ମନୋରଞ୍ଜନ

ଭିଡିଓ ଜାରି କରି କ’ଣ କହିଲେ ସୁଶାନ୍ତଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀ

ମୁମ୍ବାଇ,୩୧।୭-ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଶୁକ୍ରବାର ପ୍ରଥମଥର ଲାଗି ମୁହଁ ଖୋଲିଛନ୍ତି ସୁଶାନ୍ତଙ୍କ ପ୍ରେମିକା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ। ରିୟା ଏକ ଭିଡିଓ ଜାରି କରି କହିଛନ୍ତି, ଭଗବାନ ଓ ନ୍ୟାୟପାଳିକା ଉପରେ ମୋର ବିଶ୍ବାସ ଅଛି।…

ବଲିଉଡ୍‌ର ଏସବୁ ଅଭିନେତ୍ରୀ ପହଞ୍ଚିଥିଲେ ସଫଳତାର ଶୀର୍ଷରେ, ବିବାହ ପରେ ଦୂରେଇ ଗଲେ ଇଣ୍ଡଷ୍ଟ୍ରିରୁ

ବଲିଉଡ୍‌ରେ ଅନେକ ଅଭିନେତ୍ରୀ ଅଛନ୍ତି ଯେଉଁମାନେ ନିଜ କ୍ୟାରିୟରର ଶିର୍ଷରେ ପହଞ୍ଚିବା ପରେ ବିବାହ କରିଥିଲେ। ପରେ ଇଣ୍ଡଷ୍ଟ୍ରିରୁ ଦୂରେଇ ଯାଇଥିଲେ। ଅନେକ ବର୍ଷ ପରେ ସେ ଯେତେବେଳେ ପୁଣି ଇଣ୍ଡଷ୍ଟ୍ରିକୁ ଫେରିଥିଲେ, ମୁଖ୍ୟ ଅଭିନେତ୍ରୀ ନୁହେଁ ପାର୍ଶ୍ୱ ଚରିତ୍ରରେ ଅଭିନୟ…

ଅନ୍‌ଲାଇନ ପାଠପଢ଼ା ପାଇଁ ଛାତ୍ରୀ ଛାହୁଁଥିଲେ ସ୍ମାର୍ଟଫୋନ: ଏହି ଅଭିନେତ୍ରୀ ପଠାଇଲେ iPhone

ବେଙ୍ଗାଲୁରୁ,୩୧।୭: ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁଙ୍କୁ କିଏ ବା ନ ଜାଣେ। ତାଙ୍କର ସୌନ୍ଦର୍ଯ୍ୟ ଓ ଚତ୍ମକାରି ଅଭିନୟ ସବୁ ପ୍ରଶଂସକଙ୍କୁ ଏକ ସୂତ୍ରରେ ବାନ୍ଧି ରଖିଛି। ସୋସିଆଲ ମିଡ଼ିଆରେ ସବୁବେଳେ ଆକ୍ଟିଭ ରହୁଥିବା ତାପସୀ ବିଭିନ୍ନ କାରଣ ପାଇଁ ଚର୍ଚ୍ଚାରେ…

ଶେଷରେ ମୁହଁ ଖୋଲିଲେ ଅଙ୍କିତା: ସୁଶାନ୍ତଙ୍କ ମୃତ୍ୟୁକୁ ନେଇ କହିଲେ….

ବମ୍ବେ: ପ୍ରେମିକା ହେବ ତ ଅଙ୍କିତା ଲୋଖଣ୍ଡେଙ୍କ ଭଳି। ରିୟା ଚର୍କବର୍ତ୍ତୀଙ୍କ ଭଳି ନୁହେଁ। ଏକଥା ଆମେ କହୁନାହୁଁ କହୁଛନ୍ତି ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଶଂସକ। ଦୀର୍ଘ ଏକ ମାସରୁ ଅଧିକ ସମୟ ଧରି ଚୁପ୍‌ ରହିବା ପରେ…

ଏହି ଦିନରେ ରିଲିଜ୍‌ ହେବ ଗୁଞ୍ଜନ ସକ୍ସସେନା ବାୟୋପିକର ଟ୍ରେଲର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଞ୍ଜନ ସକ୍ସସେନା: ଦ କାର୍ଗିଲ ଗର୍ଲ’ ବାୟୋପିକ୍‌ ଖୁବ୍‌ଶୀଘ୍ର ମୁକ୍ତିଲାଭ କରିବାକୁ ଯାଉଛି। ଅଗଷ୍ଟ ୧୨ରେ ଏହି ଫିଲ୍ମ ନେଟ୍‌ଫ୍ଲିକ୍ସରେ ରିଲିଜ୍‌ ହେବ। ତେବେ ଏହା ପୂର୍ବରୁ ଅଗଷ୍ଟ ୧ରେ ଏହାର…

ଆମେରିକାରେ ରହି ଚାଷ କରୁଛନ୍ତି ଏହି ନାୟିକା

ଲସ୍‌ ଆଞ୍ଜେଲସ୍‌: ବଲିଉଡ୍‌ର ଡିମ୍ପଲ ଗର୍ଲ ପ୍ରିତି ଜିଣ୍ଟା ଏବେ ବିଦେଶରେ ରହୁଛନ୍ତି। ଏହି ବିବାହିତା ନାୟିକା ଜଣକ ଆମେରିକାର ଲସ୍‌ ଆଞ୍ଜେଲସରେ ରହୁଥିବା ବେଳେ ସେଠାରେ ସେ ଚାଷ କରୁଥିବା ଜଣାପଡିଛି। ନିକଟରେ ପ୍ରିତି ଦୁଇଟି ଭିଡିଓ ସୋସିଆଲ ମିଡିଆରେ…

ଏହି ଅଭିନେତ୍ରୀଙ୍କୁ ବଲିଉଡ୍‌ର ‘ବିଷକନ୍ୟା’ କହିଲେ ମନ୍ତ୍ରୀ

ପାଟନା,୩୧।୭:ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ତଥାକଥିତ ଗର୍ଲଫ୍ରେଣ୍ଡ୍‌ ତଥା ରିୟା ଚକ୍ରବର୍ତ୍ତୀଙ୍କୁ ବିଷକନ୍ୟା ଆଖ୍ୟା ଦେଇଛନ୍ତି ବିହାର ସରକାରରେ ଯୋଜନା ଏବଂ ବିକାଶ ମନ୍ତ୍ରୀ ଥିବା ମହେଶ୍ୱର ହଜାରୀ। ସୁଶାନ୍ତଙ୍କ ଆତ୍ମହତ୍ୟାରେ ଫଶିଯାଇଥିବା ରିୟା ଜଣେ ସୁପାରି କିଲର୍‌, ସେ…

କିଆରା@୨୮: ଏମ୍‌ ଏସ୍‌ ଧୋନୀ ନୁହେଁ, ଏହି ଫିଲ୍ମରୁ କରିଥିଲେ ବଲିଉଡ୍‌ରେ ଡେବ୍ୟୁ; ଜାଣନ୍ତୁ….

ବଲିଉଡ୍‌ର ଜଣେ ପରିଚିତ ତଥା ସଫଳ ଅଭିନେତ୍ରୀ ହେଉଛନ୍ତି କିଆରା ଆଡଭାନୀ। ନିଜର ସନ୍ଦର୍ଯ୍ୟ ଏବଂ ଅଭିନୟ ମାଧ୍ୟମରେ ସେ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛନ୍ତି। ଆଜି ହେଉଛି ଏହି ଅଭିନେତ୍ରୀଙ୍କର ଜନ୍ମଦିନ। ୧୯୯୨ରେ ଜନ୍ମିତ କିଆରା…

ସମ୍ବଲପୁରୀ ଶାଢ଼ି ପିନ୍ଧି ଏମିତି କହିଲେ ଅଭିନେତ୍ରୀ ବିଦ୍ୟା ବାଲାନ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ବିଦ୍ୟା ବାଲାନ ଏବେ ସମ୍ବଲପୁରୀ ଶାଢ଼ି ପ୍ରେମରେ ପଡ଼ିଛନ୍ତି। ଫିଲ୍ମ ‘ଶକୁନ୍ତଳା ଦେବୀ’ର ଇ-ପ୍ରମୋଶନ ଅବସରରେ ଏକ ସ୍ବତନ୍ତ୍ର ସମ୍ବଲପୁରୀ ଶାଢ଼ି ପିନ୍ଧି ସେ ବେଶ୍‌ ଖୁସି ଜଣାପଡୁଛନ୍ତି। ଏହାର ଏକ ଫଟୋ ବିଦ୍ୟା ତାଙ୍କ ଇନ୍‌ଷ୍ଟାଗ୍ରାମରେ…

ଶେଷରେ ମାନିଲେ ରିୟା, ସୁଶାନ୍ତଙ୍କ ସହ ଏମିତି…

ବଲିଉଡ ଅଭିନେତା ସୁଶାନ୍ତ ସିଂଙ୍କ ଆତ୍ମହତ୍ୟା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ତଥାକଥିତ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ସୁଶାନ୍ତଙ୍କ ପିତା ବିହାର ଥାନାରେ ଏତଲା ଦେବାପରେ ମାମଲା ଆହୁରି ଜଟିଳ ହୋଇପଡିଛି। ରିୟା ମଧ୍ୟ ସୁପ୍ରିମକୋର୍ଟରେ ପହଞ୍ଚି ମାମଲାର…

ଓ୍ବିଙ୍ଗ୍‌ କମାଣ୍ଡର ରାକେଶ ଶର୍ମାଙ୍କ ବାୟୋପିକ୍‌ରେ ନଜର ଆସିବେ ଫରହାନ

ବଲିଉଡ୍‌ରେ ଓ୍ବିଙ୍ଗ୍‌ କମାଣ୍ଡର ରାକେଶ ଶର୍ମାଙ୍କ ବାୟୋପିକ୍‌ ନିର୍ମାଣକୁ ନେଇ ଗତ କିଛି ବର୍ଷ ହେବ ଚର୍ଚ୍ଚା ହେଉଛି। ଫିଲ୍ମର ପ୍ରମୁଖ ଚରିତ୍ର ପାଇଁ ଶାହାରୁଖ୍‌ ଖାନ୍‌ଙ୍କଠାରୁ ଆମୀର ଖାନ୍‌, ଭିକି କୌଶଲଙ୍କ ନାମ ସମ୍ମୁଖକୁ ଆସିସାରିଛି। ହେଲେ ଏହି ଚରିତ୍ର…

ସୁଶାନ୍ତ ମୃତ୍ୟୁ ମାମଲା: ମୁମ୍ବାଇ ପୋଲିସ ଉପରେ ପ୍ରଶ୍ନ ଉଠାଇଲା ଭାଜପା, ସିବିଆଇ ଯାଞ୍ଚ ଦାବି

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ମୁମ୍ବାଇ ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇଛି ଭାଜପା। ମହାରାଷ୍ଟ୍ରର ଭାଜପା ନେତା ଆଶିଷ ଶେଲାର ମାମଲାର ସିବିଆଇ ଯାଞ୍ଚ କରାଯାଉ ବୋଲି ମଧ୍ୟ ଦାବି କରିଛନ୍ତି। ପୋଲିସ ଦେଖାଉଥିବା ତଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?