ଲକ୍ଡାଉନ ହୋଇ ନ ଥିଲେ ଏବେ ଫିଲ୍ମ ଶୁଟିଂରେ ବ୍ୟସ୍ତ ରହିଥାନ୍ତେ ସୁଶାନ୍ତ: ବଲିଉଡ୍ ନିର୍ଦ୍ଦେଶକ
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁପରେ ଏବେ ତାଙ୍କ ସମ୍ପର୍କିତ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସମସ୍ତେ ତାଙ୍କ ମୃତ୍ୟୁ ପଛରେ କାରଣକୁ ନେଇ ନିଜର ମତ ଓ ଅନୁମାନ ପ୍ରକାଶ କରୁଛନ୍ତି। ଇତିମଧ୍ୟରେ ଯଦି ଦେଶରେ…
ସଲମାନଙ୍କ ସାହାଯ୍ୟ ମାଗିଲେ ଏହି ଅଭିନେତ୍ରୀ
ମୁମ୍ବାଇ: ଏବେ ଦେଶରେ କରୋନା ମହାମାରୀ ଚିନ୍ତାର କାରଣ ପାଲଟିଥିବା ବେଳେ ଏହି ଅଦୃଶ୍ୟ ଯୁଦ୍ଧରେ ଲଢୁଛନ୍ତି ଦେଶବାସୀ। ଏହି ସମୟରେ ବଲିଉଡ୍ ସେଲିବ୍ରିଟିମାନେ ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ସୋନୁ ସୁଦ ଓ ସଲମାନଙ୍କ ନାଁ ଆଗରେ ଥିବା ବେଳେ…
ସୁଶାନ୍ତଙ୍କ ମୃତ୍ୟୁ ହୋଇଥିବା ଘରେ ପହଞ୍ଚିଲେ ଅଙ୍କିତା !
ମୁମ୍ବାଇ: ବଲିଉଡ୍ ଷ୍ଟାର ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଏପର୍ଯ୍ୟନ୍ତ ଅନେକେ ବିଶ୍ୱାସ କରିପାରୁ ନାହାନ୍ତି। ସୁଶାନ୍ତଙ୍କ ମୃତ୍ୟୁ ଖବର ପାଇବା ପରଠାରୁ ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡିଛନ୍ତି ତାଙ୍କ ପୂର୍ବତନ ପ୍ରେମିକା ଅଙ୍କିତା ଲୋଖଣ୍ଡେ। ଦିନ ରାତି କାନ୍ଦୁଥିବା ଅଙ୍କିତା…
ପ୍ରଥମ ଚଳଚ୍ଚିତ୍ର ପାଇଁ ଜାତୀୟ ପୁରସ୍କାର ଜିତିଥିଲେ ଏହି ଅଭିନେତା
ବଲିଉଡ୍ ଡିସ୍କୋ ଡ୍ୟାନ୍ସର ମିଥୁନ ଚକ୍ରବର୍ତ୍ତୀ ଆଜି ୬୮ ବର୍ଷରେ ପଦାର୍ପଣ କରିଛନ୍ତି। କୋଲକତାରୁ ମୁମ୍ବାଇ ଆସି ନିଜର ପରିଚୟ ସୃଷ୍ଟି କରିବା ପାଇଁ ତାଙ୍କୁ ବେଶ୍ ସଂଘର୍ଷ କରିବାକୁ ପଡିଥିଲା। ମିଥୁନ ଚକ୍ରବର୍ତ୍ତୀ କୋଲକାତା ଛାଡି ପ୍ରଥମେ ପୁଣେର ଫିଲ୍ମ…
ଦେଢ ମାସ ଭିତରେ ଗଲାଣି ୭ ବଲିଉଡ୍ ସେଲିବ୍ରିଟିଙ୍କ ଜୀବନ
୨୦୨୦ ପ୍ରାରମ୍ଭ ବଲିଉଡ୍ ପାଇଁ ଶୁଭଙ୍କର ହୋଇନାହିଁ। ଗୋଟିଏ ପଟେ ଦେଶ ମହାମାରୀ କରୋନାର ମୁକାବିଲା କରୁଥିବା ବେଳେ ଅନ୍ୟ ପଟେ ବଲିଉଡ୍ର ବଡ ବଡ କଳାକାର ମୃତ୍ୟୁ ଖବର ସମସ୍ତଙ୍କୁ ଅଘାତ ଦେଇଛି। ଗତ ଦେଢ ମାସ ଭିତରେ ୭…
୨୦ ଜୁନରୁ ‘କସୌଟି ଜିନ୍ଦେଗୀ କେ-୨’ର ଶୁଟିଂ ହେବ ଆରମ୍ଭ
ମୁମ୍ବାଇ, ୧୬।୬: ଟିଭି ଧାରବାହିକ ‘କସୌଟି ଜିନ୍ଦେଗୀ କେ-୨’ର ଶୁଟିଂ ୨୦ ଜୁନରୁ ଆରମ୍ଭ ହେବ। ଏନେଇ ଏକତା କପୁର ନିର୍ଦ୍ଦେଶ ଦେଇଥିବା ଟିମ୍ ପକ୍ଷରୁ କୁହାଯାଇଛି। ଶୁଟିଂ ଆରମ୍ଭ ହୋଇଥିବାରୁ ଏହାର ପରବର୍ତ୍ତୀ ଏପିସୋଡ଼ ଦର୍ଶକ ଜୁଲାଇ ମାସଠାରୁ ଦେଖିପାରିବେ…
ଶିଳ୍ପାଙ୍କ ନିର୍ବନ୍ଧ ମୁଦିିର ମୂଲ୍ୟ ଶୁଣିଲେ ହେବେ ଆଶ୍ଚର୍ଯ୍ୟ
ବଲିଉଡର ଫିଟ୍ନେସ୍ କୁଇନ୍ ଶିଳ୍ପା ସେଟ୍ଟୀ ଫିଲ୍ମ ଦୂନିଆରୁ ଦୂରେଇ ଅଛନ୍ତି ସତ, ହେଲେ ସବୁବେଳେ ସେ ଚର୍ଚ୍ଚାରେ ଥାନ୍ତି। ସେ ନିଜ ଫ୍ୟାନ୍ସମାନଙ୍କ ପାଇଁ ପ୍ରତିଦିନର ଅପଡେଟ ସୋସିଆଲ ମିଡିଆରେ ଦିଅନ୍ତି। ଅଭିନେତ୍ରୀ ଶିଳ୍ପା ଏବେ ଫିଲ୍ମ ଛାଡ଼ି ଟିଭି…
ସୁଶାନ୍ତ ରାଜପୁତଙ୍କ ମୃତ୍ୟୁ ଖବର ସହି ପାରିଲେନି ଭାଉଜ, ମାନସିକ ଅବସାଦରେ ମୃତ୍ୟୁ
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇଯାଇଛି ବଲିଉଡ୍। ତାଙ୍କ ହଠାତ୍ ମୃତ୍ୟୁରେ ପରିବାରବର୍ଗ ମଧ୍ୟ ହତବାକ୍ ହୋଇଯାଇଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ତାଙ୍କ ଭାଉଜଙ୍କ ମୃତ୍ୟୁ ଘଟିଛି। ସୁଶାନ୍ତ ସିଂ ରାଜପୁତ ବିହାରର ପୁର୍ନିଆ ଜିଲାର ମାଲଡିହା…
ଚୀର ନିଦ୍ରାରେ ସୁଶାନ୍ତ
ମୁମ୍ବାଇ,୧୫।୬: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷକୃତ୍ୟ ମୁମ୍ବାଇ ସ୍ଥିତ ଭିଲେ ପାର୍ଲେ ସ୍ଥିତ ଶ୍ମଶାନ ଘାଟରେ କରାଯାଇଛି। ସୁଶାନ୍ତଙ୍କୁ ବିଦାୟ ଦେବାକୁ ବଲିଉଡ୍ ନାୟିକା କ୍ରିତି ସାନନ, ଶ୍ରଦ୍ଧା କପୁର ପହଞ୍ଚିଥିବା ବେଳେ ବାନ୍ଧବୀ ରିୟା ଚକ୍ରବର୍ତ୍ତିଙ୍କୁ ମଧ୍ୟ…
ସୁଶାନ୍ତଙ୍କ ବାନ୍ଧବୀ ରିଆଙ୍କ ଉପରେ ସମସ୍ତଙ୍କ ନଜର
ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ। ବଲିଉଡ୍ର ଏହି ପରିଚିତ ନାଁଟି ଏବେ ଅତିତ ହୋଇଯାଇଛି। ଅସମୟରେ ଦୁନିଆରୁ ବିଦାୟ ନେଇଥିବା ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ ସମସ୍ତଙ୍କୁ ଏକ ପ୍ରକାର ଚମକାଇ ଦେଇଛି। ହେଲେ କାହିଁକି ମାତ୍ର ୩୪…
ପ୍ରଥମ କୋ-ଷ୍ଟାରଙ୍କୁ ହରାଇ ଦୁଃଖ ପ୍ରକାଶ କଲେ ସାରା
ମୁମ୍ବାଇ: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତ ସମସ୍ତଙ୍କ ନିକଟରୁ ସବୁଦିନ ପାଇଁ ବିଦାୟ ନେଇଥିଲେ ମଧ୍ୟ ଏହାକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବଲିଉଡ୍ ନାୟିକା ସାରା ଅଲି ଖାଁ ତାଙ୍କ ପ୍ରଥମ ଡେବ୍ୟୁ ଫିଲ୍ମ ‘କେଦାରନାଥ’ ସୁଶାନ୍ତଙ୍କ…
ଅନ୍ତିମ ସଂସ୍କାର ପୂର୍ବରୁ ସୁଶାନ୍ତଙ୍କର ହେବ କରୋନା ଟେଷ୍ଟ
ମୁମ୍ବାଇ, ୧୫।୬: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ସୋମବାର ମୁମ୍ବାଇ ସ୍ଥିତ ପବନ ହଂସ ଶ୍ମଶାନ ନିକଟ ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯିବ। ବିହାର ପାଟନାରୁ ଶୁଶାନ୍ତଙ୍କ ବାପା ମୁମ୍ବାଇ ପହଞ୍ଚିବା ପରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ…
Archives


