ମନୋରଞ୍ଜନ

ବଡ ପରଦାକୁ ଫେରିବେ ଶାହାରୁଖ!

ମୁମ୍ବାଇ: ଦୀର୍ଘ ପ୍ରାୟ ୨ ବର୍ଷର ବ୍ରେକ୍‌ଅପ୍‌ ପରେ ପୁଣିଥରେ ଶାହାରୁଖ ଖାଁ ବଡ ପରଦାକୁ ଫେରିବେ ବୋଲି ଶୁଣିବାକୁ ମିଳିଛି। ଏଥର କୁଆଡେ ସେ ରାଜକୁମାର ହିରାନିଙ୍କ ଫିଲ୍ମ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ ଦେବାକୁ ପ୍ରସ୍ତୁତ ହେଉଛନ୍ତି। ଯଦି କରୋନା…

ଗୋଡ଼ରେ ଅମିତାଭଙ୍କ ପେଣ୍ଟିଂ କଲେ ଦିବ୍ୟାଙ୍ଗ: ଇମୋଶନାଲ ହେଲେ ବିଗ୍‌ ବି

ମୁମ୍ବାଇ: ବଲିଉଡ୍‌ ଶେହନେସା ଅମିତାଭ ବଚ୍ଚନ ସବୁବେଳେ କିଛି ନା କିଛି କାରଣ ପାଇଁ ରହିଥାଆନ୍ତି ଚର୍ଚ୍ଚାରେ। ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଅମିତାଭ ଅନେକ ସମୟରେ ଏଥିପାଇଁ ଆସି ଥାଆନ୍ତି ଚର୍ଚ୍ଚାକୁ। ଏଥର ଏକ ପେଣ୍ଟିଂକୁ ନେଇ ସେ ସମସ୍ତଙ୍କ…

ସୁଶାନ୍ତଙ୍କ ନାମ ଏବେ ବି ରହିଛି ଅଙ୍କିତାଙ୍କ ଘର ନେମ୍‌ପ୍ଲେଟ୍‌ରେ

ମୁମ୍ବାଇ, ୨୦।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ଇତିମଧ୍ୟରେ ୬ ଦିନ ବିତିଛି। ସୁଶାନ୍ତ ଏବଂ ତାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେଙ୍କ ସମ୍ପର୍କକୁ ନେଇ ଏବେ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି। ଅଙ୍କିତା ସୁଶାନ୍ତ ଏବଂ ଅନ୍ୟ…

ସୁଶାନ୍ତଙ୍କୁ କେବଳ ଅଙ୍କିତା ପାରିଥାନ୍ତେ ବଞ୍ଚାଇ

ମୁମ୍ବାଇ, ୨୦।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଏବେ ବହୁ ଲୋକ ଭିନ୍ନ ଭିନ୍ନ ମନ୍ତବ୍ୟ ସୋସିଆଲ୍‌ ମିଡ଼ିଆରେ ଦେଉଥିବାର ଦେଖିବାକୁ ମିଳୁଛି। ସୁଶାନ୍ତଙ୍କୁ କେବଳ ତାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ହିଁ ବଞ୍ଚାଇ ପାରିଥାନ୍ତେ…

ସୁଶାନ୍ତଙ୍କ ବାନ୍ଧବୀ ରିୟାଙ୍କୁ ୯ ଘଣ୍ଟା ଜେରା କଲା ବାନ୍ଦ୍ରା ପୋଲିସ

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ନେଇ ବହୁ ଚର୍ଚ୍ଚା ହେଉଛି। ଏ ଦିଗରେ ମୁମ୍ବାଇ ପୋଲିସ ତାର ତଦନ୍ତକୁ ଜୋରଦାର କରିଛି। ସୁଶାନ୍ତଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତୀଙ୍କୁ ଶୁକ୍ରବାର ପୋଲିସ ଦୀର୍ଘ ୯ ଘଣ୍ଟା ଧରି ପଚରାଉଚରା…

ଇନ୍‌ଷ୍ଟାଗ୍ରାମରେ ବଢ଼ିଚାଲିଛି ସୁଶାନ୍ତଙ୍କ ଫଲୋଅର୍‌ ସଂଖ୍ୟା: କରନ୍‌-ଆଲିଆଙ୍କ କମୁଛି

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ନିଧନ ଖବର ଲକ୍ଷାଧିକ ପ୍ରଶଂସକଙ୍କ ପାଇଁ ବଡ଼ ଆଘାତ ପାଲଟିଛି। ବିଭିନ୍ନ ସୋସିଆଲ ମିଡିଆରେ ତାଙ୍କର ଲକ୍ଷାଧିକ ପ୍ରଶଂସକ ରହିଥିଲେ। ସେମାନେ ସୁଶାନ୍ତଙ୍କ ଗୋଟିଏ ପୋଷ୍ଟକୁ ଅନାଇ ବସୁଥିଲେ। ହେଲେ ଏବେ ତାହା…

‘ମେମୋରାଲାଇଜ୍ଡ’ କରି ରଖାଗଲା ସୁଶାନ୍ତଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବେ ଅଫେରା ରାଇଜର ପଥିକ ହୋଇସାରିଛନ୍ତି ସତ। ହେଲେ ତାଙ୍କ ସ୍ମୃତି ଆଜିବି ତାଙ୍କ ପ୍ରଶଂସକଙ୍କୁ ଅନ୍ୟମନସ୍କ କରୁଛି। ଅସମୟରେ ସୁଶାନ୍ତଙ୍କ ମୃତ୍ୟୁ ତାଙ୍କ ପ୍ରଶଂସକଙ୍କ ମନରେ ଗଭୀର ଆଘାତ ଦେଇଛି। ଏହାସହ…

ସଲମାନଙ୍କ ଉପରେ ରାଗୁଛନ୍ତି ସୁଶାନ୍ତଙ୍କ ପ୍ରଶଂସକ: ବିଙ୍ଗ୍‌ ହ୍ୟୁମାନ ଷ୍ଟୋରରେ ପଶି କଲେ ଭଙ୍ଗାରୁଜା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି। ସିନେଜଗତ, ରାଜନେତା ଏବଂ ଅନ୍ୟ କେତେକ ଲୋକଙ୍କ କହିବା ଅନୁଯାୟୀ, ବଲିଉଡ୍‌ରେ ସୁଶାନ୍ତଙ୍କୁ ଭେଦଭାବର ସାମ୍ନା କରିବାକୁ ପଡ଼ୁଥିଲା।…

ଅନୁଷ୍କା ଶର୍ମା ପ୍ରଯୋଜିତ ‘ବୁଲ୍‌ବୁଲ’ର ଟ୍ରେଲର ରିଲିଜ୍‌: ଅପରାଧ, ସସ୍‌ପେନ୍ସ, ପ୍ରେମରେ ଭରପୂର

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଦ୍ୱିତୀୟ ଓ୍ବେବ୍‌ ସିରିଜ୍‌ ‘ବୁଲବୁଲ’ର ଟ୍ରେଲର ରିଲିଜ୍‌ ହୋଇଛି। ଏଥିରେ ଅଭିନେତ୍ରୀ ତୃପ୍ତି ଡିମରୀଙ୍କୁ ବଙ୍ଗାଳୀ ବୋହୂ ଚରିତ୍ରରେ ଦେଖିବାକୁ ମିଳୁଛି। ସୁପରନେଚୁରାଲ କାହାଣୀ ଉପରେ ଆଧାରିତ ଏହି ଓ୍ବେବ୍‌ ସିରିଜ୍‌…

ସୁଶାନ୍ତଙ୍କ ମୃତ୍ୟୁକୁ ଗ୍ରହଣ କରିପାରୁ ନାହାନ୍ତି ଶ୍ରଦ୍ଧା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ପୁରା ବଲିଉଡ୍‌ଜଗତ ସ୍ତବ୍ଦ ହୋଇପଡ଼ିଛି। ସମସ୍ତେ ନିଜ ନିଜ ଶୈଳୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। କେହି ତାଙ୍କ ସହ ବିତାଇଥିବା ସମୟକୁ ମନେ ପକାଉଛନ୍ତି ତ ଆଉ କେହି ସୋସିଆଲ ମିଡିଆରେ…

ମହେଶ ଭଟ୍ଟଙ୍କ ସହ ଫଟୋକୁ ନେଇ ଟ୍ରୋଲ ହେଉଛନ୍ତି ସୁଶାନ୍ତଙ୍କ କଥିତ ପ୍ରେମିକା ରିଆ

ବମ୍ବେ: ‘ଏମ୍‌ଏସ୍‌ ଧୋନୀ: ଦ ଅନ୍‌ଟୋଲ୍ଡ ଷ୍ଟୋରୀ’ ଫେମ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ନାହାନ୍ତି। ହେଲେ ତାଙ୍କର ଆତ୍ମହତ୍ୟା ଅନେକ ପ୍ରଶ୍ନକୁ ଉଦ୍‌ଜୀବିତ କରିଛି। ବଲିଉଡ୍‌ର ନାମିଦାମୀ ଲୋକଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ତଦନ୍ତକୁ…

ସୁଶାନ୍ତଙ୍କ ଘରୁ ମିଳିଛି ପାଞ୍ଚଟି ଡାଏରୀ, ଲେଖିଥିଲେ ମନ କଥା

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉନାହିଁ। ଗୋଟିଏ ପଟେ ପ୍ରଶଂସକମାନେ ତାଙ୍କ ନିଧନକୁ ଗ୍ରହଣ କରିପାରୁ ନ ଥିବା ବେଳେ ପରିବାରଲୋକେ ମଧ୍ୟ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ପୋଲିସ ମଧ୍ୟ ଆତ୍ମହତ୍ୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?