ମନୋରଞ୍ଜନ

ଏହି ଫିଲ୍ମରୁ ସର୍ବାଧିକ ଆୟ କରିଥିଲେ ପ୍ରିୟଙ୍କା

ମୁମ୍ବାଇ: ଆଜି ଅର୍ଥାତ୍‌ ଜୁଲାଇ ୧୮ରେ ପ୍ରିୟଙ୍କା ଚୋପ୍ରାଙ୍କ ୩୮ତମ ଜନ୍ମଦିନ। ପ୍ରିୟଙ୍କା ଖାଲି ବଲିଉଡ୍‌ରେ ନୁହେଁ, ହଲିଉଡ୍‌ରେ ମଧ୍ୟ ଏକ ପରିଚିତ ନାମ। ଆଜିର ଏହି ଖାସ୍‌ ଦିନରେ ଆସନ୍ତୁ ଜାଣିବା ପ୍ରିୟଙ୍କା ବିଷୟରେ କିଛି ଖାସ୍‌ କଥା। ପ୍ରିୟଙ୍କା…

ଏହି ୬ ପ୍ରକାର ଲୋକଙ୍କଠାରୁ ସର୍ବଦା ଦୂରେଇ ରୁହନ୍ତୁ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ କରୋନା ସଂକ୍ରମିତ ହୋଇ ମୁମ୍ବାଇର ନାନାବତି ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସବୁ ସମୟରେ ସେ ନିଜ ସ୍ବାସ୍ଥ୍ୟ ଅପ୍‌ଡେଡ୍‌ ଇନ୍‌ଷ୍ଟ୍ରାଗ୍ରାମ୍‌ ମାଧ୍ୟମରେ ପ୍ରଶଂସକଙ୍କୁ ଜଣାଇଥାନ୍ତି। ନିକଟରେ ଅମିତାଭ ନିଜର ଏକ ଫଟୋ ଶେୟାର କରି ୬…

ସୁଶାନ୍ତ ଆତ୍ମହତ୍ୟା ମାମଲା: ଓ୍ବାଇଆର୍‌ଏଫ୍‌ ମୁଖ୍ୟଙ୍କୁ ଜେରା

ମୁମ୍ବାଇ,୧୮।୭: ବଲିଉଡ୍‌ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ମୁମ୍ବାଇ ପୋଲିସର ତତ୍ପରତା ନଜର ଆସିଛି। ବହୁ କମ୍‌ ସମୟ ମଧ୍ୟରେ କେତେକ ବଡ଼ ସେଲିବ୍ରିଟିଙ୍କୁ ପଚରାଉଚରା କରି ଏହି ମାମଲାର ରହସ୍ୟ ଉପରୁ ପର୍ଦ୍ଦା ଉଠାଇବାକୁ ପୋଲିସ…

ବଲିଉଡ୍‌ ପୂର୍ବରୁ ଏହି ଅଭିନେତ୍ରୀମାନେ ସାଉଥ୍‌ ପିଲ୍ମରୁ ଆରମ୍ଭ କରିଥିଲେ ନିଜର କ୍ୟାରିୟର

ମୁମ୍ବାଇ: ବଲିଉଡର ଏକ ନମ୍ବର ଅଭିନେତ୍ରୀଙ୍କ ମଧ୍ୟରେ ଦୀପିକା ପାଦୁକୋନ, ପ୍ରିୟଙ୍କା ଚୋପ୍ରା ଓ ଐଶ୍ୱର୍ଯ୍ୟା ରାୟଙ୍କୁ ଗଣାଯାଏ। ସେମାନେ ବଲିଉଡ୍‌ରେ ଏକାଧିକ ହିଟ୍‌ ଫିଲ୍ମରେ ଅଭିନୟ କରିସାରିଚନ୍ତି। ସେହିପରି ୮୦ଦଶକର ଜଣାଶୁଣା ଅଭିନେତ୍ରୀ ହେମା ମାଳିନୀ ଓ ଶ୍ରୀଦେବୀ ମଧ୍ୟ…

ସୁଶାନ୍ତଙ୍କ ମୃତ୍ୟୁର କାରଣ ଜଣା ନ ପଡ଼ିଲେ ପଦ୍ମଶ୍ରୀ ଫେରାଇବେ କଙ୍ଗନା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ କଙ୍ଗନା ରାଣାଓ୍ବତ ବଲିଉଡ୍‌ର ବଡ ବଡ଼ ନିର୍ଦ୍ଦେଶକ ତଥା ନିର୍ମାତାଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ବଲିଉଡ୍‌ରେ ନେପୋଟିଜିମ୍‌ ପାଇଁ ସୁଶାନ୍ତ ଆତ୍ମହତ୍ୟା କରିଛନ୍ତି। ଏହାକୁ ନେଇ ଏବେ ପୁଣିଥରେ ସେ…

ବଡ଼ ପରଦାରେ ମମତା କୁଲକର୍ଣ୍ଣିଙ୍କ ଜୀବନୀ

ବଲିଉଡ୍‌ର ନବେ ଦଶକର ଚର୍ଚ୍ଚିତ ଅଭିନେତ୍ରୀ ମମତା କୁଲକର୍ଣ୍ଣିଙ୍କ ଜୀବନୀ ଏବେ ବଡ଼ ପରଦାରେ ଦେଖିବାକୁ ମିଳିବ। ତାଙ୍କ ଜୀବନୀ ଉପରେ ଆଧାରିତ ବିଲାଲ ସିଦ୍ଦିକିଙ୍କ ପୁସ୍ତକ ‘ଦ ଷ୍ଟାରଡଷ୍ଟ ଆଫେୟାର’ କୁ ନେଇ ନନେଇ ନୀଖିଲ ଫିଲ୍ମ ନିର୍ମାଣ କରିବାକୁ…

ପ୍ରଥମରୁ ‘ବେଷ୍ଟ ଫିମେଲ ଡେବ୍ୟୁ’ ଆଓ୍ବାର୍ଡ ହାତେଇଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଜଗତରେ ଏମିତି କେତେଜଣ ହାତ ଗଣତି କଳାକାର ଦେଖିବାକୁ ମିଳନ୍ତି ଯେଉଁମାନେ ନିଜ ଲୁକ୍ସ ଅପେକ୍ଷା ନିଜ କ୍ୟାରିୟର ଉପରେ ଅଧିକ ଧ୍ୟାନ ଦିଅନ୍ତି। କିନ୍ତୁ ଅଭିନେତ୍ରୀଙ୍କ ଲୁକ୍ସ ଓ ଫିଗର ତାଙ୍କ କ୍ୟାରିୟରର ପ୍ରଥମ ପାହାଚ ହୋଇଥାଏ…

୫ ଜଣଙ୍କୁ ପ୍ରେମ କରି ୧୦ ବର୍ଷ ସାନ ପୁରୁଷ ବନ୍ଧୁଙ୍କୁ ବିବାହ କରିଛନ୍ତି ପିସି

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ତାଙ୍କ ପ୍ରେମ କାହାଣୀକୁ ନେଇ ବେଶ୍‌ ଚର୍ଚ୍ଚିତ। ୩୮ ବର୍ଷରେ ପଦାର୍ପଣ କରିଥିବା ପିସି ପାଖାପାଖି ୫ ଜଣଙ୍କଠାରୁ ମୁହଁ ଫେରାଇବା ପରେ ଶେଷରେ ନିଜଠାରୁ ୧୦ ବର୍ଷ ସାନ ପୁରୁଷ ବନ୍ଧୁଙ୍କୁ…

ରଶ୍ମି ‘ନାଗିନ-୪’ର ଶୁଟିଂରେ ବ୍ୟସ୍ତ

ମୁମ୍ବାଇ: ଟେଲି ଜଗତରେ ରଶ୍ମି ଦେଶାଇ ଜଣେ ସଫଳ ଅଭିନେତ୍ରୀ। ତେବେ ରଶ୍ମୀଙ୍କ ଡ୍ୟାନ୍ସର ସମସ୍ତେ ଦିଓ୍ବାନା। ‘ନଚ୍‌ ବଲିୟେ’ ସୋ’ରେ ସେ ଜଣେ ଷ୍ଟ୍ରଙ୍ଗ୍‌ କଣ୍ଟେଷ୍ଟାଣ୍ଟ ଥିଲେ। କରୋନା ପାଇଁ ସବୁ ଶୁଟିଂ ବନ୍ଦ ଥିଲା। ଦେଶ ଅନ୍‌ଲକ୍‌ ହେବାପରେ…

ମ୍ୟାଥ୍‌ ଓ୍ବଣ୍ଡର ‘ଶକୁନ୍ତଲା ଦେବୀ’

ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ଟ୍ରେଣ୍ଡ୍‌ କରୁଛି ‘ଶକୁନ୍ତଲା ଦେବୀ’ର ଟ୍ରେଲର। ଏହାକୁ ଦେଖିବା ପରେ ଶକୁନ୍ତଲା ଦେବୀଙ୍କୁ ଜାଣିବା ଲାଗି ଦର୍ଶକଙ୍କ ମଧ୍ୟରେ ବଢ଼ିଛି ଉତ୍ସୁକତା। ଏକଦା ଅଙ୍କଗଣନାର କମ୍ପ୍ୟୁଟର ଭାବେ ପରିଚିତ ଥିଲେ ଶକୁନ୍ତଲା ଦେବୀ। ତାଙ୍କର ଏଭଳି ପ୍ରତିଭା…

ମୁହଁ ଖୋଲିଲେ ରେଖା

ମୁମ୍ବାଇ: ବଲିଉଡ୍‌ରେ ଏବେ କରୋନା ଚର୍ଚ୍ଚା। ନିକଟରେ ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ସମେତ ତାଙ୍କ ପରିବାରର ୪ ସଦସ୍ୟ କରୋନାରେ ସଂକ୍ରମିତ ହୋଇଥିବା ଖବର ସମସ୍ତଙ୍କୁ ଚମକାଇ ଦେଇଥିଲା। ଏହାପରେ ନାୟିକା ରେଖାଙ୍କ ସୁରକ୍ଷାକର୍ମୀ କରୋନାରେ ପୀଡ଼ିତ ଥିବା ଜଣାପଡିଥିଲା।…

କାର୍ତ୍ତିକଙ୍କୁ ପସନ୍ଦ ଏମିତି ଝିଅ

ମୁମ୍ବାଇ: ବଲିଉଡ୍‌ର ଚାର୍ମିଙ୍ଗ ଆକ୍ଟର କାର୍ତ୍ତିକ ଆର୍ଯ୍ୟନ ତାଙ୍କ ଅଭିନୟ ଓ ସ୍ମାଇଲିଂ ପାଇଁ ଦର୍ଶକଙ୍କର ବେଶ୍‌ ପସନ୍ଦ। ଲକ୍ଷେ ଝିଅଙ୍କୁ ଦିଓ୍ବାନା କରୁଥିବା ଏହି ନାୟକ କିନ୍ତୁ କେମିତି ଚାହାନ୍ତି ତାଙ୍କ ଡ୍ରିମ ଗର୍ଲଙ୍କୁ ତାହା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?