ନୂଆ ଭୂମିକାରେ ନଜର ଆସିବେ ଜରିନ
ମୁମ୍ବାଇ: ‘ହାଉସଫୁଲ-୨’, ‘ହେଟ୍ଷ୍ଟୋରୀ-୩’ ଭଳି ଫିଲ୍ମରେ ଅଭିନୟ କରି ବଲିଉଡ୍ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତ୍ରୀ ଜରିନ ଖାନ୍। ତେବେ ତାଙ୍କର ଅପ୍କମିଂ ଫିଲ୍ମରେ ତାଙ୍କୁ ସଂପୂର୍ଣ୍ଣ ଭିନ୍ନ ଭୂମିକାରେ ଦେଖିବାକୁ ମିଳିବ। ଆଗକୁ ତାଙ୍କର ମୁଭି ‘ହମ୍…
ଶୁଟିଂ ପାଇଁ ମୁମ୍ବାଇରେ ପହଞ୍ଚିଥିବା କନିକାଙ୍କୁ ଫ୍ଲାଟରେ ଏଣ୍ଟ୍ରି ପାଇଁ ମନାକଲା ସୋସାଇଟି
ମୁମ୍ବାଇ: କରୋନା ଲକ୍ଡାଉନ ଯୋଗୁ ମାର୍ଚ୍ଚ ୨୨ଠାରୁ ସମସ୍ତ ଫିଲ୍ମ ଓ ସିରିୟଲ୍ ଶୁଟିଂ ବନ୍ଦ ରହିଛି। ଫଳରେ କଳାକାରମାନେ ହାତବାନ୍ଧି ଘରେ ବସି ରହିଛନ୍ତି। ନିକଟରେ ନୂଆ ଗାଇଡ୍ଲାଇନ୍ ଅନୁସାରେ ଶୁଟିଂ କରିବାକୁ ସରକାର ଅନୁମତି ଦେଇଛନ୍ତି। ଅନୁମତି ମିଳିବା…
ପରଲୋକରେ ଶ୍ରୀ ଗଣେଷ ଫେମ୍ ଅଭିନେତା ଜଗେଶ ମୁକାତି
ମୁମ୍ବାଇ,୧୧।୬: ଟେଲି କଳାକାର ତଥା ଶ୍ରୀ ଗଣେଷ ଫେମ୍ ଅଭିନେତା ଜଗେଶ ମୁକାତିଙ୍କ ନିଧନ ହୋଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ ୩-୪ ଦିନ ହେବ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ…
ଝିଅ ଇନାୟାଙ୍କୁ ଯୋଗ ଶିଖାଇଲେ ବାପା କୁନାଲ: ଭିଡିଓ ଭାଇରାଲ
ମୁମ୍ବାଇ: କରୋନା ଲକ୍ଡାଉନ ଯୋଗୁ ଫିଲ୍ମ ଓ ସିରିୟଲ୍ର ସମସ୍ତ ଶୁଟିଂ ବନ୍ଦ ରହିଛି। ଫଳରେ ଅଭିନେତା ଓ ଅଭିନେତ୍ରୀମାନେ ଭିନ୍ନ ଭିନ୍ନ ଉପାୟରେ ନିଜର ସମୟ ବିତାଉଛନ୍ତି। ଏଥିସହ ସେମାନଙ୍କ କାର୍ଯ୍ୟକଳାପର ସମସ୍ତ ଫଟୋ ଓ ଭିଡିଓକୁ ସୋସିଆଲ ମିଡିଆରେ…
ବ୍ୟାୟାମ କରିବାକୁ ବାହାରି ଟ୍ରୋଲ୍ ହେଲେ ମଲ୍ଲିକା
ମୁମ୍ବାଇ: କରୋନା ଭାଇରସ୍ ଯୋଗୁ ବଲିଉଡ୍ ଷ୍ଟାରମାନେ ସାଧାରଣ ଲୋକଙ୍କ ପରି ଘରେ ସମୟ ବିତାଉଥିଲେ। ଯଦିଓ ଦେଶରୁ କରୋନା ହଟିନାହିଁ ତଥାପି ସରକାର ଲକ୍ଡାଉନ୍ ହଟାଇ ଦେଇଛନ୍ତି। ଏହା ପରେ ମୁମ୍ବାଇ ରାସ୍ତାରେ ବ୍ୟାୟାମ କରିବାକୁ ବାହାରି ପଡ଼ିଛନ୍ତି ସେଲିବ୍ରିଟିମାନେ।…
ଆଲିଆଙ୍କ ପ୍ରିୟ ଖାଦ୍ୟ: ଏଥିରେ ରହିଛି ଏସବୁ ଉପକାରୀ ଗୁଣ
ବଲିଉଡ୍ର କୌଣସି ତାରକା ଯଦି କୁହନ୍ତି, ତାଙ୍କର ପ୍ରିୟ ଖାଦ୍ୟ ଦହି ଭାତ ତେବେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚିତ। ମାତ୍ର ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ଦହି ଭାତ ଅଧିକ ପସନ୍ଦ। ସେ ଦିନରେ ଯେତେ ଥର ହେଉନା କାହିଁକି ଏହାକୁ ଖାଇବାକୁ…
ପ୍ରବାସୀ ଶ୍ରମିକଙ୍କ ପାଇଁ ୬ଟି ବିମାନ ବୁକ୍ କଲେ ଅମିତାଭ ବଚ୍ଚନ
ଲକ୍ଡାଉନରେ ପ୍ରବାସୀ ଶ୍ରମିକମାନଙ୍କୁ ସାହାଯ୍ୟ କରିବାକୁ ସେଲିବ୍ରିଟିମାନେ ଆଗେଇ ଆସୁଛନ୍ତି। ସୋନୁ ସୁଦ, ପ୍ରକାଶ ରାଜ, ସ୍ବରା ଭାସ୍କର ଏବଂ ଅମିତାଭ ବଚ୍ଚନଙ୍କ ଭଳି ଷ୍ଟାରମାନେ ଶ୍ରମିକଙ୍କୁ ଘରେ ପହଞ୍ଚାଇବାରେ ସହଯୋଗ କରୁଛନ୍ତି। ଗତ କିଛି ଦିନ ତଳେ ସେ ଉତ୍ତର…
ଅନୁରାଗଙ୍କୁ ନୃତ୍ୟ ଶିଖାଉଛନ୍ତି ଝିଅ ଆଲିଆ
ବଲିଉଡ୍ର ସଫଳ ନିର୍ଦ୍ଦେଶକ ଅନୁରାଗ କଶ୍ୟପ ନିଜ ଫିଲ୍ମ ପାଇଁ ବେଶ୍ ପରିଚିତ। ନିକଟରେ ତାଙ୍କ ଫିଲ୍ମ ‘ଚୋକ୍ଡ’ ରିଲିଜ୍ ହୋଇଥିଲା, ଯାହାକୁ ଦର୍ଶକ ଖୁବ୍ ପସନ୍ଦ ମଧ୍ୟ କରିଛନ୍ତି। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ…
ଅନୁଷ୍କାଙ୍କ ‘ବୁଲବୁଲ’ର ପ୍ରଥମ ଲୁକ୍ ରିଲିଜ୍
ବଲିଉଡ୍ର ଆଗଧାଡିର ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ହେଉଛନ୍ତିି ଅନୁଷ୍କା ଶର୍ମା। ସେସବୁବେଳେ ସୋସିଆଲ ମିଡିଆ ମାଧ୍ୟମରେ ନିଜ ପ୍ରଶଂସକଙ୍କ ସହ ଯୋଡିହୋଇ ରହିଥାନ୍ତି। ଅନୁଷ୍କାଙ୍କ ପ୍ରଡକ୍ସନ ହାଉସରେ ନିର୍ମାଣ ହେଉଥିବା ନୂଆ ଫିଲ୍ମ ‘ବୁଲବୁଲ’ର ପ୍ରଥମ ଲୁକ୍ ରିଲିଜ୍ ହୋଇଛି। ଏହାର…
ପିତାଙ୍କୁ ଚାମ୍ପିୟନ୍ କହିଲେ ଦୀପିକା
ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ପିତା ତଥା ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ପ୍ରକାଶ ପାଦୁକୋନ ଆଜି ୬୫ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନରେ ପିତାଙ୍କ ପାଇଁ ଏକ ଭାବପ୍ରବଣ ପୋଷ୍ଟ ଲେଖିଛନ୍ତି ଦୀପିକା। ଦୀପିକା ଏକ ଥ୍ରୋବ୍ୟାକ୍ ଫଟୋ ଶେୟାର…
ବୟଫ୍ରେଣ୍ଡଙ୍କ ସହିତ ସ୍କୁଟିରେ ବୁଲିଲେ ଶ୍ରଦ୍ଧା କପୁର: ଭିଡ଼ିଓ ଭାଇରାଲ
ମୁମ୍ବାଇ, ୧୦।୬: ବଲିଉଡ୍ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କର ଏକ ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଶ୍ରଦ୍ଧା ବୟଫ୍ରେଣ୍ଡ ରୋହନ ଶ୍ରେଷ୍ଠଙ୍କ ସହିତ ସ୍କୁଟିରେ ମୁମ୍ବାଇର ରାସ୍ତାରେ ଘୁରି ବୁଲୁଥିବା ଦେଖିବାକୁ ମିଳୁଛି। ଲକ୍ଡାଉନ୍ ପରେ ଆରମ୍ଭ…
ଲକ୍ଡାଉନରେ ଅଙ୍କିତାଙ୍କର ହେଲା ନିର୍ବନ୍ଧ !
ମୁମ୍ବାଇ: ଫିଲ୍ମ ‘ମଣିକର୍ଣ୍ଣିକା’ ମାଧ୍ୟମରେ ବଲିଉଡ୍ରେ ଏଣ୍ଟ୍ରି କରିଥିବା ଟେଲିଭିଜନର ଫେମଶ ଆକ୍ଟ୍ରେସ୍ ଅଙ୍କିତା ଲୋଖଣ୍ଡେ ଏବେ ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ଆସିଥିବା ଟାଇଗର ଶ୍ରଫ, ଶ୍ରଦ୍ଧା କପୁର ଓ ରିତେଶ ଦେଶମୁଖଙ୍କ ଅଭିନୀତ ଫିଲ୍ମ ବାଗି-୩ରେ ବି ଅଙ୍କିତାଙ୍କୁ ଏକ…
Archives


