ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଆସିଲା ବଡ଼ ଖବର, ଅଭିଷେକଙ୍କୁ ଛାଡି ପଳାଇଲେ ଐଶ୍ୱର୍ଯ୍ୟା!
ମୁମ୍ବାଇ: ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଦୀର୍ଘ ଦିନ ଧରି ର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ବିବାହକୁ ୧୭ ବର୍ଷ ପୂରିଲାଣି ଏବଂ ଏହି ଦମ୍ପତିଙ୍କର ମଧ୍ୟ ଏକ ଝିଅ ଅଛି, ଯାହାର ନାମ ଆରାଧ୍ୟା । କିଛି ଦିନ…
‘କେଡି ଦି ଡେଭିଲ୍’ରେ ସଞ୍ଜୟଙ୍କ ଫାଷ୍ଟ ଲୁକ୍ ଆଉଟ୍
ମୁମ୍ବାଇ:ବଲିଉଡ୍ ଅଭିନେତା ସଞ୍ଜୟ ଦତ୍ତ ସୋମବାର ନିଜର ୬୫ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ସେ ତାଙ୍କ ପ୍ରଶଂସକଙ୍କୁ ଏକ ବିଶେଷ ଉପହାର ଦେଇଛନ୍ତି। ସଞ୍ଜୟ ତାଙ୍କ ଆଗାମୀ ଚଳଚ୍ଚିତ୍ର ‘କେଡି ଦି ଡେଭିଲ୍’ରେ ନିଜ ପ୍ରଥମ ଲୁକ୍ର ଝଲକ୍କୁ…
ଫ୍ଲାଟ୍ କିଣିଲେ ଶାହରୁଖଙ୍କ ପୁଅ: ଦାମ୍ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ବଲିଉଡ୍ର କିଙ୍ଗ ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ଡେବ୍ୟୁ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ତାଙ୍କର ଡେବ୍ୟୁ ସିରିଜର ନାମ ହେଉଛି ‘ଷ୍ଟାରଡମ’। ତାଙ୍କ ସିରିଜ ରିଲିଜ ପୂର୍ବରୁ ମଧ୍ୟ ଦିଲ୍ଲୀରେ ଫ୍ଲାଟ କିଣିଛନ୍ତି। ନିକଟରେ ଆର୍ଯ୍ୟନ ଦକ୍ଷିଣ ଦିଲ୍ଲୀର ପଞ୍ଚଶିଲ…
ଆଲିଆଙ୍କ ଏହି ଗୁଣକୁ ବଦଳାଇଦେଲେ ରଣବୀର
ବଲିଉଡ୍ର ପାଓ୍ବାରଫୁଲ କପଲ୍ମାନଙ୍କ ମଧ୍ୟରେ ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଆଲିଆ ଭଟ୍ଟ ଅନ୍ୟତମ। ରଣବୀର ଏକ ସାକ୍ଷାତ୍କାରରେ ଆଲିଆଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ବିଭିନ୍ନ ରୋଚକ ତଥ୍ୟ ପ୍ରଘଟ କରିଛନ୍ତି। ବିବାହ ପରେ ଉଭୟଙ୍କ ସମ୍ପର୍କକୁ ସୁଦୃଢ଼…
ବିବାହ ପରେ ସୋନାକ୍ଷୀଙ୍କ ସହ ବିମାନବନ୍ଦରରେ ଘଟିଲା ଏଭଳି, ସୁରକ୍ଷାକର୍ମୀଙ୍କ ଆଚରଣ ଦେଖି…
ବମ୍ବେ: ବଲିଉଡ୍ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ନିଜର ପ୍ରେମିକ ଜାହିର ଇକବାଲଙ୍କୁ ବିବାହ କରିଛନ୍ତି। ବିବାହ ପରେ ତାଙ୍କୁ ନିକଟରେ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ହେଲେ ଚେକିଂ ବେଳେ ସେଠାରେ ଥିବା ସୁରକ୍ଷାକର୍ମୀ ତାଙ୍କୁ ନିଜର ଚଷମା ବାହାର କରିବାକୁ କହିଥିଲେ।…
ଶାହରୁଖଙ୍କ ବଡ଼ ଉପଲବ୍ଧି: ଗୋଲ୍ଡ କଏନରେ ରହିଲା କିଙ୍ଗଖାନ୍ଙ୍କ ଫଟୋ
ମୁମ୍ବାଇ,୨୭।୭: ବଲିଉଡ ବାଦଶାହା ଶାହରୁଖ ଖାନ୍ଙ୍କୁ ମିଳିଛି ଆଉ ଏକ ବଡ଼ ଉପଲବ୍ଧି। ପୂର୍ବରୁ କୌଣସି କଳାକାର ହାସଲ କରି ନ ଥିବା ସମ୍ମାନର ହକ୍ଦାର ହୋଇଛନ୍ତି ଶାହରୁଖ। ଫ୍ରାନ୍ସ ରାଜଧାନୀ ପ୍ୟାରିସ୍ର ଗ୍ରେଭିନ ମ୍ୟୁଜିୟମ ଶାହରୁଖ ଖାନ୍ଙ୍କୁ ସମ୍ମାନିତ କରିଛି,…
ଫାରାହ ଖାନ୍ଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ମା’ ମେନକା ଇରାନିଙ୍କ ନିଧନ
ବମ୍ବେ: ମା’ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରାହ ଖାନ୍। ଶୁକ୍ରବାର ତାଙ୍କର ମା’ ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା। ଗତ କିଛି ଦିନ ଧରି ସେ ଅସୁସ୍ଥ ଥିଲେ। ଏବେ ତାଙ୍କର ନିଧନକୁ ନେଇ…
ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା
ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା ମହିଳାଙ୍କ ପାକିସ୍ତାନ ସହ ସମ୍ପର୍କ ରହିଛି, ଏହି କାରଣରୁ ପାକିସ୍ତାନରେ ଏହି ଫଟୋ ଉପରେ…
ଐଶ୍ୱର୍ଯ୍ୟାଙ୍କୁ ସରପ୍ରାଇଜ୍ ଦେଲେ ଅଭିଷେକ! ବିବାହ ବିଚ୍ଛେଦ ଖବର ଭିତରେ ଆସିଲା ନୂଆ ଟ୍ବିଷ୍ଟ
ମୁମ୍ବାଇ: ବଲିଉଡ ଅଭିନେତା ଅଭିଷେକ ବଚ୍ଚନ-ଐଶ୍ୱର୍ଯ୍ୟା ରାୟଙ୍କ ବିବାହ ହେବାର ୧୭ ବର୍ଷ ବିତିଗଲାଣି। ହେଲେ ଏବେ ବିବାହ ବିଚ୍ଛେଦ ନେଇ ଚର୍ଚ୍ଚା ଲାଗି ରହିଛି। କୁହାଯାଉଛି ଯେ ଅଭି-ଐଶ୍ୱ ପରସ୍ପରକୁ ଛାଡପତ୍ର ଦେବାକୁ ଚାହୁଁଛନ୍ତି। ଏହି କଳ୍ପନା ଆରମ୍ଭ ହୋଇଥିଲା…
ଅଡୁଆରେ କଙ୍ଗନା, ହରାଇବେ ଏମପି ପଦ!
ନୂଆଦିଲ୍ଲୀ,୨୫।୭: ଅଡୁଆରେ ବଲିଉଡ ଅଭିନେତ୍ରୀ ତଥା ଭାଜପା ଏମପି କଙ୍ଗନା ରଣାଓ୍ବତ। ହରାଇପାରନ୍ତି ଏମପି ପଦ। ହିମାଚଳ ପ୍ରଦେଶର ମାଣ୍ଡି ଲୋକ ସଭା ଆସନରୁ କଙ୍ଗନାଙ୍କୁ ନିର୍ବାଚନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ତାଙ୍କ ଏମପି ପଦ ରଦ୍ଦ ଦାବିରେ ପଟିସନ ଦାଖଲ…
ବିବାହବେଳେ ଅଜବ ସର୍ତ୍ତ ରଖିଥିଲେ କାଜୋଲ
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ଦମ୍ପତିଙ୍କ ମଧ୍ୟରୁ ଅଭିନେତା ଅଜୟ ଦେବ୍ଗନ୍ ଓ ଅଭିନେତ୍ରୀ କାଜୋଲ ଅନ୍ୟତାମ। ବ୍ୟକ୍ତିଗତ ଜୀବନକୁ ନେଇ ଏହି ଷ୍ଟାର ଦମ୍ପତି ଅନେକବାର ଚର୍ଚ୍ଚାରେ ରହିଥାନ୍ତି। ତେବେ ନିଜ ବିବାହକୁ ନେଇ ବୁଧବାର ଏକ ସାକ୍ଷାତ୍କାରରେ କାଜୋଲ ନୂତନ…
ଅଲଗା ହେବାପରେ ପ୍ରଥମଥର ନତାଶାଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୨୪।୭: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକ ଶେଷରେ ଅଲଗା ହୋଇଯାଇଛନ୍ତି। ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଉଭୟ ଏନେଇ ସୂଚନା ଦେଇଛନ୍ତି। ନତାଶା ପୁଅ ଅଗସ୍ତ୍ୟଙ୍କୁ ନେଇ ସର୍ବିଆ ପଳାଇଛନ୍ତି। ସେ ପ୍ରତିଦିନ ସେଠାରୁ ଅପଡେଟ ଶେୟାର୍ କରୁଛନ୍ତି। ନତାଶା…
Archives


