ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର
ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍ ଓରଫ ପତ୍ରଲେଖାଙ୍କୁ ଭେଟିଥିଲେ ସେ। ପ୍ରଥର ଦେଖାରେ ହିଁ ରାଜକୁମାର ତାଙ୍କ ପ୍ରେମରେ ପଡ଼ିଯାଇଥିଲେ। କେବଳ…
‘କଜରାରେ’ ଗୀତରେ ନାଚିବାକୁ ପସନ୍ଦ କରନ୍ତି ଅଭିଷେକ
ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନଙ୍କ ମନପସନ୍ଦର ଗୀତ ହେଉଛି ‘କଜରାରେ’। ଏହି ଗୀତରେ ସେ ନାଚିବାକୁ ମଧ୍ୟ ପସନ୍ଦ କରନ୍ତି। ସୋସିଆଲ ମିଡିଆରେ ୟସ୍ରାଜ ଫିଲ୍ମସ୍ର ଏକ ପ୍ରଶ୍ନର ଉତ୍ତରରେ ଅଭିଷେକ ଏହା କହିଛନ୍ତି। କେଉଁ ଗୀତ ଆପଣଙ୍କର ପସନ୍ଦ, ଏବଂ…
ରାଜନେତାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବଲିଉଡ୍ ସେଲିବ୍ରିଟି
ମୁମ୍ବାଇ,୧୩।୬: ବଲିଉଡ୍ ନାୟକ ଅନିଲ କପୁର, ରିତେଶ ଦେଶମୁଖ, ନାୟିକା ଦିଶା ପାଟନି ପ୍ରମୁଖ ମହାରାଷ୍ଟ୍ରର ଶିବସେନା ନେତା ତଥା କ୍ୟାବିନେଟ ମନ୍ତ୍ରୀ ଆଦିତ୍ୟ ଠାକରେଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି। ‘ମଲଙ୍ଗ’ ଅଭିନେତା ଅନିଲ କପୁର ଆଦିତ୍ୟଙ୍କ ସୁସ୍ଥ ଓ ଦୀର୍ଘ…
ନେହା ଶେୟାର କଲେ ‘ଜିନ୍ କେ ଲିୟେ’ଗୀତର ଫଟୋ, ମତୁଆଲା ହେଲେ ପ୍ରଶଂସକ
ମୁମ୍ବାଇ: ପ୍ଲେବ୍ୟାକ୍ ସିଙ୍ଗର ନେହା କକ୍କର ଇନ୍ଷ୍ଟାଗ୍ରାମ୍ରେ ନିଜର ଏକ ହିଟ୍ ମ୍ୟୁଜିକ୍ ଭିଡିଓ ‘ଜିନ୍ କେ ଲିୟେ’ର କିଛି ଆଖି ଲାଖିଯିବା ଭଳି ଫଟୋ ଶେୟାର କରିଛନ୍ତି। ନେହା ଏହି ଫଟୋରେ ଏକ ସୁନ୍ଦର ଡ୍ରେସ୍ ପିନ୍ଧି ଭିନ୍ନ ଭିନ୍ନ…
ଦର୍ଶକଙ୍କୁ ପସନ୍ଦ ଆସୁଛି ଓ୍ବେବ ସିରିଜ ‘ଦ କାସିନୋ’
ମୁମ୍ବାଇ: ଜି୫ର ବହୁ ପ୍ରତିକ୍ଷିତ ଥ୍ରିଲର ‘ଦ କାସିନୋ’ ରିଲିଜ ହୋଇ ସାରିଛି। ଏହି ଓ୍ବେବ ସିରିଜକୁ ଦର୍ଶକେ ବେଶ୍ ପସନ୍ଦ କରୁଥିବା ଦେଖାଯାଇଛି। କେବଳ ସାଧାରଣ ଦର୍ଶକ ନୁହେଁ ବରଂ ଟେଲିଭିଜନ ଓ ବଲିଉଡ୍ କଳାକାରମାନେ ମଧ୍ୟ ଏହି ଶୋ’ର…
ଅଭିଷେକଙ୍କ ଟୁଇଟ ଦ୍ୱନ୍ଦରେ ପକାଇଲା ୟୁଜର୍ସଙ୍କୁ
ମୁମ୍ବାଇ: ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନ ଫିଲ୍ମରେ ଅଭିନୟ କରିବା ପରେ ଏବେ ଡିଜିଟାଲ ପ୍ଲାଟଫର୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅଭିଷେକଙ୍କ ଅଭିନୀତ ସାଇକ୍ଲୋଜିକାଲ କ୍ରାଇମ୍ ଥ୍ରିଲର ଓ୍ବେବ ସିରିଜ୍ ‘ବ୍ରିଥ୍: ଇନ୍ ଟୁ ଦ ଶେଡୋଜ୍’ ଜୁଲାଇ ୧୦ରେ ଆମାଜନ…
୪୦ ଥର ରିଟେକ୍ ପରେ ବି ନୃତ୍ୟ କରିପାରି ନ ଥିଲେ ପ୍ରିୟଙ୍କା, ଶୁଣିବାକୁ ପଡ଼ିଥିଲା ଗାଳି
ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବଲିଉଡ୍ଠାରୁ ଆରମ୍ଭ କରି ହଲିଉଡ୍ ଫିଲ୍ମରେ କାମ କରିସାରିଛନ୍ତି। ଏହି ସଫଳତା ପାଇଁ ତାଙ୍କୁ ଦିନ ରାତି ପରିଶ୍ରମ କରିବାକୁ ପଡ଼ିଛି। ମିସ୍ ଓ୍ବାଲ୍ଡ ବିଜେତା ହେବା ପରେ ପ୍ରିୟଙ୍କା ଫିଲ୍ମ ‘ଦ ହିରୋ: ଲଭ୍…
କୁନି ପ୍ରତିଭାଙ୍କ ପ୍ରଶଂସାରେ ହ୍ରିତିକ୍
ହ୍ରିତିକ୍ ରୋଶନ ଏବଂ ଟାଇଗର ଶ୍ରଫ୍ଙ୍କ ଫିଲ୍ମ ‘ଓ୍ବାର’ ରିଲିଜ୍ ହେବା ପରେ ଏହାର ଏକ ଗୀତ ଜୟ ଜୟ ଶିବ ଶଙ୍କର… ସୁପରହିଟ୍ ହୋଇଥିଲା। ଏହି ଗୀତରେ ହ୍ରତିକ୍ ଏବଂ ଟାଇଗରଙ୍କ ନୃତ୍ୟକୁ ଦର୍ଶକ ଖୁବ୍ ପସନ୍ଦ ମଧ୍ୟ କରିଥିଲେ।…
ମୋଦି-କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଲେ ଟିଭି ଅଭିନେତ୍ରୀ ଦୀପିକା ସିଂ
ମୁମ୍ବାଇ, ୧୩।୬: ଟିଭି ଅଭିନେତ୍ରୀ ଦୀପିକା ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କ ମା’ଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏହାକୁ ନେଇ ସେ ବେଶ୍ ଚିନ୍ତିତ ରହିଛନ୍ତି।…
ଦିଶାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଟାଇଗର
ମୁମ୍ବାଇ: ବଲିଉଡ୍ ନାୟିକା ଦିଶା ପାଟନି ୨୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବଲିଉଡ୍ ନାୟକ ଟାଇଗର ଶ୍ରଫ ତାଙ୍କ ଗର୍ଲ ଫ୍ରେଣ୍ଡକୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଭିଡିଓ ମାଧ୍ୟମରେ ଟାଇଗର ଦିଶାଙ୍କୁ ଶୁଭେଚ୍ଛା ଜଣାଇଥିବା ଦେଖାଯାଇଛି। ଏକ…
ପୁଣି ରିଲିଜ ହେବ ‘ଗୁଡ୍ ନ୍ୟୁଜ୍’ ଓ ‘ଡ୍ରିମ୍ ଗର୍ଲ’
ମୁମ୍ବାଇ: ବଲିଉଡ୍ର ଖିଲାଡି ବୟ ଅକ୍ଷୟ କୁମାର ଏବଂ ଆୟୁଷ୍ମାନ ଖୁରାନାଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। କଥା କ’ଣ କି, ଅକ୍ଷୟ କୁମାର ଏବଂ ତାଙ୍କ ସାଥୀ କଳାକାର କରୀନା କପୁର, ଦିଲଜିତ ଦୋସାଞ୍ଜ ଏବଂ କିଆରା ଆଡଭାଣୀଙ୍କ କମେଡି…
ଦୀପିକାଙ୍କ ବଡିଗାର୍ଡଙ୍କ ବାର୍ଷିକ ଦରମା ଜାଣି ହେବେ ଆଶ୍ଚର୍ଯ୍ୟ
ବଲିଉଡ୍ ସେଲିବ୍ରେଟିମାନେ ବ୍ୟକ୍ତିଗତ ବଡିଗାର୍ଡ ରଖିଥାନ୍ତି। ବିଭିନ୍ନ ସ୍ଥାନକୁ ଗଲେ ସେମାନେ ବଡିଗାର୍ଡଙ୍କୁ ସାଙ୍ଗରେ ନେଇ ଯାନ୍ତି। ସଲମାନ ଖାନଙ୍କ ବଡିଗାର୍ଡ ଶେରା, ଅମିତାଭ ବଚ୍ଚନଙ୍କ ଜିତେନ୍ଦ୍ର ସିନ୍ଦେ, ଶାହାରୁଖ ଖାନଙ୍କ ରବି ସିଂ ଦୀର୍ଘ ବର୍ଷ ହେଲା ସେମାନଙ୍କୁ ସୁରକ୍ଷା…
Archives


