ମନୋରଞ୍ଜନ

ଛାଡପତ୍ର ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଅଭିଷେକ, କହିଲେ ଜୀବନ ବଦଳିଗଲା…

ମୁମ୍ବାଇ: ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ଖବର ଫିଲ୍ମ ଇଣ୍ଡଷ୍ଟ୍ରିରେ ଆଲୋଡ଼ନ ସୃଷ୍ଟି କରିଛି। ତେବେ ଏହି ଫାଟ ପଛରେ ନିମ୍ରତ କୌରଙ୍କୁ ଦାୟୀ କରାଯାଉଛି। ତେବେ ଏହି ଛାଡପତ୍ର ଏବଂ ଆଫେୟାର ଖବର…

ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା

ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା…

ଭରା ଦର୍ଶକଙ୍କ ଆଗରେ ପ୍ରଦର୍ଶନ କରୁଥିଲେ ମିକା ସିଂହ; ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଲେ ପାକିସ୍ତାନୀ ପ୍ରଶଂସକ

ମୁମ୍ବାଇ: ବଲିଉଡ ତଥା ପଞ୍ଜାବୀ ଗାୟକ ମିକା ସିଂହ ନିଜର ହିଟ୍ ଗୀତ ପାଇଁ କେବଳ ଭାରତରେ ନୁହେଁ ବିଶ୍ୱରେ ପ୍ରସିଦ୍ଧ। ଅନେକ ବ୍ଲକବଷ୍ଟର ଗୀତାରେ ସେ ନିଜର ନିଜର ସ୍ୱର ଦେଇଛନ୍ତି। ଏବେ ମିକା ଆମେରିକାରେ କନସର୍ଟ କରୁଛନ୍ତି। ମିକାଙ୍କ…

ସାତସାନ ଯୁବକଙ୍କ ପ୍ରେମରେ ଉବୁଟୁବୁ ୪୯ ବର୍ଷୀୟା ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ଅମିଶା ପଟେଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତାଙ୍କ ବୃତ୍ତିଗତ ଜୀବନ ଅପେକ୍ଷା ବ୍ୟକ୍ତିଗତ ଜୀବନ ପାଇଁ ଆଲୋଚନାକୁ ଆସିଛନ୍ତି। ୪୯ ବର୍ଷୀୟ ଅମିଷାଙ୍କର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ସେ ଜଣେ ଯୁବକଙ୍କ…

ସଲମାନଙ୍କ ପୂର୍ବ ପ୍ରେମିକାଙ୍କୁ ମରଣାନ୍ତକ ଆକ୍ରମଣ

ବମ୍ବେ: ବିବାଦରେ ରହି ଆସୁଥିବା ଅଭିନେତ୍ରୀ ସୋମି ଅଲିଙ୍କ ଉପରେ ହୋଇଛି ମରଣାନ୍ତକ ଆକ୍ରମଣ। ମାନବ ଚାଲାଣ ଶିକାର ହୋଇଥିବା ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ହାତ ଭାଙ୍ଗି ଯାଇଛି। ଏପରିକି ତାଙ୍କ ଶରୀରର ଅନେକ ସ୍ଥାନରେ ଆଘାତ…

ମୁଁ ବେଦାଙ୍ଗଙ୍କୁ ଡେଟ୍‌ କରୁନାହିଁ: ଖୁସି କପୁର

ମୁମ୍ବାଇ: ସ୍ବର୍ଗତା ଅଭିନେତ୍ରୀ ଶ୍ରୀଦେବୀ ଏବଂ ଫିଲ୍ମ ନିର୍ମାତା ବୋନି କପୁରଙ୍କ ସାନ ଝିଅ ଖୁସି କପୁର ବଡ଼ ପରଦାରେ ପାଦ ଥାପି ସାରିଛନ୍ତି। ଗତବର୍ଷ ରିଲିଜ୍‌ ହୋଇଥିବା ଜୋୟା ଅଖତରଙ୍କ ନିର୍ଦ୍ଦେଶିତ ‘ଦି ଆର୍କିଜ୍‌’ ଫିଲ୍ମ ଜରିଆରେ ସେ ବଡ଼…

ଅଭିଷେକଙ୍କୁ ଡେଟିଂ ଗୁଜବକୁ ନେଇ ମୁହଁ ଖୋଲିଲେ ନିମ୍ରତ, କହିଲେ ଲୋକେ ଜଳି ଯାଉଛନ୍ତି…

ମୁମ୍ବାଇ: ଗତ କିଛି ଦିନ ହେବ ବଲିଉଡ ଅଭିନେତ୍ରୀ ନିମ୍ରତ କୌର ଖବର ଶିରୋନାମାରେ ଅଛନ୍ତି। ଏହାର କାରଣ ହେଉଛି ଅଭିଷେକ ବଚ୍ଚନଙ୍କ ସହିତ ତାଙ୍କର ସମ୍ପର୍କ ଗୁଜବ। ଏପର୍ଯ୍ୟନ୍ତ କେହି ମୁହଁ କୋଲି ନ ଥିବାବେଳେ ସୋସିଆଲ ମିଡିଆ ୟୁଜର୍ସମାନେ…

‘ଲାପତା ଲେଡିଜ୍‌’ରୁ କାହିଁକି ହେଲା ‘ଲଷ୍ଟ ଲେଡିଜ୍‌’, ଭାଇରାଲ ହେଉଥିବା ପୋଷ୍ଟରର ସତ୍ୟତା ଜାଣନ୍ତୁ…

ମୁମ୍ବାଇ: କିରଣ ରାଓଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ‘ଲାପତା ଲେଡିଜ୍‌’ ହେଉଛି ୨୦୨୫ ବର୍ଷ ଓସ୍କାର ପାଇଁ ଏଣ୍ଟ୍ରି କରିଛି। ଓସ୍କାର ପୁରସ୍କାର ପୂର୍ବରୁ ଆମିର ଖାନ ଏବଂ କିରଣ ରାଓ ଅନ୍ତର୍ଜାତୀୟ ପ୍ଲାଟଫର୍ମରେ ଏହି ଫିଲ୍ମକୁ ପ୍ରମୋଟ କରିବାକୁ ନିଷ୍ପତ୍ତି ନେଇଛନ୍ତି।…

ଅଭିନେତ୍ରୀଙ୍କୁ ହତ୍ୟା ଧମକ: ୨ ଦିନରେ ୫୦ ଲକ୍ଷ ଟଙ୍କା ନ ଦେଲେ ଉଡାଇଦେବୁ

ନୂଆଦିଲ୍ଲୀ,୧୩।୧୧: ସଲମାନ ଖାନ ଏବଂ ଶାହାରୁଖ ଖାନଙ୍କ ପରେ ଭୋଜପୁରୀ ଅଭିନେତ୍ରୀ ଅକ୍ଷରା ସିଂଙ୍କୁ ହତ୍ୟା ଧମକ ଦିଆଯାଇଛି। ଅଜଣା ନମ୍ବରରୁ ତାଙ୍କୁ ଧମକପୂର୍ଣ୍ଣ କଲ୍‌ ଆସିଛି। କଲର୍‌ ତାଙ୍କ ସହ ଅସଦାଚରଣ କରିବା ସହ ୫୦ ଲକ୍ଷ ଟଙ୍କା ମାଗିଥିବା…

ଲେଉଟିଲା ଓଲିଉଡ୍‌ କଳି: ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା

କଟକ/ଭୁବନେଶ୍ୱର, ୧୩ା୧୧(କାର୍ତ୍ତିକ ସାହୁ/ସତ୍ୟଜିତ୍‌ ରାଉତ):ଓଲିଉଡ୍‌ କଳି ପୁଣି ତୀବ୍ର ହୋଇଛି। ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ମଙ୍ଗଳବାର ଓଡ଼ିଶା ଫିଲ୍ମ ଆଣ୍ଡ୍‌ ଟିଭି ନିର୍ଦ୍ଦେଶକ ସଂଘ କଟକ ସାଇବର ଥାନାରେ ଏତଲା ଦେଇଥିବାବେଳେ ଏପଟେ ଚଳଚ୍ଚିତ୍ର ପ୍ରଯୋଜକ ଶ୍ରୀଧର ମାର୍ଥା ସାମ୍ନାକୁ…

ଆଉ ନାହାନ୍ତି ଲୋକପ୍ରିୟ ଅଭିନେତା Song Jae Rim

ସିଓଲ: କୋରିଆନ୍‌ ଡ୍ରାମା ପ୍ରଶଂସକଙ୍କ ଲାଗି ଦୁଃଖଦ ଖବର। ୩୯ ବର୍ଷ ବୟସରେ ଦକ୍ଷିଣ କୋରିଆର ଜଣାଶୁଣା ଅଭିନେତା ସଙ୍ଗ ଜେ ରିମଙ୍କ ମୃତ୍ୟୁ ଘଟିଛି। ୨୦୧୨ରେ ଆସିଥିବା ଡ୍ରାମା ‘ଦ ମୁନ୍‌ ଏମ୍ବରେସିଙ୍ଗ ଦ ସନ’ରେ ସେ ନଜର ଆସିଥିଲେ।…

ପୌରାଣିକ ଚଳଚ୍ଚିତ୍ର ନିର୍ମାଣରୁ ଦୂରେଇ ରୁହନ୍ତି ରୋହିତ

ମୁମ୍ବାଇ: ଆକ୍ସନ୍‌-ପ୍ୟାକ୍‌ ଫିଲ୍ମ ପାଇଁ ଲୋକପ୍ରିୟ ଚଳଚ୍ଚିତ୍ର ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ଶେଟ୍ଟୀ ବେଶ୍‌ ଜଣାଶୁଣା। ସମ୍ପ୍ରତି ସେ ତାଙ୍କ ଚଳଚ୍ଚିତ୍ର ‘ସିଙ୍ଘମ୍‌ ଏଗେନ୍‌’ ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏହି ଚଳଚ୍ଚିତ୍ରରେ ସେ ହିନ୍ଦୁଧର୍ମର ପବିତ୍ର ମହାକାବ୍ୟ ରାମାୟଣର କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?