ଜୁନ୍ରେ ବିବାହ କରିବେ ଅର୍ଜ୍ଜୁନ-ମଲାଇକା!
ମୁମ୍ବାଇ: ବଲିଉଡ୍ ନାୟିକା ମଲାଇକା ଆରୋରା ଓ ଅଭିନେତା ଅର୍ଜ୍ଜୁନ କପୁରଙ୍କ ବିବାହକୁ ନେଇ ଅନେକଥର ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳିଛି। ତେବେ ଏମାନଙ୍କ ରିଲେସନଶିପକୁ ନେଇ ପ୍ରାୟ ସବୁ ସମୟରେ ଚର୍ଚ୍ଚା ଯୋର ଧରିଥାଏ। ଏମିତିକି ଏମାନେ ରିଲେସନଶିପରେ…
ଆସିମ-ହିମାଂଶୀଙ୍କ ନୂଆ ମ୍ୟୁଜିକ୍ ଭିଡିଓର ପୋଷ୍ଟର ରିଲିଜ୍
ଛୋଟ ପରଦାର ଚର୍ଚ୍ଚିତ ଶୋ’ ‘ବିଗ୍ ବସ୍-୧୩’ ମାଧ୍ୟମରେ ଚର୍ଚ୍ଚାକୁ ଆସିଥିଲେ ଆସିମ ରିୟାଜ ଏବଂ ପଞ୍ଜାବୀ ଅଭିନେତ୍ରୀ ହିମାଂଶୀ ଖୁରାନା। ଏହି ଯୋଡିଙ୍କୁ ମ୍ୟୁଜିକ ଭିଡିଓ ‘କାଲା ସୋନା ନଇଁ..’ରେ ଏକାଠି ଦେଖିବାକୁ ମିଳିଥିଲା। ପ୍ରଥମ ମ୍ୟୁଜିକ୍ ଭିଡିଓର ସଫଳତା…
ଲକ୍ଡାଉନ୍ରେ ଫାର୍ମହାଉସ ସଫା କଲେ ସଲମାନ୍
ଲକ୍ଡାଉନ୍ ଯୋଗୁ ବଲିଉଡ୍ ଅଭିନେତା ସଲମାନ୍ ଖାନ୍ ଏବେ ପନଭେଲସ୍ଥିତ ନିଜ ଫାର୍ମହାଉସରେ ରହୁଛନ୍ତି। ତାଙ୍କ ସହ ଭଉଣୀ ଅର୍ପିତା, ଅଭିନେତା ଆୟୁଶ ଶର୍ମା, ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଡିଜ୍ ଏବଂ ଲୁଲିଆ ବନ୍ତୁର ମଧ୍ୟ ରହୁଛନ୍ତି। ଏବେ ସଲମାନ୍ଙ୍କ ଏକ ଭିଡିଓ…
ସୋସିଆଲ ମିଡିଆରେ ପାଣିପାଗ ସୂଚନା ଦେଲେ ବରୁଣ!
ମୁମ୍ବାଇ: ମାୟାନଗରୀ ମୁମ୍ବାଇରେ ଶନିବାର ସକାଳେ ବର୍ଷା ହୋଇଥିବା ବେଳେ ସାମାନ୍ୟ ପବନ ମଧ୍ୟ ବହିଥିଲା। ଏହି ସମୟରେ ବଲିଉଡ୍ ଅଭିନେତା ବରୁଣ ଧଓ୍ବନଙ୍କର ଏକ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି। ବରୁଣ ଶନିବାର ସକାଳୁ ସକାଳୁ ରାସ୍ତା ଉପରକୁ ଚାଲିଆସି…
ସହଯୋଗର ହାତ ବଢ଼ାଇଲେ ନୋରା
ମୁମ୍ବାଇ: ଲକ୍ଡାଉନ୍ ସମୟରେ ମଜାଦାର ପୋଷ୍ଟକରି ନିଜର ଫ୍ୟାନ୍ମାନଙ୍କୁ ମନୋରଞ୍ଜନ କରାଉଥିବା ବଲିଉଡ୍ ଅଭିନେତ୍ରୀ ତଥା ମଡେଲ ନୋରା ଫତେହି ଏବେ ଅନ୍ୟ ଏକ କାରଣ ଯୋଗୁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ନୋରା ବର୍ତ୍ତମାନ ଫ୍ରଣ୍ଟ୍ଲାଇନ୍ ଓ୍ବାର୍କର୍ସଙ୍କ ସହାୟତା ଲାଗି ଆଗେଇ…
କରୋନାରେ ଅନିଲ ସୁରିଙ୍କ ମୃତ୍ୟୁ
ମୁମ୍ବାଇ, ୬ା୬: ବଲିଉଡ୍ର ଭେଟେରାନ୍ ପ୍ରଯୋଜକ ଅନିଲ ସୁରିଙ୍କ କରୋନାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୭ ବର୍ଷ ହୋଇଥିଲା। ଅଭିନେତା ରାଜ୍ କୁମାର, ଅଭିନେତ୍ରୀ ରେଖା ଅଭିନୀତ ‘କର୍ମଯୋଗୀ’ ଓ ‘ରାଜ୍ ତିଲକ’ ଫିଲ୍ମରେ ସେ ପ୍ରଯୋଜନା ଦେଇଥିଲେ। ଏନେଇ ଅନିଲଙ୍କ…
ରୁଟି ବେଲିବା ଶିଖୁଛନ୍ତି ନୁସରତ
ମୁମ୍ବାଇ: ବଲିଉଡ୍ ମୁଭି ‘ପ୍ୟାର କା ପଞ୍ଚନାମା’ର ଅଭିନେତ୍ରୀ ନୁସରତ ଭରୁଚା ଏବେ ଘରେ ସମୟ କାଟୁଛନ୍ତି। ଲକ୍ଡାଉନ ଯୋଗୁ ଶୁଟିଂ ବନ୍ଦ ଥିବାରୁ ଏହି ଅଭିନେତ୍ରୀ ଏବେ ସମ୍ପୂର୍ଣ୍ଣ ରୂପେ ଘରେ ରହିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସେ ଏକ…
ଦୀପିକା ଜଣେ ଭଲ ଅଭିନେତ୍ରୀ: ମାଧୁରୀ
ମୁମ୍ବାଇ: ବଲିଉଡ୍ର ଧକ୍ ଧକ୍ ଗର୍ଲ ମାଧୁରୀ ଦିକ୍ଷିତ ଅଭିନୟରେ ଯେମିତି ପାରଙ୍ଗମ ନୃତ୍ୟରେ ବି ସେମିତି ପାରଙ୍ଗମ। ନିକଟରେ କିନ୍ତୁ ମାଧୁରୀ କହିଛନ୍ତି ଏବେ ବଲିଉଡ୍ରେ ଆଗଧାଡିର ନାୟିକାଙ୍କ ମଧ୍ୟରେ ଦୀପିକା ଜଣେ ଭଲ ଅଭିନେତ୍ରୀ। ନିକଟରେ ଦେଇଥିବା ଏକ…
ସାଧାରଣ ଝିଅରୁ ଏବେ ବଲିଉଡ୍ରେ ହିଟ୍ ଗାୟିକା ନେହା କକ୍କର
ମୁମ୍ବାଇ: ବଲିଉଡ୍ର ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କ ଜନ୍ମ ଜୁନ୍ ୬ ଅର୍ଥାତ ଶନିବାର। ନେହାଙ୍କୁ କେବଳ ଗୀତ ପାଇଁ ନୁହେଁ, ହସ ପାଇଁ ମଧ୍ୟ ସେ ଦର୍ଶକଙ୍କ ହୃଦୟ ଜିତିଥାନ୍ତି। ନେହା ଏକ ରିଆଲିଟି ଶୋ’ ‘ସାରେ ଗାମା ପା…
ଫିଲ୍ମର ଅଜବ ନାମ ଶୁଣି କାନରେ ହାତ ଦିଅନ୍ତି ଦର୍ଶକ
ମୁମ୍ବାଇ: ବଲିଉଡ୍ ହେଉଛି ଏକ ରଚନାତ୍ମକ ତଥା ସୃଜନଶୀଳ ଇଣ୍ଡଷ୍ଟ୍ରି। ଫିଲ୍ମ ନିର୍ମାତାମାନେ ସେମାନଙ୍କର ଫିଲ୍ମକୁ ହିଟ୍ କରିବା ପାଇଁ ବିଭିନ୍ନ ପ୍ରୟାସ କରିଥାନ୍ତି। ଫିଲ୍ମର ସ୍କ୍ରିପ୍ଟ, ନାଁ କିମ୍ବା ଡାଏଲଗ୍କୁ ନେଇ ହିଟ୍ ହେବା ପାଇଁ ସର୍ବଦା ଚେଷ୍ଟା କରିଥାନ୍ତି।…
ଇନ୍ଷ୍ଟା ପୋଷ୍ଟ ଲାଗି ଟ୍ରୋଲ୍ ହେଉଛନ୍ତି ସାରା
ବମ୍ବେ: ଟ୍ରୋଲ ହେଉଛନ୍ତି ସୈଫ ଲଳନା ସାରା। ସେ ବି ଏକ ଇନ୍ଷ୍ଟା ପୋଷ୍ଟକୁ ନେଇ। ପରିସ୍ଥିତି ଏଭଳି ହୋଇଛି ଯେ ସାରା ବାଧ୍ୟ ହୋଇ ପୋଷ୍ଟଟିକୁ ଡିଲିଟ୍ କରିଛନ୍ତି। କଥାଟି ଏପରି। ବର୍ତ୍ତମାନ ଆମେରିକାରେ କୃଷ୍ଣକାୟ ଜର୍ଜ ଫ୍ଲୋଏଡଙ୍କ ହତ୍ୟା…
ଫୋବ୍ସ ତାଲିକା: ସର୍ବାଧିକ ରୋଜଗାର କରିଥିବା ଭାରତୀୟ ସେଲିବ୍ରିଟି ଅକ୍ଷୟ, ଶୀର୍ଷରେ କାଇଲି ଜେନେର
ବମ୍ବେ: ବଲିଉଡ୍ର ସର୍ବାଧିକ ରୋଜଗାର କରିଥିବା ସେଲିବ୍ରିଟି ପାଲଟିଛନ୍ତି ଖିଲାଡ଼ି କିଙ୍ଗ ଅକ୍ଷୟ କୁମାର। ଫୋବ୍ସ ମାଗାଜିନ୍ ପକ୍ଷରୁ ଜାରି କରାଯାଇଥିବା ୨୦୨୦ର ତାଲିକାରେ ୫୨ତମ ସ୍ଥାନରେ ଅକ୍ଷୟ ଅଛନ୍ତି। ଏଥିରେ ଟପ୍ରେ ଅଛନ୍ତି କାଇଲି ଜେନେର। ଏହାଛଡ଼ା ପ୍ରିୟଙ୍କା ଚୋପ୍ରାଙ୍କ…
Archives


