ସୁଶାନ୍ତଙ୍କ ବାନ୍ଧବୀ ରିୟାଙ୍କୁ ୯ ଘଣ୍ଟା ଜେରା କଲା ବାନ୍ଦ୍ରା ପୋଲିସ
ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ନେଇ ବହୁ ଚର୍ଚ୍ଚା ହେଉଛି। ଏ ଦିଗରେ ମୁମ୍ବାଇ ପୋଲିସ ତାର ତଦନ୍ତକୁ ଜୋରଦାର କରିଛି। ସୁଶାନ୍ତଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତୀଙ୍କୁ ଶୁକ୍ରବାର ପୋଲିସ ଦୀର୍ଘ ୯ ଘଣ୍ଟା ଧରି ପଚରାଉଚରା…
ଇନ୍ଷ୍ଟାଗ୍ରାମରେ ବଢ଼ିଚାଲିଛି ସୁଶାନ୍ତଙ୍କ ଫଲୋଅର୍ ସଂଖ୍ୟା: କରନ୍-ଆଲିଆଙ୍କ କମୁଛି
ବମ୍ବେ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନିଧନ ଖବର ଲକ୍ଷାଧିକ ପ୍ରଶଂସକଙ୍କ ପାଇଁ ବଡ଼ ଆଘାତ ପାଲଟିଛି। ବିଭିନ୍ନ ସୋସିଆଲ ମିଡିଆରେ ତାଙ୍କର ଲକ୍ଷାଧିକ ପ୍ରଶଂସକ ରହିଥିଲେ। ସେମାନେ ସୁଶାନ୍ତଙ୍କ ଗୋଟିଏ ପୋଷ୍ଟକୁ ଅନାଇ ବସୁଥିଲେ। ହେଲେ ଏବେ ତାହା…
‘ମେମୋରାଲାଇଜ୍ଡ’ କରି ରଖାଗଲା ସୁଶାନ୍ତଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବେ ଅଫେରା ରାଇଜର ପଥିକ ହୋଇସାରିଛନ୍ତି ସତ। ହେଲେ ତାଙ୍କ ସ୍ମୃତି ଆଜିବି ତାଙ୍କ ପ୍ରଶଂସକଙ୍କୁ ଅନ୍ୟମନସ୍କ କରୁଛି। ଅସମୟରେ ସୁଶାନ୍ତଙ୍କ ମୃତ୍ୟୁ ତାଙ୍କ ପ୍ରଶଂସକଙ୍କ ମନରେ ଗଭୀର ଆଘାତ ଦେଇଛି। ଏହାସହ…
ସଲମାନଙ୍କ ଉପରେ ରାଗୁଛନ୍ତି ସୁଶାନ୍ତଙ୍କ ପ୍ରଶଂସକ: ବିଙ୍ଗ୍ ହ୍ୟୁମାନ ଷ୍ଟୋରରେ ପଶି କଲେ ଭଙ୍ଗାରୁଜା
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି। ସିନେଜଗତ, ରାଜନେତା ଏବଂ ଅନ୍ୟ କେତେକ ଲୋକଙ୍କ କହିବା ଅନୁଯାୟୀ, ବଲିଉଡ୍ରେ ସୁଶାନ୍ତଙ୍କୁ ଭେଦଭାବର ସାମ୍ନା କରିବାକୁ ପଡ଼ୁଥିଲା।…
ଅନୁଷ୍କା ଶର୍ମା ପ୍ରଯୋଜିତ ‘ବୁଲ୍ବୁଲ’ର ଟ୍ରେଲର ରିଲିଜ୍: ଅପରାଧ, ସସ୍ପେନ୍ସ, ପ୍ରେମରେ ଭରପୂର
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଦ୍ୱିତୀୟ ଓ୍ବେବ୍ ସିରିଜ୍ ‘ବୁଲବୁଲ’ର ଟ୍ରେଲର ରିଲିଜ୍ ହୋଇଛି। ଏଥିରେ ଅଭିନେତ୍ରୀ ତୃପ୍ତି ଡିମରୀଙ୍କୁ ବଙ୍ଗାଳୀ ବୋହୂ ଚରିତ୍ରରେ ଦେଖିବାକୁ ମିଳୁଛି। ସୁପରନେଚୁରାଲ କାହାଣୀ ଉପରେ ଆଧାରିତ ଏହି ଓ୍ବେବ୍ ସିରିଜ୍…
ସୁଶାନ୍ତଙ୍କ ମୃତ୍ୟୁକୁ ଗ୍ରହଣ କରିପାରୁ ନାହାନ୍ତି ଶ୍ରଦ୍ଧା
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ପୁରା ବଲିଉଡ୍ଜଗତ ସ୍ତବ୍ଦ ହୋଇପଡ଼ିଛି। ସମସ୍ତେ ନିଜ ନିଜ ଶୈଳୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। କେହି ତାଙ୍କ ସହ ବିତାଇଥିବା ସମୟକୁ ମନେ ପକାଉଛନ୍ତି ତ ଆଉ କେହି ସୋସିଆଲ ମିଡିଆରେ…
ମହେଶ ଭଟ୍ଟଙ୍କ ସହ ଫଟୋକୁ ନେଇ ଟ୍ରୋଲ ହେଉଛନ୍ତି ସୁଶାନ୍ତଙ୍କ କଥିତ ପ୍ରେମିକା ରିଆ
ବମ୍ବେ: ‘ଏମ୍ଏସ୍ ଧୋନୀ: ଦ ଅନ୍ଟୋଲ୍ଡ ଷ୍ଟୋରୀ’ ଫେମ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ନାହାନ୍ତି। ହେଲେ ତାଙ୍କର ଆତ୍ମହତ୍ୟା ଅନେକ ପ୍ରଶ୍ନକୁ ଉଦ୍ଜୀବିତ କରିଛି। ବଲିଉଡ୍ର ନାମିଦାମୀ ଲୋକଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ତଦନ୍ତକୁ…
ସୁଶାନ୍ତଙ୍କ ଘରୁ ମିଳିଛି ପାଞ୍ଚଟି ଡାଏରୀ, ଲେଖିଥିଲେ ମନ କଥା
ବମ୍ବେ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ। ଗୋଟିଏ ପଟେ ପ୍ରଶଂସକମାନେ ତାଙ୍କ ନିଧନକୁ ଗ୍ରହଣ କରିପାରୁ ନ ଥିବା ବେଳେ ପରିବାରଲୋକେ ମଧ୍ୟ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ପୋଲିସ ମଧ୍ୟ ଆତ୍ମହତ୍ୟାର…
ବାପା ହେବାକୁ ଯାଉଛନ୍ତି ହାର୍ଦ୍ଦିକ: ନତାଶାଙ୍କୁ ଖୁସି କରିବାକୁ ଦେଲେ ଗୋଲାପ ଉପହାର
ବମ୍ବେ: ବାପା ହେବାକୁ ଯାଉଛନ୍ତି ହାର୍ଦ୍ଦିକ୍ ପାଣ୍ଡ୍ୟା। ଏହାକୁ ନେଇ ତାଙ୍କ ଖୁସି କହିଲେ ନ ସରେ। ପ୍ରତିଦିନ ସେ ପ୍ରେମିକା ତଥା ପତ୍ନୀ ନତାଶା ସ୍ଟାନ୍କୋଭିକ୍ଙ୍କୁ ଭିନ୍ନ ଭିନ୍ନ ଉପାୟରେ ସର୍ପ୍ରାଇଜ୍ କରୁଛନ୍ତି। ଏଇ ଯେମିତି ନିକଟରେ ଶହ ଶହ…
କଳାକାର ହିଁ ବୁଝିପାରେ ଅନ୍ୟ କଳାକାରର ମନ: ରାପ୍ କଣ୍ଠଶିଳ୍ପୀ ଡୁଲେଶ୍ୱରଙ୍କୁ ସହାୟତାର ହାତ ବଢାଇଲେ ହ୍ୟୁମାନ ସାଗର
ଭବାନୀପାଟଣା,୧୯।୬ (ଡି.ଏନ୍.ଏ.): କଳାହାଣ୍ଡି ଜିଲାର ଡୁଲେଶ୍ୱର ତାଣ୍ଡି ଜଣେ ବିପ୍ଲବୀ ରାପ୍ ସଙ୍ଗୀତକାର। ସେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ। ହେଲେ ତାଙ୍କ ପରିବାରର ଆର୍ଥତ୍କ ସ୍ଥିତି ଭଲ ନ ଥିବାରୁ ସେ ଅସୁବିଧାରେ ଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର…
ପୂଜାପାଠରୁ ଦିନ ଆରମ୍ଭ କରୁଥିଲେ ସୁଶାନ୍ତ
ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବେ ଆଉ ଆମ ଗହଣରେ ନାହାନ୍ତି ସତ କିନ୍ତୁ ତାଙ୍କ ସ୍ମୃତି ସବୁବେଳେ ଆମ ସହ ରହିବ। ଏବେ ସୁଶାନ୍ତଙ୍କ ଅନେକ ଥ୍ରୋବ୍ୟାକ୍ ଭିଡିଓ ଓ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
ସୁଶାନ୍ତଙ୍କ ପାଇଁ ଡାଏରୀ ଲେଖୁଥିଲେ ଛାତ୍ରୀ, ମୃତ୍ୟୁ ଖବର ପାଇ ହାରିଲେ ଜୀବନ
ମୁମ୍ବାଇ: ବଲିଉଡ୍ ଆକ୍ଟର ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ତାଙ୍କ ପ୍ରଶଂସକମାନେ ଜଣକ ପରେ ଜଣେ ଆତ୍ମହତ୍ୟା କରିଚାଲିଛନ୍ତି। ଏବେ ଆଉ ଜଣେ ପ୍ରଶଂସକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଭାରତର କେନ୍ଦ୍ରଶାସିତ ଅଞ୍ଚଳ ଆଣ୍ଡାମାନ- ନିକୋବର ଦ୍ୱୀପରେ ଜଣେ ଛାତ୍ରୀ…
Archives


