ମନୋରଞ୍ଜନ

ଏହି ଅଭିନେତାଙ୍କ ସହ କିସିଂ ସିନ୍‌ ଦେବାକୁ ମନା କରିଥିଲେ ଅମ୍ରିତା

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ‘ଅବ୍‌ କେ ବରଷ’ରେ ଡେବ୍ୟୁ କରିଥିବା ନାୟିକା ଅମ୍ରିତା ରାଓ ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହାପରେ ଏହି ଅଭିନେତ୍ରୀ ଫିଲ୍ମ ‘ବିବାହ’ରେ ନଜର ଆସିଥିଲେ। ଆଉ ଏହି ଫିଲ୍ମ ତାଙ୍କୁ ଆଣିଦେଇଥିଲା ଅଜସ୍ର ସଫଳତା। ଏହାପରେ…

ସଫଳ ଅଭିନେତ୍ରୀ ତାପସୀ

ମୁମ୍ବାଇ: ଗତ ବର୍ଷ ବଲିଉଡ୍‌ ନାୟିକା ତାପସୀ ପନ୍ନୁଙ୍କ ପାଖାପାଖି ୫ଟି ଫିଲ୍ମ ରିଜ୍‌ ହେବା ସହ ଏହା ବକ୍ସ ଅଫିସରେ ମଧ୍ୟ ସଫଳ ହୋଇଛି। ଆଉ ଏହାକୁ ନେଇ ଏହି ଅଭିନେତ୍ରୀ ଗତ ଏକ ବର୍ଷ ମଧ୍ୟରେ ସବୁଠାରୁ ସଫଳ…

ସୋସିଆଲ ମିଡିଆରେ ଫଟୋ ଶେୟାର କଲେ ଜାହ୍ନବୀ, କିଛି ଘଣ୍ଟାରେ ୫ ଲକ୍ଷରୁ ଅଧିକ ଲାଇକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଏବଂ ତାଙ୍କ ପରିବାର ସଦସ୍ୟ ଆଜିକାଲି କରୋନା ଭୂତାଣୁ ସମ୍ପର୍କିତ ଖବରକୁ ନେଇ ଚର୍ଚ୍ଚାରେ ଥିଲେ। କାରଣ ତାଙ୍କ ଘରର ସହାୟକ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ପରେ କପୁର ପରିବାର ୧୪ ଦିନ…

ଖବରଦାତା ଭୂମିକାରେ ନଜର ଆସିବେ କିଙ୍ଗ୍‌ଖାନ୍‌

ମୁମ୍ବାଇ: ବଲିଉଡ୍‌ର କିଙ୍ଗ୍‌ଖାନ୍‌ ଶାହାରୁଖ୍‌ ଖାଁ ଦୀର୍ଘଦିନ ଧରି ବଡ଼ପରଦାରୁ ଦୂରେଇ ରହିଛନ୍ତି। ୨୦୧୮ରେ ‘ଜିରୋ’ ପରଠାରୁ ସେ କୌଣସି ଫିଲ୍ମରେ ଏ ପର୍ଯ୍ୟନ୍ତ ଅଭିନୟ କରିନାହାନ୍ତି। ଦୀର୍ଘ ସମୟ ଧରି ତାଙ୍କ ପ୍ରଶଂସକମାନେ ତାଙ୍କର ଆଗାମୀ ପ୍ରୋଜେକ୍ଟ ବିଷୟରେ ତାଙ୍କୁ…

ଜୁନ୍‌ରେ ବିବାହ କରିବେ ଅର୍ଜ୍ଜୁନ-ମଲାଇକା!

ମୁମ୍ବାଇ: ବଲିଉଡ୍‌ ନାୟିକା ମଲାଇକା ଆରୋରା ଓ ଅଭିନେତା ଅର୍ଜ୍ଜୁନ କପୁରଙ୍କ ବିବାହକୁ ନେଇ ଅନେକଥର ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳିଛି। ତେବେ ଏମାନଙ୍କ ରିଲେସନଶିପକୁ ନେଇ ପ୍ରାୟ ସବୁ ସମୟରେ ଚର୍ଚ୍ଚା ଯୋର ଧରିଥାଏ। ଏମିତିକି ଏମାନେ ରିଲେସନଶିପରେ…

ଆସିମ-ହିମାଂଶୀଙ୍କ ନୂଆ ମ୍ୟୁଜିକ୍‌ ଭିଡିଓର ପୋଷ୍ଟର ରିଲିଜ୍‌

ଛୋଟ ପରଦାର ଚର୍ଚ୍ଚିତ ଶୋ’ ‘ବିଗ୍‌ ବସ୍‌-୧୩’ ମାଧ୍ୟମରେ ଚର୍ଚ୍ଚାକୁ ଆସିଥିଲେ ଆସିମ ରିୟାଜ ଏବଂ ପଞ୍ଜାବୀ ଅଭିନେତ୍ରୀ ହିମାଂଶୀ ଖୁରାନା। ଏହି ଯୋଡିଙ୍କୁ ମ୍ୟୁଜିକ ଭିଡିଓ ‘କାଲା ସୋନା ନଇଁ..’ରେ ଏକାଠି ଦେଖିବାକୁ ମିଳିଥିଲା। ପ୍ରଥମ ମ୍ୟୁଜିକ୍‌ ଭିଡିଓର ସଫଳତା…

ଲକ୍‌ଡାଉନ୍‌ରେ ଫାର୍ମହାଉସ ସଫା କଲେ ସଲମାନ୍‌

ଲକ୍‌ଡାଉନ୍‌ ଯୋଗୁ ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌ ଏବେ ପନଭେଲସ୍ଥିତ ନିଜ ଫାର୍ମହାଉସରେ ରହୁଛନ୍ତି। ତାଙ୍କ ସହ ଭଉଣୀ ଅର୍ପିତା, ଅଭିନେତା ଆୟୁଶ ଶର୍ମା, ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଏବଂ ଲୁଲିଆ ବନ୍ତୁର ମଧ୍ୟ ରହୁଛନ୍ତି। ଏବେ ସଲମାନ୍‌ଙ୍କ ଏକ ଭିଡିଓ…

ସୋସିଆଲ ମିଡିଆରେ ପାଣିପାଗ ସୂଚନା ଦେଲେ ବରୁଣ!

ମୁମ୍ବାଇ: ମାୟାନଗରୀ ମୁମ୍ବାଇରେ ଶନିବାର ସକାଳେ ବର୍ଷା ହୋଇଥିବା ବେଳେ ସାମାନ୍ୟ ପବନ ମଧ୍ୟ ବହିଥିଲା। ଏହି ସମୟରେ ବଲିଉଡ୍‌ ଅଭିନେତା ବରୁଣ ଧଓ୍ବନଙ୍କର ଏକ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି। ବରୁଣ ଶନିବାର ସକାଳୁ ସକାଳୁ ରାସ୍ତା ଉପରକୁ ଚାଲିଆସି…

ସହଯୋଗର ହାତ ବଢ଼ାଇଲେ ନୋରା

ମୁମ୍ବାଇ: ଲକ୍‌ଡାଉନ୍‌ ସମୟରେ ମଜାଦାର ପୋଷ୍ଟକରି ନିଜର ଫ୍ୟାନ୍‌ମାନଙ୍କୁ ମନୋରଞ୍ଜନ କରାଉଥିବା ବଲିଉଡ୍‌ ଅଭିନେତ୍ରୀ ତଥା ମଡେଲ ନୋରା ଫତେହି ଏବେ ଅନ୍ୟ ଏକ କାରଣ ଯୋଗୁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ନୋରା ବର୍ତ୍ତମାନ ଫ୍ରଣ୍ଟ୍‌ଲାଇନ୍‌ ଓ୍ବାର୍କର୍ସଙ୍କ ସହାୟତା ଲାଗି ଆଗେଇ…

କରୋନାରେ ଅନିଲ ସୁରିଙ୍କ ମୃତ୍ୟୁ

ମୁମ୍ବାଇ, ୬ା୬: ବଲିଉଡ୍‌ର ଭେଟେରାନ୍‌ ପ୍ରଯୋଜକ ଅନିଲ ସୁରିଙ୍କ କରୋନାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୭ ବର୍ଷ ହୋଇଥିଲା। ଅଭିନେତା ରାଜ୍‌ କୁମାର, ଅଭିନେତ୍ରୀ ରେଖା ଅଭିନୀତ ‘କର୍ମଯୋଗୀ’ ଓ ‘ରାଜ୍‌ ତିଲକ’ ଫିଲ୍ମରେ ସେ ପ୍ରଯୋଜନା ଦେଇଥିଲେ। ଏନେଇ ଅନିଲଙ୍କ…

ରୁଟି ବେଲିବା ଶିଖୁଛନ୍ତି ନୁସରତ

ମୁମ୍ବାଇ: ବଲିଉଡ୍‌ ମୁଭି ‘ପ୍ୟାର କା ପଞ୍ଚନାମା’ର ଅଭିନେତ୍ରୀ ନୁସରତ ଭରୁଚା ଏବେ ଘରେ ସମୟ କାଟୁଛନ୍ତି। ଲକ୍‌ଡାଉନ ଯୋଗୁ ଶୁଟିଂ ବନ୍ଦ ଥିବାରୁ ଏହି ଅଭିନେତ୍ରୀ ଏବେ ସମ୍ପୂର୍ଣ୍ଣ ରୂପେ ଘରେ ରହିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସେ ଏକ…

ଦୀପିକା ଜଣେ ଭଲ ଅଭିନେତ୍ରୀ: ମାଧୁରୀ

ମୁମ୍ବାଇ: ବଲିଉଡ୍‌ର ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦିକ୍ଷିତ ଅଭିନୟରେ ଯେମିତି ପାରଙ୍ଗମ ନୃତ୍ୟରେ ବି ସେମିତି ପାରଙ୍ଗମ। ନିକଟରେ କିନ୍ତୁ ମାଧୁରୀ କହିଛନ୍ତି ଏବେ ବଲିଉଡ୍‌ରେ ଆଗଧାଡିର ନାୟିକାଙ୍କ ମଧ୍ୟରେ ଦୀପିକା ଜଣେ ଭଲ ଅଭିନେତ୍ରୀ। ନିକଟରେ ଦେଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?