ମନୋରଞ୍ଜନ

ବିବାହ କରିବାକୁ ଘରୁ ଲୁଚି ପ୍ରଳାଇ ଆସିଥିଲେ ଅର୍ଚ୍ଚନା

ମୁମ୍ବାଇ: ‘ ଦ କପିଲ ଶର୍ମା’ ଶୋରେ ଏଥର ଚର୍ଚ୍ଚିତ ଯୋଡିଙ୍କୁ ଦେଖିବାକୁ ମିଳିବ। ଯେଉଁଥିରେ ଅଛନ୍ତି ଅର୍ଚ୍ଚନା ପୁରନ ସିଂ ଓ ପରମିତ ସେଠୀ, କଶ୍ମୀରା ଶାହ ଓ କୃଷ୍ଣା ଅଭିଷେକ, କିକୁ ଶାରଦା ଓ ପ୍ରିୟଙ୍କା ସାରଦା। ଏହି…

କରୋନାକୁ ହରାଇଲେ ଅଭିଷେକ

ମୁମ୍ବାଇ,୮।୮: କରୋନା ଭାଇରସ୍‌ ସଂକ୍ରମଣ ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଧନୀ ହୁଅନ୍ତୁ କି ଗରିବ, ଜନତା ହୁଅନ୍ତୁ କି ନେତା କିମ୍ବା ସେଲିବ୍ରିଟି ସମସ୍ତେ ଏବେ କରୋନା…

ଫସିଲେ ର଼୍ୟାପର୍‌ ବାଦଶାହା! ଏଥିପାଇଁ ୯ ଘଣ୍ଟା କାଳ ଜେରା କଲା କ୍ରାଇମ୍‌ବ୍ରାଞ୍ଚ

ବମ୍ବେ: ବିବାଦରେ ଲୋକପ୍ରିୟ ର଼୍ୟାପର୍‌ ବାଦଶାହା। ଫେକ୍‌ ଫଲୋୟର ର଼୍ୟାକେଟ୍‌ କେସ୍‌ରେ ସେ ଛନ୍ଦି ହୋଇଛନ୍ତି। ନିଜର ସୋସିଆଲ ମିଡିଆରେ ସେ ନକଲି ଫଲୋଅର୍ସ କରିଛନ୍ତି। ଏହାକୁ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ତାଙ୍କୁ ଡାକରା ଆସିଥିଲା। ଶୁକ୍ରବାର ସେ ମୁମ୍ବାଇ କ୍ରାଇମ୍‌ବ୍ରାଞ୍ଚ…

ରିୟାଙ୍କ ନୂଆ ଦାବି: ସୁଶାନ୍ତଙ୍କ ସମ୍ପତ୍ତି ଭାବରେ ପାଖରେ ଅଛି କେବଳ ଡାଏରୀ, ସିପର୍‌

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଛନ୍ଦି ହୋଇଛନ୍ତି ପ୍ରେମିକା ରିୟା ଚର୍କବର୍ତ୍ତୀ। ଇତିମଧ୍ୟରେ ସେ ଇଡି ଅଫିସରେ ହାଜର ହୋଇସାରିଛନ୍ତି। ଟଙ୍କା ହେରଫେରକୁ ନେଇ ଇଡି ତଦନ୍ତ କରୁଥିବା ବେଳେ ରିୟାଙ୍କ ସହ ପୁରା ପରିବାର ବିବାଦକୁ…

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ବିଶ୍ୱବାପୀ ଆନ୍ଦୋଳନ ପାଲଟିଲାଣି: ନ୍ୟାୟ ପାଇଁ ଉଠୁଛି ଦାବି

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାକୁ ପାଖାପାଖି ୨ ମାସ ହେଲାଣି। ତାଙ୍କୁ ନ୍ୟାୟ ଦେବା ପାଇଁ ସମଗ୍ର ଦେଶ ଏକାଠି ହୋଇଯାଇଛି। ଖାଲି ଦେଶ ନୁହେଁ ବିଦେଶରେ ମଧ୍ୟ ସୁଶାନ୍ତଙ୍କୁ ନ୍ୟାୟ ଦେବା ପାଇଁ ଏକ ଅଭିଯାନ…

କୁକୁର ଫଜ୍‌ର ବେଲ୍ଟରେ ସୁଶାନ୍ତ ସିଂ ରାଜପୁତଙ୍କୁ କରାଯାଇଛି ହତ୍ୟା!

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଇତିମଧ୍ୟରେ ଏହି ମାମଲା ଇଡି ଓ ସିବିଆଇ ହାତକୁ ଯାଇଛି। ତେଣୁ ଘଟଣା ଉପରୁ ଖୁବ୍‌ଶୀଘ୍ର ପରଦା ଉଠିବ ବୋଲି ଆଶା କରାଯାଉଛି। ମାତ୍ର…

ନୂଆ ନିୟମ ସହ ଏହି ଦିନ ଆରମ୍ଭ ହେବ ବିଗ୍‌ ବସ ସିଜିନ-୧୪

ମୁମ୍ବାଇ: ଟେଲିଭିଜନର ବେଶ୍‌ ଲୋକପ୍ରିୟ ରିୟଲିଟି ଶୋ’ ବିଗ୍‌ ବସର ନୂଆ ସିଜିନ୍‌ ପୁଣି ଲୋକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇବାକୁ ଆସୁଛି। ଚଳିତ ବର୍ଷ ସେପ୍ଟେମ୍ବର ୨୭ରେ ଏହା ଆରମ୍ଭ ହେବାକୁ ଯାଉଛି ବୋଲି ଶୁଣିବାକୁ ମିଳିଛି। ତେବେ ଏହି ନୂଆ…

ମଡେଲଙ୍କ ୟୁପିଏସ୍‌ସି ସଫଳତା

ନୂଆଦିଲ୍ଲୀ: ଫେଶନ ଦୁନିଆରୁ ଭାରତୀୟ ପ୍ରଶାସନିକ ଅଧିକାରୀ ହେବା ଛୋଟ କଥା ନୁହେଁ। ନିଜ ସମୟାନୁବର୍ତ୍ତିତା ଓ କର୍ତ୍ତବ୍ୟନିଷ୍ଠା ଯୋଗୁ ଚଳିତ ଥର ୟୁପିଏସ୍‌ସି ପରୀକ୍ଷାରେ ସଫଳତା ହାସଲ କରିଛନ୍ତି ଐଶ୍ୱର୍ଯ୍ୟା ସୋରେନ୍‌। ୟୁପିଏସ୍‌ସି ପରୀକ୍ଷାରେ ମୋଟ ୮୨୯ ଜଣଙ୍କୁ ସଫଳତା…

ସାମ୍ନାକୁ ଆସିଲା ରିୟାଙ୍କ କଲ୍‌ ଡିଟେଲ୍ସ: ଏଥିରେ ରହିଛି ଚାଞ୍ଚଲ୍ୟକର ଖୁଲାସା

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାର ତଦନ୍ତ ଯେମିତି ଯେମିତି ଆଗକୁ ବଢ଼ୁଛି ସେମିତି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଯାହା କେବଳ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତିଙ୍କ ସମସ୍ୟା ବଢ଼ାଇନାହିଁ ବରଂ ମୁମ୍ବାଇ ପୋଲିସକୁ ମଧ୍ୟ…

ବୟସ୍କ କଳାକାରଙ୍କ ପାଇଁ ଖୁସିଖବର

ମୁମ୍ବାଇ,୭।୮: ଦେଶରେ କରୋନା ଆତଙ୍କ ଜାରି ରହିଛି। କରୋନାକୁ ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସମଗ୍ର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି। ଅଗଷ୍ଟ ୧ରୁ ଦେଶରେ ଅନ୍‌ଲକ୍‌-୩ ଜାରି ରହିଥିବା ବେଳେ କେତେକ କଟକଣାକୁ କୋହଳ କରାଯାଇଛି। କଟକଣା କୋହଳ…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ସୁପ୍ରିମକୋର୍ଟ ଗଲା ସିବିଆଇ

ନୂଆଦିଲ୍ଲୀ, ୭।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସୁଶାନ୍ତଙ୍କ ମୃତ୍ୟୁ ପରେ ରିୟା ବହୁବାର ବାନ୍ଦ୍ରା ଡିସିପିଙ୍କ ସହ ଯୋଗାଯୋଗରେ ଥିଲେ ଏବଂ ସେ ଅନେକ ଥର ଡିସିପିଙ୍କୁ କଲ…

ରିୟାଙ୍କ କଲ ଡିଟେଲ୍ସରେ ବାନ୍ଦ୍ରା ଡିସିପି

ମୁମ୍ବାଇ, ୭।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ବର୍ତ୍ତମାନ ରିୟା ଚକ୍ରବର୍ତ୍ତୀଙ୍କ କଲ ରେକର୍ଡ ଯାଞ୍ଚ ପରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ସୁଶାନ୍ତଙ୍କ ମୃତ୍ୟୁ ପରେ ରିୟା ବହୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?