ସଲମାନଙ୍କ ପରେ ଏବେ ଟାର୍ଗେଟ୍ରେ ଆମିର ଖାନ, ମିଳିଲା ଧମକ; ତୃତୀୟ ବିବାହକୁ ନେଇ…
ମୁମ୍ବାଇ,୧୮।୭: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ପରେ ଏବେ ଅଭିନେତା ଆମିର ଖାନ ମଧ୍ୟ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଟାର୍ଗେଟ୍କୁ ଆସିଛନ୍ତି। ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ପକ୍ଷରୁ ଆରଜୁ ବିଷ୍ଣୋଇ ଏବଂ ଟାୟସନ ବିଷ୍ଣୋଇ ସୋସିଆଲ ମିଡିଆରେ ପୋଷ୍ଟ ଏବଂ ଅଡିଓ…
ଅମିତାଭଙ୍କୁ ଧନୀ ବନାଇବାରେ ଥିଲା ଏହି ବ୍ୟକ୍ତିଙ୍କ ହାତ! ଜାଣନ୍ତୁ କିଏ ସେହି ୧୫,୦୦୦ କୋଟିର ମାଲିକ
ମୁମ୍ବାଇ: କୌଣସି ଏକ ସମୟରେ ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (CA) ଥିବା ପ୍ରେମଚନ୍ଦ ଗୋଧାଙ୍କ ଶୂନ୍ୟରୁ ଶିଖରକୁ ପହଞ୍ଚିବାର କାହାଣୀ ପ୍ରକୃତରେ ଅତ୍ୟନ୍ତ ଆକର୍ଷଣୀୟ ଏବଂ ପ୍ରେରଣାଦାୟୀ ଅଟେ। ରାଜସ୍ଥାନର ଏକ ଚାଷୀ ପରିବାରରେ ଜନ୍ମଗ୍ରହଣ କରିଥିବା…
୭ ମାସର ଗର୍ଭବତୀ ଥାଇ ଆକ୍ସନ କରୁଛନ୍ତି ଦୀପିକା
ବଲିଉଡ ହେଉ କି ହଲିଉଡ ଆଜିର ଅଭିନେତ୍ରୀମାନେ ଗର୍ଭାବସ୍ଥାରେ ମଧ୍ୟ ଅତ୍ୟନ୍ତ ସମର୍ପିତ ହୋଇ ସେମାନଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି ଦୀପିକା ପାଦୁକୋନ। ସେ ୭ ମାସର ଗର୍ଭବତୀ ଥାଇ ମଧ୍ୟ ତାଙ୍କର ଆଗାମୀ…
ବଡ଼ ଖୁଲାସା କଲେ ଆମିର ଖାନ୍: 3 idiots ସୋନମ ୱାଙ୍ଗଚୁକଙ୍କ ଉପରେ ଆଧାରିତ ନୁହେଁ, ଜାଣନ୍ତୁ କ’ଣ କହିଲେ…
ମୁମ୍ବାଇ: ଶିକ୍ଷାବିତ୍ ତଥା ସମାଜସେବୀ ସୋନମ ୱାଙ୍ଗଚୁକ ୨୦ ଦିନ ହେବ ଦିଲ୍ଲୀର ଯନ୍ତର ମନ୍ତରଠାରେ ଅନଶନରେ ବସିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ଓଜନ ମଧ୍ୟ ବହୁତ କମିଯାଇଛି। ସେ କକ୍ରୋଚ ପାର୍ଟିର ସମର୍ଥନରେ ଅନଶନ କରୁଛନ୍ତି ଏବଂ ଶିକ୍ଷାମନ୍ତ୍ରୀ…
୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍
ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ ବିବାହରେ କେବଳ କିଛି ନିକଟତମ ସହଯୋଗୀ ଯୋଗଦେବେ। ପୂର୍ବରୁ ସେ କରନ ସିଂ…
ଅଗଷ୍ଟ ୨୮ରେ ରିଲିଜ ହେବନାହିଁ Shraddha Kapoorଙ୍କର ‘ଇଥା’!
ମୁମ୍ବାଇ: ବଲିଉଡର ଅଭିନେତ୍ରୀ ଶ୍ରଦ୍ଧା କପୁର ଏବେ ନିଜର ଆଗାମୀ ଫିଲ୍ମ ‘ଇଥା’କୁ ନେଇ ଚର୍ଚ୍ଚାରେ। ନିକଟରେ ରିଲିଜ ହୋଇଥିବା ଫିଲ୍ମର ଟିଜର ସୋସିଆଲ ମିଡିଆରେ ବେଶ ଧମାଲ ମଚାଇଛି ଏବଂ ଶ୍ରଦ୍ଧାଙ୍କ ଦମଦାର ଅଭିନୟକୁ ଦର୍ଶକ ଖୁବ ପ୍ରଶଂସା ମଧ୍ୟ…
ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…
ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ ଇଣ୍ଡଷ୍ଟ୍ରୀରେ ଜୋରଦାର ଚର୍ଚ୍ଚା ହେଉଛି। ନିକଟରେ ରାଘବଙ୍କ ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ…
୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍’
ଲସ୍ ଆଞ୍ଜେଲସ୍, ୧୪।୭: କିଙ୍ଗ୍ ଅଫ୍ ପପ୍ ଭାବେ ପରିଚିତ ମାଇକେଲ୍ ଜ୍ୟାକସନ୍ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ ସୃଷ୍ଟି କରିଛି। ସିନେମାଟି ବିଶ୍ୱବ୍ୟାପୀ ୧ ବିଲିୟନ ଆମେରିକୀୟ ଡଲାର (୧୦୦ କୋଟିରୁ…
ଗୌରୀଙ୍କ ସହ ବିବାହର ୧୦ ଦିନ ଭିତରେ ଗୁଡ୍ନ୍ୟୁଜ୍ ଦେଲେ ଆମିର, ଖବର ଶୁଣି ସମସ୍ତେ ଚକିତ
ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ଗତ ଜୁଲାଇ ୫ ତାରିଖରେ ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଏହି ନବଦମ୍ପତି ନିଜ ହନିମୁନ ପାଇଁ ଅଷ୍ଟ୍ରେଲିଆ ଯାଇଛନ୍ତି। ତେବେ ଏହା କେବଳ ଏକ ହନିମୁନ ଟ୍ରିପ…
‘ଜୁରାସିକ୍ ପାର୍କ’ ଅଭିନେତା ସାମ୍ ନିଲ୍ଙ୍କ ପରଲୋକ
ଓ୍ବେଲିଙ୍ଗଟନ, ୧୪।୭: ହଲିଉଡ୍ର ଅଲଟାଇମ୍ ସୁପରହିଟ ଫିଲ୍ମ ‘ଜୁରାସିକ୍ ପାର୍କ’ ଏବଂ ‘ଦି ପିଆନୋ’ ପାଇଁ ବିଶ୍ୱପ୍ରସିଦ୍ଧ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଅଭିନେତା ସାମ୍ ନିଲ୍ଙ୍କର ୭୮ବର୍ଷ ବୟସରେ ପରଲୋକ ଘଟିଛି। ସୋମବାର ସିଡ୍ନୀଠାରେ ତାଙ୍କର ଅପ୍ରତ୍ୟାଶିତ ମୃତ୍ୟୁ ଘଟିଥିବା ତାଙ୍କ ପରିବାର…
ଖୁସି ଖବର ଦେଲେ ଗୋବିନ୍ଦା: ୭ ବର୍ଷ ପରେ…
‘ହିରୋ ନମ୍ବର ୧’ ଗୋବିନ୍ଦା ପୁଣି ବଡ଼ ପରଦାରେ ଧମାଲ କରିବାକୁ ଯାଉଛନ୍ତି। ସେ ‘ରୂପା’ ଚଳଚ୍ଚିତ୍ରରେ ନଜର ଆସିବେ। ଗୋବିନ୍ଦା ନିଜେ ଏହି ପ୍ରୋଜେକ୍ଟ ଘୋଷଣା କରିଛନ୍ତି। ଏଥିରେ ସେ ନବାଗତ ରାଣୀ ସ୍ବର୍ଣ୍ଣକରଙ୍କ ସହ ଅଭିନୟ କରିବେ। ସେ…
କିମ୍ୱଦନ୍ତୀ ଗାୟିକା ଏସ୍. ଜାନକୀଙ୍କ ପରଲୋକ
ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ ଆପୋଲୋ ହସ୍ପିଟାଲରେ ୮୮ ବର୍ଷ ବୟସରେ ପରଲୋକ ହୋଇଯାଇଛି। ବୟସଜନିତ ଅସୁସ୍ଥତା ଯୋଗୁ…

