ମନୋରଞ୍ଜନ

ଡ୍ରଗ୍ସ ମାମଲାରେ ଆଉ ଦୁଇ ଷ୍ଟାରଙ୍କ ନାମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ଡ୍ରଗ୍ସ ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ଏହି ମାମଲାରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ, ଶ୍ରଦ୍ଧା କପୁର, ସାରା ଅଲ୍ଲୀ ଖାନଙ୍କ ସମେତ ଅନେକ ଅଭିନେତ୍ରୀ ଅଭିନେତାଙ୍କ ନାମ…

୪ ବର୍ଷ ଭିତରେ ୨୦୦ ଫିଲ୍ମ କରିଥିବା ଏହି ଲୋକପ୍ରିୟ ଅଭିନେତ୍ରୀଙ୍କ ମୃତ୍ୟୁ ଆଜିବି ରହସ୍ୟ ଘେରରେ

ସାଉଥ୍‌ ଫିଲ୍ମର ସବୁଠାରୁ ପ୍ରସିଦ୍ଧ ତାରକା ସିଲ୍କ ସ୍ମିତା ୨୩ ସେପ୍ଟେମ୍ବରରେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ। କିନ୍ତୁ ତାଙ୍କ ମୃତ୍ୟୁ ଆଜି ପର୍ଯ୍ୟନ୍ତ ରହସ୍ୟ ଘେରରେ ରହିଛି । ସ୍ମିତା ସାଉଥ୍‌ ତାରକାମାନଙ୍କ ମଧ୍ୟରୁ ଜଣେ, ଯାହାର…

ରିୟାଙ୍କ ଜାମିନ ଆବେଦନ ଶୁଣାଣି ଘୁଞ୍ଚିଲା

ମୁମ୍ବାଇ: ଡ୍ରଗ୍ସ ଲିଙ୍କ୍‌ ମାମଲାରେ ଗିରଫ ହୋଇଥିବା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ଭାଇ ସୌଭିକ୍‌ ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଶୁଣାଣି ଘୁଞ୍ଚିଛି। ମଙ୍ଗଳବାର ରାତିରୁ ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ବୁଧବାର ହାଇକୋର୍ଟ ବନ୍ଦ ରହିଛି। ଫଳରେ ରିୟା…

ଟାଇମ୍‌ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ଏହି ଲୋକପ୍ରିୟ ଅଭିନେତା

ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଆଉ ଏକ ସଫଳତା ହାସଲ କରିଛନ୍ତି। ସେ ଟାଇମ୍‌ ପତ୍ରିକାର ୧୦୦ ଜଣ ବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। କେବଳ ସେତିକି ନୁହେଁ ଏହି ତାଲିକାରେ ସ୍ଥାନ ପାଇଥିବା ସେ ହେଉଛନ୍ତି ଏକମାତ୍ର ଭାରତୀୟ ଅଭିନେତା।…

ବିବାହକୁ ମାସେ ପୂରିନି, ସ୍ବାମୀଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଅଭିନେତ୍ରୀ ତଥା ବୋଲ୍ଡ ମଡେଲ ପୁନମ ପାଣ୍ଡେ ପୁଣି ଚର୍ଚ୍ଚାରେ ଅଛନ୍ତି। ଏହି ଅଭିନେତ୍ରୀ ନିକଟରେ ପ୍ରେମିକ ସାମ ବମ୍ବେଙ୍କୁ ବିବାହ କରିଥିଲେ। ବିଶ୍ୱାସ କରାଯାଉଥିଲା ଯେ ଅଭିନେତ୍ରୀ ନିଜକୁ ସମାଧାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବିବାହର କିଛି ଦିନ ପରେ…

ସ୍ବାମୀଙ୍କ ଉପରେ ମାର୍‌ପିଟ ଅଭିଯୋଗ ଆଣିଲେ ଏହି ଚର୍ଚ୍ଚିତ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ତଥା ମଡେଲ ପୁନମ ପାଣ୍ଡେ ସୋସିଆଲ ମିଡିଆ ସେନ୍‌ସେଶନ୍‌। ନିଜର ବୋଲ୍ଡ ଫଟୋ ଯୋଗୁ ସେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ପୁନମ୍‌ ପ୍ରେମିକ ସାମ୍‌ ବମ୍ବେଙ୍କୁ ବିବାହ କରିଥିଲେ। ତେବେ ବିବାହର ମାତ୍ର ଅଳ୍ପ କିଛି ଦିନ…

ଟୁଇଟରରୁ ସବୁଦିନ ପାଇଁ ବିଦାୟ ନେବି, କାହିଁକି ଏମିତି କହିଲେ କଙ୍ଗନା

କେନ୍ଦ୍ର ସରକାର ଆଣିଥିବା କୃଷି ବିଲ୍‌କୁ ପଞ୍ଜାବ ଏବଂ ହରିୟାଣାର କୃଷକମାନେ ବିରୋଧ କରୁଛନ୍ତି। ସେପଟେ ଏହାକୁ ରାଜନୀତି ଆରମ୍ଭ ହୋଇଛି। ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ମଧ୍ୟ ଏହି ମାମଲାରେ ମୁହଁ ଖୋଲିଛନ୍ତି। ତେବେ ତାଙ୍କୁ କିଛି ୟୁଜର୍ସ ଟୁଇଟର୍‌ରେ…

ରଣବୀରଙ୍କୁ ସୁପର୍‌ ଡ୍ରଗ୍‌ କହିଥିଲେ ଦୀପିକା, ଭାଇରାଲ ହେଉଛି ପୋଷ୍ଟ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଡ୍ରଗ୍ସ କନେକ୍ସନ ଯାଞ୍ଚ୍‌ କରୁଥିବା ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ଏବେ ବଲିଉଡରେ ଡ୍ରଗ୍ସ ଯୋଗାଉଥିବା ଚେନ୍‌କୁ ଧରିବାକୁ ଚେଷ୍ଟା ଚଳାଇଛି। ଏନସିବି ଅନୁସନ୍ଧାନରେ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ନାମ ମଧ୍ୟ ପ୍ରକାଶ…

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

୨୦୨୦ ବଲିଉଡ୍‌ ପାଇଁ କଳା ବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। ଜଣେ ପରେ ଜଣେ ଅଭିନେତ୍ରୀଅଭିନେତା ଏହି ଦୁନିଆରୁ ବିଦାୟ ନେଉଛନ୍ତି। ଜଣାଶୁଣା ଅଭିନେତ୍ରୀ ଆଶାଲତା ୱାବଗାଓଁକରଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ମଙ୍ଗଳବାର…

ଅନୁଷ୍କାଙ୍କ ବେବି ବମ୍ପ ଦେଖି ଏମିତି କହିଲେ ବିରାଟ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ଅନୁଷ୍କାଙ୍କ ସ୍ବାମୀ ତଥା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆ ମାଧ୍ୟମରେ ଏହା ପ୍ରକାଶ କରିଥିଲେ। ନିକଟରେ ଅନୁଷ୍କା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି।…

ବଲିଉଡରେ ଡ୍ରଗ୍ସ କାରବାର ଲିଙ୍କ୍: ସମ୍ମୁଖକୁ ଆସିଲା ଦୀପିକାଙ୍କ ନାମ

ବଲିଉଡରେ ଡ୍ରଗ୍ସ ଲିଙ୍କ ନେଇ ଅଭିନେତ୍ରୀ ରିୟା ଚକ୍ରବର୍ତୀ ଗିରଫ ହେବ ପରେ ସାରା ଅଲ୍ଲୀ ଖାନ, ରକୁଳ ପ୍ରୀତି ସିଂ ଏବଂ ଶ୍ରଦ୍ଧା କପୁରଙ୍କ ନାମ ସମ୍ମୁଖକୁ ଆସିଥିଲା । ଏବେ ଆଉ ଏକ ବଡ ନାମ ଏହି ତାଲିକାରେ…

ବଲିଉଡରେ ଡ୍ରଗ୍ସ ଲିଙ୍କ ମାମଲା: ଶ୍ରଦ୍ଧା କପୁର, ସାରା ଅଲି ଖାନଙ୍କୁ ଡାକିପାରେ ଏନ୍‌ସିବି!

ମୁମ୍ବାଇ,୨୧।୯-ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଘଟଣାରେ ଡ୍ରଗ୍ସ ଲିଙ୍କକୁ ନେଇ ତଦନ୍ତ ଜାରି ରଖିଛି। ତେବେ ଏନ୍‌ସିବି ଖୁବଶିଘ୍ର ବଲିଉଡର କିଛି କଳାକାରଙ୍କୁ ସମନ କରିପାରେ ବୋଲି ଜଣାପଡିଛି। ପୂର୍ବରୁ ରିଆ ଚକ୍ରବର୍ତ୍ତୀଙ୍କୁ ଏନ୍‌ସିବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?