ମନୋରଞ୍ଜନ

ଆମିରଙ୍କ ଯୋଗୁ ବଲିଉଡ୍‌ରେ ହୁମାଙ୍କୁ ମିଳିଲା ସୁଯୋଗ

ମୁମ୍ବାଇ: ବଲିଉଡ୍‌ ନାୟିକା ହୁମା କୁରେସି ଆଜି ଜଣେ ସଫଳ ନାୟିକା ଭାବେ ଜଣାଶୁଣ। ୨୮ ଜୁଲାଇ ୧୯୮୬ରେ ଜନ୍ମ ନେଇଥିବା ହୁମାଙ୍କ ପିତା ଜଣେ ବ୍ୟବସାୟୀ। ଦିଲ୍ଲୀରେ ତାଙ୍କର ବ୍ୟବସାୟ ଚାଲିଥିବା ବେଳେ ହୁମା କିନ୍ତୁ ମଡେଲିଂରେ ରୁଚି ରଖିଥିଲେ।…

ପରିବା ବିକୁଥିବା ସପ୍ଟଓ୍ବେୟାର ଇଞ୍ଜିନିୟରଙ୍କୁ ଚାକିରି ଦେଲେ ସୋନୁ

ମୁମ୍ବାଇ: ବଲିଉଡ୍‌ ଖଳନାୟକ ସୋନୁ ସୁଦ ଏବେ ଅସଲରେ ଜଣେ ନାୟକ ପାଲଟି ଯାଇଛନ୍ତି। କରୋନା ମହାମାରୀକୁ ନେଇ ଦେଶରେ ଯେଉଁଭଳି ଆର୍ଥିକ ସଙ୍କଟ ଦେଖାଦେଇଛି ସେତେବେଳେ ସେ ପ୍ରବାସୀ ଶ୍ରମିକଙ୍କଠାରୁ ଆରମ୍ଭ କରି ଅଧିକାଂଶ ସାହାଯ୍ୟ ଖୋଜୁଥିବା ଲୋକଙ୍କ ପାଇଁ…

ଲକ୍‌ଡାଉନ୍‌ ପରେ ‘ଦ କପିଲ ଶର୍ମା ଶୋ’ର ପ୍ରଥମ ଅତିଥି ହେବେ ଏହି ଅଭିନେତା, ଜାଣନ୍ତୁ କେବେଠାରୁ ହେବ ପ୍ରସାରିତ

ସୋନି ଟିଭିରେ ପ୍ରସାରିତ କମେଡି ଶୋ’ ‘ଦ କପିଲ ଶର୍ମା’ର ଶୁଟିଂ ଦୀର୍ଘ ୪ ମାସ ପରେ ପୁଣିଥରେ ଆରମ୍ଭ ହୋଇଛି। ତେବେ ଶୋ’ର ପ୍ରଥମ ଏପିସୋଡ୍‌ ଅଗଷ୍ଟ ୧ରେ ପ୍ରସାରିତ ହେବ ବୋଲି ଚ୍ୟାନେଲ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏଥର…

୩୦ ହଜାର ଟଙ୍କାରେ ପୁରସ୍କାର କିଣିଥିଲେ ଏହି ପ୍ରସିଦ୍ଧ ଅଭିନେତା. ଜାଣନ୍ତୁ କାହିଁକି

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ବଲିଉଡର ଅନେକ ଅନ୍ଧକାର ଦିଗ ବିଷୟରେ ବାହାରକୁ ଆସୁଛନ୍ତି। ବଂଶବାଦ, ଗୋଷ୍ଠୀବାଦ ବିଷୟରେ ବିତର୍କ ଦୀର୍ଘ ଦିନ ଧରି ଚାଲିଆସୁଛି। ଏହା ବ୍ୟତୀତ ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ଏ.ଆର୍‌ ରେହମାନ ମଧ୍ୟ ବଲିଉଡ…

ମାସ୍କ ପିନ୍ଧି, ସାଇକେଲ ଧରି ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି ଅଭିନେତ୍ରୀ

ସମଗ୍ର ବିଶ୍ୱ ଏବେ କରୋନା ସହ ଲଢ଼େଇ କରୁଛଛି। ଏହି ସମୟରେ ସମସ୍ତେ ଘରେ ରହୁଥିବା ବେଳେ ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ସାଇକେଲ ଧରି ମୁମ୍ବାଇ ରାସ୍ତାରେ ବୁଲୁଥିବା ଦେଖିବାକୁ ମିଳିଛି। ଲକ୍‌ଡାଉନ୍‌ର ଠିକ୍‌ ପୂର୍ବରୁ ସାରା ବାରାଣାସୀ…

ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଭିସେରା ରିପୋର୍ଟ: ଜାଣନ୍ତୁ ମୃତ୍ୟୁ ପଛର କାରଣ

ମୁମ୍ବାଇ,୨୭।୭: ବଲିଉଡ୍‌ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାକୁ ଦେଢ଼ ମାସ ଉପରେ ବିତିଯାଇଛି। ହେଲେ ଏଯାଏ ତାଙ୍କ ମୃତ୍ୟୁ ପଛର କାରଣ ଉପରୁ ରହସ୍ୟ ହଟାଇପାରୁନି ମୁମ୍ବାଇ ପୋଲିସ। ସୁଶାନ୍ତଙ୍କ ମାମଲାରେ ଏଯାଏ ବାନ୍ଦ୍ରା ପୋଲିସ ୩୭ଜଣଙ୍କୁ…

ଆଉନାହାନ୍ତି ଆଲ୍‌ବମ୍‌ କୁଇନ୍‌ ଦୀପା ସାହୁ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଲୋକପ୍ରିୟ ଆଲ୍‌ବମ୍‌ ଅଭିନେତ୍ରୀ ଦୀପା ସାହୁଙ୍କ ସୋମବାର ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଦୀପାଙ୍କ ମୃତ୍ୟୁ ଘଟିଛି। ଦୀର୍ଘ ଦିନ କ୍ୟାନ୍‌ସରରେ ପୀଡ଼ିତ ହୋଇ ସେ ଚିକିତ୍ସାଧୀନ ଥିଲେ । ଦୀପାଙ୍କ ଦେହାନ୍ତ ନେଇ ସ୍ବାମୀ…

କରୋନାକୁ ହରାଇ ଘରକୁ ଫେରିଲେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ, ଝିଅ ଆରାଧ୍ୟା

ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ତାଙ୍କ ଝିଅ ଆରାଧ୍ୟା ଶେଷରେ କରୋନାକୁ ହରାଇଛନ୍ତି। ହସ୍ପିଟାଲରେ ୧୦ ଦିନ ରହିବା ପରେ ଉଭୟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଅଭିଷେକ ବଚ୍ଚନ ଟୁଇଟ୍‌କରି ଜଣାଇଛନ୍ତି। ଉଲ୍ଲେଖଯୋଗ୍ୟ, ବଲିଉଡ୍‌…

କରୋନା ମଧ୍ୟରେ ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତା

କରୋନା ଭୟ ମଧ୍ୟରେ ତେଲୁଗୁ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଅଭିନେତା ନିତିନ ରବିବାର ରାତିରେ ବିବାହ କରିଛନ୍ତି। ସେ ତାଙ୍କର ଦୀର୍ଘ ଦିନର ଗର୍ଲଫ୍ରେଣ୍ଡ ଶାଲିନୀ କାଣ୍ଡୁକୁରୀଙ୍କୁ ବିବାହ କରିଥିବା ଜଣାପଡ଼ିଛି। ପରିବାର ସଦସ୍ୟଙ୍କ ଉପସ୍ଥିତିରେ ଏକ ବ୍ୟକ୍ତିଗତ ସମାରୋହରେ ନିତିନ-ଶାଲିନିଙ୍କର…

ଷ୍ଟାର ହେବା ପରେ ଏହି ଜିନିଷକୁ ମନେ ପକାଉଛନ୍ତି ସିଦ୍ଧାର୍ଥ

ବଲିଉଡ୍‌ର କୁଲ୍‌ ହିରୋ ସିଦ୍ଧାର୍ଥ ମଲହୋତ୍ରା। ଖୁବ୍‌ କମ୍‌ ଦିନ ମଧ୍ୟରେ ସେ ବଲିଉଡ୍‌ରେ ବେଶ୍‌ ନାଁ କରିସାରିଛନ୍ତି। ପରଦା ଉପରେ ଦର୍ଶକ ତାଙ୍କୁ ପସନ୍ଦ ମଧ୍ୟ କରୁଛନ୍ତି। ଏବେ ସେ ଫିଲ୍ମ ‘ମରଜାଓ୍ବା’ କୁ ନେଇ ଚର୍ଚ୍ଚାରେ। ତେବେ ସିଦ୍ଧାର୍ଥ…

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ ପ୍ରଯୋଜକ ମହେଶଙ୍କ ବୟାନ ରେକର୍ଡ

ମୁମ୍ବାଇ,୨୭।୭: ବଲିଉଡ୍‌ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ପଛର ରହସ୍ୟକୁ ଖୋଜିବାରେ ଲାଗିପଡ଼ିଛି ମୁମ୍ବାଇ ପୋଲିସ। ଏହି କ୍ରମରେ ସୁଶାନ୍ତଙ୍କ ପରିବାର, ସମ୍ପର୍କୀୟ, ବନ୍ଧୁ ଓ ବଲିଉଡ୍‌ର କେତେକ ସେଲିବ୍ରିଟିଙ୍କୁ ପଚରାଉଚାରା କରିସାରିଛି। ଇତିମଧ୍ୟରେ ନିର୍ଦ୍ଦେଶକ ତଥା…

ଏହି ବ୍ୟକ୍ତିଙ୍କୁ ମନେ ପକାଇ ହସ୍ପିଟାଲରେ ରାତି କାଟୁଛନ୍ତି ଅମିତାଭ ବଚ୍ଚନ

ସୁପରଷ୍ଟାର ଅମିତାଭ ବଚ୍ଚନ କରୋନା ଆକ୍ରାନ୍ତ ହୋଇ ମୁମ୍ବାଇର ନାନାବତୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ହସ୍ପିଟାଲରୁ ଅମିତାଭ ବଚ୍ଚନ ତାଙ୍କ ପ୍ରଶଂସକଙ୍କ ପାଇଁ ପ୍ରତିଦିନ କିଛି ନୂଆ ଭିଡିଓ କିମ୍ବା ବାର୍ତ୍ତା ଶେୟାର କରନ୍ତି। ଏହାସହ ପିତା ହରିବଂଶ ରାୟ ବଚ୍ଚନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?