ଫସିଗଲେ ଅଭିନେତା ସାହିଲ
ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ ସମେତ ୩୨ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏହି ଲୋକଙ୍କ ମଧ୍ୟରେ...
ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ
ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ ହୋଇଛି। ପ୍ରଥମ...
ରାମାୟଣ ସେଟ୍ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍ ଭାଇରାଲ୍, ରାମ-ସୀତା ଅବତାରରେ ଆସିଲେ ନଜର
ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର ଆସିବେ। ତାଙ୍କ ସହ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସାଇ ପଲ୍ଲବୀ ମାତା ସୀତା...
ସଲମାନଙ୍କ ଘର ବାହାରେ ଗୁଳିମାଡ଼ ଘଟଣା: ମାଷ୍ଟରମାଇଣ୍ଡଙ୍କ ବିରୋଧରେ ଲୁକଆଉଟ୍ ସର୍କୁଲାର ଜାରି
ମୁମ୍ବାଇ,୨୭।୪: ବାନ୍ଦ୍ରାସ୍ଥିତ ବଲିଉଡ୍ ଅଭିନେତା ସଲମାନ ଖାନଙ୍କ ଆବାସ ବାହାରେ ହୋଇଥିବା ଗୁଳିମାଡ଼ ଘଟଣାରେ ଅନ୍ମୋଲ ବିଶ୍ନୋଇଙ୍କ ବିରୋଧରେ ଲୁକ୍ଆଉଟ୍ ନୋଟିସ୍ ଜାରି କରାଯାଇଛି। ଅନମୋଲ ହେଉଛନ୍ତି ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଶ୍ନୋଇଙ୍କ ସାନ ଭାଇ। ତେବେ ଏହି ମାମଲାରେ ପୋଲିସ...
ଘର ଛାଡ଼ିବେନି ସଲମାନ୍
ବମ୍ବେ: ବଲିଉଡ୍ର ତିନି ଖାନ୍ଙ୍କ ମଧ୍ୟରୁ ସଲମାନ୍ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା ବେଶ ଲମ୍ବା। ଏଥିଲାଗି ତାଙ୍କର ଟିକିଏ ଝଲକ ପାଇବାକୁ ସେ ରହୁଥିବା ଗାଲାକ୍ସି...
ଖୁବ୍ଶୀଘ୍ର ଆସୁଛି ‘କୌନ୍ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ
ମୁମ୍ବାଇ: ବିଗ୍ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍ ଶୋ’ କୌନ୍ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍ ଆସିବ। ପ୍ରଶଂସକମାନେ ପ୍ରତ୍ୟେକ ସିଜନ୍ରେ ବହୁତ ଭଲ ପାଇବା ଦିଅନ୍ତି। କିନ୍ତୁ ଆପଣ...
ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!
ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ ଡେଟ୍ କରୁଥିଲେ। କିଛିଦିନ ତଳେ ସେମାନଙ୍କର ବିବାହ ନେଇ ଖବର ଶୁଣିବାକୁ ମିଳିଥିଲା।...
ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା
ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ ନିଜର ବ୍ୟକ୍ତିଗତ ଜୀବନକୁ ଲାଇମ୍ଲାଇଟ୍ରୁ ଦୂରେଇ ରଖୁଥିବାରୁ କିଏ ସେହି ଯୁବକ ତାହା...
ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ
ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍ ମ୍ୟାଚ୍ ଷ୍ଟ୍ରିମିଂ ମାମଲାରେ ସାମିଲ ହୋଇଛି। ମହାରାଷ୍ଟ୍ର ସାଇବର ସେଲ ତମନ୍ନାକୁ ସମନ ପଠାଇଛି।...
ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର
ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର ମଧ୍ୟ ଭାଜପା ଟିକେଟରୁ ନିର୍ବାଚନ ଲଢ଼ୁଛନ୍ତି। ତେବେ ସେ ନିର୍ବାଚନ ଲଢିବାକୁ ତାଙ୍କ...
ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା
ମୁମ୍ବାଇ: ବଲିଉଡ୍ର ପ୍ରତିଭାବାନ୍ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ଭିଡିଓରେ ଶ୍ରଦ୍ଧା ଏକ ଜୁଏଲେରୀ ଦୋକାନରେ...
କ୍ୟାନ୍ସରରେ ଆଖି ବୁଜିଲେ ଫେଶନ ଇନ୍ଫ୍ଲୁଏନ୍ସର ସୁରଭି ଜୈନ
ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍ସରରେ ପୀଡ଼ିତ ଥିଲେ। ଇନ୍ଷ୍ଟାଗ୍ରାମରେ ତାଙ୍କର ୫୧.୮ହଜାର ପ୍ରଶଂସକ ରହିଛନ୍ତି। ୮ ସପ୍ତାହ ପୂର୍ବରୁ ସେ ଇନ୍ଷ୍ଟାଗ୍ରାମରେ ତାଙ୍କର ଶେଷ...
Archives


