କରୋନାକୁ ହରାଇ ଘରକୁ ଫେରିଲେ ବଲିଉଡ୍ ପ୍ରଯୋଜକ
ମୁମ୍ବାଇ,୧୮।୪: ବଲିଉଡ୍ ପ୍ରଯୋଜକ କରିମ ମୋରାନି ଓ ତାଙ୍କ ୨ଝିଅ ଶଜା ଓ ଜୋଆ କରୋନା ଭାଇରସ୍ରେ ସଂକ୍ରମିତ ହୋଇଥିଲେ। ପୂର୍ବରୁ କରୋନା କବଳରୁ ଶଜା ଓ ଜୋଆ ବାହାରି ଘରକୁ ଫେରିଥିବା ବେଳେ ଏବେ କରିମ କରୋନାକୁ ହରାଇ...
ନିଜ ରେକର୍ଡ ଭାଙ୍ଗିଲା ଦୂରଦର୍ଶନ: ପୁଣିଥରେ ହେଲା ନମ୍ବର ୧
ନୂଆଦିଲ୍ଲୀ,୧୮।୪: କିଛିଦିନ ହେବ ଲୋକେ ବିଭିନ୍ନ ଘରୋଇ ଚ୍ୟାନେଲ ଆଡକୁ ମୁହାଁଇଥିବା ବେଳେ ଏବେ ପୁଣିଥରେ ଦର୍ଶକେ ଦୂରଦର୍ଶନକୁ ଆପଣାର କରି ନେଇଛନ୍ତି। ଏବେ ଦୂରଦର୍ଶନ ନିଜ ରେକର୍ଡକୁ ଭାଙ୍ଗିଛି ବୋଲି କୁହାଯାଉଛି। କରୋନା ଭଇରସ ଯୋଗୁ ଲକ୍ଡାଉନ ଥିବାରୁ...
‘ଡିଜାଇନ୍ର ଡ୍ରେସ୍ ପାଇଁ ପଇସା ନ ଥିଲା’
ମୁମ୍ବାଇ: ୧୯୯୪ ମସିହାରେ ସୁସ୍ମିତା ସେନ୍ ମିସ୍ଇଣ୍ଡିଆ କଣ୍ଟେଷ୍ଟ ଜିତିଥିଲେ। ଗତ କିଛିଦିନ ତଳେ ସେ ତାଙ୍କର ପୁରୁଣା ଦିନର ଏକ ଭିଡିଓ ଶେୟାର କରିଥିଲେ। ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ମିସ୍ ଇଣ୍ଡିଆ ଜର୍ସି...
ସୋସିଆଲ ମିଡିଆ ଛାଡିଲେ ପରିଣିତି
ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍ଡାଉନ ଚାଲିଥିବା ବେଳେ ଏବେ ବଲିଉଡ୍ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ଥିବା ଦେଖାଯାଉଛି। ହେଲେ ବଲିଉଡ୍ ନାୟିକା ପରିଣିତି ଚୋପ୍ରା ଏବେ ସୋସିଆଲ ମିଡିଆ ଛାଡିଥିବା ସମସ୍ତଙ୍କୁ ଟିକେ...
ଅମିତାଭ୍ଙ୍କ ‘ବ୍ଲଗ’କୁ ପୂରିଲା ୧୨ ବର୍ଷ: କହିଲେ ଲେଖିବାରେ ଦିନଟିଏ କରୁ ନ ଥିଲେ ମିସ୍
ମୁମ୍ବାଇ: ସମଗ୍ର ଦେଶରେ ବର୍ତ୍ତମାନ ଚାଲିଛି ଲକ୍ଡାଉନ୍। ଏବେ ଘରୁ କେହି ବାହାରକୁ ବାହାରୁନାହାନ୍ତି। ଏହି ସମୟରେ ବଲିଉଡ୍ର ନାମୀଦାମୀ କଳାକାରମାନେ ମଧ୍ୟ ଘରେ ସମୟ ବିତାଇବା ସହ ସୋସିଆଲ ମିଡିଆ ଜରିଆରେ ଫ୍ୟାନ୍ମାନଙ୍କ ସହ ସବୁକିଛି ଶେୟାର କରୁଛନ୍ତି।...
ଅମୀରଙ୍କ ଏହି ଫିଲ୍ମର ସିକ୍ୟୁଏଲ କରିବେ ଭୂଷଣ କୁମାର
ମୁମ୍ବାଇ: ୨୦୧୩ରେ ‘ଆଶିକ୍’ ସିକ୍ୟୁଏଲ ଆସିବା ପରଠାରୁ ‘ଆଶିକ୍-୩’କୁ ନେଇ ଚର୍ଚ୍ଚା ହୋଇଆସୁଛି। ଫିଲ୍ମ ନିର୍ମାଣ ନେଇ ୨୦୧୬ରୁ ଗ୍ରୀନ୍ ସିଗ୍ନାଲ ମଧ୍ୟ ମିଳିସାରିଛି। କିନ୍ତୁ ଫିଲ୍ମର ଶୁଟିଂ ଏପର୍ଯ୍ୟନ୍ତ ଆରମ୍ଭ ହୋଇନାହିଁ। ଏବେ ପୁଣି ଥରେ ନିର୍ମାତାମାନଙ୍କ ମଧ୍ୟରେ...
ରୋହିତ ସେଟ୍ଟୀଙ୍କ ବଦାନ୍ୟତା
ମୁମ୍ବାଇ: ବଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ କରୋନା ମହାମାରୀର ମୁକାବିଲା ଲାଗି ସମସ୍ତେ ସହଯୋଗ କରିବାକୁ ଆଗେଇ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ରୋହିତ ସେଟ୍ଟୀ ଅନ୍ୟତମ। କିଛିଦିନ ତଳେ ଅମିତାଭ ବଚ୍ଚନ ଟିଭି ଇଣ୍ଡଷ୍ଟ୍ରିରେ କାମ କରୁଥିବା ଶ୍ରମିକଙ୍କୁ ସାହାଯ୍ୟ କରିଥିବାବେଳେ...
ଜାହ୍ନବୀ-ଖୁସିଙ୍କ ପ୍ରଥମ ଟିକ୍-ଟକ୍ ଭିଡିଓ
ମୁମ୍ବାଇ: ସାରା ଦେଶରେ ଲକ୍ଡାଉନ୍ ଘୋଷଣା ଜାରି ହୋଇଛି। ସବୁଲୋକ ଏକପ୍ରକାର ବନ୍ଦହୋଇ ରହିଥିବାବେଳେ ବଲିଉଡ୍ ତାରକାମାନେ ଏଥିରୁ ବାଦ୍ ପଡ଼ିନାହାନ୍ତି। ଏହି ସମୟକୁ ସମସ୍ତେ ଭିନ୍ନ ଢଙ୍ଗରେ କିଛି ନା କିଛି କରି ବିତାଉଛନ୍ତି। ତେବେ ଲକ୍ଡାଉନ୍ ଘୋଷଣା...
ଡିଜିଟାଲ ଫିଲ୍ମରେ ନଜର ଆସିବେ ଜ୍ୟାକ୍ଲିନ
ମୁମ୍ବାଇ: ହଟ୍ନେସ୍ ପାଇଁ ବଲିଉଡ୍ ଦୁନିଆରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିବା ନାୟିକାଙ୍କ ମଧ୍ୟରେ ଜ୍ୟାକ୍ଲିନ ଫର୍ଣ୍ଣାଡିଜ ହେଉଛନ୍ତି ଅନ୍ୟତମ। ଏବେ ସେ ଦର୍ଶକଙ୍କ ମନପସନ୍ଦ ନାୟିକାଙ୍କ ମଧ୍ୟରୁ ଜଣେ। ବଡ ପରଦାରେ ନିଜର ଜଲଓ୍ବା ଦେଖାଇଥିବା...
ପୁଅକୁ କଥକ ଶିଖାଉଛନ୍ତି ମାଧୁରୀ
ମୁମ୍ବାଇ: କରୋନା ଭାଇରସ ଯୋଗୁ ଦେଶରେ ଲକ୍ଡାଉନ ଘୋଷଣା କରାଯାଇଥିବାରୁ ଏବେ ସମସ୍ତେ ପ୍ରାୟ ଘରେ ସମୟ କାଟୁଛନ୍ତି। ବଲିଉଡ ସେଲିବ୍ରିଟିମାନେ ମଧ୍ୟ ଏବେ ଘରେ ରହି ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି।...
ରାମାୟଣର ସୁଷେଣ ବୈଦ୍ୟ ବିକୁଥିଲେ ପାନ: ତାଙ୍କ ହୋଟେଲର ନାମ ସଞ୍ଜିବନୀ
ଉଜ୍ଜୟନୀ,୧୬।୪: ଏବେ ଦିଲ୍ଲୀ ଦୂରଦର୍ଶନରେ ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇଥିବା ରାମାୟଣର ପ୍ରସାରଣ ପୁଣି ଥରେ କରାଯାଉଛି। ରାମାୟଣରେ ସୁଷେଣ ବୈଦ୍ୟ ଭୂମିକାରେ ରମେଶ ଚୌରାସିୟା ଅଭିନୟ କରିଥିଲେ। ଇତିମଧ୍ୟରେ ରମେଶଙ୍କର ମୃତ୍ୟୁ ହୋଇ ସାରିଛି। ରାମାୟଣରେ ଅଭିନୟ...
ଡାକ୍ତର-ପୋଲିସଙ୍କୁ ଅସମ୍ମାନ ଜଣାଉଥିବା ବ୍ୟକ୍ତିଙ୍କୁ ଭାଇଜାନ୍ଙ୍କ ଭତ୍ସନା: କହିଲେ ‘କିଛି ଜୋକର୍ଙ୍କ ପାଇଁ ଭାରତରେ ବ୍ୟାପିବାରେ ଲାଗିଛି କରୋନା’
ବମ୍ବେ: କରୋନା ମହାମାରୀ ମୁକାବିଲା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଡାକ୍ତର ଏବଂ ପୋଲିସ କର୍ମଚାରୀ। ପୋଲିସ ଲୋକମାନଙ୍କୁ ସଚେତନ କରୁଥିବା ବେଳେ ସଂକ୍ରମିତଙ୍କ ଚିକିତ୍ସା ଭାର ନିଜ କାନ୍ଧରେ ସମ୍ଭାଳିଛନ୍ତି ଡାକ୍ତରମାନେ। ହେଲେ କିଛି ଲୋକ ସେମାନଙ୍କୁ...
Archives


