ମନୋରଞ୍ଜନ

ଅନୁଷ୍କାଙ୍କ ‘ବୁଲବୁଲ’ର ପ୍ରଥମ ଲୁକ୍‌ ରିଲିଜ୍‌

ବଲିଉଡ୍‌ର ଆଗଧାଡିର ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ହେଉଛନ୍ତିି ଅନୁଷ୍କା ଶର୍ମା। ସେସବୁବେଳେ ସୋସିଆଲ ମିଡିଆ ମାଧ୍ୟମରେ ନିଜ ପ୍ରଶଂସକଙ୍କ ସହ ଯୋଡିହୋଇ ରହିଥାନ୍ତି। ଅନୁଷ୍କାଙ୍କ ପ୍ରଡକ୍ସନ ହାଉସରେ ନିର୍ମାଣ ହେଉଥିବା ନୂଆ ଫିଲ୍ମ ‘ବୁଲବୁଲ’ର ପ୍ରଥମ ଲୁକ୍‌ ରିଲିଜ୍‌ ହୋଇଛି। ଏହାର…

ପିତାଙ୍କୁ ଚାମ୍ପିୟନ୍‌ କହିଲେ ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ପିତା ତଥା ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ପ୍ରକାଶ ପାଦୁକୋନ ଆଜି ୬୫ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନରେ ପିତାଙ୍କ ପାଇଁ ଏକ ଭାବପ୍ରବଣ ପୋଷ୍ଟ ଲେଖିଛନ୍ତି ଦୀପିକା। ଦୀପିକା ଏକ ଥ୍ରୋବ୍ୟାକ୍‌ ଫଟୋ ଶେୟାର…

ବୟଫ୍ରେଣ୍ଡଙ୍କ ସହିତ ସ୍କୁଟିରେ ବୁଲିଲେ ଶ୍ରଦ୍ଧା କପୁର: ଭିଡ଼ିଓ ଭାଇରାଲ

ମୁମ୍ବାଇ, ୧୦।୬: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଶ୍ରଦ୍ଧା ବୟଫ୍ରେଣ୍ଡ ରୋହନ ଶ୍ରେଷ୍ଠଙ୍କ ସହିତ ସ୍କୁଟିରେ ମୁମ୍ବାଇର ରାସ୍ତାରେ ଘୁରି ବୁଲୁଥିବା ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌ ପରେ ଆରମ୍ଭ…

ଲକ୍‌ଡାଉନରେ ଅଙ୍କିତାଙ୍କର ହେଲା ନିର୍ବନ୍ଧ !

ମୁମ୍ବାଇ: ଫିଲ୍ମ ‘ମଣିକର୍ଣ୍ଣିକା’ ମାଧ୍ୟମରେ ବଲିଉଡ୍‌ରେ ଏଣ୍ଟ୍ରି କରିଥିବା ଟେଲିଭିଜନର ଫେମଶ ଆକ୍ଟ୍ରେସ୍‌ ଅଙ୍କିତା ଲୋଖଣ୍ଡେ ଏବେ ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ଆସିଥିବା ଟାଇଗର ଶ୍ରଫ, ଶ୍ରଦ୍ଧା କପୁର ଓ ରିତେଶ ଦେଶମୁଖଙ୍କ ଅଭିନୀତ ଫିଲ୍ମ ବାଗି-୩ରେ ବି ଅଙ୍କିତାଙ୍କୁ ଏକ…

ଲଣ୍ଡନ ଯିବେ ଅକ୍ଷୟ

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣ ପାଇଁ ମାର୍ଚ୍ଚ ମାସରୁ ଦେଶରେ ଲାଗୁ କରାଯାଇଥିଲା ଲକ୍‌ଡାଉନ। ଏଥିପାଇଁ ବଲିଉଡ୍‌ର ସମସ୍ତ ଫିଲ୍ମ ଶୁଟିଂ ମଧ୍ୟ ବନ୍ଦ କରି ଦିଆଯାଇଥିଲା। ବଲିଉଡ୍‌ର ଖିଲାଡି ବୟେ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ବେଲ ବଟମ’ର ଶୁଟିଂ…

ନେଟଫ୍ଲିକ୍ସରେ ରିଲିଜ୍‌ ହେବ ଗୁଞ୍ଜନ ସାକ୍ସସେନା ବାୟୋପିକ୍‌

ମୁମ୍ବାଇ: ଶରଣ ସାକ୍ସସେନାଙ୍କ ନିର୍ଦ୍ଦେଶିତ ତଥା ଜାହ୍ନବୀ କପୁରଙ୍କ ଅଭିନୀତ ଫିଲ୍ମ ଗୁଞ୍ଜନ ସାକ୍ସସେନାର ରିଲିଜ୍‌କୁ ନେଇ ପୂର୍ବରୁ ସୋସିଆଲ ମିଡିଆରେ ଖୁବ୍‌ ଆଲୋଚନା ହେଉଥିଲା। ତେବେ ପ୍ରଯୋଜକ କରଣ ଜୋହର ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଏକ ବଡ଼…

ରାଜନୀତିକୁ ଆସିବାର ଯୋଜନା ନାହିଁ: ସୋନୁ ସୁଦ

ବଲିଉଡ ଅଭିନେତା ସୋନୁ ସୁଦ ତାଙ୍କ ଖର୍ଚ୍ଚରେ ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇ ସମସ୍ତଙ୍କ ହୃଦୟ ଜିତିଛନ୍ତି। ତେବେ ସୋନୁଙ୍କୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। କୁହାଯାଉଛି ସେ କୁଆଡେ ଖୁବଶୀଘ୍ର ରାଜନୀତିରେ ଯୋଗଦେବେ। ଏହାକୁ ଖଣ୍ଡନ କରିଛନ୍ତି ସୋନୁ। ମୋର…

୩୫ ବର୍ଷରେ ସୋନମ୍‌ କପୁର

ମୁମ୍ବାଇ,୯।୬: ବଲିଉଡ୍‌ ନାୟିକା ସୋନମ୍‌ କପୁର ମଙ୍ଗଳବାର ୩୫ ବର୍ଷରେ ପାଦ ଥାପିଛନ୍ତି। ୧୯୮୫ ଜୁନ୍‌ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ। ଫିଲ୍ମ ସାବରିୟା ମାଧ୍ୟମରେ ସୋନମ୍‌ ବଲିଉଡ୍‌ରେ ଡେବ୍ୟୁ କରିବାର ସୁଯୋଗ ପାଇଥିଲେ। ଏହି ଫିଲ୍ମରେ…

ଜନ୍ମଦିନରେ ରୋମାଣ୍ଟିକ ହେଲେ ସୋନମ କପୁର

ବଲିଉଡର ଖ୍ୟାତନାମା ଅଭିନେତା ହେଲେ ଅନୀଲ କୁମାରଙ୍କ ତନୟା ସୋନମ କପୁର ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୨୦୦୭ରେ ରିଲିଜ ହୋଇଥିବା ଫିଲ୍ମ ‘ସାୱରିୟା’ ଜରିଆରେ ବଲିଉଡରେ ହିରୋଇନ ଭାବେ ଡେବ୍ୟୁ କରିଥିବା ସୋନମ ଅନେକ ହିଟ୍‌ ଫିଲ୍ମର ନାୟିକା…

ଲକ୍‌ଡାଉନ ଖୋଲିବା ପରେ ସମୁଦ୍ର କୂଳରେ ନଜର ଆସିଲେ ଶୈଫିନା

ମୁମ୍ବାଇ: କରୋନା ସଂକ୍ରମଣକୁ ନେଇ ଗତ ମାର୍ଚ୍ଚ ମାସ ଶେଷରୁ ମେ’ ମାସ ଶେଷ ପର୍ଯ୍ୟନ୍ତ ଜାରି ରହିଥିଲା ଲକ୍‌ଡାଉନ। ଏହି ସମୟରେ ବଲିଉଡ୍‌ର ସମସ୍ତ ଶୁଟିଂକୁ ବାତିଲ କରାଯାଇଥିଲା। ଏବେ ଲକ୍‌ଡାଉନ ଖୋଲିଯିବା ସହ ଦେଶରେ ଅନ୍‌ଲକ୍‌ ୧.୦ ଜାରି…

ସର୍‌ପ୍ରାଇଜ୍‌ ଦେବେ ସଲମାନ !

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ସଲମାନ ଖାଁ ଲକ୍‌ଡାଉନ ସମୟରେ ବି ତାଙ୍କ ପ୍ରଶଂସକଙ୍କର ମନୋରଞ୍ଜନ କରି ଚାଲିଛନ୍ତି। ଏବେ ପାନଭେଲରେ ଥିବା ତାଙ୍କ ଫାର୍ମ ହାଉସରେ ସଲମାନ ବ୍ୟସ୍ତ ରହିଲେ ବି ସୋସିଆଲ ମିଡିଆ ମାଧ୍ୟମରେ ସେ ତାଙ୍କ ପ୍ରଶଂସକମାନଙ୍କ ସହ…

ପ୍ରଥମ ସନ୍ତାନର ମୁହଁ ଦେଖିପାରିଲେନି ଚିରଞ୍ଜୀବୀ

କନ୍ନଡ ଫିଲ୍ମ ଇଣ୍ଡଷ୍ଟ୍ରୀର ଜଣେ ଦକ୍ଷ ଅଭିନେତା ଚିରଞ୍ଜୀବୀ ସାରଜାଙ୍କ ପରଲୋକ ଘଟିଛି। ତାଙ୍କ ପରଲୋକରେ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରୀରେ ଶୋକର ଲହରୀ ଖେଳିଯାଇଛି। ସବୁଠୁ ଦୁଃଖଦ କଥା ହେଉଛି ତାଙ୍କ ସ୍ତ୍ରୀ ମେଘନା ରାଜ ଗର୍ଭବତୀ ଥିଲେ। ପ୍ରଥମ ସନ୍ତାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?