ଲୁଚାଇଥିଲେ ଜୁହି
ଜୁହି ଚାଓ୍ବଲାଙ୍କ ବଲିଉଡ୍ କ୍ୟାରିୟର ଆରମ୍ଭ ହୋଇଥିଲା ‘କୟାମତ୍ ସେ କୟାମତ ତକ୍’ରୁ। କେବଳ ସେତିକି ନୁହେଁ, ଏହି ଫିଲ୍ମରୁ ଆମୀର ଖଁ। ପ୍ରଥମ ଥର ପାଇଁ ନାୟକ ସାଜିଥିଲେ। ଟିନ୍ ଏଜ୍ ଲଭ୍ଷ୍ଟୋରିକୁ ନେଇ ପ୍ରସ୍ତୁତ ଫିଲ୍ମଟି ସୁପରଡୁପର...
ରିଲିଜ୍ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାର
ଆମ ରାଜ୍ୟର ଅନ୍ୟତମ ନାମୀ ସ୍ବାଧୀନତା ସଂଗ୍ରାମୀ ହେଉଛନ୍ତି ଶହୀଦ ରଘୁ ସର୍ଦ୍ଦାର। ତାଙ୍କ ଜୀବନର ବୀରତ୍ୱ ଗାଥାକୁ ସିନେମାରେ ସଜାଇଛନ୍ତି ନବାଗତ ପ୍ରଯୋଜକ ଡା. ବିଶ୍ୱନାଥ ପଟ୍ଟନାୟକ। ଚିତ୍ରଟିର ଟାଇଟଲ ରହିଛି ‘ଶହୀଦ ରଘୁ ସର୍ଦ୍ଦାର। ଏପରି ଏକ...
ଦଣ୍ଡନୃତ୍ୟକୁ ମଞ୍ଚକୁ ଆଣିବା ମୋ ପାଇଁ ବଡ଼ ସଫଳତା
ନାଟ୍ୟଶ୍ରୀ ଗଦାଧର ବାରିକ ଜଣେ ବହୁମୁଖୀ ପ୍ରତିଭା। ଏକାଧାରରେ ସେ ଜଣେ ଅନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଅଭିନେତା, ନାଟ୍ୟକାର, ନିର୍ଦ୍ଦେଶକ, କୋରିଓଗ୍ରାଫର। କଳାକ୍ଷେତ୍ରରେ ନିଜକୁ ସମର୍ପିତ କରିଥିବା ଗଦାଧର ବହୁ ଯୁବ କଳାକାର ସୃଷ୍ଟି କରି ପାରିଛନ୍ତି। କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣ...
କୁକୁଡ଼ା ଚୋର
କୁକୁଡ଼ା ଚୋରିକୁ ନେଇ କ’ଣ ଏକ ସିନେମା ନିର୍ମାଣ କରାଯାଇପାରେ? ହେଲେ ସେପରି ଏକ କୌତୂହଳପୂର୍ଣ୍ଣ ତଥା ସତ୍ୟ ଘଟଣାକୁ ଆଧାର କରି ପ୍ରସ୍ତୁତ ହୋଇଛି ନୂଆ ଚଳଚ୍ଚିତ୍ରଟିଏ, ଯାହାର ଟାଇଟଲ ରହିଛି ‘କୁକୁଡ଼ା ଚୋର’। କୋରାପୁଟର ଏକ ଗଁ।ରେ...
ଅପେରା ହାଲଚାଲ ରାତିତମାମ କାନ୍ଦିଥିଲେ ମୁନ୍ନା
ଅପେରା ଜଗତର ଆଗଧାଡିର ଅନ୍ୟତମ ନାୟକ ମୁନା। ଦୀର୍ଘ ୧୪ବର୍ଷ ଧରି ସେ ଅଭିନୟ ଜାରି ରଖିଛନ୍ତି। ପତ୍ନୀ ତଥା ଅଭିନେତ୍ରୀ ନମିତାଙ୍କ ସହ ସେ ଏବେ ଧଉଳି ଗଣନାଟ୍ୟରେ ନିଜର ଆକ୍ଟିଂ କ୍ୟରିୟର ଜାରି ରଖିଛନ୍ତି। ଅଭିନୟ ଜୀବନର...
କଥା ରଖିଥିଲେ କିଆରା
ବଡ଼ ପରଦାରେ ଅଭିନୟ କରିବା ପୂର୍ବରୁ କିଆରା ଆଡ୍ଓ୍ବାନିଙ୍କ ପ୍ରକୃତ ନାମ କ’ଣ ଥିଲା ଜାଣନ୍ତି? ଆଲିୟା ଆଡ୍ଓ୍ବାନି। ତାଙ୍କ ଅଭିନୀତ ପ୍ରଥମ ସିନେମା ‘ଫୁଗ୍ଲି’ର ଶୁଟିଂ ସମୟରେ ତାଙ୍କର ଭେଟ ହୋଇଥିଲା ସଲ୍ମାନ ଖଁ।ଙ୍କ ସହ। ସେତେବେଳେ ସଲ୍ଲୁ...
ନବାଗତା ଅମ୍ରିତା
ଆଉ ଜଣେ ବଙ୍ଗୀୟ ସୁନ୍ଦରୀ ଓଡ଼ିଆ ସିନେମାରେ ନିଜ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ହେଲେ ଅମ୍ରିତା। ତାଙ୍କୁ ଏଭଳି ବ୍ରେକ୍ ଦେଇଛନ୍ତି ପ୍ରଯୋଜକ ସଚିକାନ୍ତ ଜେନା ଏବଂ ବିନି ପଟ୍ଟନାୟକ। ଖାସ୍ କଥା ହେଲା, ଓଡ଼ିଆ ସିନେମାରୁ...
ସେଲ୍ଫ ଆଇସୋଲେଶନରେ ସୋନମ: ଝରକା ଦେଇ ଶାଶୁଙ୍କ ସହ କଥା ହେଲେ
ମୁମ୍ବାଇ, ୧୯।୩: ବଲିଉଡ୍ ନାୟିକା ସୋନମ କପୁର କରୋନାରୁ ଦୂରେଇ ରହିବା ପାଇଁ ସେଲ୍ଫ ଆଇସୋଲେଶନରେ ଥିବା ଜଣାପଡିଛି। ନିକଟରେ ସେ ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଲଣ୍ଡନରୁ ଫେରିଥିବା ବେଳେ ନିଜ ଘରେ ୧୪ ଦିନ ପାଇଁ...
ତନୁଶ୍ରୀ ଦତ୍ତଙ୍କୁ ପୂରିଲା ୩୬: ଇମରାନ୍ ହାସମୀଙ୍କ ସହିତ ଲିପ୍ଲକ୍ ନେଇ ବଲିଉଡ୍ରେ ହୋଇଥିଲା ଚର୍ଚ୍ଚା…
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତନୁଶ୍ରୀ ଦତ୍ତ ଗୁରୁବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୪ ମାର୍ଚ୍ଚ ୧୯ରେ ଜାମ୍ସେଦ୍ପୁରଠାରେ ଜନ୍ମଗ୍ରହଣ କରିଥିଲେ। ଅଭିନେତା ଇମରାନ୍ ହାସମୀଙ୍କ ସହିତ ଫିଲ୍ମ ‘ଆସିକି ବନାୟା ଆପନେ’ରେ ଲିପ୍ଲକ୍ ସହିତ ଅନ୍ତରଙ୍ଗ ସିନ୍...
ଇଂଲଣ୍ଡରୁ ଫେରିଲେ ଟିଏମ୍ସି ଏମ୍ପି: ଏବେ ପରିବାରଠାରୁ ୭ଦିନ ଯାଏଁ ରହିବେ ଅଲଗା
କୋଲକାତା,୧୮।୩: କୋଲକାତାର ତୃଣମୂଳ କଂଗ୍ରେସ (ଟିଏମ୍ସି)ର ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ମଙ୍ଗଳବାର ଇଂଲଣ୍ଡରୁ ଭାରତକୁ ଫେରିଛନ୍ତି। କୋଲକାତା ବିମାନବନ୍ଦରରେ ପହଞ୍ଚିବା ପରେ ମିମିଙ୍କୁ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇ ନ ଥିଲା।...
କରୋନା ଚିନ୍ତାରୁ ଦୂରେଇବା ପାଇଁ ମାଧୁରୀଙ୍କ ଗୀତରେ ନୃତ୍ୟକଲେ ବିଦେଶୀ ମହିଳା
କରୋନା ଭୟରେ ଅଧିକାଂଶ ଦେଶର ଲୋକେ ଘରୁ ବାହାରିବା ବନ୍ଦ କରିଦେଲେଣି। ଏତିକିବେଳେ ଜର୍ମାନର ଜଣେ ମହିଳା କରୋନା ଚିନ୍ତାରୁ ମୁକୁଳିବା ପାଇଁ ଏକ ଖାସ୍ ଉପାୟ ବାଛିଛନ୍ତି। ସେ ରୋଷେଇ ଘରେ କାମ କରିବା ସମୟରେ ଅଭିନେତ୍ରୀ ମାଧୁରୀ...
ଆଲିଆଙ୍କ ଜନ୍ମଦିନରେ ଶୁଭେଚ୍ଛା ବାର୍ତ୍ତାଟିଏ ବି ଦେଲେନି ରଣବୀର, କାରଣ ଖୋଜୁଛନ୍ତି ପ୍ରଶଂସକ
ମୁମ୍ବାଇ: କ୍ୟୁଟ୍ ଗାର୍ଲ ଆଲିଆ ଭଟ୍ଟ ଗତ ୧୫ ତାରିଖରେ ୨୭ତମ ଜନ୍ମଦିବସ ପାଳନ କରିଛନ୍ତି। ବଡ଼ ଭଉଣୀ ଶାହୀନ୍ ଏବଂ କିଛି ବାନ୍ଧବୀଙ୍କ ସହିତ ସେ ତାଙ୍କ ଜନ୍ମଦିନ ପାଳନ କରିଥିଲେ। ମାତ୍ର ତାଙ୍କ ବୟଫ୍ରେଣ୍ଡ୍ କୁହାଯାଉଥିବା ରଣବୀର...
Archives


