ମନୋରଞ୍ଜନ

ବାପା ହେବାକୁ ଯାଉଛନ୍ତି ହାର୍ଦ୍ଦିକ: ନତାଶାଙ୍କୁ ଖୁସି କରିବାକୁ ଦେଲେ ଗୋଲାପ ଉପହାର

ବମ୍ବେ: ବାପା ହେବାକୁ ଯାଉଛନ୍ତି ହାର୍ଦ୍ଦିକ୍‌ ପାଣ୍ଡ୍ୟା। ଏହାକୁ ନେଇ ତାଙ୍କ ଖୁସି କହିଲେ ନ ସରେ। ପ୍ରତିଦିନ ସେ ପ୍ରେମିକା ତଥା ପତ୍ନୀ ନତାଶା ସ୍ଟାନ୍‌କୋଭିକ୍‌ଙ୍କୁ ଭିନ୍ନ ଭିନ୍ନ ଉପାୟରେ ସର୍‌ପ୍ରାଇଜ୍‌ କରୁଛନ୍ତି। ଏଇ ଯେମିତି ନିକଟରେ ଶହ ଶହ…

କଳାକାର ହିଁ ବୁଝିପାରେ ଅନ୍ୟ କଳାକାରର ମନ: ରାପ୍‌ କଣ୍ଠଶିଳ୍ପୀ ଡୁଲେଶ୍ୱରଙ୍କୁ ସହାୟତାର ହାତ ବଢାଇଲେ ହ୍ୟୁମାନ ସାଗର

ଭବାନୀପାଟଣା,୧୯।୬ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଡୁଲେଶ୍ୱର ତାଣ୍ଡି ଜଣେ ବିପ୍ଲବୀ ରାପ୍‌ ସଙ୍ଗୀତକାର। ସେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ। ହେଲେ ତାଙ୍କ ପରିବାରର ଆର୍ଥତ୍କ ସ୍ଥିତି ଭଲ ନ ଥିବାରୁ ସେ ଅସୁବିଧାରେ ଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର…

ପୂଜାପାଠରୁ ଦିନ ଆରମ୍ଭ କରୁଥିଲେ ସୁଶାନ୍ତ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ଏବେ ଆଉ ଆମ ଗହଣରେ ନାହାନ୍ତି ସତ କିନ୍ତୁ ତାଙ୍କ ସ୍ମୃତି ସବୁବେଳେ ଆମ ସହ ରହିବ। ଏବେ ସୁଶାନ୍ତଙ୍କ ଅନେକ ଥ୍ରୋବ୍ୟାକ୍‌ ଭିଡିଓ ଓ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ସୁଶାନ୍ତଙ୍କ ପାଇଁ ଡାଏରୀ ଲେଖୁଥିଲେ ଛାତ୍ରୀ, ମୃତ୍ୟୁ ଖବର ପାଇ ହାରିଲେ ଜୀବନ

ମୁମ୍ବାଇ: ବଲିଉଡ୍‌ ଆକ୍ଟର ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ତାଙ୍କ ପ୍ରଶଂସକମାନେ ଜଣକ ପରେ ଜଣେ ଆତ୍ମହତ୍ୟା କରିଚାଲିଛନ୍ତି। ଏବେ ଆଉ ଜଣେ ପ୍ରଶଂସକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଭାରତର କେନ୍ଦ୍ରଶାସିତ ଅଞ୍ଚଳ ଆଣ୍ଡାମାନ- ନିକୋବର ଦ୍ୱୀପରେ ଜଣେ ଛାତ୍ରୀ…

ଅଭୟ-୨ ଓ୍ବେବସିରିଜ୍‌ରେ ରାମ କପୁରଙ୍କ ଭୟଙ୍କର ରୂପ

ମୁମ୍ବାଇ: ଜି-୫ ସାଇକ୍ଲୋଜିକାଲ ଥ୍ରିଲର ଅଭୟର ଦ୍ୱିତୀୟ ଭାଗ ଖୁବ୍‌ଶୀଘ୍ର ରିଲିଜ୍‌ ହେବାକୁ ଯାଉଛି। ଏହି ଓ୍ବେବସିରିଜ୍‌ର ପ୍ରୋମୋ ମଧ୍ୟ ରିଲିଜ୍‌ ହୋଇସାରିଛି। ଚଳିତ ଥର ସବୁଠାରୁ ଲେକପ୍ରିୟ ଟେଲି କଳାକାର ରାମ କପୁର ଏହି ସିରିଜ୍‌ରେ ମୁଖ୍ୟ ଚରିତ୍ରରେ ନଜର…

ଦୀପିକାଙ୍କୁ ପିଠିରେ ବସାଇ ପୁଶ୍‌ଅପ୍‌ ମାରିଲେ ଏହି ଅଭିନେତା

ଟିଭି ସିରିଏଲ ସସୁରାଲ୍‌ ସିମର୍‌ ଫେମ୍‌ ଅଭିନେତା ସୋଏବ ଇବ୍ରାହିମ ନିଜ ଫିଟ୍‌ନେସ୍‌କୁ ନେଇ ବେଶୀ ସତର୍କ ଥାନ୍ତି। ଏଥିପାଇଁ ନିଜ ଖାଦ୍ୟପେୟ ଏବଂ ଜିମ୍‌ ଯିବା ଉପରେ ଧ୍ୟାନ ଦେଇଥାନ୍ତି। କରୋନା ଯୋଗୁ ଏବେ ଜିମ୍‌ ବନ୍ଦ ଥିବାରୁ ଇବ୍ରାହିମ୍‌…

ସୁଶାନ୍ତଙ୍କ ପ୍ରତ୍ୟେକ ଟି-ଶର୍ଟରେ ଲେଖାଥିଲା ଏପରି କିଛି ବାର୍ତ୍ତା

ସୁଶାନ୍ତ ସିଂ ରାଜପୁତ୍‌ ବଲିଉଡ୍‌ର କେବଳ ଜଣେ ଭଲ ଅଭିନେତା ନ ଥିଲେ, ବରଂ ସେ ଜଣେ ଭଲ ମଣିଷ ମଧ୍ୟ ଥିଲେ। ଯାହା ସେ ପିନ୍ଧୁଥିବା ପୋଷାକରୁ ଜଣାପଡୁଛି। ସୁଶାନ୍ତଙ୍କୁ ଅନେକ ସମୟରେ ସ୍ଲୋଗାନ ଲେଖାଥିବା ଟି-ଶର୍ଟ ପିନ୍ଧୁଥିଲେ। ଯେଉଁଥିରେ…

ପିତାଙ୍କ ଶିକ୍ଷାକୁ ମନେ ପକାଇଲେ ଅମିତାଭ: କହିଲେ ମନ ଚାହେଁ ତ ଭଲ, ମନ ଚାହୁଁନି ତ ସବୁଠୁ ଭଲ

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ଏବଂ ତାଙ୍କ ପିତାଙ୍କ ସମ୍ପର୍କ କେତେ ଭଲ ତାହା ପ୍ରଶଂସକମାନେ ବେଶ୍‌ ଭଲ ଭାବେ ଜାଣିଛନ୍ତି। ଦୁହେଁ ଦୁହିଁଙ୍କ ଖୁବ୍‌ ନିକଟତର ଥିଲେ। ଅମିତାଭ ଆଜି ବି ଏ ବୟସରେ ପ୍ରତି ମୁହୂର୍ତ୍ତରେ ପିତାଙ୍କୁ…

ସୁଶାନ୍ତଙ୍କ ଉପରେ ନିର୍ମାଣ ହେବ ଫିଲ୍ମ, ପୋଷ୍ଟର ରିଲିଜ୍‌

ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତା’ର କାରଣ ଏଯାଏ ଜଣାପଡିନାହିଁ।…

ପ୍ରଥମ ବିବାହ ବାର୍ଷିକୀରେ ରୋମାଣ୍ଟିକ ହେଲେ ନୁଶରତ୍‌

ପଶ୍ଚିମବଙ୍ଗର ବସିରହାଟରୁ ନବନିର୍ବାଚିତ ତୃଣମୂଳ ସାଂସଦ ନୁଶରତ୍‌ ଜାହାଁ ପ୍ରଥମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ସେ ସ୍ବାମୀଙ୍କ ସହ ଏକ ରୋମାଣ୍ଟିକ ଫଟୋ ଶେୟାର କରିଛନ୍ତି। ଫଟୋ ଶେୟାର କହିଛନ୍ତି, ତୁମେ ମୋ ବର୍ତ୍ତମାନ, ଭବିଷ୍ୟତ। ହୃଦୟରୁ…

ସୁଶାନ୍ତଙ୍କ ପରି ଅବିକଳ ଦେଖାଯାଉଥିବା ସାକିଙ୍କ ଭିଡିଓ ଭାଇରାଲ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ପରିବାର ତଥା ପ୍ରଶଂସକଙ୍କୁ ସ୍ତବ୍ଧ କରିଦେଇଛି। ତାଙ୍କ ମୃତ୍ୟୁକୁ ଇତିମଧ୍ୟରେ ୫ ଦିନ ବିତିଯାଇଥିଲେ ମଧ୍ୟ ଏହାକୁ କେହି ସହଜରେ ବିଶ୍ୱାସ କରିପାରୁ ନାହାନ୍ତି। ବଲିଉଡ୍‌ କଳାକାରଙ୍କଠାରୁ ଆରମ୍ଭକରି ରାଜନେତା ପର୍ଯ୍ୟନ୍ତ…

ଶହୀଦ ସେନାଙ୍କ ଉଦ୍ଦେଶ୍ୟରେ ସଂସ୍କୃତରେ ଶ୍ଳୋକ ଲେଖିଲେ ପ୍ରିୟଙ୍କା

ମୁମ୍ବାଇ: ଭାରତ-ଚାଇନା ସୀମା ବିବାଦକୁ ନେଇ ଲଦ୍ଦାଖର ଗଲଓ୍ବାନ ଘାଟିରେ ଶହୀଦ ହୋଇଥିବା ୨୦ ସେନାଙ୍କୁ ଦେଶ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛି। ବଲିଉଡ୍‌ ସେଲିବ୍ରିଟି ଅକ୍ଷୟ କୁମାର, କାର୍ତ୍ତିକ ଆର୍ଯ୍ୟନ, ଅମିତାଭ ବଚ୍ଚନ ମଧ୍ୟ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏବେ ବଲିଉଡ୍‌ର ଦେଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?