ମନୋରଞ୍ଜନ

ନାଗିନ୍‌ଙ୍କ ବ୍ରାଇଡ୍‌ ଲୁକ୍‌:ଫଟୋ ଶେୟାର କରି ଜିତିଲେ ପ୍ରଶଂସକଙ୍କ ହୃଦୟ

ଟିଭି ସିରିଏଲ ନାଗିନ୍‌-୪ରେ ନାଗିନ୍‌ ଭୂମିକାରେ ଅଭିନୟ କରୁଥିବା ନିଆ ଶର୍ମା ପ୍ରାୟତଃ ପ୍ରଶଂସକ ପାଇଁ ଫଟୋ ଶେୟାର କରିଥାନ୍ତି। ନିଆ ପୁଣି ଇନ୍‌ଷ୍ଟାଗ୍ରାମରେ ବ୍ରାଇଡ୍‌ ଲୁକ୍‌ରେ ଏକ ଫଟୋ ଶେୟାର କରିଛନ୍ତି; ଯେଉଁଥିରେ ସେ ସୁନ୍ଦର ଦେଖାଯାଉଛନ୍ତି। ନିଆ ଶର୍ମା…

ଅମିତାଭଙ୍କ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁନାହାନ୍ତି ଏହି ନିର୍ଦ୍ଦେଶକ

ମହାମାରୀ କରୋନା ଏବେ ବଲିଉଡ୍‌ ମୁହାଁ ହୋଇଛି। ବଚ୍ଚନ ପରିବାରଠାରୁ ଆରମ୍ଭ କରି ଅନୁପମ୍‌ ଖେର୍‌ଙ୍କ ପରିବାର ପର୍ଯ୍ୟନ୍ତ କରୋନା ବ୍ୟାପିଛି। ଏହି ସମୟରେ ସମସ୍ତେ କରୋନାରୁ ଭଲ ହୋଇଯାଆନ୍ତୁ ବୋଲି ପ୍ରାର୍ଥନା, ପୂଜାର୍ଚ୍ଚନା କରୁଛନ୍ତି। ହେଲେ ବଲିଉଡ୍‌ ନିର୍ଦ୍ଦେଶକ ରାମଗୋପାଳ…

ବିଗ୍‌ ବିଙ୍କ ଆଶୁ ଆରୋଗ୍ୟ କାମନା କଲେ ଡ୍ରିମଗର୍ଲ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନଙ୍କ ସମେତ ପରିବାରର ୪ ସଦସ୍ୟ କରୋନାରେ ଆକ୍ରାନ୍ତ ହେବା ଘଟଣା ଜଣାପଡିବା ପରେ ତାଙ୍କ ପ୍ରଶଂସକ ସାମନ୍ୟ ନିରାଶ ହୋଇଯାଇଛନ୍ତି। ତେବେ ଅମିତାଭ ଓ ଅଭିଷେକଙ୍କ ଆଶୁ…

ଭାଙ୍ଗିପାରେ କପୁର ବଂଶର ୧୦୨ବର୍ଷ ପୁରୁଣା ପୈତୃକ ଘର

ଇସ୍‌ଲାମାବାଦ୍‌,୧୩।୭: ପାକିସ୍ତାନ ପେଶାଓ୍ବର ସହରରେ ଥିବା କପୁର ବଂଶଜଙ୍କ ଐତିହାସିକ ଉତ୍ତରଧିକାରୀ ଏବେ ସଙ୍କଟରେ। ପୃଥ୍ବୀରାଜ କପୁର ଓ ଶୋ ମ୍ୟାନ ରାଜ କପୁରଙ୍କ ଜନ୍ମର ସାକ୍ଷୀ ଥିବା ତାଙ୍କ ପୈତୃକ ଘର ଏବେ ମାଟିରେ ମିଶିପାରେ। ପେଶାଓ୍ବର କିଶା ଖାନି…

ଅମିତାଭଙ୍କ ପାଇଁ ନିଆରା ଢ଼ଙ୍ଗରେ ଆଶୁ ଆରୋଗ୍ୟ କାମନା କଲେ ଏହି କୁନି ପ୍ରଶଂସକ

ଭୋପାଳ,୧୧।୭: ବଲିଉଡ୍‌ର ମହାନାୟକ ଅଭିତାଭ ବଚ୍ଚନ ଓ ତାଙ୍କ ପରିବାରର ୪ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅମିତାଭ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କ ସମର୍ଥକ ଓ ପ୍ରଶଂସକମାନେ ନିଜ ନିଜ ଅନ୍ଦାଜରେ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଇତିମଧ୍ୟରେ…

ଅମିତାଭଙ୍କ ୨୬ କର୍ମଚାରୀଙ୍କ ରିପୋର୍ଟ ଆସିଲା ନେଗେଟିଭ

ମୁମ୍ବାଇ,୧୩।୭: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏମାନଙ୍କୁ ନେଇ ବଚ୍ଚନ ପରିବାରର ୪ ସଦସ୍ୟ ଅର୍ଥାତ୍‌ ଐଶ୍ୱର୍ଯ୍ୟା…

୩୪ ଘଣ୍ଟା ଭିତରେ ୧୧ ସେଲିବ୍ରିଟି କରୋନା ସଂକ୍ରମିତ

ସାରା ଦେଶରେ କରୋନା ଭାଇରସ୍‌ କାୟା ବିସ୍ତାର କରି ଚାଲିଥିବାବେଳେ ଏବେ ଏହି ଭୂତାଣୁ ବଲିଉଡ୍‌ ମୁହାଁ ହୋଇଛି। ୩୪ ଘଣ୍ଟା ଭିତରେ ୧୧ ସେଲିବ୍ରିଟି କରୋନା ପଜିଟିଭ୍‌ ଚିହ୍ନା ହୋଇଛନ୍ତି। ବିଗ ବି ଅମିତାଭ, ଅଭିଷେକ ବଚ୍ଚନ, ଐଶ୍ଚର୍ଯ୍ୟା ରାୟ…

ଐଶ୍ଚର୍ଯ୍ୟାଙ୍କ ପାଇଁ ପ୍ରାର୍ଥନା କଲେ ପୂର୍ବତନ ପ୍ରେମିକ

ବଲିଉଡ୍‌ ମେଗାଷ୍ଟାର ଅମିତାଭ ବଚ୍ଚନ ଓ ଅଭିଷେକଙ୍କ ପରେ ଐଶ୍ୱର୍ଯ୍ୟା ଓ ତାଙ୍କ ଝିଅ ଆରାଧ୍ୟାଙ୍କୁ କରୋନା ହୋଇଥିବା ଜଣାପଡିଛି। ଏହା ସହିତ ବଚ୍ଚନ ପରିବାରର ଚାରି ଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅମିତାଭ ଓ ଅଭିଷେକ କରୋନାରେ ଆକ୍ରାନ୍ତ…

ଅଭିଷେକଙ୍କୁ ହସ୍ପିଟାଲରୁ ଛୁଟି, କହିଲେ ମୁଁ ଘରକୁ ଯିବି ନାହିଁ

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଏବଂ ପୁଅ ଅଭିଷେକ ବଚ୍ଚନ କରୋନା ଆକ୍ରାନ୍ତ ହୋଇ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏପଟେ ଐଶ୍ଚର୍ଯ୍ୟା ରାୟ ବଚ୍ଚନ ଏବଂ ତାଙ୍କ ଆରାଧ୍ୟା ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇ ହୋମ ଆଇସୋଲେଶନରେ…

ଅଭିନେତା ପାର୍ଥ ସମ୍‌ଥାନଙ୍କୁ କରୋନା

ନୂଆଦିଲ୍ଲୀ,୧୩।୭: ଅଭିନେତା ପାର୍ଥ ସମ୍‌ଥାନ କରୋନାରେ ଆକ୍ରାନ୍ତ ହୋଇଛନ୍ତିି। ‘କସୌଟି ଜିନ୍ଦେଗୀ କେ’ ଟିଭି ସିରିୟଲରେ ଅନୁରାଗ ବସୁ ଭୂମିକାରେ ଅଭିନୟ କରି ସେ ଦର୍ଶକଙ୍କ ପ୍ରିୟପାତ୍ର ହୋଇପାରିଥିଲେ। ରବିବାର ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ…

ଅଭିନେତ୍ରୀ ଦିବ୍ୟା ଚୌକସେଙ୍କ ପରଲୋକ

ମୁମ୍ବାଇ, ୧୨।୭- ଟେଲିଭିଜନ ଜଗତର ଜଣାଶୁଣା ଅଭିନେତ୍ରୀ ତଥା ମଡେଲ ଦିୟା ଚୌକସେଙ୍କ ରବିବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି କ୍ୟାନସର ସହ ସଂଘର୍ଷ କରୁଥିଲେ। ଦିବ୍ୟାଙ୍କ ପରଲୋକ ଖବର ତାଙ୍କ ସମ୍ପର୍କୀୟ ଭଉଣୀ ସୌମ୍ୟା ଅମିଷା ବର୍ମା ଫେସ୍‌ବୁକ୍‌…

ଅଭିନେତ୍ରୀ ରେଖାଙ୍କ ହେବ କରୋନା ଟେଷ୍ଟ

ମହାମାରୀ କରୋନା ଏବେ ବଲିଉଡ୍‌ ମୁହାଁ ହୋଇଛି। ବିଗ ବି ଅମିତାଭ ବଚ୍ଚନ ଓ ପୁତ୍ର ଅଭିଷେକ ବଚ୍ଚନ କରୋନା ପଜିଟିଭ ଚିହ୍ନଟ ହେବାର ଗୋଟିଏ ଦିନ ପରେ ଐଶ୍ଚର୍ଯ୍ୟା ରାୟ ଏବଂ ତାଙ୍କ ଝିଅ ଆରାଧ୍ୟା କରୋନା ସଂକ୍ରମିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?