ମନୋରଞ୍ଜନ

ରଣବୀର କପୁରଙ୍କ ଭଳି ଅବିକଳ ଦିଶୁଥିବା ଏହି ବ୍ୟକ୍ତିଙ୍କ ମୃତ୍ୟୁ : ଏକଦା ଋଷି କରିଥିଲେ ପ୍ରଶଂସା

ରଣବୀର କପୁରଙ୍କ ପରି ଅବିକଳ ଦିଶୁଥିବା ପ୍ରସିଦ୍ଧ ମଡେଲ ଜୁନାଦ ଶାହାଙ୍କ ଦେହାନ୍ତ ହୋଇଛି। ରଣବୀରଙ୍କ ସହ ଅନେକଆଂଶରେ ତାଙ୍କ ଚେହେରା ମିଶୁଥିବା ଯୋଗୁ ସେ ଚର୍ଚ୍ଚାରେ ରହୁଥିଲେ। ହୃଦ୍‌ଘାତରେ ଶ୍ରୀନଗରର ଏଲାହି ବାଗରେ ଜୁନାଦଙ୍କ ମୃତ୍ୟୁ ଘଟିଛି। ଏହି ସୂଚନା…

ସ୍ବରାଙ୍କ ଓ୍ବେବ୍‌ ସିରିଜ୍‌ ‘ରସଭରୀ’କୁ ହଟାଇଲା ଆମାଜନ୍‌ ପ୍ରାଇମ୍‌ !

ବମ୍ବେ: କିଛି ଦିନ ତଳେ ଅଭିନେତ୍ରୀ ସ୍ବରା ଭାସ୍କର ଅଭିନୀତ ଓ୍ବେବ୍‌ ସିରିଜ୍‌ ‘ରସଭରୀ’ର ରିଲିଜ ହୋଇଥିଲା। ଆମାଜନ ପ୍ରାଇମ୍‌ ଭିଡିଓରେ ଏହାକୁ ରିଲିଜ କରାଯାଇଥିଲା। ହେଲେ ଏହାକୁ ଓଟିଟି ପ୍ଲାଟଫର୍ମରୁ ହଟାଇ ଦିଆଯାଇଛି ବୋଲି ଚର୍ଚ୍ଚା ଜୋର ଧରିଥିଲା। କଥାଟି…

‘ରାତ୍‌ ଅକେଲି ହୈ’ର ଟ୍ରେଲର ରିଲିଜ

ବଲିଉଡ୍‌ ଅଭିନେତା ନଓ୍ବାଜୁଦ୍ଦିନ ସିଦ୍ଧିକି ଏବଂ ଅଭିନେତ୍ରୀ ରାଧିକା ଆପ୍ତେଙ୍କ ଅଭିନୀତ ଫିଲ୍ମ ‘ରାତ ଅକେଲି ହୈ’ର ଟ୍ରେଲିଜ ରିଲିଜ୍‌ ହୋଇଯାଇଛି। ତେବେ ଫିଲ୍ମର କାହାଣୀ ମର୍ଡର ମିଷ୍ଟ୍ରି ଉପରେ ଆଧାରିତ। ଜଓ୍ବାଜୁଦ୍ଦିନଙ୍କ ଚରିତ୍ର ଜଣେ ପୋଲିସ ଅଫିସରର ରହିଛି। ଫିଲ୍ମର…

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌!

ମୁମ୍ବାଇ: ପ୍ରଥମଥର ପାଇଁ ରିୟା ଚକ୍ରବର୍ତ୍ତୀ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁର ଯାଞ୍ଚ ପାଇଁ ସିବିଆଇ ତଦନ୍ତ ଦାବି କରିଛନ୍ତି। ଠିକ୍‌ ଏହି ସମୟରେ ରିୟାଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌ କରାଯାଇଛି। ଗୁରୁବାର ସୁଶାନ୍ତଙ୍କ ମୃତ୍ୟୁ ମାମଲା ଏକ ଭିନ୍ନମୋଡ଼ ନେଇଥିଲା।…

ଅମିଭାଭଙ୍କ ପାଇଁ ୧୫ ବର୍ଷ ହେଲା ବ୍ରତ ରଖୁଛନ୍ତି ବରେଲିର ଅମିତାଭ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ କରୋନା ପଜିଟିଭ ଜଣାପଡ଼ିବା ପରଠାରୁ ପ୍ରଶଂସକମାନେ ପ୍ରାର୍ଥନାକରି ତାଙ୍କର ଆରୋଗ୍ୟ କାମନା କରୁଛନ୍ତି। ଏହି ସମୟରେ ବିଗ୍‌ବିଙ୍କୁ ନେଇ ଅନେକ ମଜାଦାର କଥା ମଧ୍ୟ ଶୁଣିବାକୁ ମିଳୁଛି। ବରେଲିର ଗୋବର୍ଦ୍ଧନ ନାମକ ଜଣେ ବ୍ୟକ୍ତି ଅମିତାଭଙ୍କର…

ଧକ୍‌ ଧକ୍‌ ଗର୍ଲ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକାଣୀ: ମୁମ୍ବାଇ ଘରକୁ ଦେଖିଲେ ଆଖି ଯିବ ଲାଖି

ବମ୍ବେ: ଦୀର୍ଘ ତିନି ଦଶକରୁ ଅଧିକ ସମୟ ଧରି ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛନ୍ତି ଧକ୍‌ଧକ୍‌ ଗର୍ଲ ମାଧୁରୀ। ବିବାହ ପରେ ଫିଲ୍ମରେ ସେତେଟା ସକ୍ରିୟ ନ ଥିଲେ ବି ତାଙ୍କ ପ୍ରଶଂସକ ଏବେ ବି କମ୍‌ ନାହାନ୍ତି। ସ୍ବାମୀ ଡାକ୍ତର…

ଅଭିନେତା ସୁଶାନ୍ତ ଆତ୍ମହତ୍ୟା ମାମଲା: ରିୟା ଚକ୍ରବର୍ତ୍ତୀ ଅମିତ ଶାହଙ୍କୁ ଲେଖିଲେ ଏମିତି

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲା ଏବେ ନୂଆ ମୋଡ଼ ନେଇଛି। ସୋସିଆଲ ମିଡିଆରେ ଟ୍ରୋଲ୍‌ର ଶିକାର ହୋଇଥିବା ରିୟା ଚକ୍ରବର୍ତ୍ତୀ ମଧ୍ୟ ଏହି ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି। ରିୟା କିଛି ମିନିଟ୍‌ ପୂର୍ବରୁ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ…

ଫିଲ୍ମ ଶୁଟିଂ ପାଇଁ ପ୍ରାଇଭେଟ ଜେଟ୍‌ରେ ଯିବେ ଅକ୍ଷୟ

ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ବଲିଉଡ୍‌ରେ ପ୍ରାୟତଃ ଶୁଟିଂ ବନ୍ଦ ଥିବା ବେଳେ ଧୀରେ ଧୀରେ ଟେଲିଭିଜନ ଶୁଟିଂ ଆରମ୍ଭ କରାଗଲାଣି। ଦୀର୍ଘ ପ୍ରାୟ ୩ ମାସ ପରେ ଏବେ ବଲିଉଡ୍‌ର କିଛି ଫିଲ୍ମ ଶୁଟିଂ ଆରମ୍ଭ କରିବା କଥା ଚିନ୍ତା…

କ୍ୟାଟ୍ରିନାଙ୍କ ପାଇଁ ଜୀବନ ଦେବାକୁ ପ୍ରସ୍ତୁତ ଥିଲେ ରଣବୀର!

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ୟାଟ୍ରିନା କୈଫ ସହଜରେ ପାଖ ଲୋକଙ୍କୁ ଆପଣାର କରି ପାରନ୍ତି ବୋଲି କୁହାଯାଏ। ତାଙ୍କର ସରଳ ସ୍ବଭାବ ସମସ୍ତଙ୍କୁ ଖୁବ୍‌ ପସନ୍ଦ ଆସିଥାଏ। ଏବେ ଏହି ନାୟିକା ୩୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତେବେ ସେ…

ରଣବୀର କପୁରଙ୍କୁ କାମୁଡ଼ିଲା ପୋଷା କୁକୁର: ଯିବାକୁ ପଡିଲା ମେଡିକାଲ

ରଣବୀର କପୁରଙ୍କ ପଶୁମାନଙ୍କ ପ୍ରତି ଭଲ ପାଇବା ଲୁଚା ଛପା ନୁହେଁ। ତାଙ୍କ ଘରେ ଅନେକ କୁକୁର ଏବଂ ବିଲେଇ ଅଛନ୍ତି। ଯାହାଙ୍କ ଫଟୋ ଅନେକ ସମୟରେ ସୋସିଆଲ ମଡ଼ିଆରେ ଭାଇରାଲ ହୋଇଥାଏ। ତେବେ ରଣବୀରଙ୍କୁ ନେଇ ଏପରି ଏକ ଖବର…

ରିୟାଙ୍କୁ ମିଳୁଛି ବଳାତ୍କାର ଏବଂ ହତ୍ୟାର ଧମକ: ପୋଷ୍ଟ ଶେୟାର କରି ରଖିଲେ ଏଭଳି ଜବାବ

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆତ୍ମହତ୍ୟା ବୋଲି ମୁମ୍ବାଇ ପୋଲିସ ଏକପ୍ରକାର ସ୍ପଷ୍ଟ କରିଛି। ହେଲେ ଏହାକୁ ମାନିବାକୁ ପ୍ରଶଂସକ ଏକ ପ୍ରକାର ନାରାଜ। ଘଟଣାକୁ ଏକ ମାସରୁ ଊର୍ଦ୍ଧ୍ୱ ସମୟ ବିତି ଯାଇଥିଲେ ହେଁ ସେମାନେ ପ୍ରେମିକା…

ପିଲା ବେଳର ଫଟୋ ଶେୟାର କରି ବାପାଙ୍କ ପାଇଁ ଏଭଳି କହିଲେ ସାରା

ମୁମ୍ବାଇ: ଚଳିତ ଦିନରେ ବଲିଉଡ୍‌ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଥିବା ବେଳେ ପ୍ରାୟ ସମୟରେ ଇନ୍‌ଷ୍ଟାଗ୍ରାମରେ ନିଜର ପୁରୁଣା ଦିନକୁ ମନେପକାଇ ଫଟୋ ଶେୟାର କରୁଥିବା ଦେଖିବାକୁ ମିଳିଛି। ଇତିମଧ୍ୟରେ ବଲିଉଡ୍‌ ନବାଗତା ଅଭିନେତ୍ରୀ ସାରା ଅଲ୍ଲୀ ଖାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?