ମନୋରଞ୍ଜନ

ମୋଦି-କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଲେ ଟିଭି ଅଭିନେତ୍ରୀ ଦୀପିକା ସିଂ

ମୁମ୍ବାଇ, ୧୩।୬: ଟିଭି ଅଭିନେତ୍ରୀ ଦୀପିକା ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କ ମା’ଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହାକୁ ନେଇ ସେ ବେଶ୍‌ ଚିନ୍ତିତ ରହିଛନ୍ତି।…

ଦିଶାଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ ନାୟିକା ଦିଶା ପାଟନି ୨୮ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବଲିଉଡ୍‌ ନାୟକ ଟାଇଗର ଶ୍ରଫ ତାଙ୍କ ଗର୍ଲ ଫ୍ରେଣ୍ଡକୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଭିଡିଓ ମାଧ୍ୟମରେ ଟାଇଗର ଦିଶାଙ୍କୁ ଶୁଭେଚ୍ଛା ଜଣାଇଥିବା ଦେଖାଯାଇଛି। ଏକ…

ପୁଣି ରିଲିଜ ହେବ ‘ଗୁଡ୍‌ ନ୍ୟୁଜ୍‌’ ଓ ‘ଡ୍ରିମ୍‌ ଗର୍ଲ’

ମୁମ୍ବାଇ: ବଲିଉଡ୍‌ର ଖିଲାଡି ବୟ ଅକ୍ଷୟ କୁମାର ଏବଂ ଆୟୁଷ୍ମାନ ଖୁରାନାଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। କଥା କ’ଣ କି, ଅକ୍ଷୟ କୁମାର ଏବଂ ତାଙ୍କ ସାଥୀ କଳାକାର କରୀନା କପୁର, ଦିଲଜିତ ଦୋସାଞ୍ଜ ଏବଂ କିଆରା ଆଡଭାଣୀଙ୍କ କମେଡି…

ଦୀପିକାଙ୍କ ବଡିଗାର୍ଡଙ୍କ ବାର୍ଷିକ ଦରମା ଜାଣି ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ ସେଲିବ୍ରେଟିମାନେ ବ୍ୟକ୍ତିଗତ ବଡିଗାର୍ଡ ରଖିଥାନ୍ତି। ବିଭିନ୍ନ ସ୍ଥାନକୁ ଗଲେ ସେମାନେ ବଡିଗାର୍ଡଙ୍କୁ ସାଙ୍ଗରେ ନେଇ ଯାନ୍ତି। ସଲମାନ ଖାନଙ୍କ ବଡିଗାର୍ଡ ଶେରା, ଅମିତାଭ ବଚ୍ଚନଙ୍କ ଜିତେନ୍ଦ୍ର ସିନ୍ଦେ, ଶାହାରୁଖ ଖାନଙ୍କ ରବି ସିଂ ଦୀର୍ଘ ବର୍ଷ ହେଲା ସେମାନଙ୍କୁ ସୁରକ୍ଷା…

ଜୁଲାଇ ୧୭ରୁ ‘ମୁମ୍ବାଇ ସାଗା’ର ଶୁଟିଂ ଆରମ୍ଭ

କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଥିଲା। ଏହାର ପ୍ରଭାବରେ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ସମସ୍ତ ଶୁଟିଂ ବନ୍ଦ ରହିଛି। ଏବେ ମହାରାଷ୍ଟ୍ର ସରକାର ଫିଲ୍ମ ଶୁଟିଂ ପାଇଁ ସର୍ତମୂଳକ ଅନୁମତି ଦେଇଛନ୍ତି। ତେବେ ଏହି ଅନୁମତି ମିଳିବା…

ପୁଣିଥରେ ସହଯୋଗର ହାତ ବଢାଇଲେ କ୍ୟାଟ୍ରିନା

ମୁମ୍ବାଇ: ଦେଶରେ ଏବେ କରୋନା ସଂକ୍ରମଣ ମାଡି ଚାଲିଥିବା ବେଳେ ଗୋଟିଏ ଦିନରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଛୁଇଁବାକୁ ବସିଲାଣି। ଏହାକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଯେତିକି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି…

ଅମିତାଭଙ୍କ ସହ ଫଟୋ ଶେୟାର କଲେ ଶତ୍ରୁଘ୍ନ: କହିଲେ, ‘ବନ୍ଧୁତା ଅତୁଟ ରହୁ’

ମୁମ୍ବାଇ: ଅମିତାଭ ବଚ୍ଚନ ଏବଂ ଶତ୍ରୁଘ୍ନ ସିହ୍ନା ବଲିଉଡ୍‌ର ଦୁଇ ଖ୍ୟାତନାମା କଳାକାର। ୭୦ ଦଶକର ଏହି ଦୁଇଜଣଙ୍କ ବନ୍ଧୁତା ଉପରେ ଆଜିପର୍ଯ୍ୟନ୍ତ କାହାର ନଜର ଲାଗିନାହିଁ। ଯଦିଓ ଦୁଇଜଣଙ୍କ ମଧ୍ୟରେ ତୁ ତୁ ମେ ମେ କିଛିଦିନ ଧରି ଚାଲିଥିଲା।…

ନେଟଫ୍ଲିକ୍ସରେ ରିଲିଜ ହେବ ‘ଗୁଞ୍ଜନ ସକ୍ସେନା ଦ କାର୍‌ଗିଲ ଗର୍ଲ’

ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ଅଭିନୀତ ‘ଗୁଞ୍ଜନ ସକ୍ସେନା ଦି କାର୍‌ଗିଲ ଗର୍ଲ’ ନେଟଫ୍ଲିକ୍ସରେ ରିଲିଜ ହେବ। ଏହି ଫିଲ୍ମର ନିର୍ମାତା କରଣ ଜୋହର ଏହା ଘୋଷଣା କରିଛନ୍ତି। ଧର୍ମା ପ୍ରଡକ୍ସନ ବ୍ୟାନରରେ ର୍ନିମିତ ଏହି ଫିଲ୍ମର ନିର୍ଦ୍ଦେଶନା ଦେଉଛନ୍ତି ଶରନ…

ପ୍ରବାସୀ ଶ୍ରମିକଙ୍କ ଅବସ୍ଥା ଦେଖି ଇମୋଶନାଲ ହେଲେ ତାପସୀ

ମୁମ୍ବାଇ: କରୋନା ମହାମାରୀ ସହ ଏବେ ସାରା ବିଶ୍ୱ ଲଢେଇ କରୁଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡି ନାହିଁ। ଏହି ସଂକ୍ରମଣକୁ ରୋକିବାକୁ ଦେଶରେ ଲକ୍‌ଡାଉନ ଜାରି କରାଯାଇଥିଲେ ମଧ୍ୟ ଏବେ କରୋନା ସଂକ୍ରମଣ ଧୀରେ ଧୀରେ ଚିନ୍ତାର…

ସ୍ବାମୀଙ୍କ କେଶ କାଟିଲେ ପ୍ରୀତି ଜିଣ୍ଟା

ଲକଡାଉନ ସେଲିବ୍ରିଟିଙ୍କୁ ଏମିତି କିଛି କାମ କରିବା ଶିଖାଇଛି, ଯାହା ହୁଏତ ପୂର୍ବରୁ କେହି କରି ନ ଥିବେ। ଏବେ ଘରେ ରହି ରୋଷେଇ କରିବାଠାରୁ ଆରମ୍ଭ କରି ବଗିଚା ମଧ୍ୟ ସଫା କରିବା ଭିଡିଓ ସେଲିବ୍ରିଟିମାନେ ନିଜ ସୋସିଆଲ ମିଡିଆରେ…

ମଜାରେ ମଜାରେ

ଦୀପିକା କେତେ ରାଗି ତାହା ନିକଟରେ ଦେଖିବାକୁ ମିଳିଥିଲା। ଗୋଟିଏ କଥାକୁ ନେଇ ସେ ହଠାତ୍‌ ରାଗିଗଲେ, ଆଉ ଯେତେବେଳେ ପ୍ରକୃତ ଘଟଣା କ’ଣ ତାହା ହୃଦୟଙ୍ଗମ କରିପାରିଲେ ତାଙ୍କର ରାଗ ଥମ୍‌ କରି ଥଣ୍ଡା ହୋଇଯାଇଥିଲା। କଥା କ’ଣ କି…

ପ୍ରେମିକାର ପୋଷା କୁକୁରକୁ ଭୁଲିପାରୁନି

ଏବେ ତ ଲକ୍‌ଡାଉନ୍‌ ଚାଲିଛି। ଯେହେତୁ ଶୁଟିଂ ନାହିଁ, ତେଣୁ ଘରେ ହିଁ ରହିବାକୁ ପଡୁଛି । ଏହି ସମୟରେ ନିଜ ଶୁଟିଂ ସମୟର ଅନୁଭୂତି ବିଷୟରେ ଦୀପକ ଯାହା କୁହନ୍ତି…. ବର୍ତ୍ତମାନ ଓଡ଼ିଆ ସିନେମାର ଅନ୍ୟତମ ରୋମାଣ୍ଟିକ ନାୟକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?