ମନୋରଞ୍ଜନ

ବିଧାନସଭାରେ ସିବିଆଇ ତଦନ୍ତ ଦାବି

ମୁମ୍ବାଇ,୪।୮:ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାକୁ ନେଇ ବାଦବିବାଦ ଲାଗିଥିବାବେଳେ ମୁମ୍ବାଇ ପୋଲିସ ସୋମବାର ରହସ୍ୟ ଖୋଲିଛି। ଆତ୍ମହତ୍ୟା ପୂର୍ବରୁ ସୁଶାନ୍ତ ମାନସିକ ଭାବେ ଚାପଗ୍ରସ୍ତ ଥିଲେ। ବାଇପୋଲାର ଡିଜ୍‌ଅର୍ଡର ଯୋଗୁ ସେ ଚିକିତ୍ସିତ ହେବା ସହ ଔଷଧ ମଧ୍ୟ ଖାଉଥିଲେ…

ଆତ୍ମହତ୍ୟା କରିବାକୁ ଚାହୁଁଥିବା ବନ୍ଧୁଙ୍କୁ ରୋକିଥିଲେ ସୁଶାନ୍ତ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଇତିମଧ୍ୟରେ ଦେଢ଼ ମାସ ହୋଇଯାଇଛି। କିନ୍ତୁ ଏବେ ବି ତାଙ୍କୁ ଭୁଲିପାରି ନାହାନ୍ତି ପରିବାର ଲୋକେ ଏବଂ ପ୍ରଶଂସକ। ପ୍ରତିଦିନ ତାଙ୍କୁ ନେଇ ଚର୍ଚ୍ଚା ହେଉଛି। ସୁଶାନ୍ତ ଆତ୍ମହତ୍ୟା ଭଳି ନିଷ୍ପତ୍ତି ନେବେ,…

ଗୀତ ଅଭ୍ୟାସ କରୁଛି ରୋହିତ୍‌ଙ୍କ ପୋଷା କୁକୁର

ମୁମ୍ବାଇ, ୩।୮: ଏବେ ମୁମ୍ବାଇର ରାଇଟର ତଥା କମେଡିଆନ୍‌ ରୋହିତ୍‌ ନାୟାରଙ୍କର ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ୨୯ ସେକେଣ୍ଡର ଭିଡ଼ିଓରେ ରୋହିତ୍‌ ନିଜ ପୋଷା କୁକୁର ଜୋଏ ସହିତ ଗୀତ ଗାଉଥିବାରୁ ଦେଖିବାକୁ ମିଳୁଛି।…

ଭଉଣୀଙ୍କୁ ଏମିତି ଉପହାର ଦେଲେ ଅକ୍ଷୟ କୁମାର

ମୁମ୍ବାଇ: ଆଜି ସାରା ଦେଶରେ ରକ୍ଷାବନ୍ଧନ ଉତ୍ସବ ପାଳନ କରାଯାଉଛି। ଫିଲ୍ମ ଷ୍ଟାର୍‌ମାନେ ମଧ୍ୟ ଏହି ଦିନଟିକୁ ବିଶେଷ ଭାବରେ ପାଳନ କରୁଛନ୍ତି। ଅଭିନେତା ଅକ୍ଷୟ କୁମାର ଆଜିର ଦିନରେ ତାଙ୍କ ଭଉଣୀ ଅଲ୍‌କା ଭାଟିଆଙ୍କୁ ଏକ ବିଶେଷ ଉପହାର ଦେଇଛନ୍ତି।…

ରକ୍ଷାବନ୍ଧନରେ ପ୍ରଧାନମନ୍ତ୍ରୀଙ୍କୁ ସ୍ବତନ୍ତ୍ର ବାର୍ତ୍ତା ପଠାଇଲେ ସୁରସାମ୍ରାଜ୍ଞୀ: ମୋଦି ଏଭଳି ରଖିଲେ ଜବାବ

ମୁମ୍ବାଇ,୩।୮: ସମଗ୍ର ଦେଶରେ ସୋମବାର ପବିତ୍ର ରକ୍ଷାବନ୍ଧନ ପାଳିତ ହେଉଛି। ଭାଇଭଉଣୀଙ୍କ ପବିତ୍ର ବନ୍ଧନକୁ ଦର୍ଶାଉଥିବା ରାକ୍ଷୀ ସବୁ ପର୍ବଠାରୁ ଅନ୍ୟତମ। ବର୍ଷକୁ ଥରେ ଭଉଣୀମାନେ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବାକୁ ଅନେଇ ବସିଥାନ୍ତି। ଆଉ ଭାଇମାନେ ସାରା ଜୀବନ ତାଙ୍କର…

ଆତ୍ମହତ୍ୟା ପୂର୍ବରୁ ଗୁଗଲ୍‌ରୁ ଏହି ୪ ଜିନିଷ ଅଧିକଥର ସର୍ଚ୍ଚ କରୁଥିଲେ ସୁଶାନ୍ତ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଦେଢମାସ ପୂରିଲାଣି। କିନ୍ତୁ ଏବେ ବି ତାଙ୍କୁ ଭୁଲି ପାରୁନାହାନ୍ତି ତାଙ୍କ ପ୍ରଶଂସକ ଏବଂ ପରିବାର ଲୋକେ। ପ୍ରତିଦିନ ତାଙ୍କୁ ନେଇ ଚର୍ଚ୍ଚା ହେଉଛି। ଏବେ ତାଙ୍କ ମୃତ୍ୟୁ ମାମଲାର ତଦନ୍ତ ଚାଲିଥିବା…

ପୁଣି ଥରେ ଆତ୍ମହତ୍ୟା କରିବେ ସୁଶାନ୍ତ

ମୁମ୍ବାଇ, ୩।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଧୀରେଧୀରେ ଅଧିକ ରହସ୍ୟମୟ ହେବାରେ ଲାଗିଛି। ଏବେ ବିହାର ପୋଲିସ ପକ୍ଷରୁ ସୁଶାନ୍ତଙ୍କର ଆତ୍ମହତ୍ୟା ସିନ୍‌ର ରିକ୍ରିଏଟ୍‌ କରାଯିବ। ଏଥିରେ ସୁଶାନ୍ତଙ୍କୁ ପୁଣି ଥରେ ଆତ୍ମହତ୍ୟା କରିବାକୁ ପଡ଼ିବ। ସୁଶାନ୍ତଙ୍କ…

ଆଜି ସବୁ କିଛି ଅଛି, ତୁମେ ନାହଁ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଦେଢମାସ ପୂରିଲାଣି। କିନ୍ତୁ ଏବେ ବି ତାଙ୍କୁ ଭୁଲି ପାରୁନାହାନ୍ତି ତାଙ୍କ ପ୍ରଶଂସକ ଏବଂ ପରିବାର ଲୋକେ। ପ୍ରତିଦିନ ତାଙ୍କୁ ନେଇ ଚର୍ଚ୍ଚା ହେଉଛି। ରାଖୀରେ ସୁଶାନ୍ତଙ୍କୁ ବହୁତ୍‌ ମିସ୍‌ କରୁଛନ୍ତି ତାଙ୍କ…

କରୋନା ଲଢେଇ ଜିତିବା ପରେ ଏମିତି କହିଲେ ଅମିତାଭ ବଚ୍ଚନ

ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ କରୋନା ଲଢେଇ ଜିତିଛନ୍ତି। କରୋନା ରିପୋର୍ଟ ନେଗେଟିଭ୍‌ ଆସିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ଡାକ୍ତରଖଶନାରୁ ଛୁଟି ମିଳିବା ପରେ ଅମିତାଭ ବଚ୍ଚନଙ୍କ ପ୍ରଶଂସକମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ବିଗ୍‌…

ସୁଶାନ୍ତଙ୍କ ଅନ୍ତିମ ସଂସ୍କାରରେ କାହିଁକି ଯୋଗ ଦେଇ ନ ଥିଲେ ଏକ୍ସ-ଗର୍ଲଫ୍ରେଣ୍ଡ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାର ଦେଢମାସ ବିତିଯାଇଥିଲେ ମଧ୍ୟ ତାଙ୍କୁ ନେଇ ଚର୍ଚ୍ଚା ଥମୁନି। ଧୀରେ ଧୀରେ ଆତ୍ମହତ୍ୟା ମାମଲା ଜଟିଳ ହେବାରେ ଲାଗିଛି। ସୁଶାନ୍ତଙ୍କ ପିତା କେ.କେ ସିଂ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ବିରୋଧରେ ଏକ…

କରୋନାକୁ ହରାଇଲେ ଅମିତାଭ ବଚ୍ଚନ

କରୋନା ଆକ୍ରାନ୍ତ ହୋଇ ଚିକତ୍ସିତ ହେଉଥିବା ମେଗାଷ୍ଟାର ଅମିତାଭ ବଚ୍ଚନ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ପୁଅ ଅଭିଷେକ ଟୁଇଟରରେ ସୂଚନା ଦେଇଛନ୍ତି। ପିତା କରୋନା ନେଗେଟିଭ୍‌ ଚିହ୍ନଟ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ସେ ଏବେ ଘରେ ରହି…

ଆସିନି ଭିସେରା ରିପୋର୍ଟ: ସୁଶାନ୍ତଙ୍କୁ ବିଷ ଦେବା ପରେ ପଙ୍ଖାରେ ଝୁଲାଇ ଦିଆଯାଇଛି କି?

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ନୂଆ ନୂଆ ଯୁକ୍ତି ଉପସ୍ଥାପନ କରାଯାଉଛି। ଏହି କ୍ରମରେ ଭାଜପା ଏମ୍ପି ସୁବ୍ରମଣ୍ୟମ ସ୍ବାମୀ ଭିନ୍ନ ଏକ ପ୍ରଶ୍ନ ପଚାରିଛନ୍ତି। ସୁଶାନ୍ତଙ୍କୁ ପ୍ରଥମେ ବିଷ ଦିଆଯିବା ପରେ ରଶି ଲଗାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?