ମନୋରଞ୍ଜନ

ଏହି ହଲିଉଡ୍‌ କଳାକାରଙ୍କ ଫଟୋକୁ କିସ୍‌କରି ଶୋଉଥିଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଏବଂ ତାଙ୍କ ଭଉଣୀ ଅନିଶାଙ୍କ ମଧ୍ୟରେ ଭଲ ସମ୍ପର୍କ ରହିଛି। ସବୁବେଳେ ସେମାନେ ପରସ୍ପରର ସିକ୍ରେଟ ସେୟାର କରିଥାନ୍ତି। କେବଳ ସେତିକି ନୁହେଁ, ଗୋଟିଏ ସମୟରେ ଜଣେ ହଲିଉଡ୍‌ ଅଭିନେତା ଉଭୟ ଭଉଣୀଙ୍କର କ୍ରସ୍‌ ଥିଲା।…

ଘରେ ରହି ‘ମ୍ୟାନ୍ସ ଓ୍ବାର୍ଲଡ ଇଣ୍ଡିଆ’ ମାଗାଜିନର କଭର ଗର୍ଲ ହେଲେ ତାପସି

ମୁମ୍ବାଇ: ଲକ୍‌ଡାଉନ ପାଇଁ ଏବେ ପ୍ରାୟ ସବୁ ସେଲିବ୍ରିଟି ଘରେ ବନ୍ଦ ହୋଇ ରହିଛନ୍ତି। ତେବେ ଏହି ସମୟରେ ଘରେ ବନ୍ଦ ହୋଇ ରହି ମଧ୍ୟ ‘ମ୍ୟାନ୍ସ ଓ୍ବାର୍ଲଡ ଇଣ୍ଡିଆ’ ମାଗାଜିନର କଭର ଗର୍ଲ ହୋଇପାରିଛନ୍ତି ବଲିଉଡ୍‌ ନାୟିକା ତାପସି ପନ୍ନୁ।…

ପୁଅ ଭିୟାନ୍‌ର ଜନ୍ମଦିନରେ ଶିଳ୍ପା କହିଲେ ‘ତୁ ମୋ’ ଗର୍ବ’

ମୁମ୍ବାଇ: ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ସୋସିଆଲ ମିଡିଆରେ ଆଜିକାଲି ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ଅଧିକାଂଶ ସମୟରେ ସେ ନିଜ ଫଟୋ, ପରିବାର ସଦସ୍ୟଙ୍କ ଫଟୋ ଭିଡିଓ ଆଦି ଶେୟାର କରୁଛନ୍ତି। ସେହିପରି ଗୁରୁବାର ପୁଅ ଭିୟାନ୍‌ଙ୍କ ୮ମ ଜନ୍ମଦିନରେ ଏକ ଫଟୋ…

ଭୂମିହୀନ କୃଷକଙ୍କୁ ନିଜ ଫାର୍ମ ହାଉସରେ କାମ କରିବାର ସୁଯୋଗ ଦେଲେ ଜୁହି

ମୁମ୍ବାଇ: ପରିବେଶ ପ୍ରେମୀ କଳାକାରଙ୍କ ଭିତରେ ଜଣେ ହେଉଛନ୍ତି ବଲିଉଡ୍‌ ନାୟିକା ଜୁହି ଚାଓ୍ବଲା। ଏବେ କରୋନା ଭାଇରସ ପାଇଁ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଭୂମିହୀନ କୃଷକଙ୍କୁ ସାହାଯ୍ୟ କରିବାକୁ ଚିନ୍ତା କରିଛନ୍ତି ଏହି ନାୟିକା। ସୂଚନା ମୁତାବକ,…

ଜାହ୍ନବୀଙ୍କ ଘରେ କରୋନା

ମୁମ୍ବାଇ: ସାରା ଦୁନିଆକୁ ବର୍ତ୍ତମାନ ହଇରାଣ କରୁଛି କୋଭିଡ୍‌-୧୯ ଭୂତାଣୁ। ଭାରତକୁ ବି ଏଥିରୁ ତ୍ରାହି ମିଳିନି। ଗତ ୨ମାସ ହେଲା ଦେଶରେ ଲକ୍‌ଡାଉନ୍‌ ଚାଲିଥିବାବେଳେ ବଲିଉଡ୍‌କୁ ବି ଏଥିରୁ ନିସ୍ତାର ମିଳିନାହିଁ। ବଲିଉଡ୍‌ର ଅନେକ ତାରକା କରୋନା ସଂକ୍ରମିତ ହେବା…

ସୋସିଆଲ ମିଡିଆରେ ଆକ୍ଟିଭ୍‌ ନୋରା

ନୂଆଦିଲ୍ଲୀ: ଲକ୍‌ଡାଉନ ସମୟରେ ଘରେ ରହି ବଲିଉଡ୍‌ର ଡାନ୍ସିଂ କୁଇନ୍‌ ନୋରା ଫତେହି ସୋସିଆଲ୍‌ ମିଡିଆରେ ସମ୍ପର୍କ ରଖିଛନ୍ତି। ଏବେ ଫିଲ୍ମ ଶୁଟିଂ ବନ୍ଦଥିବାରୁ ସେ ବିଭିନ୍ନ ଡାନ୍ସ ଭିଡିଓ ଏଥିରେ ଶେୟାର କରିବାରେ ବ୍ୟସ୍ତ। ନୋରା ଟିକ୍‌ଟକ୍‌ରେ ମଧ୍ୟ ବେଶ୍‌…

ରାସ୍ତା ମଝିରେ ଅନୁଷ୍କାଙ୍କୁ ଛାଡ଼ି ପଳାଇଥିଲେ ବିରାଟ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ତାଙ୍କ କ୍ରିକେଟର ସ୍ବାମୀ ବିରାଟ କୋହଲି ବେଶ୍‌ ସୁନ୍ଦର ତଥା ଚର୍ଚ୍ଚିତ ଯୋଡ଼ି। କିଛି ନା କିଛି ଘଟଣାକୁ ନେଇ ଏହି ଦୁଇଜଣ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଲକ୍‌ଡାଉନ୍‌ ସମୟରେ ବିରାଟ ଅନୁଷ୍କାଙ୍କ…

ଓଟିଟି ପ୍ଲାଟଫର୍ମରେ ଦିଶାଙ୍କ ‘ମଲଙ୍ଗ’

ମୁମ୍ବାଇ: ବଲିଉଡ୍‌ର ହଟ୍‌ ନାୟିକା ଦିଶା ପାଟନୀଙ୍କ ଫିଲ୍ମ ‘ମଲଙ୍ଗ’ ଯେତେବେଳେ ଗତ ଫେବୃୟାରୀରେ ରିଲିଜ୍‌ ହୋଇଥିଲା ସେତେବେଳେ ଦିଶାଙ୍କ ଅଭିନୟକୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ। ଏଥିରେ ଦିଶାଙ୍କ ବୋଲ୍ଡ ଲୁକ୍‌କୁ ୟଙ୍ଗ ଅଡିୟନ୍ସ ଖୁବ୍‌ ପସନ୍ଦ କରିଥିଲେ। ଏହା…

କରୋନା ଯୋଦ୍ଧାଙ୍କୁ ସରପ୍ରାଇଜ ଗିଫ୍ଟ ଦେଲେ ଆଲିଆ

ମୁମ୍ବାଇ,୧୯।୫: କରୋନା ମହାମାରୀର ସଙ୍କଟ ସମୟରେ ବଲିଉଡ୍‌ ସେଲିବ୍ରିଟିମାନେ ସହଯୋଗର ହାତ ବଢାଇଛନ୍ତି। ପିଏମ୍‌ କେୟାର୍ସ ଫଣ୍ଡରେ ସହାୟତା ରାଶି ଜମା କରିବା ସହ ବ୍ୟକ୍ତିଗତ ଭାବେ ମଧ୍ୟ ଏମାନେ କିଛି କିଛି ସାହାଯ୍ୟ କରିଥିବା ଦେଖାଯାଇଛି। ନିକଟରେ ବଲିଉଡ୍‌ ଅଭିନେତ୍ରୀ…

ହେୟାର କଟ୍‌ କଲେ ଆଲିୟା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ ତାରକାମାନେ। ଘରେ ସେମାନେ ଏକ ପ୍ରକାର ବନ୍ଦ ଥିବାରୁ ବିଭିନ୍ନ ପ୍ରକାର କାର୍ଯ୍ୟରେ ନିଜକୁ ନିୟୋଜିତ ରଖୁଛନ୍ତି। ବଲିଉଡ ଅଭିନେତ୍ରୀ ଆଲିୟା…

ମା’ଙ୍କଠାରୁ କଥକ ଶିଖୁଛନ୍ତି ଭୂମୀ

ମୁମ୍ବାଇ: ଲକ୍‌ଡାଉନ ପାଇଁ ଏବେ ସବୁ ବଲିଉଡ୍‌ ଷ୍ଟାର ଘରେ ଏକ ପ୍ରକାର ବନ୍ଦ ହୋଇ ରହିଛନ୍ତି କହିଲେ ଚଳେ। ଆଉ ଏହି ସମୟରେ କିଏ ଭଲ ଭଲ ରୋଷେଇ କରି ଶିଖୁଛି ତ ପୁଣି କିଏ ଘର କାମ କରୁଥିବା…

ଏହି ରୋଗ ସହ ୪ ବର୍ଷ ସଂଘର୍ଷ କରିଥିଲେ ସୁସ୍ମିତା

ମୁମ୍ବାଇ: ବଲିଉଡ୍‌ ନାୟିକା ସୁସ୍ମିତା ସେନ୍‌ ଏବେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ରହୁଛନ୍ତି। ଏବେ ଲକ୍‌ଡାଉନ ସମୟରେ ସେ ତାଙ୍କ ପରିବାର ସହ ସମୟ କାଟୁଥିବା ବେଳେ ଅଧିକାଂଶ ଖବରକୁ ସେ ତାଙ୍କ ଫ୍ୟାନଙ୍କ ସହ ଶେୟାର ମଧ୍ୟ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?