ମନୋରଞ୍ଜନ

ସୁଶାନ୍ତଙ୍କ ରୋଷେୟାଙ୍କ ବଡ଼ ଖୁଲାସା, ଆତ୍ମହତ୍ୟା ପୂର୍ବରୁ ଘରେ ଘଟିଥିଲା ଏପରି କିଛି..

ବମ୍ବେ: ଦିନକୁ ଦିନ ରୋଚକ ମୋଡ଼ ନେଉଛି ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ରହସ୍ୟ। ପ୍ରଥମେ ନେପୋଟିଜିମ୍‌କୁ ନେଇ ସୁଶାନ୍ତ ଆତ୍ମହତ୍ୟା କରିଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ଏବେ ଏହା ଷଡଯନ୍ତ୍ର ବୋଲି ଆଭାସ ହେଲାଣି। ଏସବୁ…

ଗୁଣି ଗାରେଡ଼ି ପୂଜାପାଠ ପାଇଁ ସୁଶାନ୍ତଙ୍କ ଆକାଉଣ୍ଟ୍‌ ଖାଲି କରିଦେଇଛନ୍ତି ଗର୍ଲ ଫ୍ରେଣ୍ଡ ରିୟା

ମୁମ୍ବାଇ, ୨।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଧୀରେଧୀରେ ଅଧିକ ରହସ୍ୟମୟ ହେବାରେ ଲାଗିଛି। ସୁଶାନ୍ତଙ୍କ ଆକାଉଣ୍ଟ ତାଙ୍କ ଗର୍ଲ ଫ୍ରେଣ୍ଡ୍‌ ରିୟା ଚକ୍ରବର୍ତ୍ତୀ ଖାଲି କରିଦେଇଥିବା କୁହାଯାଉଛି। ରିୟା ଗୁଣି ଗାରେଡ଼ି ଏବଂ ପୂଜାପାଠ କରିବାକୁ କହି…

ପ୍ରମାଣ ଜାଲିଆତିକୁ ଭୟ

ନୂଆଦିଲ୍ଲୀ,୨।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା ଭିନ୍ନ ମୋଡ଼ ନେଉଥିବାବେଳେ ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କୀର୍ତ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଶନିବାର ସେ ପ୍ରଧାନମନ୍ତ୍ରୀଙ୍କୁ ଏକ ଖୋଲାଚିଠି ଲେଖି ଏଥିରେ ସହଯୋଗ କରିବାକୁ…

ବିହାର ପୋଲିସକୁ ସହଯୋଗ କରୁନି ମୁମ୍ବାଇ ପୋଲିସ : ମୋଦି

ପାଟନା,୧।୮-ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ଏହି ମାମଲାରେ ମୁମ୍ବାଇ ପୋଲିସ ବିହାର ପୋଲିସକୁ ସହଯୋଗ କରୁ ନ ଥିବା ଶନିବାର ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି କହିଛନ୍ତି। ଏ ନେଇ…

ଚକ୍ରବ୍ୟୁହରେ ରିୟା: ସୁଶାନ୍ତଙ୍କୁ ନ୍ୟାୟ ଦେବାକୁ ଏବେ କିଛି ବି କରିବ ବିହାର ପୋଲିସ୍‌

ପାଟଣା: ଦିନକୁ ଦିନ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ନୂଆ ନୂଆ ମୋଡ଼ ନେଉଛି। ଏବେ ଦୋଷୀଙ୍କୁ ଦଣ୍ଡ ଦେବାକୁ ଅଣ୍ଟା ଭିଡିଛି ବିହାର ପୋଲିସ। ସୁଶାନ୍ତଙ୍କ ବାପା ପାଟଣା ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପାଟଣା ପୋଲିସର…

ଫିଟ୍‌ନେସ ପାଇଁ ମୁମ୍ବାଇ ରାସ୍ତାରେ ସାଇକେଲ ଚଲାଉଥିବା ନଜର ଆସିଲେ ଅଭିନେତ୍ରୀ, ଅଭିନେତା: ଚିହ୍ନିବା କଷ୍ଟକର

  କରୋନା ସଙ୍କଟ ସମୟରେ ପରିସ୍ଥିତିରେ ଯେତେବେଳେ ଜିମ୍‌ ବନ୍ଦ ହୋଇଯାଏ, ସେହିସମୟରେ ବଲିଉଡ୍‌ ଏବଂ ଟିଭି ତାରକାମାନେ ନିଜକୁ ଫିଟ୍‌ ରଖିବା ପାଇଁ ସାଇକେଲ ଚଲାଇବା ମାଧ୍ୟମରେ ବ୍ୟାୟାମ କରୁଛନ୍ତି। ଅନଲକ୍‌ ପ୍ରକ୍ରିୟା ଆରମ୍ଭ ହେବା ଦିନଠାରୁ ଅନେକ ତାରକା…

ଅଙ୍କିତାଙ୍କୁ ସତର୍କ କରାଇଲେ ବିବେକ: କହିଲେ ଏବେ ସେମାନେ ତୁମ ପଛରେ ପଡ଼ିଯିବେ

ବମ୍ବେ: ଦୀର୍ଘ ଛଅ ବର୍ଷରୁ ଅଧିକ ସମୟ ସୁଶାନ୍ତ ସିଂ ରାଜପୁତଙ୍କ ସହ ସମ୍ପର୍କରେ ଥିଲେ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। କୌଣସି କାରଣକୁ ନେଇ ଉଭୟ ଅଲଗା ହେବାକୁ ସ୍ଥିର କରିଥିଲେ। ଉଭୟ ଉଭୟଙ୍କୁ ସମ୍ମାନ ଜଣାଇ କେହି କାହା ସମ୍ପର୍କରେ…

ଦୁଷ୍ଟମାନଙ୍କ କଥାରେ ଭଦ୍ରଲୋକଙ୍କ ସମ୍ମାନ କମ୍‌ ହୋଇ ନ ଥାଏ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଏବଂ ପୁଅ ଅଭିଷେକ ବଚ୍ଚନ କରୋନାରେ ଆକ୍ରାନ୍ତ ହୋଇ ଜୁଲାଇ ୧୧ରୁ ମୁମ୍ବାଇସ୍ଥିତ ନାନାବତୀ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏଥିରେ ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ନାତୁଣୀ ଆରାଧ୍ୟା ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି।…

ରିୟାଙ୍କ ବିରୋଧରେ ଜାରି ହୋଇପାରେ ଲୁକ୍‌ଆଉଟ ନୋଟିସ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧।୮: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତି ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ସୂତ୍ର ଅନୁସାରେ ବିହାର ପୋଲିସ ଏହି ମାମଲାରେ ରିୟାଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି କରିବାକୁ ବିଚାର କରୁଥିବା…

ଜୁନ୍‌ ୨୯ ପାଇଁ ଓ୍ବାର୍କ ପ୍ଲାନ୍‌ କରିଥିଲେ ସୁଶାନ୍ତ, ଫଟୋ ଶେୟାର କଲେ ଭଉଣୀ

ଅଭିନେତା ସୁଶାନ୍ତ ସିଂ ରାଜପୁରଙ୍କ ମୃତ୍ୟୁକୁ ଇତିମଧ୍ୟରେ ମାସେରୁ ଅଧିକ ସମୟ ହୋଇଯାଇଛି। ହେଲେ ଆଜି ବି ସେ ମସସ୍ତଙ୍କ ହୃଦୟରେ ଜୀବିତ ଅଛନ୍ତି। ସୁଶାନ୍ତ କେତେ ପରିଶ୍ରମୀ ଥିଲେ, କେତେ ବଡ଼ ବଡ଼ ସ୍ବପ୍ନ ଦେଖୁଥିଲେ ତାହା ଭଉଣୀ ଶ୍ୱେତା…

ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଖୋଲିବେ ସିଦ୍ଧାର୍ଥ ପିଠାନୀ! ଜାଣନ୍ତୁ ସେ କିଏ….

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ନାମରେ ସୁଶାନ୍ତଙ୍କ ପିତା ବିହାର ଥାନାରେ ଅଭିଯୋଗ କରିବା ପରଠାରୁ ଏହି ମାମଲା ଅଧିକ ଜଟିଳ ହୋଇଯାଇଛି। ଏହି ମାମଲାରେ…

ମନିଲଣ୍ଡରିଂ ମାମଲା ରୁଜୁକଲା ଇଡି

ନୂଆଦିଲ୍ଲୀ,୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଘଟଣାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଶୁକ୍ରବାର ମନିଲଣ୍ଡରିଂ ମାମଲା ରୁଜୁ କରାଯାଇଛି। ଏହି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିହାର ପୋଲିସ ନିକଟରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀ ଓ ଅନ୍ୟମାନଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?