ମନୋରଞ୍ଜନ

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ ‘ପଠାନ’ ସହିତ କମବ୍ୟାକ କରିଥିଲେ ଏବଂ ଏହାର ବ୍ୟବସାୟ ସହିତ ବକ୍ସ ଅଫିସରେକ୍ରାକ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ ଭାବେ ଏକ ଆକ୍ସନ ଡ୍ରାମା ଫିଲ୍ମ ହେବ। ଏଥିରେ ସନ୍ନି ଦେଓଲଙ୍କ ସହ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା ରାଖୀ କଙ୍ଗନାଙ୍କ ସହ ରାଜନୀତିରେ ମୁକାବିଲା କରିବାକୁ ଚାହୁଁଛନ୍ତି। ଯଦି କଂଗ୍ରେସ ତାଙ୍କୁ...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ ଏଯାଏ ସେ ପ୍ରଶଂସକଙ୍କୁ ସେନେଇ ଜଣାଇ ନାହାନ୍ତି। ୨୦୨୨ରେ ତାଙ୍କର ଏକ ପୁଅ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ଗୁଳିମାଡ଼ କରିଥିବା ଜଣେ ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ପୋଲିସ କହିଛି ଯେ, ସଲମାନଙ୍କ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪ ବର୍ଷ ବିତିଯାଇଛି। ଏହି ଅବସରରେ ଋଷିଙ୍କ ସ୍ତ୍ରୀ ତଥା ବଲିଉଡ୍‌ ଭେଟେରାନ୍‌ ଅଭିନେତ୍ରୀ...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ ଅନ୍ତର୍ଭୁକ୍ତ କରିବାକୁ ସୁପାରିଶ କରିଛନ୍ତି। ସେ କହିଛନ୍ତି ଯେ ମୋର ବ୍ୟକ୍ତିଗତ ଇଚ୍ଛା...

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌ ଏସିଆ ୨୦୦୦ ଟାଇଟଲ୍‌ ଜିତିଥିବା ଦିୟା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରୁହନ୍ତି।...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ ସମେତ ୩୨ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏହି ଲୋକଙ୍କ ମଧ୍ୟରେ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ ହୋଇଛି। ପ୍ରଥମ...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର ଆସିବେ। ତାଙ୍କ ସହ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାଇ ପଲ୍ଲବୀ ମାତା ସୀତା...

ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍‌ ସର୍କୁଲାର ଜାରି

ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍‌ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି କରାଯାଇଛି। ଅନମୋଲ ହେଉଛନ୍ତି ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଶ୍ନୋଇଙ୍କ ସାନ ଭାଇ। ତେବେ ଏହି ମାମଲାରେ ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri