ମନୋରଞ୍ଜନ

ସୁଶାନ୍ତଙ୍କ ସମ୍ମାନରେ ୩୪୦୦ ପରିବାରଙ୍କୁ ଭୋଜନ ଦେବେ ପ୍ରଗ୍ୟା

ମୁମ୍ବାଇ, ୧୮।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ନେଇ ନିର୍ଦ୍ଦେଶକ ଅଭିଷେକ କପୁରଙ୍କ ପରିବାର ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ସୁଶାନ୍ତଙ୍କ ସହିତ ଅଭିଷେକଙ୍କ ପରିବାରର ଭଲ ସମ୍ପର୍କ ଥିଲା। ତେଣୁ ଅଭିଷେକଙ୍କ ସ୍ତ୍ରୀ ପ୍ରଗ୍ୟା କପୁର ସୁଶାନ୍ତଙ୍କ ସମ୍ମାନରେ…

ଟେନସନ୍‌ ଅନ୍ତରାଳେ..

ପ୍ରେମରେ ପଡିବା ପୁଣି ସେଥିରେ ସଫଳ ହେବା-ଏହି ଦୁଇଟି ଭିନ୍ନ ବିଷୟ। ତେବେ ପ୍ରେମର ମଧୁରେଣ ସମାପୟେତ ପାଇଁ ହୃଦୟଟି ସେମିତି ସଚ୍ଚା ହେବା ଦରକାର। ହେଲେ ପ୍ରେମରେ ପଡିବା ପରେ ଯେ ଏପରି ପରିସ୍ଥିତିର ସାମନା କରିବାକୁ ପଡିବ ତାହା…

ବଲିଉଡରୁ ବଂଶବାଦ ନ ହଟିଲେ ସୁଶାନ୍ତଙ୍କ ଭଳି ଘଟୁଥିବ ଆତ୍ମହତ୍ୟା ଘଟଣା: ଅଭିଯୋଗ ଆଣିଲେ ଜିହା ଖାଁଙ୍କ ମା’

ମୁମ୍ବାଇ, ୧୮।୬: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡରେ ଚାଲିଥିବା ବଂଶବାଦ ବିରୋଧରେ ସ୍ବର ଉଠିବାରେ ଲାଗିଛି। ସୁଶାନ୍ତଙ୍କ ଭଳି ଆତ୍ମହତ୍ୟା କରିଥିବା ଜିହା ଖାଁଙ୍କ ମା’ ରାବିୟା ଅମିନ୍‌ ଏବେ ମୁହଁ ଖୋଲିଛନ୍ତି। ବଲିଉଡ୍‌ରୁ ବଂଶବାଦ ନ…

ଆଉ ଜଣେ ପରଦେଶୀ ନାୟିକା

ରୁଷୀୟ ଲଳନା ଆଲେକ୍‌ଜାଣ୍ଡ୍ରା ସ୍କେଲସୁନୋଭା ଓରଫ ସାସା। ମଡେଲିଂ ସହ ଜଡ଼ିତ ଏହି ନବାଗତା ପ୍ରଥମ ଥର ପାଇଁ ଓଡ଼ିଆ ସିନେମାରେ ଅଭିନୟ କରୁଛନ୍ତି। ନୂଆ ଓଡ଼ିଆ ସିନେମା ‘ବାୟ ବାୟ ଦିଲ୍‌’ର ନାୟିକା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି ସେ ।…

ଶେଷଥର ପାଇଁ କେବେ ହ୍ବାଟ୍‌ସଆପ୍‌ ଦେଖିଥିଲେ ସୁଶାନ୍ତ

ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତା’ର କାରଣ ଏଯାଏ ଜଣାପଡିନାହିଁ।…

ଲିପ୍‌ ବାମ୍‌, ଫେସ୍‌ଓ୍ବାଶ ଓ ପରିଣିତି

ପରିଣିତି ଚୋପ୍ରାଙ୍କୁ ପ୍ରଥମେ ବ୍ରେକ୍‌ ମିଳିଥିଲା ‘ଲେଡିଜ୍‌ ଭର୍ସେସ ରିକି ବହଲ’ ସିନେମାରୁ। ପ୍ରଥମ ସିନେମାକୁ ନେଇ କାହିଁ କେତେ ଆଶା ବାନ୍ଧି ବସିଥିଲେ ସେ। ଫିଲ୍ମ ବି ସଫଳ ହେଲା । ପାଠ ପଢ଼ିବା ସମୟରେ ପରିଣିତି ନିଜକୁ ଜଣେ…

ସୋସିଆଲ ମିଡିିଆରେ ଟ୍ରୋଲ ହେବା ପରେ କମେଣ୍ଟ ସେକ୍ସନ ବନ୍ଦ କଲେ ସୋନମ

ମୁମ୍ବାଇ : ରବିବାର ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଖାଲି ସିନେ ଜଗତ ନୁହେଁ, ସମଗ୍ର ଦେଶବାସୀଙ୍କୁ ଚକିତ କରିଛି। ସମସ୍ତେ ଏହି ଆତ୍ମହତ୍ୟାର କାରଣ ଖୋଜୁଛନ୍ତି। ସୁଶାନ୍ତଙ୍କ ଘରୁ ମଧ୍ୟ ସୁଇସାଇଡ୍‌ ନୋଟ୍‌ ଜବତ ହୋଇନାହିଁ। ଅନ୍ୟପଟେ ସୋସିଆଲ…

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା:  କରନ, ସଲମାନଙ୍କ ସମେତ ୮ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ

ମୁମ୍ବାଇ,୧୭।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଚାଲିଛି। ତାଙ୍କ ଭଳି ଭର୍ସାଟାଇଲ ଅଭିନେତା ଏଭଳି ପଦକ୍ଷେପ କାହିଁକି ନେଲେ ସେନେଇ ଏବେ ସମସ୍ତଙ୍କ ମନରେ ଉଙ୍କି ମାରୁଛି। ଏହି ପ୍ରଶ୍ନର ଉତ୍ତର ପାଇଁ…

ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି: ପ୍ରତିଟି ଅକ୍ଷରରେ ତାଙ୍କ ଫିଲ୍ମର ଚରିତ୍ର ତିଆରିକଲେ ଚିତ୍ରକାର

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇପଡ଼ିଛି ସିନେଜଗତ। ପ୍ରଶଂସକଙ୍କଠାରୁ ଆରମ୍ଭକରି ସେଲିବ୍ରିଟିମାନେ ତାଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରୁଛନ୍ତି। କେହି କେହି ତାଙ୍କ ମୃତ୍ୟୁକୁ ବିଶ୍ୱାସ କରିପାରୁ ନ ଥିବାବେଳେ ଆଉ କେହି ତାଙ୍କୁ ଫେରିଆସିବାକୁ…

କରନ-ସଲମାନ-ୟଶରାଜ ଫିଲ୍ମକୁ ବହିଷ୍କାର ପାଇଁ ଅନ୍‌ଲାଇନ୍‌ ପିଟିଶନ୍‌: ୮ ଲକ୍ଷ ୫୦ ହଜାରରୁ ଅଧିକ ୟୁଜର କଲେ ସାଇନ୍‌

ମୁମ୍ବାଇ, ୧୭।୬: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ବଲିଉଡରେ ବଂଶବାଦ ସୃଷ୍ଟି କରିଥିବା ଅଭିନେତା ଏବଂ ଫିଲ୍ମ ନିର୍ମାତାଙ୍କୁ ବହିଷ୍କାର କରିବା ଲାଗି ଏକ ଅନ୍‌ଲାଇନ୍‌ ପିଟିଶନ୍‌ ଆରମ୍ଭ ହୋଇଛି। ଏହାକୁ ଜୟଶ୍ରୀ ଶର୍ମା ଶ୍ରୀକାନ୍ତ ନାମକ ଜଣେ ଫେସବୁକ୍‌…

ସୁଶାନ୍ତଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ୫ ବର୍ଷର ଭଣଜା ନିର୍ବାଣ

ମୁମ୍ବାଇ: ବଲିଉଡ୍‌ ଆକ୍ଟର ସୁଶାନ୍ତ ସିଂ ରାଜପୁତ ରବିବାର ଆତ୍ମହତ୍ୟା କରିଥିଲେ। ମୁମ୍ବାଇସ୍ଥିତ ନିଜ ଘରେ ସେ ଏପରି ଘଟାଇଥିଲେ। ଏହି ଖବର ପୂରା ଫିଲ୍ମ ଇଣ୍ଡଷ୍ଟ୍ରିକୁ ହତବାକ୍‌ କରିଦେଇଥିଲା। ମାତ୍ର ୩୪ ବର୍ଷ ବୟସରେ ସୁଶାନ୍ତ ଦୁନିଆରୁ ବିଦାୟ ନେଇଗଲେ…

ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣିବା ପରେ ଭାଙ୍ଗି ପଡ଼ିଛନ୍ତି ଅଙ୍କିତା

ବମ୍ବେ: ଦିନ ଥିଲା ଉଭୟ ଉଭୟଙ୍କୁ ଭଲପାଇ ବସିଥିଲେ। ବିବାହ କରିବେ ବୋଲି ନିଷ୍ପତ୍ତି ମଧ୍ୟ ନେଇଥିଲେ। ହେଲେ ଏହା ହୋଇପାରି ନ ଥିଲା। ଶେଷରେ ସୁଶାନ୍ତ ସିଂ ରାଜପୁତଙ୍କଠାରୁ ଅଲଗା ହୋଇଥିଲେ ଅଭିନେତ୍ରୀ ତଥା ପ୍ରେମିକା ଅଙ୍କିତା ଲୋଖଣ୍ଡେ। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?