ଫିଟ୍ନେସ ପାଇଁ ୨୩ ଘଣ୍ଟା ଉପାସରେ ରହିଲେ ହ୍ରିତିକ
ସାରାଦେଶରେ ଜାରି ରହିଛି ଲକଡାଉନ। ସାଧାରଣ ଲୋକଙ୍କ ପରି ବଲିଉଡ କଳାକାରମାନେ ମଧ୍ୟ ଲକଡାଉନରେ ଘରେ ରହି ସମୟ ବିତାଉଛନ୍ତି। ଏହି ସମୟରେ ଅଧିକାଂଶ କଳାକାର ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବାବେଳେ ନିଜ ଫଟୋ ଓ ଭିଡିଓ ପୋଷ୍ଟ କରି ପ୍ରଶଂସକଙ୍କୁ…
ନିଜଠାରୁ ୩ ବର୍ଷ ବଡ ନାୟିକାଙ୍କୁ ପ୍ରେମ କରୁଛନ୍ତି ଭିକ୍କି !
ମୁମ୍ବାଇ: ବଲିଉଡ୍ ଦୁନିଆରେ ଲଭ୍, ରିଲେଶନଶିପ ଆଦିକୁ ନେଇ ସବୁବେଳେ ଚାଲିଥାଏ ଗସିପ୍। ଏବେ ଏମିତି ଏକ ଗସିପ୍ ଶୁଣିବାକୁ ମିଳିଛି ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିକ୍କି କୌଶଲ। ବର୍ତ୍ତମାନ ସମୟରେ ବଲିଉଡ୍ ଦୁନିଆର ଜଣେ ଆଗଧାଡିର କଳାକାର।…
ଧନୀ ମନ୍ଦିରଗୁଡ଼ିକ ସୁନା ଦାନ କରନ୍ତୁ କହି ଟ୍ରୋଲ୍ ହେଲେ ଫିଲ୍ମନିର୍ମାତା
ବମ୍ବେ: ସାରା ବିଶ୍ୱ ଏବେ କରୋନା କବଳରେ। ପ୍ରତ୍ୟେହ ହଜାର ହଜାର ସଂଖ୍ୟାରେ ଲୋକ ଏଥିରେ ପ୍ରାଣ ହରାଉଛନ୍ତି। ଭାରତରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାର ମୁକାବିଲା ଲାଗି ଲକ୍ଡାଉନ୍ ଜାରି ରହିଥିବାରୁ ଲୋକମାନେ ଖାଦ୍ୟ…
ପ୍ରଭାସଙ୍କ ମା’ ହେବେ ଭାଗ୍ୟଶ୍ରୀ
ଫିଲ୍ମ ‘ମୈନେ ପ୍ୟାର କିୟା’ ରେ ନିଜର ସୌନ୍ଦର୍ଯ୍ୟ ଓ ସୁନ୍ଦର ଅଭିନୟ ଦ୍ୱାରା ଦର୍ଶକ ହୃଦୟରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଥିବା ଅଭିନେତ୍ରୀ ହେଉଛନ୍ତି ଭାଗ୍ୟଶ୍ରୀ। ଲମ୍ବା ବ୍ୟବଧାନ ପରେ ପୁଣିଥରେ ସେ ବଡ଼ ପରଦାକୁ…
ଦିନ ମଜୁରିଆଙ୍କୁ ସହାୟତା ଲାଗି ଆଗକୁ ଆସିଲେ ଦବଙ୍ଗ ଗର୍ଲ: ନିଲାମ କରିବେ ନିଜ ପେଣ୍ଟିଂ
ବମ୍ବେ: ମହାମାରୀ କରୋନା ଏବେ ବୈଶ୍ୱିକ ବିପତ୍ତି ଭାବେ ଉଭା ହୋଇଛି। ଏହାର ପ୍ରଭାବ ଭାରତ ଉପରେ ମଧ୍ୟ ପଡ଼ିଛି। ହେଲେ ଏଥିରେ ସବୁଠାରୁ ବେଶୀ ପ୍ରଭାବିତ ହୋଇଛନ୍ତି ଦିନ ମଜୁରିଆ ତଥା ଶ୍ରମିକମାନେ। ଲକ୍ଡାଉନ୍ ସମୟରେ କାମ ପାଉ ନ…
ଟ୍ବିଙ୍କଲଙ୍କର ମେକ୍ଅପ୍ କଲେ ଝିଅ ନିତାରା
ଲକ୍ଡାଉନ୍ ଯୋଗୁ ଅଧିକାଂଶ ଲୋକେ ଏବେ ଘରେ ବନ୍ଦ ହୋଇ ରହିଛନ୍ତି। ତେବେ ବଲିଉଡ୍ ସେଲିବ୍ରିଟି ମଧ୍ୟ ଏଥିରୁ ବାଦ୍ ପଡ଼ିନାହାନ୍ତି। ଏହି ସମୟରେ ଅଭିନେତ୍ରୀ ଟ୍ବିଙ୍କଲ ଖନ୍ନା ଝିଅ ନିତାରାଙ୍କ ସହ ସମୟ ବିତାଉଛନ୍ତି। ନିକଟରେ ସୋସିଆଲ ମିଡିଆ ଇନ୍ଷ୍ଟାଗ୍ରାମ୍ରେ…
କରୋନା ଯୋଦ୍ଧାଙ୍କ ପାଇଁ ପୁଣି ସହଯୋଗର ହାତ ବଢାଇଲେ ଅକ୍ଷୟ
ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାରଙ୍କ ବଦାନ୍ୟତା ପୁଣି ଦେଖିବାକୁ ମିଳିଛି। କରୋନା ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଥିବା ମୁମ୍ବାଇ ପୋଲିସ ପାଇଁ ଏଥର ସହଯୋଗର ହାତ ବଢାଇଛନ୍ତି ଅକ୍ଷୟ। ଏଥର ସେ ମୁମ୍ବାଇ ପୋଲିସକୁ ୧ହଜାର ରିଷ୍ଟ ବ୍ୟାଣ୍ଡ…
ମାଧୁରୀଙ୍କ ପାଇଁ କଶ୍ମୀର ଛାଡି ଦେବାକୁ ପ୍ରସ୍ତୁତ ଥିଲା ପାକିସ୍ତାନ !
ମୁମ୍ବାଇ: ବଳିଉଡ୍ର ଧକ୍ ଧକ୍ ଗର୍ଲ ମାଧୁରୀ ଦିକ୍ଷିତ ଶୁକ୍ରବାର ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ଏବେ ସେ ବଡ ପରଦାରେ ଏତେଟା ନଜର ଆସୁ ନ ଥିଲେ ମଧ୍ୟ ଆଜିବି ତାଙ୍କ ଅଭିନୟକୁ ଦର୍ଶକେ ଅଭୁଲା କରି ରଖିଛନ୍ତି। ୯୦…
ଲକ୍ଡାଉନ ଯୋଗୁ ରାତିରେ ଶୋଇ ପାରୁ ନାହାନ୍ତି ଏହି ଅଭିନେତ୍ରୀ
ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି। ଏହି ଲକ୍ଡାଉନ ୩.୦ ମେ’ ୧୭ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଲକ୍ଡାଉନ ଯୋଗୁ ଅଧିକାଂଶ ଲୋକେ ଘରେ ବନ୍ଦ ହୋଇ ରହିଥିବା ବେଳେ ବଲିଉଡ୍ ସେଲବ୍ରିଟିମାନେ ମଧ୍ୟ ଏଥିରୁ…
ଲକ୍ଡାଉନରେ ଭିତରେ ଏହି ଅଭିନେତାଙ୍କ ହେଲା ନିର୍ବନ୍ଧ: ଅନ୍ଲାଇନ୍ରେ ଛୁଟିଲା ଶୁଭେଚ୍ଛାର ସୁଅ
ମୁମ୍ବାଇ: କରୋନା ଭାଇରସ୍ ଯୋଗୁ ସାଧାରଣ ଜୀବନଯାପନ ଏକପ୍ରକାର ଠପ୍ ହୋଇଯାଇଛି। ଏଥିଯୋଗୁ ବ୍ୟବସାୟ, ବିଭିନ୍ନ ପ୍ରକାରର କାର୍ଯ୍ୟପନ୍ଥା, ଫିଲ୍ମ ଶୁଟିଂ, ରିଲିଜ ଉପରେ ବହୁ ପ୍ରଭାବ ପଡ଼ିଛି। ଏଥିସହ କେତେକଙ୍କ ବିବାହ ସ୍ଥଗିତ ହୋଇଯାଇଥିବା ବେଳେ ଆଉ କେତେକ ଅନ୍ଲାଇନ୍ରେ…
ଲକ୍ଡାଉନ ପ୍ରଭାବ: ବଡ଼ ପରଦାରେ ରିଲିଜ୍ ହେବ ନାହିଁ ଫିଲ୍ମ ‘ଗୁଲାବୋ ସିତାବୋ’
ମୁମ୍ବାଇ: ସାରା ଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ଦେଶବ୍ୟାପି ଲକ୍ଡାଉନ ଜାରି ରହିଥିବାରୁ ବହୁ ଫିଲ୍ମ ଶୁଟିଂ ଓ ରିଲିଜ୍ ବନ୍ଦ ରହିଛି। ସେଥିମଧ୍ୟରୁ ବଲିଉଡ୍ ଅଭିନେତା ଅମିତାଭ ବଚ୍ଚନ ଓ ଆୟୁଷ୍ମାନ ଖୁରାନାଙ୍କ…
ସରୋଗେସି ରାସ୍ତା ଆପଣାଇଥିଲେ ଶିଳ୍ପା
ମୁମ୍ବାଇ: ଶିଳ୍ପା ସେଟ୍ଟୀ ଗତ ଫେବୃୟାରୀରେ ଏକ କନ୍ୟାସନ୍ତାନର ମା’ ହୋଇଛନ୍ତି। ତେବେ ସରୋଗେସି ରାସ୍ତା ଆପଣାଇବା ସମ୍ପର୍କରେ ସେ କହିଛନ୍ତି ଯେ, ମୁଁ ମୋ ପୁଅ ଭିଆନଙ୍କ ପରେ ଢେରଦିନ ଧରି ଦ୍ୱିତୀୟ ସନ୍ତାନ ପାଇଁ ଚେଷ୍ଟା କରୁଥିଲି। ମାତ୍ର…
Archives


