ମନୋରଞ୍ଜନ

କରୋନାକୁ ହରାଇ ଘରକୁ ଫେରିଲେ ଦୀପିକାଙ୍କ ମା’

ଟେଲି ଅଭିନେତ୍ରୀ ଦୀପିକା ସିଂଙ୍କ ମା’ ଏବଂ ଜେଜେ ମା’ କରୋନା ଆକ୍ରାନ୍ତ ହୋଇଥିଲେ। ଏବେ ତାଙ୍କ ମା’ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଦୀପିକା ଇନ୍‌ଷ୍ଟାଗ୍ରାମ୍‌ରେ ମା’ ଏବଂ ଜେଜେ ମା’ଙ୍କ ଏକ ଫଟୋ…

ମାତ୍ର ୫ ଟଙ୍କା ପାଇଁ ଗୀତ ଗାଉଥିଲେ ସୋନୁ ନିଗମ

ସିଙ୍ଗର ସୋନୁ ନିଗମ ବଲିଉଡ୍‌ରେ ମ୍ୟୁଜିକ୍‌ ମାଫିଆ ବିଷୟରେ କହିବା ପରଠାରୁ ଏକ ଭିନ୍ନ ପ୍ରକାର ବିବାଦ ଆରମ୍ଭ ହୋଇଯାଇଛି। ସୋନୁ ଯେଉଁପରି ଭାବେ ଟି ସିରିଜ୍‌ର ନିର୍ଦ୍ଦେଶକ ଭୁଷଣ କୁମାରଙ୍କ ଉପରେ ଦୋଷ ଲଗାଇଛନ୍ତି, ଏହାକୁ ନେଇ ବିବାଦ ଆହୁରି…

ଆତ୍ମହତ୍ୟାର କିଛି ଘଣ୍ଟା ପୂର୍ବରୁ ଏହି ଭିଡିଓ ଶେୟାର କରିଥିଲେ ଟିକ୍‌ଟକ୍‌ ଗର୍ଲ ସିୟା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣା ବଲିଉଡ୍‌ଠାରୁ ଆରମ୍ଭକରି ସାରା ଦେଶର ଲୋକଙ୍କୁ ଥରାଇ ଦେଇଛି। ତାଙ୍କ ମୃତ୍ୟୁକୁ ସପ୍ତାହେ ପରେ ହୋଇଥିଲେ ମଧ୍ୟ ପ୍ରଶଂସକ ଏହାକୁ ଗ୍ରହଣ କରିପାରୁ ନାହାନ୍ତି। ସୁଶାନ୍ତଙ୍କ ଆତ୍ମହତ୍ୟାର ୧୦ ଦିନ ପରେ…

ଗଜଲ ଗାଇ ପ୍ରଶଂସକଙ୍କ ହୃଦୟ ଜିତିଥିଲେ ସୁଶାନ୍ତ

ବଲିଉଡ୍‌ର ସ୍ବର୍ଗୀୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କର ଏକ ପୁରୁଣା ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସୁଶାନ୍ତଙ୍କୁ ଗଜଲ ଗାଉଥିବାର ଦେଖିବାକୁ ମିଳୁଛି। ସୁଶାନ୍ତଙ୍କର ଏହି ଭିଡିଓକୁ ଭୋମ୍ପଲା ତାର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଶେୟାର କରିଛି।…

କରନଙ୍କ ଷ୍ଟାର କିଡ୍ସ !

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡ୍‌ରେ ପ୍ରିୟାପ୍ରୀତି ପୋଷଣକୁ ନେଇ ଖୁବ୍‌ ଆଲୋଚନା ହେଉଛି। ବଲିଉଡ୍‌ ନାୟିକା କଙ୍ଗନା ରାନାଓ୍ବତ ବିଭିନ୍ନ ସମୟରେ ଏହାକୁ ନେଇ ଖୋଲା ଖୋଲି କଥା ହେଉଥିବା ବେଳେ ନେପୋଟିଜିମ୍‌ ବା…

ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ତାଙ୍କ ସ୍କୁଲ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି। ବିଶେଷକରି ତାଙ୍କ ପ୍ରଶଂସକ ଏବଂ କିଛି ଫିଲ୍ମ କଳାକାର ଆଦୌ ବିଶ୍ୱାସ କରୁନାହାନ୍ତି। ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଅବସରରେ ସୋସିଆଲ ମିଡିଆରେ ଲଗାତର ଫଟୋ, ଭିଡିଓ…

ଭିଡିଓ ଶେୟାର କରି ଧନ୍ୟବାଦ ଦେଲେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ତାଙ୍କ ଦରିୟା ଦିଲ୍‌ ପାଇଁ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ। ଏଥର ସେ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରି ଚର୍ଚ୍ଚାକୁ ଆସିଛନ୍ତି। ବିଭିନ୍ନ ସମୟରେ ସେ ସୋସିଆଲ ମିଡିଆରେ ଭିଡିଓ…

ଏହି କାରଣରୁ ବଲିଉଡ୍‌ରୁ ଦୂରେଇ ଯାଇଥିଲେ ରିୟା ସେନ୍‌

ବଲିଉଡ୍‌ ଅଭିନେତ୍ରୀ ରିୟା ସେନ୍‌ ‘ଚୁଡି ଯୋ ଖନ୍‌କେ ହାଥୋ ମୈ…’ ମ୍ୟୁଜିକ୍‌ ଭିଡିଓରୁ ଚର୍ଚ୍ଚାକୁ ଆସିଥିଲେ। ଏହା ପରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିବା ଆରମ୍ଭ କରିଥିଲେ। ଏମିତିରେ ବି ଅଭିନୟ ତାଙ୍କ ରକ୍ତରେ ରହିଛି। ରିୟା ଲୋକପ୍ରିୟ…

‘ତେରି ଗଲି’ରେ ଏହି ଅଭିନେତ୍ରୀଙ୍କ ସହ ରୋମାନ୍ସ କରିବେ ଆସିମ୍‌

ବମ୍ବେ: ରିଆଲିଟି ଶୋ’ ବିଗ୍‌ବସ୍‌ ଜରିଆରେ ଜଣେ ମଡେଲରୁ ରାତାରାତି ଷ୍ଟାର ପାଲଟିଥିବା ଆସିମ ରିଆଜ ପୁଣି ଚର୍ଚ୍ଚାରେ। କାରଣଟି ହେଲା ତାଙ୍କର ଅପ୍‌କମିଂ ପ୍ରୋଜେକ୍ଟ। ନୂଆ ଗୀତ ‘ତେରି ଗଲି’ରେ ଆସିମ୍‌ ଜଣେ ନୂଆ ନାୟିକାଙ୍କ ସହ ଆସିବେ ନଜର।…

ସିଦ୍ଧାର୍ଥଙ୍କ ପାଇଁ ରିୟା-ସୁଶାନ୍ତଙ୍କ ମଧ୍ୟରେ ହୋଇଥିଲା ଝଗଡ଼ା

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂଙ୍କ ଆତ୍ମହତ୍ୟା ପଛର କାରଣ ଖୋଜୁଛି ପୋଲିସ। ମାମଲାରେ ପ୍ରେମିକା ରିୟା ଚକ୍ରବର୍ତ୍ତୀ ସନ୍ଦେହ ଘେରରେ ଅଛନ୍ତି। ନିକଟରେ ବାନ୍ଦ୍ରା ପୋଲିସ ତାଙ୍କୁ ୧୦ ଘଣ୍ଟା କାଳ ଜେରା କରିଥିଲା। ଏବେ ଯାହା ଶୁଣିବାକୁ ମିଳୁଛି,…

ଜୁଲାଇ ୨୪ରେ ରିଲିଜ୍‌ ହେବ ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ତାଙ୍କ କ୍ୟାରିୟରକୁ ନେଇ ଅନେକ ସ୍ବପ୍ନ ଦେଖିଥିଲେ। କିନ୍ତୁ ତାଙ୍କ ଆତ୍ମହତ୍ୟା ଘଟଣା ଏ ସବୁଥିରେ ପୁର୍ଣ୍ଣଚ୍ଛେଦ ପକାଇଛି। ଏଥିସହ ଅଭିନେତାଙ୍କୁ ପ୍ରଶଂସକଙ୍କଠାରୁ ଦୂରେଇ ନେଇଛି। ଶେଷ ଫିଲ୍ମ ‘ଦିଲ୍‌ ବେଚାରା’ ଦେଖିବାର ବୋଧହୁଏ…

ସୁଶାନ୍ତଙ୍କ ପରେ ଆତ୍ମହତ୍ୟା କଲେ ଏହି ଟିକ୍‌ଟିକ୍‌ ଷ୍ଟାର

ମୁମ୍ବାଇ: ଦିନକୁ ଦିନ ବଲିଉଡ୍‌ କଳାକାରଙ୍କ ଆତ୍ମହତ୍ୟା ତାଲିକା ଲମ୍ବି ଚାଲିଛି। ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଜଣେ ୧୬ ବର୍ଷର ଟିକ୍‌ଟକ୍‌ ଷ୍ଟାର ସିୟା କକ୍କର ଆତ୍ମହତ୍ୟା କରିଛନ୍ତି। ସିୟାଙ୍କ ମ୍ୟାନେଜର ଅର୍ଜୁନ ସରିନ୍‌ଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?