ମନୋରଞ୍ଜନ

ରାବଣ ବଧ ସହ ଶେଷ ହେଲା ରାମାୟଣ: ରବିବାରଠାରୁ ପ୍ରସାରିତ ହେବ ‘ଉତ୍ତର ରାମାୟଣ’

ନୂଆଦିଲ୍ଲୀ,୧୮।୪: ଦେଶରେ ଳକ୍‌ଡାଉନ୍‌ ଯୋଗୁ ଦୂରଦର୍ଶନରେ ରାମାୟଣ, ମହାଭାରତ ଓ ଶକ୍ତିମାନ ଭଳି ଅନେକ ପପୁଲାର ଶୋ’ ପ୍ରସାରିତ ହେଉଛି। ଲୋକମାନେ ଏହାକୁ ବେଶ୍‌ ପସନ୍ଦ ମଧ୍ୟ କରୁଛନ୍ତି। ତେବେ ଶନିବାର ଟେଲିକାଷ୍ଟ ହୋଇଥିବା ଏପିସୋଡ୍‌ରେ ଶ୍ରୀରାମ ରାବଣଙ୍କୁ ବଧ କରି…

କରୋନାକୁ ହରାଇ ଘରକୁ ଫେରିଲେ ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୧୮।୪: ବଲିଉଡ୍‌ ପ୍ରଯୋଜକ କରିମ ମୋରାନି ଓ ତାଙ୍କ ୨ଝିଅ ଶଜା ଓ ଜୋଆ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିଲେ। ପୂର୍ବରୁ କରୋନା କବଳରୁ ଶଜା ଓ ଜୋଆ ବାହାରି ଘରକୁ ଫେରିଥିବା ବେଳେ ଏବେ କରିମ କରୋନାକୁ ହରାଇ ସୁସ୍ଥ…

ନିଜ ରେକର୍ଡ ଭାଙ୍ଗିଲା ଦୂରଦର୍ଶନ: ପୁଣିଥରେ ହେଲା ନମ୍ବର ୧

ନୂଆଦିଲ୍ଲୀ,୧୮।୪: କିଛିଦିନ ହେବ ଲୋକେ ବିଭିନ୍ନ ଘରୋଇ ଚ୍ୟାନେଲ ଆଡକୁ ମୁହାଁଇଥିବା ବେଳେ ଏବେ ପୁଣିଥରେ ଦର୍ଶକେ ଦୂରଦର୍ଶନକୁ ଆପଣାର କରି ନେଇଛନ୍ତି। ଏବେ ଦୂରଦର୍ଶନ ନିଜ ରେକର୍ଡକୁ ଭାଙ୍ଗିଛି ବୋଲି କୁହାଯାଉଛି। କରୋନା ଭଇରସ ଯୋଗୁ ଲକ୍‌ଡାଉନ ଥିବାରୁ ପ୍ରାୟ…

‘ଡିଜାଇନ୍‌ର ଡ୍ରେସ୍‌ ପାଇଁ ପଇସା ନ ଥିଲା’

ମୁମ୍ବାଇ: ୧୯୯୪ ମସିହାରେ ସୁସ୍ମିତା ସେନ୍‌ ମିସ୍‌ଇଣ୍ଡିଆ କଣ୍ଟେଷ୍ଟ ଜିତିଥିଲେ। ଗତ କିଛିଦିନ ତଳେ ସେ ତାଙ୍କର ପୁରୁଣା ଦିନର ଏକ ଭିଡିଓ ଶେୟାର କରିଥିଲେ। ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ମିସ୍‌ ଇଣ୍ଡିଆ ଜର୍ସି ବିଷୟରେ…

ସୋସିଆଲ ମିଡିଆ ଛାଡିଲେ ପରିଣିତି

ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଏବେ ବଲିଉଡ୍‌ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବା ଦେଖାଯାଉଛି। ହେଲେ ବଲିଉଡ୍‌ ନାୟିକା ପରିଣିତି ଚୋପ୍ରା ଏବେ ସୋସିଆଲ ମିଡିଆ ଛାଡିଥିବା ସମସ୍ତଙ୍କୁ ଟିକେ ଅଲଗା…

ଅମିତାଭ୍‌ଙ୍କ ‘ବ୍ଲଗ’କୁ ପୂରିଲା ୧୨ ବର୍ଷ: କହିଲେ ଲେଖିବାରେ ଦିନଟିଏ କରୁ ନ ଥିଲେ ମିସ୍‌

ମୁମ୍ବାଇ: ସମଗ୍ର ଦେଶରେ ବର୍ତ୍ତମାନ ଚାଲିଛି ଲକ୍‌ଡାଉନ୍‌। ଏବେ ଘରୁ କେହି ବାହାରକୁ ବାହାରୁନାହାନ୍ତି। ଏହି ସମୟରେ ବଲିଉଡ୍‌ର ନାମୀଦାମୀ କଳାକାରମାନେ ମଧ୍ୟ ଘରେ ସମୟ ବିତାଇବା ସହ ସୋସିଆଲ ମିଡିଆ ଜରିଆରେ ଫ୍ୟାନ୍‌ମାନଙ୍କ ସହ ସବୁକିଛି ଶେୟାର କରୁଛନ୍ତି। ଏଥିରୁ…

ଅମୀରଙ୍କ ଏହି ଫିଲ୍ମର ସିକ୍ୟୁଏଲ କରିବେ ଭୂଷଣ କୁମାର

ମୁମ୍ବାଇ: ୨୦୧୩ରେ ‘ଆଶିକ୍‌’ ସିକ୍ୟୁଏଲ ଆସିବା ପରଠାରୁ ‘ଆଶିକ୍‌-୩’କୁ ନେଇ ଚର୍ଚ୍ଚା ହୋଇଆସୁଛି। ଫିଲ୍ମ ନିର୍ମାଣ ନେଇ ୨୦୧୬ରୁ ଗ୍ରୀନ୍‌ ସିଗ୍‌ନାଲ ମଧ୍ୟ ମିଳିସାରିଛି। କିନ୍ତୁ ଫିଲ୍ମର ଶୁଟିଂ ଏପର୍ଯ୍ୟନ୍ତ ଆରମ୍ଭ ହୋଇନାହିଁ। ଏବେ ପୁଣି ଥରେ ନିର୍ମାତାମାନଙ୍କ ମଧ୍ୟରେ ଆଲୋଚନା…

ରୋହିତ ସେଟ୍ଟୀଙ୍କ ବଦାନ୍ୟତା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ କରୋନା ମହାମାରୀର ମୁକାବିଲା ଲାଗି ସମସ୍ତେ ସହଯୋଗ କରିବାକୁ ଆଗେଇ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ରୋହିତ ସେଟ୍ଟୀ ଅନ୍ୟତମ। କିଛିଦିନ ତଳେ ଅମିତାଭ ବଚ୍ଚନ ଟିଭି ଇଣ୍ଡଷ୍ଟ୍ରିରେ କାମ କରୁଥିବା ଶ୍ରମିକଙ୍କୁ ସାହାଯ୍ୟ କରିଥିବାବେଳେ ରୋହିତ…

ଜାହ୍ନବୀ-ଖୁସିଙ୍କ ପ୍ରଥମ ଟିକ୍‌-ଟକ୍‌ ଭିଡିଓ

ମୁମ୍ବାଇ: ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା ଜାରି ହୋଇଛି। ସବୁଲୋକ ଏକପ୍ରକାର ବନ୍ଦହୋଇ ରହିଥିବାବେଳେ ବଲିଉଡ୍‌ ତାରକାମାନେ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ଏହି ସମୟକୁ ସମସ୍ତେ ଭିନ୍ନ ଢଙ୍ଗରେ କିଛି ନା କିଛି କରି ବିତାଉଛନ୍ତି। ତେବେ ଲକ୍‌ଡାଉନ୍‌ ଘୋଷଣା ପୂର୍ବରୁ…

ଡିଜିଟାଲ ଫିଲ୍ମରେ ନଜର ଆସିବେ ଜ୍ୟାକ୍‌ଲିନ

ମୁମ୍ବାଇ: ହଟ୍‌ନେସ୍‌ ପାଇଁ ବଲିଉଡ୍‌ ଦୁନିଆରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିବା ନାୟିକାଙ୍କ ମଧ୍ୟରେ ଜ୍ୟାକ୍‌ଲିନ ଫର୍ଣ୍ଣାଡିଜ ହେଉଛନ୍ତି ଅନ୍ୟତମ। ଏବେ ସେ ଦର୍ଶକଙ୍କ ମନପସନ୍ଦ ନାୟିକାଙ୍କ ମଧ୍ୟରୁ ଜଣେ। ବଡ ପରଦାରେ ନିଜର ଜଲଓ୍ବା ଦେଖାଇଥିବା ଏହି…

ପୁଅକୁ କଥକ ଶିଖାଉଛନ୍ତି ମାଧୁରୀ

ମୁମ୍ବାଇ: କରୋନା ଭାଇରସ ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବାରୁ ଏବେ ସମସ୍ତେ ପ୍ରାୟ ଘରେ ସମୟ କାଟୁଛନ୍ତି। ବଲିଉଡ ସେଲିବ୍ରିଟିମାନେ ମଧ୍ୟ ଏବେ ଘରେ ରହି ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଭିଡିଓ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ନିକଟରେ…

ରାମାୟଣର ସୁଷେଣ ବୈଦ୍ୟ ବିକୁଥିଲେ ପାନ: ତାଙ୍କ ହୋଟେଲର ନାମ ସଞ୍ଜିବନୀ

ଉଜ୍ଜୟନୀ,୧୬।୪: ଏବେ ଦିଲ୍ଲୀ ଦୂରଦର୍ଶନରେ ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ଦ୍ଦେଶିତ ହୋଇଥିବା ରାମାୟଣର ପ୍ରସାରଣ ପୁଣି ଥରେ କରାଯାଉଛି। ରାମାୟଣରେ ସୁଷେଣ ବୈଦ୍ୟ ଭୂମିକାରେ ରମେଶ ଚୌରାସିୟା ଅଭିନୟ କରିଥିଲେ। ଇତିମଧ୍ୟରେ ରମେଶଙ୍କର ମୃତ୍ୟୁ ହୋଇ ସାରିଛି। ରାମାୟଣରେ ଅଭିନୟ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri