ମନୋରଞ୍ଜନ

ଲକ୍‌ଡାଉନ୍‌ରେ ମନେ ପଡ଼ୁଛନ୍ତି ରିଚା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହିି ଲକ୍‌ଡାଉନ୍‌ ପାଇଁ ବହୁଲୋକଙ୍କ ସ୍ପେଶିଆଲ ପ୍ଲାନ୍‌ଗୁଡ଼ିକ ସବୁ ବନ୍ଦ ହୋଇଯାଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ ତାରକା। ରିଚା ଚଡ୍ଡା ଏବଂ ଅଲ୍ଲି ଫଜଲ ଦୁହେଁ…

ଅନୁଷ୍କାଙ୍କ ଓ୍ବେବ୍‌ ସିରିଜ୍‌ର ଟିଜର ରିଲିଜ

ମୁମ୍ବାଇ: ୨୦୧୮ ମସିହାରେ ଜିରୋ ଫିଲ୍ମ ରିଲିଜ ପରେ ଅନୁଷ୍କା ଶର୍ମା ବଲିଉଡ୍‌ ଇଣ୍ଡଷ୍ଟ୍ରିରୁ ଏକପ୍ରକାର ଦୂରେଇ ଯାଇଥିଲେ। ବର୍ତ୍ତମାନ ଏକ ଲମ୍ବା ସମୟ ପରେ ଅନୁଷ୍କା ନିଜର ପ୍ରଡକ୍ସନ ହାଉସ୍‌ ‘କ୍ଲିନ ସେଲ୍ଟ’କୁ ନିଜ ଭାଇ କର୍ନେଶ୍‌ ଶର୍ମାଙ୍କ ସହ…

ଲକ୍‌ଡାଉନ୍‌: ସଲମାନ୍‌ଙ୍କ ଫାର୍ମହାଉସ୍‌ରେ ସମୟ ବିତାଉଛନ୍ତି ୟୁଲିଆ, ମାଛ ଧରି ଶେୟାର କଲେ ଭିଡିଓ

ମୁମ୍ବାଇ : ବର୍ତ୍ତମାନ ସଲମାନ ତାଙ୍କ ପରିବାର ସଦସ୍ୟ ଏବଂ କିଛି ଅନ୍ତରଙ୍ଗ ବନ୍ଧୁଙ୍କ ସହ ଫାର୍ମହାଉସ୍‌ରେ ରହିଛନ୍ତି। କାରଣ ସଲମାନ୍‌ ତାଙ୍କ ଫାର୍ମହାଉସ୍‌କୁ ବୁଲିବାକୁ ଆସି ଲକ୍‌ଡାଉନ୍‌ ଯୋଗୁ ଫସିଯାଇଛନ୍ତି। ଏହି ସମୟରେ ସଲମାନ୍‌ ଫାର୍ମହାଉସ୍‌ରେ ଯାହା କିଛି କରୁଛନ୍ତି…

ଏପ୍ରିଲ ୨୫ ଦୂରଦର୍ଶନ ଇତିହାସରେ ଗୁରୁତ୍ୱପୂର୍ଣ୍ଣ: ଏହିଦିନ ଆରମ୍ଭ ହୋଇଥିଲା ରଙ୍ଗୀନ ପ୍ରସାରଣ

ମୁମ୍ବାଇ: ଠିକ୍‌ ଆଜିର ଦିନ ଅର୍ଥାତ୍‌ ଏପ୍ରିଲ ୨୫ ଦୂରଦର୍ଶନ ଇତିହାସରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୯୮୨ ମସିହାରେ ଏହି ଚ୍ୟାନେଲ ପ୍ରଥମେ ରଙ୍ଗୀନ ପ୍ରସାରଣ ପରୀକ୍ଷା ଆରମ୍ଭ କରିଥିଲା। ଏହାର ଅଫିସିଆଲ ଟୁଇଟରରେ ଆଜିର ଦିନକୁ ସ୍ମରଣ କରାଯାଇଛି। ଚ୍ୟାନେଲରୁ ପକ୍ଷରୁ…

ମିସ୍‌ଇଣ୍ଡିଆରୁ ଅଭିନେତ୍ରୀ ହୋଇଥିବା ପ୍ରଥମ ନାୟିକା ନୂତନ: ଫିଲ୍ମ ଫେୟାର ପୁରସ୍କାର ଜିତିବାର ରହିଛି ରେକର୍ଡ

‘ସୀମା’, ‘ସୁଜାତା’, ‘ବନ୍ଦିନୀ’ ଏବଂ ‘ମୈ ତୁଲ୍‌ସି ତେରେ ଆଙ୍ଗନ୍‌ ମୈ’ ପରି ଫିଲ୍ମରେ ସୁନ୍ଦର ଅଭିନୟ କରିଥିବା ଅଭିନେତ୍ରୀ ନୂତନଙ୍କ ପାଇଁ କୌଣସି ପରିଚୟର ଆବଶ୍ୟକତା ନାହିଁ। ଏହି ସିନେମାଗୁଡିକ ତାଙ୍କୁ ସ୍ବତନ୍ତ୍ର ପରିଚୟ ଦେଇଛି। ନୂତନ ମିସ୍‌ ଇଣ୍ଡିଆ…

ଲକ୍‌ଡାଉନ୍‌ରେ କରୀନାଙ୍କ ଫ୍ୟାଶନ ଜଲଓ୍ବା, ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ର ଅନ୍ୟ ସେଲିବ୍ରିଟିଙ୍କ ପରି ଲକ୍‌ଡାଉନ୍‌ରେ କରୀନା କପୁର ମଧ୍ୟ ଘରେ ରହି ସମୟ ବିତାଉଛନ୍ତି। ଏହି ସମୟରେ ସେ କ’ଣ କରୁଛନ୍ତି ସେସବୁ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରି ଫ୍ୟାନ୍‌ମାନଙ୍କୁ ଜଣାଉଛନ୍ତି। ପୂର୍ବରୁ ସ୍ବାମୀ ଏବଂ ପୁଅଙ୍କ ସହ…

ଦିଶାଙ୍କ ପ୍ରତି ଫଟୋ-ଭିଡିଓରେ କମେଣ୍ଟ କରନ୍ତି ଟାଇଗରଙ୍କ ପରିବାର ସଦସ୍ୟ

ମୁମ୍ବାଇ: ବଲିଉଡ୍‌ ନାୟିକା ଦିଶା ପାଟନି ତାଙ୍କ ବୋଲ୍ଡ ନେସ୍‌ ପାଇଁ ବେଶ୍‌ ପରିଚିତ। ଫିଲ୍ମ କୁହନ୍ତୁ ଅବା ସୋସିଆଲ ମିଡିଆ ତାଙ୍କ ବୋଲ୍ଡ ଫଟୋ ସବୁବେଳେ ଥାଏ ଚର୍ଚ୍ଚାରେ। ନିକଟରେ ଏମିତି ଏକ ଫଟୋ ଦିଶା ସୋସିଆଲ ମିଡିିଆରେ ଶେୟାର…

୧ ହଜାର ପିପିଇ କିଟ୍‌ ଦାନ କଲେ ବିଦ୍ୟା

ମୁମ୍ବାଇ,୨୫।୪: କରୋନା ଭାଇରସକୁ ହରାଇବା ପାଇଁ ସବୁ ସ୍ତରରେ ଉଦ୍ୟମ ଚାଲିଥିବା ବେଳେ ଏ କ୍ଷେତ୍ରରେ ମଧ୍ୟ ସହାୟତାର ହାତ ବଢାଇଛନ୍ତି ବିଲିଉଡ ସେଲିବ୍ରିଟିମାନେ। ଏବେ ବିଦ୍ୟା ବଲାନଙ୍କ ନାଁ ମଧ୍ୟ ଏହି ତାଲିକାରେ ଯୋଡି ହୋଇଯାଇଛି। ଅଭିନେତ୍ରୀ ବିଦ୍ୟା ଏବେ…

କରୋନା ଭାଇରସ୍‌କୁ ନେଇ ସାମ୍ନାକୁ ଆସିଲା ଅଜୟଙ୍କ ନୂଆ ଗୀତ

ମୁମ୍ବାଇ: ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳିଯାଇଛି। ଭାରତ ମଧ୍ୟ ଏହି କବଳରୁ ବର୍ତ୍ତପାରିନାହିଁ। ଏଭଳି ସ୍ଥିତିରେ ବଲିଉଡ୍‌ ସେଲିବ୍ରିଟିମାନେ ସୋସିଆଲ ମିଡିଆ ଜରିଆରେ ନିଜ ପ୍ରଶଂସକଙ୍କୁ ଏହି ସାଂଘାତିକ ମହାମାରୀ ପ୍ରତି ସଜାଗ କରାଉଥିବା ଦେଖିବାକୁ ମିଳିଛି। ନିକଟରେ…

ଅନୁଷ୍କାଙ୍କୁ ପ୍ରଶଂସା କଲେ ବିରାଟ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜର ଦମ୍‌ଦାର ଅଭିନୟ ବଳରେ ଆଜି ବଲିଉଡ୍‌ରେ ଜଣେ ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରେ ଗଣା ହେଉଛନ୍ତି। ସେ ଜଣେ ଭଲ ଅଭିନତ୍ରୀ ଓ ଜଣେ କେୟାରିଂ ଲାଇଫ୍‌ ପାର୍ଟନର ବୋଲି କହିକ କ୍ରିକେଟର ବିରାଟ…

ସାମାଜିକ ବାର୍ତ୍ତା ଦେଉଥିବା ଫିଲ୍ମରେ କାମ କରିବାକୁ ଚାହାନ୍ତି ଭୂମୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଭୂମୀ ପେଡେନେକର ‘ଦମ ଲଗାକେ ହୈସା’ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ପ୍ରଥମେ ସେ ସାମାଜିକ ବାର୍ତ୍ତା ଦେଉଥିବା ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ ବୋଲି କୁହାଯାଏ। ଯାହା ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଏହାପରେ ଏବେ ଭୂମୀ…

କାର୍ଡ ବଣ୍ଟା ସରିଥିଲା, ମୁଡ୍‌ ନ ଥିବାରୁ ବାହା ହେବାକୁ ମନା କରିଥିଲେ ସଲମାନ

ମୁମ୍ବାଇ: ଦବଙ୍ଗ ଖାନ୍‌ ସଲମାନ୍‌ଙ୍କ ବିବାହକୁ ନେଇ ପ୍ରଶଂସକମାନେ ସବୁବେଳେ ଉତ୍ସାହିତ ଥାନ୍ତି। ରିଲ୍‌ରେ ଅନେକ ଥର ବିବାହ ବନ୍ଧନରେ ବାନ୍ଧି ହୋଇଥିବା ସଲମାନ୍‌ ରିୟଲ ଲାଇଫ୍‌ରେ କିନ୍ତୁ ଆଜି ପର୍ଯ୍ୟନ୍ତ ବ୍ୟାଚଲର୍‌ ଅଛନ୍ତି। ସଲମାନ୍‌ ବିବାହ ପାଇଁ ମନସ୍ଥ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri