ନିଃସର୍ତ୍ତ ସହଯୋଗ ଲାଗି ଶ୍ରଦ୍ଧାଙ୍କ ଗୁରୁତ୍ୱ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଶ୍ରଦ୍ଧା କପୁର ନିକଟରେ ନିଜର ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ଏକ କ୍ୟୁଟ୍ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ଏକ ଛୋଟ ହାତୀ ତାର ଶୁଣ୍ଢରେ ପାଣି ନେଇ ତା’ର ଅନ୍ୟ ପାର୍ଶ୍ୱରେ ଥିବା ଏକ ଓଟ ଉପରକୁ ଫୋପାଡ଼ୁଛି।…
ଇଦ୍ରେ ଶୈଫ ବନିଲେ ରୋଷେୟା
ମୁମ୍ବାଇ: ଦେଶରେ କରୋନା ଭାଇରସ ଯୋଗୁ ଲକ୍ଡାଉନ ଚାଲିଥିବାରୁ ଏଥର ଇଦ୍ ପର୍ବ ସମାନ୍ୟ ଫିକା ପଡିଯାଇଛି। ବିଶେଷ ଭାବେ ମାୟାନଗରୀରେ ସେଲିବ୍ରିଟିମାନେ ନିଜ ନିଜ ଘରେ ଇଦ୍ ପାଳନ କରିଛନ୍ତି। ଆଉ ଏଥର ଇଦ୍ରେ ବଲିଉଡ୍ ନାୟକ ଶୈଫ ଅଲି…
ମାତ୍ର ୧୪ ବର୍ଷ ବୟସରେ ଅଭିନୟ କରିଥିଲେ କରଣ ଜୋହର
ବଲିଉଡ୍ର ପ୍ରସିଦ୍ଧ ନିର୍ଦ୍ଦେଶକ ତଥା ପ୍ରଯୋଜକ କରଣ ଜୋହର ଆଜି ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ନିର୍ଦ୍ଦେଶକ ଏବଂ ପ୍ରଯୋଜକ ଛଡା ସେ ଜଣେ ଅଭିନେତା ବୋଲି ଖୁବ୍ କମ୍ ଲୋକ ଜାଣିଥିବେ। କରଣଙ୍କୁ ମାତ୍ର ୧୪ ବର୍ଷ ହୋଇଥିବାବେଳେ ସେ…
ଇଦ୍ ଅବସରରେ ପ୍ରଶଂସକଙ୍କୁ ସ୍ବତନ୍ତ୍ର ଉପହାର ଦେବେ ସଲମାନ୍
ବଲିଉଡ୍ ସୁପରଷ୍ଟାର ସଲମାନ୍ ଖାନ୍ ନିଜର ସୁନ୍ଦର ଅଭିନୟ ଦ୍ୱାରା ସବୁବେଳେ ଦର୍ଶକଙ୍କ ହୃଦୟରେ ରାଜ୍ କରିଆସିଛନ୍ତି। ବିଗତ କିଛି ବର୍ଷ ହେବ ସେ ଇଦ୍ ଅବସରରେ ନିଜ ପ୍ରଶଂସକଙ୍କୁ ଫିଲ୍ମ ଉପହାର ଦେଇଥାନ୍ତି। ପ୍ରତିବର୍ଷ ଇଦ୍ ଅବସରରେ ଭାଇଜାନ୍ଙ୍କର ଫିଲ୍ମ…
ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ଅପିଲ କଲେ ବିଗ୍-ବି
ସାରା ବିଶ୍ୱରେ ମହାମାରୀର ରୂପ ନେଇଛି କରୋନା। ଏଭଳି ପରିସ୍ଥିତି ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଉଛି। ବଲିଉଡ୍ ସୁପରଷ୍ଟାର ଅମିତାଭ ବଚ୍ଚନ ଲୋକଙ୍କୁ ମାସ୍କ ପିନ୍ଧିବାକୁ ଅପିଲ କରିଛନ୍ତି। ସେ ସମସ୍ତଙ୍କୁ ଇଦ୍ ଶୁଭେଚ୍ଛା ଜଣାଇବା ସହ ସାମାଜିକ ଦୂରତ୍ୱ…
କିଛି ବର୍ଷ ପରେ ସଲମାନ୍ଙ୍କ ଇଦ୍ ରିଲିଜରେ ଲାଗିଲା ବ୍ରେକ୍
ମୁମ୍ବାଇ: ଲଗାତାର କିଛି ବର୍ଷ ହେବ ଇଦ୍ରେ ରିଲିଜ୍ ହୋଇ ଆସୁଥିଲା ବଲିଉଡ୍ ଭାଇଜାନ୍ ସଲମାନ ଖାଁଙ୍କ ଫିଲ୍ମ। ଏହା ବକ୍ସ ଅଫିସରେ ହିଟ୍ ବି ହେଉଥିଲା। ଏଥର କିନ୍ତୁ ଏହି ରିଲିଜରେ ବ୍ରେକ୍ ଲାଗିଛି। କରୋନା ଭାଇରସ ସଂକ୍ରମଣ ଯୋଗୁ…
କରୋନା ଯୋଦ୍ଧାଙ୍କ ପାଇଁ ଗୀତ ଗାଇଲେ ମାଧୁରୀ
ମୁମ୍ବାଇ: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍ଡାଉନ ଚାଲିଛି। ଏହି ସମୟରେ ଘରେଥିବା ଲୋକେ ସୁରକ୍ଷିତ ରହିଛନ୍ତି। କାରଣ କରୋନା ଯୋଦ୍ଧା ହସ୍ପିଟାଲରେ ଓ ରାସ୍ତା ଉପରେ ରହି ଆମକୁ ସୁରକ୍ଷା ଦେଉଛନ୍ତି। ଏହି କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ବଲିଉଡ୍…
ପ୍ରିୟଙ୍କାଙ୍କ ମନ ଆଉ ଘରେ ଲାଗୁନି
ମୁମ୍ବାଇ: କରୋନା ଭାଇରସ୍ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବାରୁ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍ ସେଲିବ୍ରିଟିମାନେ ମଧ୍ୟ ଲକ୍ଡାଉନ୍ ଯୋଗୁ ଘରେ ଅଛନ୍ତି। ଏଥିରୁ ବାଦ୍ ପଡ଼ିନାହାନ୍ତି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା। କିନ୍ତୁ ଘରେ ରହି ରହି ପ୍ରିୟଙ୍କା…
ଅଭିନେତା ମୋହିତ୍ଙ୍କ ଦେହାନ୍ତ
ମୁମ୍ବାଇ, ୨୪।୫:ବଲିଉଡ୍ର ଜଣାଶୁଣା ଅଭିନେତା ମୋହିତ୍ ବାଘେଲଙ୍କ କ୍ୟାନ୍ସରରେ ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୨୬ ବର୍ଷ ହୋଇଥିଲା। ନିଜ ହୋମ୍ଟାଉନ୍ ଉତ୍ତରପ୍ରଦେଶର ମଥୁରାରେ ତାଙ୍କର ପରଲୋକ ଘଟିଛି। କିଛିଦିନ ପୂର୍ବେ ଦିଲ୍ଲୀ ଏମ୍ସରେ କର୍କଟ ରୋଗରେ…
ପୁଣି ଚର୍ଚ୍ଚାରେ ଅମିତାଭ ବଚ୍ଚନଙ୍କ ନାତୁଣି ନବ୍ୟା
ସାରା ଦେଶରେ କରୋନା ଭାଇରସକୁ ନେଇ ଲକଡାଉନ ଜାରି ହୋଇଛି। ଏହି ସମୟରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ କଳାକାରମାନେ ସୋସିଆଲ ମିଡିଆ ମାଧ୍ୟମରେ ପରସ୍ପର ସହିତ ଯୋଡି ହୋଇ ରହିଛନ୍ତି। ଅମିତାଭ ବଚ୍ଚନଙ୍କ ନାତୁଣି ନବ୍ୟା ନାଭେଲି ମଧ୍ୟ…
‘ରହନା ହୈ ତେରେ ଦିଲ୍ମୈ’: ୧୯ ବର୍ଷ ପରେ ପୁଣିଥରେ ଏହି ଯୋଡିକୁ ଏକାଠି ଦେଖିବାକୁ ଚାହୁଁଛନ୍ତି ଦର୍ଶକ
ବଲିଉଡ୍ର କ୍ଲାସିକ୍ ରୋମାଣ୍ଟିକ୍ ଫିଲ୍ମ ମଧ୍ୟରେ ଦିୟା ମିର୍ଜା ଏବଂ ଆର୍ ମାଧବନଙ୍କ ଅଭିନୀତ ‘ରହନା ହୈ ତେରେ ଦିଲ୍ ମେଁ’ ଅନ୍ୟତମ। ଉକ୍ତ ସମୟରେ ଯୁବଗୋଷ୍ଠୀଙ୍କ ମଧ୍ୟରେ ଫିଲ୍ମଟି ବେଶ୍ ଲୋକପ୍ରିୟ ହୋଇଥିଲା। ଫିଲ୍ମ ରିଲିଜ୍ ହେବାର ୧୯ ବର୍ଷ…
ଅମ୍ଫନ ବାତ୍ୟା ପ୍ରଭାବିତଙ୍କ ଭଲମନ୍ଦ ବୁଝିଲେ ନୁସରତ
କୋଲକାତା,୨୩।୫: ଗୋଟିଏ ପଟେ କରୋନା ଦେଶର ମେରୁଦଣ୍ଡ ଭାଙ୍ଗିବାକୁ ବସିଥିବା ବେଳେ ଅନ୍ୟପଟେ ମେ’ ୨୧ରେ ଆସିଥିବା ବାତ୍ୟା ଅମ୍ଫନ ପଶ୍ଚିମବଙ୍ଗ ଓ ଓଡ଼ିଶାରେ ତାଣ୍ଡବ ରଚିଛି। ଏଥିରେ ଓଡ଼ିଶା ଅପେକ୍ଷା ପଶ୍ଚିମବଙ୍ଗରେ ଅଧିକ ପରିମାଣରେ ଧନଜୀବନ କ୍ଷୟକ୍ଷତି ହୋଇଛି। ପଶ୍ଚିମବଙ୍ଗରେ…
Archives


