶାଙ୍କ ମୃତ୍ୟୁ ସହ ରହିଛି ଏମିତି ସମ୍ପର୍କ, ସିବିଆଇ କରୁଛି ଯାଞ୍ଚ
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ଦିନକୁ ଦିନ ବୁଢ଼ିଆଣୀ ଜାଲ ପରି ଗୁଡ଼ାଇ ହେଉଛି ପଛେ ଛିଡୁନାହିଁ। ବର୍ତ୍ତମାନ ସିବିଆଇ ଏ ଦିଗରେ ତଦନ୍ତକୁ ଅଧିକ ତ୍ୱରାନ୍ବିତ କରିଛି। ସୁଶାନ୍ତଙ୍କ ମ୍ୟାନେଜର ଦିଶା ସାଲିଆନ ଏବଂ ସୁଶାନ୍ତଙ୍କ…
ଫିଲ୍ମରୁ ଦୂରରେ, ହେଲେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ଏହି ବଲିଉଡ୍ ଅଭିନେତା
ବମ୍ବେ: ବଲିଉଡ୍ ଅଭିନେତା ବିବେକ ଓବରୟଙ୍କ ଆଜି ହାପି ବର୍ଥ ଡେ। ୧୯୭୬ ସେପ୍ଟେମ୍ବର ୩ ତାରିଖରେ ଜନ୍ମଗ୍ରହଣ କରିଥିବା ବିବେକ ଆଜି ୪୪ ବର୍ଷରେ ପଦାର୍ପଣ କରିଛନ୍ତି। ଫିଲ୍ମ ‘କମ୍ପାନୀ’ରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ ସେ। ଏଥିପାଇଁ ତାଙ୍କୁ…
୨ ସପ୍ତାହ ମଧ୍ୟରେ ୨ ଭାଇଙ୍କୁ ହରାଇଲେ ଏହି ପ୍ରସିଦ୍ଧ ଅଭିନେତା…
ମୁମ୍ବାଇ, ୩।୯: ବଲିଉଡ୍ର ପ୍ରସିଦ୍ଧ ଅଭିନେତା ଦିଲ୍ଲୀପ କୁମାରଙ୍କର ଦୁଇ ଭାଇଙ୍କ ପରଲୋକ ୨ ସପ୍ତାହ ମଧ୍ୟରେ ଘଟିଛି। ଦିଲ୍ଲୀପଙ୍କ ଭାଇ ଏହସାନ ଖାଁ ଏବଂ ଅସଲମ୍ ଖାଁଙ୍କର ନିଶ୍ୱାସ ନେବାରେ ସମସ୍ୟା ହୋଇଥିବାରୁ ସେମାନଙ୍କୁ ଅଗଷ୍ଟ ୧୫ରେ ଲୀଳାବତୀ ହସ୍ପିଟାଲରେ…
ସୋନୁ ସୁଦଙ୍କୁ ଯୁବକ ମାଗିଲେ ଆଇଫୋନ୍, ଜବାବ ମିଳିଲା ଏମିତି
ବଲିଉଡ ଅଭିନେତା ସୋନୁ ସୁଦ ସୋସିଆଲ ମିଡିଆରେ ଏବେ ବେଶ୍ ଚର୍ଚ୍ଚାରେ ରହିଛନ୍ତି। ଅସହାୟ ଲୋକଙ୍କୁ ସାହାଯ୍ୟ କରି ସେ ସମସ୍ତଙ୍କ ପାଇଁ ଦେବଦୂତ ପାଲଟିଛନ୍ତି। ସୋନୁ ସୁଦ ମଧ୍ୟ ଟୁଇଟରରେ ବେଶ୍ ସକ୍ରିୟ ଏବଂ ସାହାଯ୍ୟ ମାଗୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ…
ଆଇଟମ୍କୁ ନା
ନବାଗତା ଅନନ୍ୟା ପାଣ୍ଡେ। ଚଙ୍କି ପାଣ୍ଡେଙ୍କ ଏହି କନ୍ୟା ‘ଷ୍ଟୁଡେଣ୍ଟ ଅଫ ଦ ଇୟର-୨’ରୁ ନିଜର ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। କେବଳ ସେତିକି ନୁହେଁ, ଏହି ଫିଲ୍ମ ପାଇଁ ସେ ଶ୍ରେଷ୍ଠ ନବାଗତା ନାୟିକା ଭାବରେ ଫିଲ୍ମ ଫେୟାର ପୁରସ୍କାର…
ଡବଲ ହ୍ୟାଟ୍ରିକ୍
ଅଭିନେତା ବବି ମିଶ୍ର ଖୁବ୍ଶୀଘ୍ର ନୂଆ ରୂପରେ ଦେଖାଦେବେ। ଅବଶ୍ୟ ‘ଜୟଶ୍ରୀରାମ’ ଚଳଚ୍ଚିତ୍ରର ନାୟକ ସାଜିବା ପରେ ସେ ଅନେକ ସିନେମାରେ ଖଳନାୟକ, ଚରିତ୍ର ଅଭିନେତା, କମେଡି ଆଦି ରୋଲ୍ରେ ନିଜ ଦକ୍ଷତା ଦେଖାଇସାରିଛନ୍ତି। ହେଲେ ଏହାପୂର୍ବରୁ ସେ ଓଡ଼ିଆ ଆଲବମ୍…
ରକୁଲ୍ଙ୍କ ଖୁସି
ରକୁଲ୍ ପ୍ରୀତ୍ ସିଂଙ୍କ ଖୁସି କହିଲେ ନ ସରେ। କାରଣ ସେ ଯାହା ଆଶା କରୁଥିଲେ ତାହା ପୂରଣ ହୋଇଛି। କଥା କ’ଣ ଅଜୟ ଦେବଗନଙ୍କ ସହ ସେ ‘ଦେ ଦେ ପ୍ୟାର୍ ଦେ’ରେ ଅଭିନୟ କରିଥିଲେ। ଏବେ ସେ ପୁଣି…
ଅପେକ୍ଷାର ଫଳ ମିଠା
ସତରେ ଅପେକ୍ଷାର ଫଳ ମିଠା। ହେଲେ ସେଥିପାଇଁ ଧୈର୍ଯ୍ୟର ଆବଶ୍ୟକତା ରହିଛି। ନିକଟରେ ଜ୍ୟାକଲିନ୍ ଫର୍ନାଡିସ୍ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍, ସେ ଏକ ଚାଲେଞ୍ଜିଂ ଭୂମିକାରେ ଦର୍ଶକଙ୍କ ସାମନାକୁ ଆସିବାକୁ ଚାହୁଁଥିଲେ, ଆଉ ତାଙ୍କୁ ଏପରି ଏକ…
ସୁଶାନ୍ତଙ୍କ ମୃତ୍ୟୁ ପାଇଁ ରିୟା ଦାୟୀ: ବିକାଶ ସିଂ
ମୁମ୍ବାଇ,୨।୯-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ସୁଶାନ୍ତଙ୍କ ପରିବାର ଓକିଲ ବିକାଶ ସିଂ ବୁଧବାର ରିୟା ଚକ୍ରବର୍ତ୍ତୀଙ୍କ ଉପରେ ଦୋଷ ଲଦିଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ପଛରେ ରିୟାଙ୍କ ହାତ ଥିବା ସେ ଅଭିଯୋଗ କରିଛନ୍ତି। ସୁଶାନ୍ତଙ୍କ ମାନସିକ ଅବସାଦ…
୧୭ ବର୍ଷ ବୟସରେ ପ୍ରଥମ ବିଶ୍ୱ ସୁନ୍ଦରୀ ହୋଇଥିଲେ ଏହି ଯୁବତୀ, ଆଉ ତା ପରେ..
ବମ୍ବେ: ଫିନ୍ଲ୍ୟାଣ୍ଡର ଆର୍ମି ହେଲେନା କୁସେଲା ୧୯୫୨ ମସିହାରେ ପ୍ରଥମ ବିଶ୍ୱସୁନ୍ଦରୀ ହେବାର ଗୌରବ ଅର୍ଜନ କରିଥିଲେ। ଅଗଷ୍ଟ ୨୦ରେ ସେ ୮୬ ବର୍ଷର ହୋଇଛନ୍ତି। ୧୯୩୪ରେ ଜନ୍ମିତ କୁସେଲା କଲେଜରେ ପଢ଼ିବା ସମୟରେ ଏକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ଭାଗ ନେଇଥିଲେ।…
ବଲିଉଡ୍ର ଏହି ସୁପରଷ୍ଟାରମାନେ ହଲିଉଡ୍ରେ ବି କରିଛନ୍ତି ଦମ୍ଦାର ଅଭିନୟ
ମୁମ୍ବାଇ: ବଲିଉଡ୍ର ଅନେକ କଳାକାର ହଲିଉଡ୍ ଫିଲ୍ମରେ ମଧ୍ୟ ସେମାନଙ୍କର ଦମ୍ଦାର ଅଭିନୟ ଦେଖାଇଛନ୍ତି। ଇରଫାନ୍ ଖାନ୍ଙ୍କଠାରୁ ଆରମ୍ଭ କରି ଅମିତାଭ ବଚ୍ଚନଙ୍କ ପର୍ଯ୍ୟନ୍ତ ସୁପରଷ୍ଟାରମାନେ ହଲିଉଡ୍ରେ ସେମାନଙ୍କ ଜଲ୍ଓ୍ବା ଦେଖାଇଛନ୍ତି। ଏପରିକି କିଛି କଳାକାର ମାତ୍ର କେତେ ସେକେଣ୍ଡ ପାଇଁ…
Archives


