ମନୋରଞ୍ଜନ

‘କାହାଣୀ କହୁଛି ସୂର୍ଯ୍ୟମନ୍ଦିର’ରେ ରହିଛି ପ୍ରେମ ତ୍ୟାଗର କଥା

ସତ୍ୟବାଦୀ ପଣ୍ଡା ଜଣେ ଗରିବ ବ୍ରାହ୍ମଣ। ଘରେ ତାଙ୍କର ତିନୋଟି ପିଲା। ଝିଅ ଧାରା ଓ ଦୁଇପୁଅ ଅଜୟ ଓ ବିଜୟ। ବିଜୟ ଦୃଷ୍ଟିହୀନ। ଅଜୟ ପାଠ ପଢ଼ିଛି। ହେଲେ ଚାକିରି ପାଇଁ ଅର୍ଥ ନାହିଁ। ବିଜୟର ଆଖି ଭଲ...

ଗାୟିକା-ଅଭିନେତ୍ରୀ ବେବିନା

ନାଟକ ଆରମ୍ଭରୁ ସେ ଗୀତ ଗାଇ ଦର୍ଶକଙ୍କ ମନକୁ ଝୁମେଇ ଦିଅନ୍ତି। ପୁଣି ନାଟକରେ କମେଡ଼ି କରି ଦର୍ଶକମାନଙ୍କୁ ହସେଇ ହସେଇ ବେଦମ୍‌ କରିଦିଅନ୍ତି। ଉଭୟ ଗୀତ ଆଉ ଅଭିନୟର ଯୁଗଳବନ୍ଦୀରେ ଯାତ୍ରାଜଗତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି...

ରିଲିଜ୍‌ ହେଲା ‘ୟାଦ ପିୟା କି ଆନେ ଲଗି’ର ରିକ୍ରିଏଟ୍‌ ଭର୍ସନ

ମୁମ୍ବାଇ: ବଲିଉଡ୍‌ ବିୟୁଟି ଦିବ୍ୟା ଖୋସଲାଙ୍କୁ କେତେ ଗୁଡିଏ ମ୍ୟୁଜିକ ଭିଡିଓରେ ଦେଖିବାକୁ ମିଳିଛି। ଏବେ ତାଙ୍କର ଆଉଏକ ଗୀତ ‘ୟାଦ ପିୟା କି ଆନେ ଲଗି’ ରିଲିଜ୍‌ ହୋଇଯାଇଛି। ଅବଶ୍ୟ ଏହାକୁ ନେଇ ଦିବ୍ୟା ପୂର୍ବରୁ କିଛି ଫଟୋ...

ରିଲିଜ୍‌ ଅପେକ୍ଷାରେ ‘ଗୁଡ୍‌ ନ୍ୟୁଜ’ ଟ୍ରେଲର୍‌

ମୁମ୍ବାଇ: ରୋମାଣ୍ଟିକ କମେଡି ଡ୍ରାମା ଫିଲ୍ମ ‘ଗୁଡ୍‌ ନ୍ୟୁଜ’ର ଟ୍ରେଲର୍‌ ସୋମବାର ରିଲିଜ୍‌ ହେବ ବୋଲି ଖିଲାଡି ବୟ ଅକ୍ଷୟ କୁମାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହାସହ ଅକ୍ଷୟ ଲେଖିଛନ୍ତି, ଆଗକୁ ଡବଲ ସମସ୍ୟା। ତେବେ କି ସମସ୍ୟା...

ମୁଣ୍ଡରେ ଗୋଲାପ ଖୋସି ର଼୍ୟାମ୍ପରେ ଚାଲି ଟ୍ରୋଲ୍‌ ହେଲେ ରାନୁ

ରେଳ ଷ୍ଟେଶନରେ ଗୀତ ଗାଇ ରାତାରାତି ସୋସିଆଲ ମିଡିଆ ସେନସେଶନ୍‌ ପାଲଟିଥିବା ରାନୁ ମଣ୍ଡଳ ଏବେ ପୁଣି ଚର୍ଚ୍ଚାରେ। ଦିନେ ନିଜ ପ୍ରତିଭା ଦ୍ୱାରା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ରାନୁ ଏବେ ସୋସିଆଲ ମିଡିଆରେ ଟ୍ରୋଲ ହେବାରେ ଲାଗିଛନ୍ତି।...

କରନଙ୍କୁ ଧନ୍ୟବାଦ ଦେଲେ କେଟି

ମୁମ୍ବାଇ: ଆମେରିକାନ୍‌ ସିଙ୍ଗର କେଟି ପେରୀ ମୁମ୍ବାଇରେ ପରଫର୍ମ କରିବାକୁ ଭାରତ ଆସିଥିଲେ। ମୁମ୍ବାଇ ପହଞ୍ଚିବା ପରେ ସେ ବହୁ ବଲିଉଡ୍‌ ସେଲିବ୍ରିଟିଙ୍କ ସହ ମିଶିଥିଲେ। ତେବେ ତାଙ୍କ ଉଦ୍ଦେଶ୍ୟରେ ବଲିଉଡ୍‌ ନିର୍ଦ୍ଦେଶକ କରନ ଜୋହର ତାଙ୍କ ଘରେ ଗୁରୁବାର...

କ୍ଷମା ମାଗିଲେ ଅମିତାଭ୍‌

ମୁମ୍ବାଇ: ବିଗ୍‌ ବି ଅମିତାଭ୍‌ ବଚ୍ଚନ ନିଜ ପ୍ରଶଂସକଙ୍କୁ କ୍ଷମା ମାଗିଛନ୍ତି। କୋଲକାତାଠାରେ ହୋଇଥିବା ୨୫ତମ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ୍‌ରେ ବିଗ୍‌ ବି ଏଥର ଯୋଗଦେଇପାରି ନ ଥିଲେ। ସେଥିପାଇଁ ଭିଡ଼ିଓ କନଫରେନ୍ସି କରି ସେ କ୍ଷମା ମାଗିଥିଲେ। ଏହି...

ମଲାଇକାଙ୍କ ଭଳି ଡ୍ରେସ୍‌ ପିନ୍ଧି ଟ୍ରୋଲ ହେଲେ ସୋନାକ୍ଷୀ

ବମ୍ବେ: ଆଇଟମ୍‌ ଗର୍ଲ ତଥା ଅଭିନେତ୍ରୀ ମଲାଇକା ଅରୋରାଙ୍କ ଭଳି ପୋଷାକ ପିନ୍ଧିବାକୁ ନେଇ ଟ୍ରୋଲ ହୋଇଛନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା। ନିଜର ସୋସିଆଲ ଆକାଉଣ୍ଟରେ ଡିଜାଇନର ମୋହିତ ରାୟଙ୍କ ଦ୍ୱାରା ନିର୍ମିତ ଧଳା ରଙ୍ଗର ଏକ ପୋଷାକକୁ...

ପ୍ରଥମ ଦିନରେ ଭଲ ବିଜନେସ୍‌ କଲା ସିଦ୍ଧାର୍ଥଙ୍କ ଫିଲ୍ମ

ମୁମ୍ବାଇ: ସିଦ୍ଧାର୍ଥ ମାଲହୋତ୍ରା ଓ ରିତେଶ ଦେଶମୁଖଙ୍କ ଆକ୍ସନ ଡ୍ରାମା ଫିଲ୍ମ ‘ମରଜାଓ୍ବା’ବକ୍ସ ଅଫିସରେ ଭଲ ବିଜନେସ୍‌ କରିଛି। ପ୍ରଥମ ଦିନରେ ହିଁ ସେ କମାଲ୍‌ କରିଛି। ମିଲାପ ମିଲନ ଜାବେରିଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମ ପ୍ରଥମ ଦିନରେ...

‘ବ୍ରହ୍ମାସ୍ତ୍ର’ ସହ ଯୋଡ଼ି ହେଲେ ଶାହରୁଖ

ବମ୍ବେ: ଫିଲ୍ମ ଦୁନିଆରୁ କିଛି ସମୟ ପାଇଁ ଦୂରେଇ ଯାଇଥିବା ଶାହରୁଖ ଖାନ୍‌ ପୁଣି ଥରେ ଫେରୁଛନ୍ତି। ନିର୍ଦ୍ଦେଶକ ଅୟାନ ମୁଖାର୍ଜୀଙ୍କ ‘ବ୍ରହ୍ମାସ୍ତ୍ର’ରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜରକୁ ଆସିବେ ବୋଲି କୁହାଯାଉଛି। ଫିଲ୍ମଟି ତିନୋଟି ଭାଗରେ ରିଲିଜ୍‌...

ମା’ଙ୍କୁ ଡରି ପୁଅ ରବିର ମୁହଁ କାହାକୁ ଦେଖାଉନାହାନ୍ତି ଏକତା

ବମ୍ବେ: ସରୋଗେସୀରେ ପୁଅ ହେବାର ଦଶ ମାସ ବିତିଲାଣି। ହେଲେ ତା’ର ମୁହଁ ଦେଖାଉନାହାନ୍ତି ଲୋକପ୍ରିୟ ଟେଲିଭିଜନ ନିର୍ଦ୍ଦେଶିକା ଏକତା କପୁର। ସେ ନିଜ ସୋସିଆଲ ମିଡିଆରେ ପୁଅ ରବି କପୁରଙ୍କ ଅନେକ ଭିଡିଓ ଓ ଫଟୋ ଶେୟାର କରୁଥିଲେ...

ହ୍ରିତିକ୍‌ଙ୍କ ‘ସୁପର-୩୦’କୁ ୯ ଥର ଦେଖିଲେଣି ମା’ ପିଙ୍କି

ବମ୍ବେ: ବିହାରର ଗଣିତଜ୍ଞ ଆନନ୍ଦ କୁମାରଙ୍କ ଜୀବନୀ ଉପରେ ଆଧାରିତ ଚଳଚ୍ଚିତ୍ର ‘ସୁପର ୩୦’କୁ ଦର୍ଶକେ ବହୁତ ପସନ୍ଦ କରିଥିଲେ। ଫିଲ୍ମଟି ହିଟ୍‌ ହେବା ସହ ହ୍ରିତିକ୍‌ଙ୍କ ଅଭିନୟ ସମସ୍ତଙ୍କ ମନକୁ କିଣିଥିଲା। ଏବେ ତାଙ୍କ ମା’ ପିଙ୍କି ରୋଶନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri