ମନୋରଞ୍ଜନ

ସୁଶାନ୍ତଙ୍କ ମୃତ୍ୟୁ ପୂର୍ବରୁ ଓ୍ବିକିପିଡିଆ ହୋଇଥିଲା ଅପଡେଟ୍‌, ଜାଣନ୍ତୁ ଏଥିରେ କ’ଣ ରହିଛି ସତ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ପରେ ଦିନକୁ ଦିନ କିଛି ନା କିଛି ନୂଆ କଥା ସାମ୍ନାକୁ ଆସୁଛି। ଏବେ ତାଙ୍କ ଓ୍ବିକିପିଡିଆ ପେଜ୍‌କୁ ନେଇ ବେଶ୍‌ ଗରମାଗରମ ଖବର ଶୁଣିବାକୁ ମିଳୁଛି। ତାଙ୍କ ଓ୍ବିକିପିଡିଆ…

ସୋସିଆଲ ମିଡିଆରେ ପୋଷ୍ଟ ଲେଖି ଆତ୍ମହତ୍ୟାର ଧମକ ଦେଲେ ଏହି ଅଭିନେତ୍ରୀ

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ ଅଭିନେତ୍ରୀ ଆତ୍ମହତ୍ୟା କରିବାକୁ ଧମକ ଦେଇଛନ୍ତି। ଟେଲିଭିଜନ ଶୋ’ ‘ଖତରୋ କେ ଖିଲାଡ଼ି’ରେ ନଜର ଆସିଥିବା ଭୋଜପୁରୀ ଅଭିନେତ୍ରୀ ରାଣୀ ଚାଟାର୍ଜୀଙ୍କ…

କିଛି ଏମିତି ଥିଲା ମହେଶ ବାବୁ-ନମ୍ରତାଙ୍କ ପ୍ରେମକାହାଣୀ

ମହେଶ ବାବୁ ଏବଂ ନମ୍ରତା ଶିରୋଦକରଙ୍କୁ ଶକ୍ତିଶାଳୀ ଦମ୍ପତି ଭାବେ ବିବେଚନା କରାଯାଏ। ୧୫ ବର୍ଷ ପୂର୍ବେ ମହେଶ ବାବୁ ବଲିଉଡ ଅଭିନେତ୍ରୀ ନମ୍ରତା ଶିରୋଦକରଙ୍କୁ ବିବାହ କରିଥିଲେ। ଉଭୟଙ୍କର ପ୍ରେମ ବିବାହ ହୋଇଥିଲା। ପ୍ରଶଂସକମାନେ ସର୍ବଦା ଉଭୟଙ୍କ ପ୍ରେମ ସମ୍ପର୍କ…

ଏହି ଅଭିନେତ୍ରୀ କରୋନା ପଜିଟିଭ ଚିହ୍ନଟ

ଦକ୍ଷିଣ ଭାରତର ଟିଭି ଧାରାବାହିକର ଏକ ଚର୍ଚ୍ଚିତ ନାମ ନବ୍ୟା ସ୍ବାମୀ। ଏବେ ଏହି ଅଭିନେତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ନିଜେ ନବ୍ୟା ସୋସିଆଲ ମିଡିଆରେ ନିଜର ଏକ ଭିଡିଓ ଶେୟାରକରି ଏହି ସୂଚନା ଦେଇଛନ୍ତି। ସେ…

ନିଜ କାହାଣୀର ନାୟିକା ସାଜିବେ ବିହାରର ଜ୍ୟୋତି

ବମ୍ବେ: ମହାମାରୀ କରୋନା ସମୟରେ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହି ସମୟରେ ଅନେକ ଲୋକ ଚର୍ଚ୍ଚାକୁ ଆସିଥିଲେ। ସେଭଳି ଜଣେ ଥିଲେ ବିହାର ଦରଭଙ୍ଗାରେ ରହୁଥିବା ଜ୍ୟୋତି କୁମାରୀ। ବୟସ ତାଙ୍କର ମାତ୍ର ୧୫ ବର୍ଷ। ହେଲେ ବାପାଙ୍କୁ ସାଇକେଲରେ…

ପୁଣି ଟିଭିରେ ନଜର ଆସିବେ ସୁଶାନ୍ତ-ଅଙ୍କିତା ଯୋଡି

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନି। ତାଙ୍କ ହଠାତ୍‌ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରି ନାହାନ୍ତି ପରିବାର ଏବଂ ତାଙ୍କ ପ୍ରଶଂସକ। ସେ କାହିଁକି ଏତେ ବଡ ଚରମ ନିଷ୍ପତ୍ତି ନେଇଥିଲେ ତାହା ଏବେ…

ସୁଶାନ୍ତ ସିଂହଙ୍କ ଆତ୍ମହତ୍ୟା ଘଟଣାରେ ଫିଲ୍ମ ନିର୍ଦ୍ଦେଶକଙ୍କୁ ସମନ ଜାରି କଲା ବାନ୍ଦ୍ରା ପୋଲିସ

ମୁମ୍ବାଇ,୨।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୧୯ ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ ପରିବାର ଲୋକେ, ସମ୍ପର୍କୀୟ ଓ ପ୍ରଶଂସକ ଏହାକୁ ଗ୍ରହଣ କରିପାରୁ ନାହାନ୍ତି। ତାଙ୍କ ଆତ୍ମହତ୍ୟା ପଛରେ କ’ଣ ରହସ୍ୟ ରହିଛି ସେନେଇ ଜାଣିବାକୁ ସମସ୍ତେ…

ପିନ୍ଧିଥିବା ଡ୍ରେସ୍‌ଠାରୁ ମହଙ୍ଗା ଚପଲକୁ ହାତରେ ଧରି ଯାଉଥିବା ନଜର ଆସିଥିଲେ ଏହି ଅଭିନେତାଙ୍କ ସ୍ତ୍ରୀ

ବଲିଉଡ୍‌ ଅଭିନେତା ଶାହିଦ୍‌ କପୁରଙ୍କ ସ୍ତ୍ରୀ ମୀରା ରାଜପୁତ ନିଜ ଷ୍ଟାଇଲିସ୍‌ ଅନ୍ଦାଜ୍‌କୁ ନେଇ ବେଶ୍‌ ଚର୍ଚ୍ଚାରେ ଥାନ୍ତି। ନିଜ ଫ୍ୟାଶ୍‌ନକୁ ନେଇ ମଧ୍ୟ ଲୋକଙ୍କ ହୃଦୟ ଜିତିଛନ୍ତି ମୀରା। ବେଳେବେଳେ ନିଜ ଫ୍ୟାଶନକୁ ନେଇ ମଧ୍ୟ ସେ ଟ୍ରୋଲ ହୋଇଥାନ୍ତି।…

‘ବେଲ୍‌ ବଟମ୍‌’ରେ ଅକ୍ଷୟଙ୍କ ସହ ରୋମାନ୍ସ କରିବେ ଏହି ଅଭିନେତ୍ରୀ

ବମ୍ବେ: ଖିଲାଡ଼ି କୁମାର ଅକ୍ଷୟ କୁମାରଙ୍କ ସହ କାମ କରିବାକୁ କିଏ ବା ନ ଚାହାନ୍ତି। ଏବେ ଅଭିନେତ୍ରୀ ବାଣୀ କପୁରଙ୍କୁ ନାୟିକା ହେବାର ସୁଯୋଗ ମିଳିଛି। ସେ ଅକ୍ଷୟଙ୍କ ସହ ଫିଲ୍ମ ‘ବେଲ୍‌ ବଟମ୍‌’ରେ ନଜର ଆସିବେ। ନିଜେ ବାଣୀ…

ଏକଜୁଟ ହେଲେ ସୁଶାନ୍ତଙ୍କ ପ୍ରଶଂସକ: ମୃତ୍ୟୁର ସିବିଆଇ ତଦନ୍ତ କରାଯାଉ ବୋଲି ଦାବି

ବମ୍ବେ: ଅଭିନେତା ସୁଶାନ୍ତ ସିଂଙ୍କ ମୃତ୍ୟୁକୁ ବିତିଲାଣି ପନ୍ଦର ଦିନରୁ ଅଧିକ ସମୟ। ପୋଲିସ ଘଟଣାର ବିଭିନ୍ନ ଦିଗକୁ ନେଇ କରୁଛି ଯାଞ୍ଚ। ହେଲେ ସୁଶାନ୍ତଙ୍କ ପ୍ରଶଂସକ ତାଙ୍କ ମୃତ୍ୟୁକୁ ଗ୍ରହଣ କରିବାକୁ ନାରାଜ। ଏପରିକି ସେମାନେ ପୋଲିସ ଦ୍ୱାରା ଯାଞ୍ଚ…

ଲକ୍‌ଡାଉନ୍‌ରେ ଏତେ ବଦଳିଗଲେ ହନି ସିଂହ

ବମ୍ବେ: ମହାମାରୀ କରୋନାକୁ ନେଇ ଦେଶରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିଲା। ଏବେ ସ୍ଥିତି ଧିରେ ଧିରେ ସ୍ବାଭାବିକ ହେଲାଣି। ଅଭିନେତ୍ରୀ/ଅଭିନେତାମାନେ ପୁଣି ଥରେ ଶୁଟିଂ ସେଟ୍‌ରେ ନଜର ଆସିଲେଣି। ହେଲେ ବିଗତ କିଛି ମାସ ଧରି ସେମାନେ ଘରେ ରହିଥିଲେ।…

ପୁରୁଷ ଗେଟ୍‌ଅପ ନେବାକୁ ପଡ଼ିଥିଲା

ଷ୍ଟାର କିଡ୍‌ ଜାହ୍ନବୀ କପୁରଙ୍କ ବଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ‘ଧଡକ’ ଫିଲ୍ମରୁ। ଏବେ ତାଙ୍କ ହାତରେ ବେଶ୍‌ କେତୋଟି ଅଫର ରହିଛି। ହେଲେ ନିକଟରେ ନିଜ ପିଲାଦିନର ମଧୁର ସ୍ମୃତିକୁ ରୋମନ୍ଥନ କରି ସେ ଏକ ମଜାଦାର ଘଟଣାର ଅବତାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?