ମାସ୍କ ପିନ୍ଧି, ସାଇକେଲ ଧରି ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି ଅଭିନେତ୍ରୀ
ସମଗ୍ର ବିଶ୍ୱ ଏବେ କରୋନା ସହ ଲଢ଼େଇ କରୁଛଛି। ଏହି ସମୟରେ ସମସ୍ତେ ଘରେ ରହୁଥିବା ବେଳେ ବଲିଉଡ୍ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ ସାଇକେଲ ଧରି ମୁମ୍ବାଇ ରାସ୍ତାରେ ବୁଲୁଥିବା ଦେଖିବାକୁ ମିଳିଛି। ଲକ୍ଡାଉନ୍ର ଠିକ୍ ପୂର୍ବରୁ ସାରା ବାରାଣାସୀ…
ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଭିସେରା ରିପୋର୍ଟ: ଜାଣନ୍ତୁ ମୃତ୍ୟୁ ପଛର କାରଣ
ମୁମ୍ବାଇ,୨୭।୭: ବଲିଉଡ୍ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାକୁ ଦେଢ଼ ମାସ ଉପରେ ବିତିଯାଇଛି। ହେଲେ ଏଯାଏ ତାଙ୍କ ମୃତ୍ୟୁ ପଛର କାରଣ ଉପରୁ ରହସ୍ୟ ହଟାଇପାରୁନି ମୁମ୍ବାଇ ପୋଲିସ। ସୁଶାନ୍ତଙ୍କ ମାମଲାରେ ଏଯାଏ ବାନ୍ଦ୍ରା ପୋଲିସ ୩୭ଜଣଙ୍କୁ…
ଆଉନାହାନ୍ତି ଆଲ୍ବମ୍ କୁଇନ୍ ଦୀପା ସାହୁ
ଭୁବନେଶ୍ୱର,୨୭।୭(ବ୍ୟୁରୋ): ଲୋକପ୍ରିୟ ଆଲ୍ବମ୍ ଅଭିନେତ୍ରୀ ଦୀପା ସାହୁଙ୍କ ସୋମବାର ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଦୀପାଙ୍କ ମୃତ୍ୟୁ ଘଟିଛି। ଦୀର୍ଘ ଦିନ କ୍ୟାନ୍ସରରେ ପୀଡ଼ିତ ହୋଇ ସେ ଚିକିତ୍ସାଧୀନ ଥିଲେ । ଦୀପାଙ୍କ ଦେହାନ୍ତ ନେଇ ସ୍ବାମୀ…
କରୋନାକୁ ହରାଇ ଘରକୁ ଫେରିଲେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ, ଝିଅ ଆରାଧ୍ୟା
ବଲିଉଡ୍ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ତାଙ୍କ ଝିଅ ଆରାଧ୍ୟା ଶେଷରେ କରୋନାକୁ ହରାଇଛନ୍ତି। ହସ୍ପିଟାଲରେ ୧୦ ଦିନ ରହିବା ପରେ ଉଭୟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଅଭିଷେକ ବଚ୍ଚନ ଟୁଇଟ୍କରି ଜଣାଇଛନ୍ତି। ଉଲ୍ଲେଖଯୋଗ୍ୟ, ବଲିଉଡ୍…
କରୋନା ମଧ୍ୟରେ ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତା
କରୋନା ଭୟ ମଧ୍ୟରେ ତେଲୁଗୁ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତା ନିତିନ ରବିବାର ରାତିରେ ବିବାହ କରିଛନ୍ତି। ସେ ତାଙ୍କର ଦୀର୍ଘ ଦିନର ଗର୍ଲଫ୍ରେଣ୍ଡ ଶାଲିନୀ କାଣ୍ଡୁକୁରୀଙ୍କୁ ବିବାହ କରିଥିବା ଜଣାପଡ଼ିଛି। ପରିବାର ସଦସ୍ୟଙ୍କ ଉପସ୍ଥିତିରେ ଏକ ବ୍ୟକ୍ତିଗତ ସମାରୋହରେ ନିତିନ-ଶାଲିନିଙ୍କର…
ଷ୍ଟାର ହେବା ପରେ ଏହି ଜିନିଷକୁ ମନେ ପକାଉଛନ୍ତି ସିଦ୍ଧାର୍ଥ
ବଲିଉଡ୍ର କୁଲ୍ ହିରୋ ସିଦ୍ଧାର୍ଥ ମଲହୋତ୍ରା। ଖୁବ୍ କମ୍ ଦିନ ମଧ୍ୟରେ ସେ ବଲିଉଡ୍ରେ ବେଶ୍ ନାଁ କରିସାରିଛନ୍ତି। ପରଦା ଉପରେ ଦର୍ଶକ ତାଙ୍କୁ ପସନ୍ଦ ମଧ୍ୟ କରୁଛନ୍ତି। ଏବେ ସେ ଫିଲ୍ମ ‘ମରଜାଓ୍ବା’ କୁ ନେଇ ଚର୍ଚ୍ଚାରେ। ତେବେ ସିଦ୍ଧାର୍ଥ…
ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ ପ୍ରଯୋଜକ ମହେଶଙ୍କ ବୟାନ ରେକର୍ଡ
ମୁମ୍ବାଇ,୨୭।୭: ବଲିଉଡ୍ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ପଛର ରହସ୍ୟକୁ ଖୋଜିବାରେ ଲାଗିପଡ଼ିଛି ମୁମ୍ବାଇ ପୋଲିସ। ଏହି କ୍ରମରେ ସୁଶାନ୍ତଙ୍କ ପରିବାର, ସମ୍ପର୍କୀୟ, ବନ୍ଧୁ ଓ ବଲିଉଡ୍ର କେତେକ ସେଲିବ୍ରିଟିଙ୍କୁ ପଚରାଉଚାରା କରିସାରିଛି। ଇତିମଧ୍ୟରେ ନିର୍ଦ୍ଦେଶକ ତଥା…
ଏହି ବ୍ୟକ୍ତିଙ୍କୁ ମନେ ପକାଇ ହସ୍ପିଟାଲରେ ରାତି କାଟୁଛନ୍ତି ଅମିତାଭ ବଚ୍ଚନ
ସୁପରଷ୍ଟାର ଅମିତାଭ ବଚ୍ଚନ କରୋନା ଆକ୍ରାନ୍ତ ହୋଇ ମୁମ୍ବାଇର ନାନାବତୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ହସ୍ପିଟାଲରୁ ଅମିତାଭ ବଚ୍ଚନ ତାଙ୍କ ପ୍ରଶଂସକଙ୍କ ପାଇଁ ପ୍ରତିଦିନ କିଛି ନୂଆ ଭିଡିଓ କିମ୍ବା ବାର୍ତ୍ତା ଶେୟାର କରନ୍ତି। ଏହାସହ ପିତା ହରିବଂଶ ରାୟ ବଚ୍ଚନଙ୍କୁ…
ଏହି ବଲିଉଡ୍ ନାୟକଙ୍କ ପ୍ରେମରେ ପଡିଥିଲେ କ୍ରିତି
ମୁମ୍ବାଇ: ବଲିଉଡ୍ ନାୟିକା କ୍ରିତି ସାନନ ୨୦୧୪ରେ ଫିଲ୍ମ ହିରୋପନ୍ଥି ମାଧ୍ୟମରେ ବଲିଉଡ୍ରେ ଏଣ୍ଟ୍ରି କରିଥିଲେ। ୩୦ ବର୍ଷରେ ପଦାର୍ପଣ କରିଥିବା ଏହି ନାୟିକା ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଥିଲେ ମଧ୍ୟ ମଡେଲିଂକୁ ନିଜର କ୍ୟାରିୟର ଭାବେ ବାଛି ନେଇଥିଲେ। ଇଲୋକ୍ଟ୍ରନିକ୍ସ…
ଆସାମ ବନ୍ୟା ପୀଡିତଙ୍କ ପାଇଁ ସହାଯୋଗର ହାତ ବଢାଇଲେ ପ୍ରିୟଙ୍କା-ନିକ୍
ମୁମ୍ବାଇ: ଆସାମରେ ଆସିଥିବା ବନ୍ୟା ଏବେ ସେଠାକାର ଜନ ଜୀବନ ଉପରେ ଖୁବ୍ ପ୍ରଭାବ ପକାଇଛି। ଗୋଟିଏ ପଟେ କରୋନା ମହାମାରୀ ଅନ୍ୟପଟେ ସେଠାରେ ପ୍ରାୟ ୪ ଥର ଆସିଥିବା ବନ୍ୟାରେ ଲୋକେ ଅସ୍ତବ୍ୟସ୍ତ ହୋଇଗଲେଣି। ଆସାମ ବନ୍ୟାରେ ଶହ ଶହ…
ବଳଦ କିଣିବାକୁ ଟଙ୍କା ନାହିଁ, ବିଲରେ ହଳ କରୁଥିଲେ ଏହି ଦୁଇ ଝିଅ; ଟ୍ରାକ୍ଟର ପଠାଇଲେ ସୋନୁ
କରୋନା ସମୟରେ ସାଧାରଣ ଲୋକଙ୍କ ପାଇଁ ଦେବଦୂତ ପାଲଟିଛନ୍ତି ଅଭିନେତା ସୋନୁ ସୁଦ୍। ଲକ୍ଡାଉନ୍ ସମୟରେ ସୋନୁ ହଜାର ହଜାର ଶ୍ରମିକଙ୍କ ସହାୟତାର ହାତ ବଢାଇଛନ୍ତି। ନିକଟରେ ସେ ଆନ୍ଧ୍ର ପ୍ରଦେଶର ଏକ ଗରିବ କୃଷକ ପରିବାରକୁ ଟ୍ରାକ୍ଟର ପଠାଇଛନ୍ତି। ଆନ୍ଧ୍ରପ୍ରଦେଶର…
ପୁନମ ପାଣ୍ଡେଙ୍କ ନିର୍ବନ୍ଧ ଶେଷ
ମଡେଲ ତଥା ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ନିର୍ବନ୍ଧ ଶେଷ ହୋଇଛି। ପ୍ରେମିକ ସାମ ବମ୍ବେଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ସେ। ସାମ ନିଜ ଇନଷ୍ଟାଗ୍ରାମରେ ନିର୍ବନ୍ଧ ମୁଦି ପିନ୍ଧି ପୁନମଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ସାମ…
Archives


