ନିତ୍ୟାଙ୍କ କରୋନା ସଚେତନତା ବାର୍ତ୍ତା: ମନ ଜିଣୁଛି କୁନି ଅଭିନେତ୍ରୀଙ୍କ ପରାମର୍ଶ
ବମ୍ବେ: ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ରକ୍ଷା କରିବା ଆଜିକାଲି ସମୟରେ ବଡ଼ ଚ୍ୟାଲେଞ୍ଜ। ଏହାକୁ ନେଇ ଲୋକଙ୍କୁ କରାଯାଉଛି ସଚେତନ। ହେଲେ ସୋସିଆଲ ମିଡିଆରେ ଏପରି ଏକ ବାର୍ତ୍ତା ଘୂରି ବୁଲୁଛି, ଯାହାକୁ ଦେଖିଲେ ଆପଣ ଘଡ଼ିଏ ଅଟକିଯିବେ।…
କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ
ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍ ନ ଡରି ୭୦ ବର୍ଷ ବୟସ୍କା ପ୍ରେମିକା ଜୁର୍ ଜହିର୍ଙ୍କୁ ଲଣ୍ଡନର ଏକ କୋର୍ଟରେ ବିବାହ ବନ୍ଧନରେ…
୪୨ ବର୍ଷରେ ରାଣୀ ମୁଖାର୍ଜୀ: ଆଦିତ୍ୟଙ୍କୁ ସବୁଦିନେ ଦିଅନ୍ତି ଗାଳି…
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରାଣୀ ମୁଖାର୍ଜୀ ଶନିବାର ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୮ ମାର୍ଚ୍ଚ ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ରାଣୀଙ୍କ ଅଭିନୟ ଦକ୍ଷତାକୁ ଦର୍ଶକ ବଶେ୍ ପସନ୍ଦ କରିଥାନ୍ତି। ନିକଟରେ ରିଲିଜ୍ ହୋଇଥିବା ତାଙ୍କ ଫିଲ୍ମ ମର୍ଦାନୀ…
ସଲମାନ୍ଙ୍କ ସହ କାମ କରିବା ପାଇଁ ୪ଗୁଣା ଫିସ୍ ବଢ଼ାଇଲେ ପୂଜା
ତାମିଲ ତଥା ବଲିଉଡ୍ ଅଭିନେତ୍ରୀ ପୂଜା ହେଗଡେଙ୍କ ଚାହିଦା ଏବେ ଆକାଣ ଛୁଁଆ। ‘ହାଉସଫୁଲ-୪’ ଏବଂ ଆଲୁ ଅର୍ଜୁନଙ୍କ ସହ ‘ଅଲ୍ଲା ବୈକୁଣ୍ଠପୁରାମୁଲୁ’ ରେ କାମ କରିଛନ୍ତି ପୂଜା। ଦୁଇଟି ଯାକ ଫିଲ୍ମ ହିଟ୍ ହେବା ପରେ ତାଙ୍କ ଡିମାଣ୍ଡ ବଢ଼ିଯାଇଛି।…
୧ ମିନିଟରୁ ଅଧିକ ସମୟ ହାତ ଧୋେଇ ଟ୍ରୋଲ ହେଲେ ଏକତା
କରୋନା ଭାଇରସ୍କୁ ଦୃଷ୍ଟିରେ ରଖି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ‘ସେଫ୍ ହ୍ୟାଣ୍ଡସ୍’ ଚ୍ୟାଲେଞ୍ଜ ଆରମ୍ଭ କରିଛି। ଏହି ଚ୍ୟାଲେଞ୍ଜକୁ ଅଭିନେତ୍ରୀ ଅନୁଷ୍କା ଶର୍ମା, ଦୀପିକା ପାଦୁକୋନଙ୍କ ଠାରୁ ଆରମ୍ଭ କରି ଅନେକ କଳାକାର ପାଳନ କରିଛନ୍ତି। ନିକଟରେ ଏକତା କପୁର ମଧ୍ୟ…
କରୋନା ପାଇଁ ସ୍ଥଗିତ ରହିଲା ‘୮୩’ର ରିଲିଜ୍
ମୁମ୍ବାଇ: ବଲିଉଡ୍ ନାୟକ ରଣବୀର ସିଂ ଓ ପତ୍ନୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘୮୩’ର ରିଲିଜ୍ ଡେଟ୍ ଏବେ ଘୋଷଣା କରାଯିବ ନାହିଁ ବୋଲି ଜଣାପଡିଛି। ଏହି ସୂଚନା ରଣବୀର ସିଂ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ମାଧ୍ୟମରେ ଦେଇଛନ୍ତି।…
କରୋନା ଲକ୍ ଡାଉନ୍: ଲଣ୍ଡନରେ ଫସିଥିଲେ ଇର୍ଫାନ ଖାନ୍ଙ୍କ ପୁଅ, ସିଙ୍ଗାପୁରରେ କାଜଲଙ୍କ ଝିଅ, ଫେରିଲେ ଭାରତ
ମୁମ୍ବାଇ: କରୋନା ଭାଇରସ୍ ସମଗ୍ର ବିଶ୍ୱକୁ ଗ୍ରାସ କରି ଚାରିଥିବା ବେଳେ ବିଦେଶରେ ରହୁଥିବା ଅନେକ ଷ୍ଟାର୍ କିଡ୍ ସ୍ବଦେଶ ତଥା ଭାରତ ଫେରିଆସିଛନ୍ତି। ସେମାନଙ୍କ ମଧ୍ୟରେ ଅଭିନେତା ଇର୍ଫାନ ଖାନ୍ଙ୍କ ପୁଅ ବାବିଲ, ଅଜୟ ଦେବଗନ-କାଜୋଲଙ୍କ ଝିଅ ନ୍ୟାସା, ବୋନି…
କରୋନାରେ ପୀଡ଼ିତ ବଲିଉଡ୍ ଗାୟିକା
ମୁମ୍ବାଇ,୨୦।୩: ବଲିଉଡ୍ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କିଛିଦିନ ପୂର୍ବରୁ ସେ ଲଣ୍ଡନରୁ ଫେରିଥିବା ବେଳେ ଏବେ…
କରୋନା ପାଇଁ ୭୩ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ ସ୍ଥଗିତ
ମୁମ୍ବାଇ: ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍ ଏବେ ସାରା ଦେଶରେ ଲକ୍ଡାଉନ୍ ପରିସ୍ଥିତି ସୃଷ୍ଟି କରିଦେଇଛି। କରୋନା ଯୋଗୁ ସାଧାରଣ ଜୀବନଠାରୁ ଆରମ୍ଭ କରି ଖେଳ, ଫିଲ୍ମ ଇଣ୍ଡଷ୍ଟ୍ରି ଓ ବ୍ୟବସାୟରେ ବହୁ ପ୍ରଭାବ ପକାଇଛି। କରୋନା…
‘ଇଶ୍କ ମୈ ଫିର୍ ମରଜାଓ୍ବା’ ପାଇଁ ୧୦ କେଜିର ଲେହେଙ୍ଗା ପିନ୍ଧି ସମୁଦ୍ରରେ ଶୁଟିଂ କଲେ ହେଲୀ
‘ୟେ ରିସ୍ତା ହୈ ଫ୍ୟାର କେ’ ଏବଂ ‘ଲାଲ ଇଶ୍କ’ପରି ଲୋକପ୍ରିୟ ଧାରାବାହିକରେ ଅଭିନୟ କରି ଘରେ ଘରେ ନିଜର ପରିଚୟ ସୃଷ୍ଟି କରିପାରିଥିବା ଚର୍ଚ୍ଚିତ ଅଭିନେତ୍ରୀ ହେଉଛନ୍ତି ହେଲୀ ଶାହ। ଖୁବ୍ଶୀଘ୍ର ହେଲୀଙ୍କୁ ଧାରାବାହିକ ‘ଇଶ୍କ ମୈ ମରଜାଓ୍ବା’ର ଦ୍ୱିତୀୟ…
ନିର୍ଭୟା ଦୋଷୀଙ୍କୁ ଫାଶୀ ମିଳିବା ପରେ ବଲିଉଡ୍ କଳାକାରଙ୍କ ପ୍ରତିକ୍ରିୟା
ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ତିହାର ଜେଲରେ ଫାଶୀ ଦିଆଯାଇଛି। ବହୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଦୀର୍ଘ ୭ ବର୍ଷ ପରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ଏହି…
କ୍ୟାମେରାକୁ ଦେଖି ଚିଡ଼ିଗଲେ ତୈମୁର, ଲୋକେ କହୁଛନ୍ତି, ‘ବେବୋଙ୍କଠାରୁ ଶିଖିଛନ୍ତି’
ବମ୍ବେ: କ୍ୟାମେରା ଫ୍ରେଣ୍ଡଲୀ କରିନା କପୁର ଖାଁ ଓରଫ ବେବୋଙ୍କ ପୁଅ ତୈମୁର। କ୍ୟାମେରା ଦେଖିଲେ ସେ ଭଳିକି ଭଳି ପୋଜ୍ ଦେଇଥାନ୍ତି। ପିଲାଦିନୁ ତାଙ୍କର ରହିଆସିଛି ଏଭଳି ଅଭ୍ୟାସ। ସୋସିଆଲ ମିଡିଆରେ ତାଙ୍କର ବିଭିନ୍ନ ଫଟୋ ମଧ୍ୟ ଭାଇରାଲ ହୋଇଥାଏ।…
Archives


