ମନୋରଞ୍ଜନ

ଡିଜିଟାଲ ପ୍ଲାଟ୍‌ଫର୍ମରେ ‘ଅଂଗ୍ରେଜୀ ମିଡିୟମ’

ମୁମ୍ବାଇ: ଇର୍‌ଫାନ ଖାନ୍‌ଙ୍କ ଫିଲ୍ମ ‘ଅଂଗ୍ରେଜୀ ମିଡିୟମ୍‌’ ରିଲିଜ ପୂର୍ବରୁ ଏହାକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଏକ ଜବରଦସ୍ତ କ୍ରେଜ୍‌ ଦେଖିବାକୁ ମିଳିଥିଲା। ଏହି ଫିଲ୍ମ ଜରିଆରେ ଦୀର୍ଘ ସମୟ ପରେ ଇର୍‌ଫାନ୍‌ ବଡ଼ ପରଦାକୁ କମ୍‌ ବ୍ୟାକ୍‌ କରିଥିଲେ। ହେଲେ…

ରଣବୀରଙ୍କୁ ବିଗାଡ଼ିଦେଲେ ଦୀପିକା

ମୁମ୍ବାଇ: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଭାରତରେ ୨୧ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଭଳି ପରିସ୍ଥିତିରେ ସମସ୍ତଙ୍କ ଭଳି ବଲିଉଡ୍‌ ତାରକାମାନେ ମଧ୍ୟ ସରକାରଙ୍କ ନିୟମକୁ ମାନି ଘରେ ରହୁଛନ୍ତି। ହେଲେ ଏହାରି ଭିତରେ ଦୀପିକା ପାଦୁକୋନଙ୍କ ଉପରେ ଅଭିଯୋଗ ଲଗାଇଛନ୍ତି…

୨ ଝିଅଙ୍କ ପରେ ପ୍ରଯୋଜକ କରୀମ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୮।୪: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ଖେଳାଇଛି। କରୋନା କବଳରୁ ସାଧାରଣଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ପର୍ଯ୍ୟନ୍ତ କେହି ଏଥିରୁ ବର୍ତ୍ତି ପାରୁନାହାନ୍ତି। ପୂର୍ବରୁ ବଲିଉଡ୍‌ ଗାୟିକା କନିକା କପୁର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଏବେ…

ଅଭିନେତ୍ରୀ ଶେଫାଳୀଙ୍କ ଫେସ୍‌ବୁକ୍‌ ଆକାଉଣ୍ଟ୍‌ ହ୍ୟାକ୍‌ : କରୋନାରେ ଆକ୍ରାନ୍ତ ଥିବା ଏଥିରେ ସୂଚନା

ମୁମ୍ବାଇ : ହଲିଉଡ୍‌ ପରେ ଏବେ ବଲିଉଡ୍‌ରେ କରୋନା ଭାଇରସ୍‌ ନିଜର କାୟା ବିସ୍ତାର କରିଚାଲିଛି। ପୂର୍ବରୁ ଅଭିନେତ୍ରୀ କନିକା କପୁର ଏବଂ ପ୍ରଯୋଜକ କରୀମ ମୋରାନୀଙ୍କ ଝିଅ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ ଶେଫାଳୀ ଶାହଙ୍କ ସୋସିଆଲ ଆକାଉଣ୍ଟରେ…

ରାସ୍ତାରେ ରବୀନାଙ୍କ ଡ୍ୟାନ୍ସ ଦେଖି ଲାଜେଇଗଲେ ଝିଅ

ମୁମ୍ବାଇ: କରୋନା ଯୋଗୁ ଏବେ ବଲିଉଡ୍‌ କଳାକାରମାନେ ଘରେ ସମୟ ବିତାଉଛନ୍ତି। ଏହି ସମୟରେ ପ୍ରତ୍ୟେକ କାର୍ଯ୍ୟକଳାପକୁ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ଆଜିକାଲି ରବୀନା ଟଣ୍ଡନ ମଧ୍ୟ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ସେ ଅଧିକାଂଶ ସମୟ ପରିବାର…

୩୭ ବର୍ଷରେ ସାଉଥ୍‌ ଫିଲ୍ଟ ଷ୍ଟାର୍‌ ଆଲୁ ଅର୍ଜୁନ: ଆକ୍ସନ୍‌ ସିନ୍‌ ଭାରି ପସନ୍ଦ

ଚେନ୍ନାଇ: ସାଉଥ୍‌ ଫିଲ୍ଟ ଷ୍ଟାର୍‌ ଆଲୁ ଅର୍ଜୁନ ବୁଧବାର ୩୭ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୮୩ ଏପ୍ରିଲ ୮ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ଛୋଟ ପିଲା ଥିବାବେଳେ ସେ ଫିଲ୍ମରେ ଅଭିନୟ କରିବା ଆରମ୍ଭ କରିଥିଲେ। ଦାମୀ କାର୍‌ ଚଳାଇବା…

ଲକ୍‌ଡାଉନ୍‌: ଅନ୍‌ଲାଇନରେ ଯୋଗ ଶିଖାଇବେ ମଲାଇକା

ମୁମ୍ବାଇ: ବଲିଉଡ୍‌ର ଫିଟ୍‌ନେସ୍‌ କୁଇନ୍‌ ମଲାଇକା ଆରୋରା, ହଲିଉଡ୍‌ ଆକ୍ଟ୍ରେସ୍‌ ଜେନିଫର ଲୋପେଜ୍‌, ଏଲେକ୍ସ ରୋଡ୍ରିଗେଜ, ମାର୍କ ମସ୍ତ୍ରୋବ ଓ ଐଶ୍ୱର୍ଯ୍ୟ ଧନୁଷ ୧୪ ଦିନିଆ ଇମ୍ୟୁନିଟି ବିଲ୍‌ଡର ପ୍ରୋଗ୍ରାମରେ ଯୋଡି ହୋଇ ଯାଇଛନ୍ତି। ମଲାଇକା ଆରୋରାଙ୍କ ଯୋଗ ଓ ଓ୍ବେଲନେସ…

ଲକ୍‌ଡାଉନ୍‌: ପରିବାର ସହ ଗେମ୍‌ ଖେଳୁଛନ୍ତି ବିରୁଷ୍କା

ମୁମ୍ବାଇ,୭।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ଫିଲ୍ମ ଇଣ୍ଡଷ୍ଟ୍ରି ଓ ଟେଲି ଜଗତର ସମସ୍ତ ଶୁଟିଂ ବନ୍ଦ ରହିଥିବାରୁ ସେଲିବ୍ରିଟିମାନେ ଏବେ…

କନିକାଙ୍କ ପରେ ବଲିଉଡ୍‌ର ଆଉ ଜଣେ କରୋନା ପଜିଟିଭ୍‌

ମୁମ୍ବାଇ,୬।୪: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ବଲିଉଡ୍‌ ଗାୟିକା କନିକା କପୁର ସୁସ୍ଥ ହୋଇ ଘରକୁ ଫେରିବା ପରେ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଆଉ…

ସାମ୍ନାକୁ ଆସିଲା ମୁଲାୟମ୍‌ ସିଂହଙ୍କ ବାୟୋପିକ୍‌ର ଟିଜର

ମୁମ୍ବାଇ: ବଲିଉଡ୍‌ରେ ଏବେ ବାୟୋପିକ୍‌ର ଟ୍ରେଣ୍ଡ ଚାଲିଛି। ଖେଳାଳିଙ୍କଠାରୁ ଆରମ୍ଭ କରି ରାଜନୀତିଜ୍ଞଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଜୀବନି ଉପରେ ପ୍ରଯୋଜକମାନେ ଏବେ ଫିଲ୍ମ ତିଆରି କରିବାକୁ ଇଛା ପ୍ରକାଶ କରୁଛନ୍ତି। ଇତିମଧ୍ୟରେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ନେତା…

ଡରିଗଲେ ସଲମାନ !

ମୁମ୍ବାଇ: କରୋନା ଭାଇରସ ଏବେ ସମସ୍ତଙ୍କୁ ଏକ ପ୍ରକାର ଡରାଇ ଦେଇଛି । କରୋନା ଭାଇରସକୁ ନେଇ ସାରା ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ୍ କରାଯାଇଥିବା ବେଳେ ଏବେ ଯିଏ ଯେଉଁଠି ଅଛନ୍ତି ସେହିଠାରେ ହିଁ ରହିଯାଇଛନ୍ତି ।…

ଲକ୍‌ଡାଉନ୍‌ରେ ରହି ଦୀପିକା ରଣବୀରଙ୍କୁ କହିଲେ ଏମିତି

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରିରହିଛି। ଏହି ପରିସ୍ଥିତିରେ ବଲିଉଡ୍‌ କଳାକାରମାନେ ଅଧିକାଂଶ ସମୟ ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। ଘରେ ରହି ଯାହା କରୁଛନ୍ତି ଫ୍ୟାନ୍‌ମାନଙ୍କୁ ସୋସିଆଲ ମିଡିଆରେ ଶେୟାର କରି ଜଣାଉଛନ୍ତି। ଅଭିନେତ୍ରୀ ଦୀପିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri