ମନୋରଞ୍ଜନ

ଅଡିଶନ୍‌ କଥା ଭୁଲିପାରିବି ନାହିଁ

ଥରେ ମନେପକାନ୍ତୁ ନା ସୁପରହିଟ୍‌ ଫିଲ୍ମ ‘ଦଙ୍ଗଲ’ର ବବିତା ଫୋଗଟ ଚରିତ୍ରକୁ। ଏହି ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ ନବାଗତା ସାନ୍ୟା ମାଲହୋତ୍ରା। ହେଲେ ଏପରି ଭୂମିକାଟିଏ ପାଇବା ପାଇଁ ତାଙ୍କୁ ବେଶ୍‌ କସରତ କରିବାକୁ ପଡିଥିଲା। କେବଳ ଏହି ରୋଲ୍‌ ପାଇଁ…

ଶାହରୁଖଙ୍କ ପ୍ରଶଂସାରେ ଦୀପିକା

ଦୀପିକା ପାଦୁକୋନ ଏବେ ଶାହରୁଖଙ୍କ ପ୍ରଶଂସାରେ ଶତମୁଖ। କାରଣ ସେ ହେଉଛନ୍ତି ତାଙ୍କର ପ୍ରଥମ ସିନେମାର ନାୟକ। ହେଲେ ସେହି ଖୁସି ସହ ଆଉ ଏକ କଥା ନିକଟରେ ଯୋଡି ହୋଇଛି। ଦୀପିକାଙ୍କ ପ୍ରଥମ ସିନେମା ‘ଓମ୍‌ ଶାନ୍ତି ଓମ୍‌’ ପରେ…

ମାତ୍ର ପାଞ୍ଚ ଜଣ ବରଯାତ୍ରୀ

ବଲିଉଡ୍‌ର ଲୋକପ୍ରିୟ ଅଭିନେତାଙ୍କ ମଧ୍ୟରେ ଅମିତାଭ ବଚ୍ଚନଙ୍କ ସ୍ଥାନ କେଉଁଠି ତାହା କହିବା ବାହୁଲ୍ୟ। ଦିନ ଥିଲା, ସିନେମାଟିଏ ପାଇବାକୁ ତାଙ୍କୁ ବେଶ୍‌ ପରିଶ୍ରମ କରିବାକୁ ପଡୁଥିଲା। କିନ୍ତୁ ନିଜର ଅଭିନୟ ଦକ୍ଷତା ବଳରେ ସେ ହିନ୍ଦୀ ସିନେମା ଜଗତରେ ଯେଉଁ…

ଓଡ଼ିଆ ଭାଷାରେ ‘ଥ୍ରୀଲର’

ଭୁବନେଶ୍ୱର (ବ୍ୟୁରୋ),୧୫।୮: ମହାମାରୀ କରୋନା ଲାଗି ସିନେମା ହଲ୍‌ ବନ୍ଦ ଥିବାବେଳେ ବଲିଉଡ୍‌ ନିର୍ଦ୍ଦେଶକ ରାମ ଗୋପାଳ ବର୍ମାଙ୍କ ନିର୍ଦ୍ଦେଶିତ ତଥା ବହୁ ପ୍ରତୀକ୍ଷିତ ଫିଲ୍ମ ‘ଥ୍ରୀଲର’ ଶୁକ୍ରବାର ଡିଜିଟାଲ ପ୍ଲାଟ୍‌ଫର୍ମରେ ରିଲିଜ ହୋଇଛି। ଓଡ଼ିଶା ଜନ୍ମିତ ଅଭିନେତ୍ରୀ ଅପ୍‌ସରା ରାଣୀ…

ଆଇସିୟୁରେ ଗାୟକ ବାଲସୁବ୍ରମଣ୍ୟମ

ଚେନ୍ନାଇ,୧୪।୮: ଗାୟକ ତଥା ଅଭିନେତା ଏସ୍‌ ପି ବାଲାସୁବ୍ରମଣ୍ୟମଙ୍କ ସ୍ବାସ୍ଥାବସ୍ଥା ଧୀରେ ଧୀରେ ବିଗିଡିବାରେ ଲାଗିଛି। ଚଳିତମାସ ଆରମ୍ଭରେ ସେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବା ପରେ ତାଙ୍କୁ ଚେନ୍ନାଇର ଏମ୍‌ଜିଏମ୍‌ ହେଲ୍‌ଥ କେୟାର ସେଣ୍ଟରେ ଭର୍ତ୍ତି କରାଯାଇଥିଲା। ବେଳକୁ…

୧୧ ବର୍ଷ ସାନ ଯୁବକଙ୍କ ପ୍ରେମରେ ପଡିଲେ ଗୌହର

ମୁମ୍ବାଇ: ଫେମଶ ରିୟଲିଟି ଶୋ’ ବିଗ୍‌ ବସ୍‌ ୭ର ଓ୍ବିନର, ମଡେଲ ତଥା ଆକ୍ଟ୍ରେସ ଗୌହର ଖାନ ଏବେ ପୁଣି ଆସିଛନ୍ତି ଚର୍ଚ୍ଚାକୁ। ତାହାପୁଣି ନିଜ ପର୍ସନାଲ ଲାଇଫକୁ ନେଇ। ବେଶ୍‌ କିଛିଦିନ ପରେ ଏହି ଅଭିନେତ୍ରୀଙ୍କ ଜୀବନରେ ପୁଣି ଆସିଛି…

ସିନେମା ହଲ୍‌ରେ ରିଲିଜ୍‌ ହେଲା ସୁଶାନ୍ତଙ୍କ ଶେଷ ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ ବିଦେଶରେ ମଧ୍ୟ ଅଛନ୍ତି। ତାଙ୍କ ମୃତ୍ୟୁକୁ ନେଇ ବିଦେଶର ପ୍ରଂଶସକ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି। ଏବେ ବି ତାଙ୍କ ମୃତ୍ୟୁ ଲୋକଙ୍କ ମନରୁ ଲିଭିନାହିଁ।…

ସୁଶାନ୍ତଙ୍କ ଅସୁସ୍ଥତା ସତ୍ତ୍ୱେ ପାର୍ଟି କରୁଥିଲେ ରିୟା

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୨ମାସ ବିତିଯାଇଛି। ହେଲେ ତାଙ୍କ ମୃତ୍ୟୁର ପଛର କାରଣ ଏଯାଏଁ ଜଣାପଡ଼ିନାହିଁ। ଏହି ମାମଲାରେ ଏବେ ସିବିଆଇ ଓ ଇଡି ଯାଞ୍ଚ କରୁଛନ୍ତି। ସୁଶାନ୍ତ ଆତ୍ମହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ…

ସୁଶାନ୍ତଙ୍କ ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ନିର୍ଭୟାଙ୍କ ମା’: ଜାଣନ୍ତୁ କ’ଣ ପାଇଁ …

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଇତିମଧ୍ୟରେ ଦୁଇ ମାସରୁ ଅଧିକ ସମୟ ବିତିସାରିଥିଲେ ହେଁ ଅଭିନେତା ଆତ୍ମହତ୍ୟା କରିବାର କାରଣ ସ୍ପଷ୍ଟ ହୋଇପାରୁନାହିଁ। ଏହି କ୍ରମରେ ଶୁକ୍ରବାର ଦିଲ୍ଲୀ…

ସଙ୍ଗୀତ ମାଧ୍ୟମରେ କରୋନା ଯୋଦ୍ଧାଙ୍କୁ ସମ୍ମାନ ଦେବ କୈଳାସ ଖେରଙ୍କ ‘ଜଜ୍‌ବା ଏ ଭାରତ’

ବମ୍ବେ: କରୋନା ସହ ଲଢ଼େଇରେ କୋଭିଡ ଯୋଦ୍ଧାମାନେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ସେମାନଙ୍କ ବାହାଦୂରୀ, ପ୍ରତିବଦ୍ଧତା ଏବଂ ଉତ୍ସାହକୁ ସମ୍ମାନ ଜଣାଇବେ ପଦ୍ମଶ୍ରୀ କୈଳାସ ଖେର। ତାଙ୍କ ସହ ରହିବେ ରିକି କେଜ୍‌। ଅନ୍‌ଲାଇନ୍‌ କନ୍ସଟ ତଥା ସଙ୍ଗୀତ ଭିତ୍ତିକ…

ସୁଶାନ୍ତଙ୍କ ପାଇଁ ନ୍ୟାୟ ଦାବିକଲେ ପୂର୍ବତନ ପ୍ରେମିକା

ମୁମ୍ବାଇ,୧୪।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଇତିମଧ୍ୟରେ ଦୁଇ ମାସରୁ ଅଧିକ ସମୟ ବିତିସାରିଥିଲେ ହେଁ ଅଭିନେତା ଆତ୍ମହତ୍ୟା କରିବାର କାରଣ ସ୍ପଷ୍ଟ ହୋଇପାରୁନାହିଁ। ବର୍ତ୍ତମାନ ସୁଶାନ୍ତଙ୍କ ପୂର୍ବତନ ପ୍ରେମିକା…

ଦୁର୍ଘଟଣାପରେ ଏହି ଲୋକପ୍ରିୟ ଅଭିନେତ୍ରୀଙ୍କ ମୁହଁରୁ ବାହାରିଥିଲା ୬୮ଖଣ୍ଡ କାଚ: ଏବେ ଚିହ୍ନିବା କଷ୍ଟକର

ବଲିଉଡ୍‌ର ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ମହିମା ଚୌଧୁରୀ। ଦୀର୍ଘ ଦିନ ହେବ ସେ ଫିଲ୍ମ ଦୁନିଆ ସହ ଲୋକଲୋଚନରୁ ଦୂରରେ ରହିଥିଲେ। ବର୍ତ୍ତମାନ ତାଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri