ମନୋରଞ୍ଜନ

ଏହି ଲୋକପ୍ରିୟ ଅଭିନେତାଙ୍କୁ ସମଲିଙ୍ଗୀ ଭାବୁଥିଲେ ଶାଶୁ

ଖିଲାଡି ହିରୋ ଅକ୍ଷୟ କୁମାର ବଲିଉଡ୍‌ର ଆଗଧାଡିର ଅଭିନେତାଙ୍କ ମଧ୍ୟରେ ଜଣେ। ତାଙ୍କର ପ୍ରକୃତ ନାମ ରାଜିବ ଭାଟିୟା। ଅନେକ ସୁପରହିଟ୍‌ ଫିଲ୍ମରେ ଅଭିନୟ କରିସାରିଥିବା ଅକ୍ଷୟଙ୍କ ଅଭିନୟ କ୍ୟାରିୟର ସେତେଟା ସହଜ ନ ଥିଲା। କଠିନ ପରିଶ୍ରମ ଓ ଇଚ୍ଛାଶକ୍ତି…

ଏହି କାରଣରୁ ଲତା ମଙ୍ଗେଶକରଙ୍କ ସହ ଝଗଡା କରିଥିଲେ ଆଶା ଭୋସଲେ

ମୁମ୍ବାଇ: ବଲିଉଡର ମେଲୋଡି କୁଇନ ଭାବରେ ଜଣାଶୁଣା ଆଶା ଭୋସଲେ ଆଜି ୮୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୩୩ ମସିହାରେ ମହାରାଷ୍ଟ୍ରର ସାଙ୍ଗଲିରେ ଜନ୍ମଗ୍ରହଣ କରିଥିଲେ। ସେ ଏପର୍ଯ୍ୟନ୍ତ ୧୬ ହଜାରରୁ ଅଧିକ ଗୀତ ଗାଇଛନ୍ତି। ଆଶା ଭୋସଲେଙ୍କ ବଡ ଭଉଣୀ…

ଡ୍ରଗ୍ସ କାରବାରରେ ଗିରଫ ହେଲେ ଏହି ଅଭିନେତ୍ରୀ

ସ୍ୟାଣ୍ଡେଲଉଡ୍‌ ଡ୍ରଗ୍ସ କାରବାର ଘଟଣାର ତଦନ୍ତ ଜାରି ରଖିଛି ସେଣ୍ଟ୍ରାଲ କ୍ରାଇମବ୍ରାଞ୍ଚ ପୋଲିସ। ଏହି ମାମଲାରେ ସମ୍ପୃକ୍ତି ଥିବା ନେଇ ପୋଲିସ କନ୍ନଡ ଅଭିନେତ୍ରୀ ସଞ୍ଜନା ଗଲରାନୀଙ୍କୁ ଗିରଫ କରିଛି। ପୂର୍ବରୁ ଏହି ମାମଲାରେ ପୋଲିସ ଅଭିନେତ୍ରୀ ରାଗିଣୀ ଦ୍ୱିବେଦୀଙ୍କ ସମେତ…

ନିର୍ବନ୍ଧ ପରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଧୋକା ଦେଇଥିଲେ ଅକ୍ଷୟ କୁମାର

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ୨୦ ବର୍ଷ ପୂର୍ବେ ଅଭିନେତ୍ରୀ ଟ୍ବିଙ୍କଲ ଖାନ୍ନାଙ୍କୁ ବିବାହ କରିଥିଲେ। ତେବେ ଟ୍ବିିଙ୍କଲ ପୂର୍ବରୁ ଅକ୍ଷୟଙ୍କ ନାମ ଅନେକ ଅଭିନେତ୍ରୀଙ୍କ ସହ ଯୋଡା ଯାଇଥିଲା। ରବିନା ଟଣ୍ଡନ, ଶିଳ୍ପା ଶେଟ୍ଟୀ, ରେଖା ଏବଂ ଆହୁରି ଅନେକ…

ବେଡ୍‌ରୁମ୍‌ରେ ପଶି ଫଟୋ ଉଠାଇଲେ ୨ ଅଜଣା ଯୁବକ, ପୋଲିସକୁ ସୁରକ୍ଷା ମାଗିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଚର୍ଚ୍ଚିତ ଯୋଡି ମଧ୍ୟରେ ଅନ୍ୟତମ ହେଉଛି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଏବେ ଏହି ଯୋଡିଙ୍କ ବିବାଦ ଘନେଇବାରେ ଲାଗିଛି। ଉଭୟଙ୍କ ମଧ୍ୟରେ…

ଆଉ ଜଣେ ଲୋକପ୍ରିୟ ଅଭିନେତାଙ୍କ ପରଲୋକ

ଦକ୍ଷିଣ ଭାରତୀୟ ଫିଲ୍ମର ଲୋକପ୍ରିୟ ଅଭିନେତା ଜୟପ୍ରକାଶ ରେଡ୍ଡୀଙ୍କର ମଙ୍ଗଳବାର ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ହାର୍ଟଆଟାକ୍‌ରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ଆନ୍ଧ୍ରପ୍ରେଦେଶର ଗୁଣ୍ଟୁରରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୮୮ରେ…

ତିକ୍ତତାର ଅଠା ଖିଅରେ ବର୍ଷା-ଅନୁଭବ

ଉତ୍ତମ-ଅପରାଜିତା, ବିଜୟ-ତନ୍ଦ୍ରା, ଶ୍ରୀରାମ-ତ୍ରିପୁରା, ସିଦ୍ଧାନ୍ତ-ମାମା, ଦୁଷ୍ମନ୍ତ-କାଜଲ, ବବି-କୋଏଲଙ୍କ ପରେ ଅନୁଭବ-ବର୍ଷା। ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଏହି ଯୋଡ଼ିଙ୍କ ନଁା ଚର୍ଚ୍ଚାରେ। ହେଲେ ଏବେ ରାଜ୍ୟର ବେଶ୍‌ ପରିଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ…

ଜନ୍ମଦିନରେ ବ୍ୟାଡ୍‌ମିଣ୍ଟନ ଷ୍ଟାର୍‌ ଜ୍ୱାଲାଙ୍କୁ ନିର୍ବନ୍ଧ ମୁଦି ପିନ୍ଧାଇଲେ ଏହି ଅଭିନେତା

ନୂଆଦିଲ୍ଲୀ, ୭।୯: ଭାରତର ବ୍ୟାଡ୍‌ମିଣ୍ଟନ ଷ୍ଟାର୍‌ ଜ୍ୱାଲା ଗୁଟ୍ଟା ନିଜର ୩୭ତମ ଜନ୍ମଦିନ ଅବସରରେ ତାଙ୍କର ପ୍ରଶଂସକଙ୍କୁ ଜବରଦସ୍ତ ସର୍‌ପ୍ରାଇଜ ଦେଇଛନ୍ତି। ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପର୍‌ ଷ୍ଟାର୍‌ ବିଷ୍ଣୁ ବିଶାଳଙ୍କ ସହ ଜ୍ୱାଲାଙ୍କ ନିର୍ବନ୍ଧ ଅନୁଷ୍ଠିତ ହୋଇଯାଇଛି। ଫଳରେ…

ସୁଶାନ୍ତଙ୍କ ଭଉଣୀ ପ୍ରିୟଙ୍କାଙ୍କ ବିରୋଧରେ ମାମଲା ଦାଏର କଲେ ରିୟା

ମୁମ୍ବାଇ, ୭।୯-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏହି ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ସୁଶାନ୍ତଙ୍କ ଭଉଣୀ ପ୍ରିୟଙ୍କା ସିଂଙ୍କ ବିରୋଧରେ ସୋମବାର ମୁମ୍ବାଇ ପୋଲିସ…

ଓଟିଟିରେ ରିଲିଜ ହେବ ଏହି ଫିଲ୍ମ , ସାଟେଲାଇଟ ସଂଯୋଗ ମାଧ୍ୟମରେ ମଧ୍ୟ ଦେଖିପାରିବେ

ଚଳଚ୍ଚିତ୍ର ନିର୍ମାତା ଅଲି ଅବ୍ବାସ ଜାଫରଙ୍କ ପ୍ରଥମ ଫିଲ୍ମ ‌‘ଖାଲି ପିଲି’ ଓଟିଟିରେ ମୁକ୍ତିଲାଭ ପାଇଁ ଘୋଷଣା ହୋଇଛି। ନିର୍ମାତାଙ୍କ ନିଷ୍ପତ୍ତି ଅନୁଯାୟୀ, ମକବୁଲ ଖାନଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ର ଗାନ୍ଧୀ ଜୟନ୍ତୀ ଅର୍ଥାତ ଅକ୍ଟୋବର ୨ରେ ପ୍ରିମିୟର ହେବ। ଅବଶ୍ୟ…

ଶୁଟିଂ ସେଟ୍‌କୁ ଫେରିବେ ସଞ୍ଜୟ

ମୁମ୍ବାଇ: ବଲିଉଡ୍‌ ନାୟକ ସଞ୍ଜୟ ଦତ୍ତ କିଛିଦିନ ତଳେ ଫୁସ୍‌ଫୁସ୍‌ କର୍କଟରେ ପୀଡ଼ିତ ହେବା ଖବର ତାଙ୍କ ପ୍ରଶଂସକଙ୍କୁ ଦୁଃଖ ଦେଇଥିଲା। ଏବେ କିନ୍ତୁ ସଞ୍ଜୟଙ୍କୁ ନେଇ ଆସିଛି ଏକ ଖୁସି ଖବର। ଖୁବ୍‌ଶୀଘ୍ର ବଲିଉଡ୍‌ର ଏହି ମୁନ୍ନାଭାଇ ଶୁଟିଂ ସେଟକୁ…

ମଲାଇକା କରୋନା ପଜିଟିଭ: ଚିନ୍ତାରେ କରିନା

ମୁମ୍ବାଇ: ବଲିଉଡ୍‌ ନାୟିକା ମଲାଇକା ଆରୋରା କରୋନା ପଜିଟିଭ ଥିବା ଗତକାଲି ତାଙ୍କ ଭଉଣୀ ଅମୃତା ଜଣାଇଥିଲେ। ଏହା ପୂର୍ବରୁ ଅର୍ଜୁନ କପୁର କରୋନାରେ ପୀଡ଼ିତ ହୋଇଥିବା ସେ ନିଜେ ଜଣାଇଥିଲେ। ଏବେ ମଲାଇକାଙ୍କ କରୋନା ପଜିଟିଭ ଖବର ଶୁଣି ଚିନ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?