ମନୋରଞ୍ଜନ

ଚୀର ନିଦ୍ରାରେ ସୁଶାନ୍ତ

ମୁମ୍ବାଇ,୧୫।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷକୃତ୍ୟ ମୁମ୍ବାଇ ସ୍ଥିତ ଭିଲେ ପାର୍ଲେ ସ୍ଥିତ ଶ୍ମଶାନ ଘାଟରେ କରାଯାଇଛି। ସୁଶାନ୍ତଙ୍କୁ ବିଦାୟ ଦେବାକୁ ବଲିଉଡ୍‌ ନାୟିକା କ୍ରିତି ସାନନ, ଶ୍ରଦ୍ଧା କପୁର ପହଞ୍ଚିଥିବା ବେଳେ ବାନ୍ଧବୀ ରିୟା ଚକ୍ରବର୍ତ୍ତିଙ୍କୁ ମଧ୍ୟ…

ସୁଶାନ୍ତଙ୍କ ବାନ୍ଧବୀ ରିଆଙ୍କ ଉପରେ ସମସ୍ତଙ୍କ ନଜର

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ। ବଲିଉଡ୍‌ର ଏହି ପରିଚିତ ନାଁଟି ଏବେ ଅତିତ ହୋଇଯାଇଛି। ଅସମୟରେ ଦୁନିଆରୁ ବିଦାୟ ନେଇଥିବା ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ ସମସ୍ତଙ୍କୁ ଏକ ପ୍ରକାର ଚମକାଇ ଦେଇଛି। ହେଲେ କାହିଁକି ମାତ୍ର ୩୪…

ପ୍ରଥମ କୋ-ଷ୍ଟାରଙ୍କୁ ହରାଇ ଦୁଃଖ ପ୍ରକାଶ କଲେ ସାରା

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତ ସମସ୍ତଙ୍କ ନିକଟରୁ ସବୁଦିନ ପାଇଁ ବିଦାୟ ନେଇଥିଲେ ମଧ୍ୟ ଏହାକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବଲିଉଡ୍‌ ନାୟିକା ସାରା ଅଲି ଖାଁ ତାଙ୍କ ପ୍ରଥମ ଡେବ୍ୟୁ ଫିଲ୍ମ ‘କେଦାରନାଥ’ ସୁଶାନ୍ତଙ୍କ…

ଅନ୍ତିମ ସଂସ୍କାର ପୂର୍ବରୁ ସୁଶାନ୍ତଙ୍କର ହେବ କରୋନା ଟେଷ୍ଟ

ମୁମ୍ବାଇ, ୧୫।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ସୋମବାର ମୁମ୍ବାଇ ସ୍ଥିତ ପବନ ହଂସ ଶ୍ମଶାନ ନିକଟ ଭିଲେ ପାର୍ଲେରେ ଅନ୍ତିମ ସଂସ୍କାର କରାଯିବ। ବିହାର ପାଟନାରୁ ଶୁଶାନ୍ତଙ୍କ ବାପା ମୁମ୍ବାଇ ପହଞ୍ଚିବା ପରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ…

ମୁମ୍ବାଇରେ ସମ୍ପନ୍ନ ହେବ ସୁଶାନ୍ତଙ୍କ ଶେଷକୃତ୍ୟ

ମୁମ୍ବାଇ,୧୫।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଅକାଳ ବିୟୋଗ ତାଙ୍କ ପ୍ରଶଂସକ ତଥା ସିନେ ପ୍ରେମୀଙ୍କ ମନରେ ଗଭୀର ଆଘାତ ସୃଷ୍ଟି କରିଛି। ମୁମ୍ବାଇର ବାନ୍ଦ୍ରାରେ ଥିବା ନିଜ ଘରେ ସେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଥିବା ବେଳେ…

ଆସିଲା ସୁଶାନ୍ତ ସିଂ ରାଜପୁତଙ୍କ ପୋଷ୍ଟମର୍ଟମ ରିପୋର୍ଟ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ମୁତାବକ ସୁଶାନ୍ତ ଫାଶୀ ହେତୁ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି। ପ୍ରାରମ୍ଭିକ ରିପୋର୍ଟରେ ସେ କୌଣସି ପ୍ରକାର ବିଷ ପାନ କିମ୍ବା ଅନ୍ୟ କୌଣସି କାରଣ ନାହିଁ।…

ସୁଶାନ୍ତଙ୍କ ଓଡ଼ିଶା ଲିଙ୍କ୍‌: ଶୁଟିଂ ସେଟ୍‌ରେ ସର୍ବଦା କୁଲ୍‌ ରହୁଥିଲେ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସେଲିବ୍ରିଟିଙ୍କଠାରୁ ଆରମ୍ଭକରି କ୍ରିକେଟର ଓ ରାଜନେତାଙ୍କ ପର୍ଯ୍ୟନ୍ତ ସମସ୍ତେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ବିୟୋଗରେ ମ୍ରିୟମାଣ ହୋଇପଡିଛନ୍ତି। ତାଙ୍କସହ କାମ କରିଥିବା ଦୁଇ ଓଡ଼ିଆ କଳାକାର ମଧ୍ୟ ଆଜି ଭାଙ୍ଗି ପଡିଛନ୍ତି। ହିନ୍ଦୀ ଫିଲ୍ମ ‘ଛିଛୋରେ’ରେ ସୁଶାନ୍ତ ସିଂ…

ଆଫେୟାର ପାଇଁ ଚର୍ଚ୍ଚିତ ସୁଶାନ୍ତ

ବଲିଉଡ୍‌ର ଭର୍ସାଟାଇଲ ଯୁବ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାରେ ସ୍ତବ୍ଧ ହୋଇଯାଇଛି ସିନେ ଜଗତ। ‘କଠିନ ସମୟରେ ଆତ୍ମହତ୍ୟା ବିକଳ୍ପ ନୁହେଁ, ବରଂ ନିଷ୍ଠା ଏବଂ ପରିଶ୍ରମ ଦ୍ୱାରା ପ୍ରତିକୂଳ ସମୟକୁ ପାର୍‌ କରାଯାଇପାରିବ’। କିଛିଦିନ ତଳେ ‘ଛିଛୋରେ’ ସିନେମାରେ…

ଛୋଟ ପରଦାରୁ ‘ଛିଛୋରେ’

ନୂଆଦିଲ୍ଲୀ: ଇର୍ଫାନ୍‌ ଖାନ୍‌ଙ୍କ ପରେ ଆଉଜଣେ ଭର୍ସାଟାଇଲ ଆକ୍ଟରଙ୍କୁ ବଲିଉଡ୍‌ ହରାଇଛି। ଅଳ୍ପଦିନରେ ଲକ୍ଷ ଲକ୍ଷ ଫ୍ୟାନ୍ସ ଫଲୋୟର ସୃଷ୍ଟି କରିପାରିଥିବା ୟଙ୍ଗ ଆକ୍ଟର ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାରେ ଚଳଚ୍ଚିତ୍ର ଜଗତକୁ ଦୋହଲାଇ ଦେଇଛି। ଚଳଚ୍ଚିତ୍ରରେ ଚରିତ୍ରକୁ ନେଇ…

ଜଣେ ଅଭିନେତାଙ୍କୁ ଶେଷ ଫୋନ୍‌ କଲ୍‌ କରିଥିଲେ ସୁଶାନ୍ତ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି। ପ୍ରଶଂସକଙ୍କ ସମେତ ସେଲିବ୍ରେଟିମାନେ ମଧ୍ୟ ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ସୁଶାନ୍ତଙ୍କ ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ବର୍ତ୍ତମାନ ସୁଶାନ୍ତଙ୍କ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ଡାକ୍ତରଖାନା…

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ଶୁଣି ଏମିତି କହିଲେ ପୂର୍ବତନ ପ୍ରେମିକା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କ ଚକିତ କରିଛି। ପ୍ରତିଭାସମ୍ପନ୍ନ କଳାକାର ସୁଶାନ୍ତଙ୍କ ମୃତ୍ୟୁରେ ବଲିଉଡ୍‌ ସ୍ତବ୍ଧ ହୋଇଯାଇଛି। ଟେଲି ସିରିଏଲ୍‌ରୁ ବଲିଉଡ୍‌କୁ ଆସି ବେଶ ସଫଳ ହୋଇଥିବା ସୁଶାନ୍ତଙ୍କୁ ମାତ୍ର ୩୪ ବର୍ଷ ହୋଇଥିଲା। ଅଭନେତ୍ରୀ ଅଙ୍କିତା…

ଆରପାରିରେ ଅଭିନେତା ରତନ ଚୋପ୍ରା

ପୁଣି ଜଣେ ବଲିଉଡ୍‌ କଳାକାରଙ୍କ ପରଲୋକ ଘଟିଛି। ବଲିଉଡର ବରିଷ୍ଠ ଅଭିନେତା ରତନ ଚୋପ୍ରା ୭୦ ବର୍ଷ ବୟସରେ ସମସ୍ତଙ୍କୁ ଅଲବିଦା କହିଛନ୍ତି। ରତନ ବହୁଦିନ ଧରି କ୍ୟାନସରରେ ପୀଡିତ ଥିଲେ। କିନ୍ତୁ ଚିକିତ୍ସା ପାଇଁ ଅର୍ଥ ନ ଥିବାରୁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?