ବିବାହ ପୂର୍ବରୁ ଏହି ୫ କଥା ପ୍ରତି ଧ୍ୟାନ ଦିଅନ୍ତୁ
ବିବାହ ସବୁ ଝିଅଙ୍କ ଜୀବନର ଏକ ବିଶେଷ ମୁହୂର୍ତ୍ତ। ଏହି ସମୟକୁ ସେମାନେ ଅପେକ୍ଷା କରି ରହିଥାନ୍ତି। ବଲିଉଡ୍ ଅଭିନେତା ଶାହିଦ କପୁରଙ୍କ ସ୍ତ୍ରୀ ମୀରା ରାଜପୁତଙ୍କ କ୍ଷେତ୍ରରେ ଘଟିଥିଲା ଏକ ଅଜବ ସଂଯୋଗ। ମୀରା ମାତ୍ର ୭ ଘଣ୍ଟାର ସାକ୍ଷାତ…
ବଲିଉଡ୍ରୁ ଇସ୍ତଫା ନେଲେ ଏହି ସଫଳ ନିର୍ଦ୍ଦେଶକ
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡ୍ରେ ଅନେକ ପରିବର୍ତ୍ତନ ଆସିଛି। ନେପୋଟିଜିମ୍ଠାରୁ ଆରମ୍ଭକରି ଜଣେ ଅନ୍ୟ ଜଣଙ୍କ ଉପରେ ଦୋଷ ଲଦିବାରେ ଲାଗିଛନ୍ତି। ଏହି କ୍ରମରେ ବଲିଉଡ୍ ନିର୍ଦ୍ଦେଶକ ଅନୁଭବ ସିହ୍ନା ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।…
୧୯ ବର୍ଷ ସାନ ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ଏହି ପ୍ରସିଦ୍ଧ ଅଭିନେତା
ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ସ୍ତ୍ରୀ ମାନ୍ୟତା ଦତ୍ତ ମଧ୍ୟରେ ବୟସରେ ପ୍ରାୟ ୧୦ବର୍ଷର ପାର୍ଥକ୍ୟ ଅଛି। ସଞ୍ଜୟଙ୍କୁ ୪୧ ବର୍ଷ ହୋଇଥିବାବେଳେ ସଞ୍ଜୟ ଦତ୍ତଙ୍କୁ ୬୦ ବର୍ଷ ବୟସ ହୋଇଛି। ବ୍ୟବଧାନ ଥାଇ ମଧ୍ୟ ଦୁହେଁ ପରସ୍ପରକୁ…
କମାଣ୍ଡୋ ଷ୍ଟାରଙ୍କ ବଡ଼ ଉପଲବ୍ଧି: ପୁଟିନ୍-ବେୟର ଗ୍ରିଲ୍ସ କ୍ଲବରେ ସାମିଲ ହେଲା ନାମ
ବମ୍ବେ: ଅନ୍ତରାଷ୍ଟ୍ରୀୟସ୍ତରରେ ଭାରତକୁ ଗୌରବାନ୍ବିତ କରିଥିବା ଅନ୍ୟତମ ଅଭିନେତା ପାଲଟିଛନ୍ତି ବିଦ୍ୟୁତ ଜାମଓ୍ବାଲ। ପୂର୍ବରୁ ତାଙ୍କୁ ଜ୍ୟାକି ଚାନ୍ ଆକ୍ସନ ମୁଭି ଆଓ୍ବାର୍ଡ ମିଳିସାରିଛି। ଏବେ ତାଙ୍କୁ ଭ୍ଲାଦିମିର ପୁଟିନ୍ ଏବଂ ବିୟର ଗ୍ରିଲ୍ସଙ୍କ ଭଳି ବଡ଼ ନାମ ଥିବା ତାଲିକାରେ…
ରିଲିଜ୍ ହେଲା ‘ଶକୁନ୍ତଳା ଦେବୀ’ର ପ୍ରଥମ ଗୀତ
ମୁମ୍ବାଇ: ବଲିଉଡ୍ ନାୟିକା ବିଦ୍ୟା ବଲାନଙ୍କ ଅଭିନୀତ ଫିଲ୍ମ ‘ଶକୁନ୍ତଳା ଦେବୀ’ର ପ୍ରଥମଗୀତ ‘ପାସ ନେହିଁ ତୋ ଫେଲ୍ ନେହିଁ’ ରିଲିଜ୍ ହୋଇଛି। ଏଥିରେ ବିଦ୍ୟା କେତେଜଣ ସ୍କୁଲ ପିଲାଙ୍କ ଗହଣରେ ଦେଖିବାକୁ ମିଳିଛନ୍ତି। ଏଥିରେ ସେ ଭିନ୍ନ ଢଙ୍ଗରେ ପିଲାଙ୍କୁ…
ଟ୍ରୋଲ୍ ହେଲେ ଛୋଟେ ନଓ୍ବାବଙ୍କ ପରିବାର
ମୁମ୍ବାଇ: କରୋନା ସଂକ୍ରମଣକୁ ନେଇ ଲକ୍ଡାଉନ ଜାରି ରହିଥିବା ବେଳେ ପ୍ରାୟ ସବୁ ସେଲିବ୍ରିଟି ନିଜ ନିଜ ପରିବାର ସହ କ୍ୱାଲିଟି ଟାଇମ୍ ସ୍ପେଣ୍ଡ କରୁଛନ୍ତି। ହେଲେ ଏହି ସମୟରେ ପଟୌଦି ଖାନଦାନର ଛୋଟେ ନଓ୍ବାବ ତଥା ବଲିଉଡ୍ ନାୟକ ଶୈଫ…
ନିଜଠାରୁ ୧୬ ବର୍ଷ ବଡ ବିବାହିତାଙ୍କ ପ୍ରେମରେ ପଡିଥିଲେ ନସିରୁଦ୍ଦିନ
ମୁମ୍ବାଇ: ବଲିଉଡ୍ର ଭେଟେରାନ୍ ଆକ୍ଟର ନସିରୁଦ୍ଦିନ ଶାହ। ଆଜି ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଆଜିବି ତାଙ୍କ ଦମ୍ଦାର ଅଭିନୟ ଦର୍ଶକଙ୍କୁ ବାନ୍ଧି ରଖିବାରେ ସକ୍ଷମ ହୋଇଛି। ମାୟାନଗରୀରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିବା ଏହି ଅଭିନେତା…
ଅଭିଷେକଙ୍କ ପାଇଁ ହୋମ୍ କ୍ୱାରାଣ୍ଟାଇନ୍ରେ ରହିବାକୁ ପ୍ରସ୍ତୁତ ଏହି ଅଭିନେତା
ମୁମ୍ବାଇ: କରୋନା କବଳରେ ଏବେ ବଲିଉଡ୍। ବଲିଉଡ୍ ଇଣ୍ଡଷ୍ଟ୍ରି ଓ ଟେଲି ଜଗତର କେତେକ କଳାକାର କରୋନାରେ ପୀଡ଼ିତ ହୋଇ ସୁସ୍ଥ ହୋଇଥିବା ବେଳେ ଆଉ କେତେକ ଚିକିତ୍ସିତ ହେଉଛନ୍ତି। ଏହି କ୍ରମରେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ, ଅଭିଷେକ ବଚ୍ଚନ,…
ଏହି ପ୍ରସିଦ୍ଧ ଅଭିନେତାଙ୍କୁ ଗାଳି ଦେଇଥିଲେ ଶାଶୁ, ଜାଣନ୍ତୁ କାହିଁକି
ଅଭିନେତ୍ରୀ କାଜୋଲ ଏବଂ ଅଭିନେତା ଅଜୟ ଦେବଗନଙ୍କ ବିବାହକୁ ୨୦ ବର୍ଷରୁ ଅଧିକ ହେଲାଣି। ଏହି ଦୁଇଜଣଙ୍କ ମଧ୍ୟରେ ଥିବା ପ୍ରେମ ଏବଂ ପାରସ୍ପରିକ ବୁଝାମଣା ବେଶ୍ ଭଲ ରହିଛି। ଲୋକମାନେ ମଧ୍ୟ ଏହି ଷ୍ଟାର୍ ଦମ୍ପତିଙ୍କୁ ପସନ୍ଦ କରନ୍ତି କାରଣ,…
ପ୍ରବାସୀ ପରେ ଏବେ ବିଦେଶରେ ଫସିଥିବା ଛାତ୍ରଙ୍କୁ ସ୍ବଦେଶ ଆଣିବେ ସୋନୁ
ମୁମ୍ବାଇ: କରୋନା ଭାଇରସ୍ ଲକ୍ଡାଉନରେ ଫସିରହିଥିବା ଲୋକଙ୍କୁ ସାହାଯ୍ୟ କରି ଚର୍ଚ୍ଚାକୁ ଆସିଥିବା ବଲିଉଡ୍ ଅଭିନେତା ସୋନୁ ସୁଦ ଏବେ ଛାତ୍ରଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି। ବିଦେଶରେ ଫସିରହିଥିବା ଭାରତୀୟ ଛାତ୍ରଙ୍କୁ ସ୍ବଦେଶ ଆଣିବାକୁ ସୋନୁ ଯୋଜନା କରୁଥିବା ଜଣାପଡ଼ିଛି।…
କିଏ ଦହି ତ ଆଉ କିଏ ନଡିଆ ତେଲ, ଏମିତି କେଶର ଯତ୍ନ ନିଅନ୍ତି ୭ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀଙ୍କ ସୁନ୍ଦର କେଶ ପ୍ରାୟତଃ ସମସ୍ତଙ୍କୁ ଆକର୍ଷିତ କରିଥାଏ। ଅଭିନେତ୍ରୀ ନିଜ ଶରୀର ସହିତ କେଶର ବିଶେଷ ଯତ୍ନ ନିଅନ୍ତି। ଅଧିକାଂଶ ଅଭିନେତ୍ରୀମାନେ କେଶକୁ କ୍ଷତିକାରକ କେଶ ଦ୍ରବ୍ୟରୁ ରକ୍ଷା କରନ୍ତି। କେଶକୁ ସୁନ୍ଦର ରଖିବା ପାଇଁ ଘରୋଇ ଉପଚାର…
ବିଲରେ ଧାନ ରୋଉଛନ୍ତି ଏହି ଅଭିନେତା, ଗର୍ଲଫ୍ରେଣ୍ଡ୍ ଶେୟାର କଲେ ଫଟୋ
କରୋନା ଭାଇରସ ଯୋଗୁ ଚଳଚ୍ଚିତ୍ର ଶୁଟିଂ ବନ୍ଦ ରହିଛି। ତେବେ ଅନଲକ ସମୟରେ ସର୍ତ୍ତମୂଳକ ଶୁଟିଂକୁ ଅନୁମତି ଦିଆଯାଇଛି। ଅଭିନେତା ସଲମାନ ଖାନ ମଧ୍ୟ ତାଙ୍କ ଫିଲ୍ମର ଶୁଟିଂ ଯୋଗୁ ତାଙ୍କ ଫାର୍ମହାଉସରେ ପୁରା ସମୟ ବିତାଉଛନ୍ତି। ଏହି ସମୟରେ ତାଙ୍କର…
Archives


