ମନୋରଞ୍ଜନ

ସଲ୍‌ମାନଙ୍କ ବଦାନ୍ୟତା

ମୁମ୍ବାଇ: କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଦେଶବାସୀଙ୍କୁ ତଥା ସରକାରଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଅନେକ ବଲିଉଡ୍‌ ତାରକା। ଏଥିମଧ୍ୟରେ ସୁପରଷ୍ଟାର୍‌ ସଲ୍‌ମାନ ଖାନ୍‌ ମଧ୍ୟ ସାମିଲ ଅଛନ୍ତି। ଏଭଳି ପରିସ୍ଥିତିରେ ସେ ଲଗାତର ଅଭାବୀ ଲୋକଙ୍କୁ ସାହାଯ୍ୟ…

‘ନିଜଲୋକ ଭଳି ଚିକିତ୍ସା କରୁଥିଲେ’

ମୁମ୍ବାଇ: ଦୀର୍ଘ ୨ବର୍ଷ ଧରି କ୍ୟାନ୍‌ସର୍‌ ସହ ଲଢ଼େଇ କରି ଶେଷରେ ଆରପାରିକୁ ଚାଲିଯାଇଛନ୍ତି ବଲିଉଡ୍‌ର ଭେଟେରାନ୍‌ ଅଭିନେତା ଋଷି କପୁର। ତାଙ୍କ ବିୟୋଗ ପରିବାର ଏବଂ ଫ୍ୟାନ୍‌ ମାନଙ୍କୁ ସ୍ତବ୍ଧ କରିଦେଇଛି। ହେଲେ ଦୀର୍ଘ ୨ ବର୍ଷ ଧରି ତାଙ୍କର…

ହେୟାର କଟ୍‌ କଲେ ଇଲିୟାନା

ମୁମ୍ବାଇ: ଲକ୍‌ଡାଉନ୍‌ ସମୟରେ ବଲିଉଡ୍‌ର ବହୁ ଅଭିନେତା, ଅଭିନେତ୍ରୀ ନିଜ କାମ କରି ସୋସିଆଲ ମିଡିଆରେ ଫଟୋ ଶେୟାର କରୁଥିବା ନଜରକୁ ଆସିଛନ୍ତି। ଏହି ବଲିଉଡ ତାରକାମାନେ ନିଜ ପାର୍ଟନର କିମ୍ବା ଘରର ଅନ୍ୟ ସଦସ୍ୟଙ୍କର ହେୟାର କଟ୍‌ କରି ବେଶ୍‌…

‘ପୁଣି ହସିବ ଓଡ଼ିଶା’ରେ ହେମା ମାଳିନୀଙ୍କ ଓଡ଼ିଶୀନୃତ୍ୟ

ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କରିବାକୁ ପ୍ରସ୍ତୁତ ହୋଇଥିବା ‘ପୁଣି ହସିବ ଓଡ଼ିଶା’ ମ୍ୟୁଜିକ୍‌ ଭିଡ଼ିଓ ପୁଣିଥରେ ଭାଇରାଲ ହୋଇଛି। ଏହି ଗୀତର ତାଳେ ତାଳେ ଓଡ଼ିଶୀନୃତ୍ୟ କରିଛନ୍ତି ରାଜ୍ୟର ଖ୍ୟାତନାମା ଓଡ଼ିଶୀ ନୃତ୍ୟଶିଳ୍ପୀ ଏବଂ କଳାକାରମାନେ। ହେଲେ ଭିଡ଼ିଓର…

ବାହୁବଳୀ ପରେ ରାମାୟଣକୁ ନେଇ ଫିଲ୍ମ କରିବେ ରାଜାମୌଳି !

ମୁମ୍ବାଇ: ରାମାୟଣକୁ ନେଇ ଲୋକଙ୍କ ଭିତରେ କେତେ କ୍ରେଜ୍‌ ରହିଛି ଏବେ ତାହା ସ୍ପଷ୍ଟ ବାରି ହୋଇ ପଡିଛି। ଦେଶରେ ଚାଲିଥିବା ଲକ୍‌ଡାଉନ ସମୟରେ ଦୂରଦର୍ଶନରେ ପୁଣିଥରେ ପ୍ରସାରଣ କରାଯାଇଥିବା ରାମାୟଣ ସବୁ ରେକର୍ଡ ଭାଙ୍ଗିବା ପରେ ଏହା ସ୍ପଷ୍ଟ ହୋଇଛି।…

‘ରାମାୟଣ’, ‘ମହାଭାରତ’କୁ ନେଇ ଟିଆର୍‌ପି ଦୌଡରେ ଦୁଇ ଘରୋଇ ଚ୍ୟାନେଲ

ନୂଆଦିଲ୍ଲୀ,୪।୫: କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଦୂରଦର୍ଶନରେ ପ୍ରସାରିତ ହୋଇଥିଲା ପୁରୁଣା ଧାରାବାହିକ ‘ରାମାୟଣ’ ଓ ‘ମହାଭାରତ’। ଦର୍ଶକେ ଏହାକୁ ଏତେ ମାତ୍ରାରେ ପସନ୍ଦ କରିଥିଲେ ଯେ ଲକ୍‌ଡାଉନ ସମୟରେ ଟିଆର୍‌ପିରେ ରେକର୍ଡ କରିଥିଲା ଦୂରଦର୍ଶନ।…

କଲର୍ସ ଚ୍ୟାନେଲରେ ପ୍ରସାରିତ ହେବ ‘ମହାଭାରତ’!

ମୁମ୍ବାଇ,୩।୫: କରୋନା ଲକ୍‌ଡାଉନ ପାଇଁ ଏବେ ସବୁ ଶୁଟିଂ ବନ୍ଦ ଥିବାରୁ ଟେଲିଭିଜନରେ ପୁରୁଣା ଧାରାବାହିକ ଗୁଡିକ ପୁଣିଥରେ ଦେଖିବାକୁ ମିଳିଛି। ଘରୋଇ ଚ୍ୟାନେଲର ପ୍ରତିଯୋଗୀତାରେ ଏକ ପ୍ରକାର ନିଜର ଅସ୍ତିତ୍ୱ ହରାଇଥିବା ଦୂରଦର୍ଶନ ଏବେ ପୁଣିଥରେ ଲୋକଙ୍କ ପ୍ରିୟ ଚ୍ୟାନେଲ…

ଦୀପିକା ବାହାରୁ ଯେତିକି ସୁନ୍ଦର ଭିତରୁ ତା’ଠାରୁ ଅଧିକ ସୁନ୍ଦର: ଅନନ୍ୟା

ମୁମ୍ବାଇ: ଏବେ ଲକ୍‌ଡାଉନ ଚାଲିଥିବାରୁ ବଲଉଡ୍‌ର ସମସ୍ତ ଶୁଟିଂ ବନ୍ଦ ରହିଛି। ହେଲେ ଆଗକୁ କିଛି ଫିଲ୍ମର ଶୁଟିଂ ପାଇଁ ସବୁକିଛି ଧାର୍ଯ୍ୟ କରାଗଲାଣି ବୋଲି ଶୁଣିବାକୁ ମିଳିଛି। ଏମିତିକି ଷ୍ଟାରକାଷ୍ଟ ମଧ୍ୟ ଫାଇନାଲ ହୋଇଗଲାଣି। ଏହି କ୍ରମରେ ନିର୍ଦ୍ଦେଶକ ଶକୁନ…

ଲକ୍‌ଡାଉନରେ ପୁଅର ଚୁଟି କାଟୁଛନ୍ତି ଶୈଫ

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣ ପାଇଁ ଦେଶରେ ଚାଲିଛି ଲକ୍‌ଡାଉନ୍‌। ଏହି ସମୟରେ ସମସ୍ତେ ନିଜ ନିଜ ପରିବାର ସହ କ୍ୱାଲିଟି ଟାଇମ୍‌ ସ୍ପେଣ୍ଡ କରୁଛନ୍ତି। ବିଶେଷ ଭାବେ ଘରଲୋକଙ୍କ ପାଇଁ ହାତରେ ସମୟ ନ ଥିବା ସେଲିବ୍ରିଟିମାନେ ଏବେ ଅଧିକାଂଶ…

ପିପିଇ କିଟ୍‌ ଦାନ କରିବାକୁ ଅନୁରୋଧ କଲେ ସୋନାକ୍ଷୀ

ମୁମ୍ବାଇ: ଦେଶ କରୋନା ଭାଇରସ ସହ ଲଢୁଥିବା ବେଳେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଛନ୍ତି ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ନର୍ସ। ଏମାନେ ସିଧାସଳଖ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସୁଥିବା ବେଳେ ଏମାନଙ୍କ ନିକଟରେ ଶୀଘ୍ର ସଂକ୍ରମଣର ଭୟ ରହିଛି। ତେଣୁ…

ଟିଆର୍‌ପିରେ ଇତିହାସ ରଚିଲା ରାମାୟଣ

ନୂଆଦିଲ୍ଲୀ,୨।୫: କରୋନା ସଂକ୍ରମଣ ଯୋଗୁ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ। ଏହି ସମୟରେ ଘରେ ବସି ରହିଥିବା ଲୋକଙ୍କ ମନୋରଞ୍ଜନ ପାଇଁ ଦୂରଦର୍ଶନରେ ପ୍ରସାରିତ ହେଉଛି ଧାରାବାହିକ ରାମାୟଣ। ୩ ଦଶକ ପୂର୍ବରୁ ରାମାନନ୍ଦ ସାଗରଙ୍କ ଦ୍ୱାରା ପ୍ରସ୍ତୁତ ଏହି…

ସୀତା ନବମୀରେ ଶେଷ ହେଉଛି ଉତ୍ତର ରାମାୟଣ: ୧୪ ଦିନରେ ପ୍ରସାରିତ ହୋଇଛି ୪୪ ଏପିସୋଡ୍‌

ନୂଆଦିଲ୍ଲୀ,୨।୫: ଲକ୍‌ଡାଉନ୍‌ରେ ଦୂରଦର୍ଶନ ପକ୍ଷରୁ ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ରାମାୟଣର ପ୍ରସାରଣ ଆରମ୍ଭ ହୋଇଥିଲା। ଏବେ ଉତ୍ତର ରାମାୟଣ ପ୍ରସାରିତ ହେଉଥିବାବେଳେ ଏହାର ଶେଷ ଏପିସୋଡ୍‌ ଶନିବାର ରାତ୍ର ୯ଟାରୁ ୧୧ ପର୍ଯ୍ୟନ୍ତ ପ୍ରସାରିତ ହେଉଛି। ସୀତା ନବମୀରେ ଏହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri