ମନୋରଞ୍ଜନ

ପିତାଙ୍କ ଶ୍ରାଦ୍ଧବାର୍ଷିକୀରେ ଇମୋଶନାଲ ହେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପିତା କୃଷ୍ଣରାଜ ରାୟଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ମନେ ପକାଇଛନ୍ତି। ଐଶ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ପିତାଙ୍କୁ ମନେ ପକାଇବା ସହିତ କିଛି ଫଟୋ ଶେୟାର କରିଛନ୍ତି। ଏଥିରେ ସେ ବହୁତ ଇମୋଶନାଲ୍‌ ହୋଇଯାଇଥିବା ଜଣାପଡୁଛନ୍ତି।…

ଗୀତ ଗାଇ, ପେଣ୍ଟିଂକରି ସମୟ ବିତାଉଛନ୍ତି ସଲମାନ୍‌

ସାରା ବିଶ୍ୱ ଏବେ କରୋରା ଭୟରେ। ଏଥିଲାଗି ଦେଶବ୍ୟାପୀ ହାଇଆଲର୍ଟ ଜାରି କରାଯିବା ସହ ବିଭିନ୍ନ କଟକଣା ଲଗାଯାଇଛି। କରୋନାକୁ ନେଇ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ପ୍ରାୟ ସବୁ ଫିଲ୍ମ ଶୁଟିଂ ବନ୍ଦ ହୋଇଯାଇଛି। କଳାକାରମାନେ ଆଉ ବାହାରକୁ ନ ବାହାରି ଘରେ…

ସୁପରହିଟ୍‌ ଫିଲ୍ମରେ କାମ ନ କରି ପଶ୍ଚାତ୍ତାପ କରୁଛନ୍ତି ଏହି କଳାକାର

ବଲିଉଡ୍‌ର ୯୦ ଦଶକର ସୁପରହିଟ୍‌ ଫିଲ୍ମ ‘ରାଜା ହିନ୍ଦୁସ୍ତାନୀ’ ଏବଂ ‘ଦିଲ୍‌ ତୋ ପାଗଲ ହୈ’ ପାଇଁ ନିର୍ମାତାଙ୍କର ପ୍ରଥମ ପସନ୍ଦ ଥିଲେ ଜୁହି ଚାଓ୍ବଲା। ମାତ୍ର ସେ ଏହି ଦୁଇଟିଯାକ ଫିଲ୍ମ ରିଜେକ୍ଟ କରିଦେଇଥିଲେ। ଯେଉଁଥିପାଇଁ ତାଙ୍କୁ ଆଜି ପର୍ଯ୍ୟନ୍ତ…

ସଲମାନଙ୍କ ବ୍ରେସ୍‌ଲେଟ୍‌ର ଆକାଉଣ୍ଟ ଖୋଲାଗଲେ ମୋଠାରୁ ଅଧିକ ଫଲୋଅର୍ସ ହେବେ: ଟାଇଗର

ବଲିଉଡର ଲାୟନ (ସିଂହ) ହେଉଛନ୍ତି ସଲମାନ୍‌ ଖାନ୍‌। ଇନ୍‌ଷ୍ଟାଗ୍ରାମ୍‌ରେ ସଲମାନ୍‌ଙ୍କ ବ୍ରେସ୍‌ଲେଟ୍‌ର ଏକ ଆକାଉଣ୍ଟ ଖୋଲାଗଲେ ତାହାର ଅନେକ ଫଲୋଅର୍ସ ହେବେ। ନିକଟରେ ଏକ ସାକ୍ଷାତ୍‌କାରରେ ଏପରି କହିଛନ୍ତି ଟାଇଗର୍‌ ଶ୍ରଫ୍‌। ପ୍ରକୃତ କଥାଟା ହେଲା ଟାଇଗର ହେଉଛନ୍ତି ସଲମାନ୍‌ଙ୍କ ଜଣେ…

ସକାଳେ ସୂର୍ଯ୍ୟ ନମସ୍କାର, ପ୍ରାଣାୟାମ

ନିଜର ୟୁନିକ୍‌ ଭଏସ୍‌ ପାଇଁ କଣ୍ଠଶିଳ୍ପୀ ସତ୍ୟଜିତ୍‌ ପ୍ରଧାନ ଓଲିଉଡ ଜଗତରେ ବେଶ ପରିଚିତ। ଗତ କିଛିବର୍ଷ ହେବ ତାଙ୍କର ଅନେକ ଗୀତକୁ ଶ୍ରୋତା ପସନ୍ଦ କରିବା ସହ ହିଟ୍‌ର ମୋହର ମାରିଛନ୍ତି। ୨୦୧୮ ମସିହାରେ ସତ୍ୟଜିତ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର…

ଲୁଚାଇଥିଲେ ଜୁହି

ଜୁହି ଚାଓ୍ବଲାଙ୍କ ବଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ‘କୟାମତ୍‌ ସେ କୟାମତ ତକ୍‌’ରୁ। କେବଳ ସେତିକି ନୁହେଁ, ଏହି ଫିଲ୍ମରୁ ଆମୀର ଖଁ। ପ୍ରଥମ ଥର ପାଇଁ ନାୟକ ସାଜିଥିଲେ। ଟିନ୍‌ ଏଜ୍‌ ଲଭ୍‌ଷ୍ଟୋରିକୁ ନେଇ ପ୍ରସ୍ତୁତ ଫିଲ୍ମଟି ସୁପରଡୁପର ହିଟ୍‌…

ରିଲିଜ୍‌ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାର

ଆମ ରାଜ୍ୟର ଅନ୍ୟତମ ନାମୀ ସ୍ବାଧୀନତା ସଂଗ୍ରାମୀ ହେଉଛନ୍ତି ଶହୀଦ ରଘୁ ସର୍ଦ୍ଦାର। ତାଙ୍କ ଜୀବନର ବୀରତ୍ୱ ଗାଥାକୁ ସିନେମାରେ ସଜାଇଛନ୍ତି ନବାଗତ ପ୍ରଯୋଜକ ଡା. ବିଶ୍ୱନାଥ ପଟ୍ଟନାୟକ। ଚିତ୍ରଟିର ଟାଇଟଲ ରହିଛି ‘ଶହୀଦ ରଘୁ ସର୍ଦ୍ଦାର। ଏପରି ଏକ ଐତିହାସିକ…

ଦଣ୍ଡନୃତ୍ୟକୁ ମଞ୍ଚକୁ ଆଣିବା ମୋ ପାଇଁ ବଡ଼ ସଫଳତା

ନାଟ୍ୟଶ୍ରୀ ଗଦାଧର ବାରିକ ଜଣେ ବହୁମୁଖୀ ପ୍ରତିଭା। ଏକାଧାରରେ ସେ ଜଣେ ଅନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଅଭିନେତା, ନାଟ୍ୟକାର, ନିର୍ଦ୍ଦେଶକ, କୋରିଓଗ୍ରାଫର। କଳାକ୍ଷେତ୍ରରେ ନିଜକୁ ସମର୍ପିତ କରିଥିବା ଗଦାଧର ବହୁ ଯୁବ କଳାକାର ସୃଷ୍ଟି କରି ପାରିଛନ୍ତି। କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣ କରି…

କୁକୁଡ଼ା ଚୋର

କୁକୁଡ଼ା ଚୋରିକୁ ନେଇ କ’ଣ ଏକ ସିନେମା ନିର୍ମାଣ କରାଯାଇପାରେ? ହେଲେ ସେପରି ଏକ କୌତୂହଳପୂର୍ଣ୍ଣ ତଥା ସତ୍ୟ ଘଟଣାକୁ ଆଧାର କରି ପ୍ରସ୍ତୁତ ହୋଇଛି ନୂଆ ଚଳଚ୍ଚିତ୍ରଟିଏ, ଯାହାର ଟାଇଟଲ ରହିଛି ‘କୁକୁଡ଼ା ଚୋର’। କୋରାପୁଟର ଏକ ଗଁ।ରେ କୁକୁଡ଼ା…

ଅପେରା ହାଲଚାଲ ରାତିତମାମ କାନ୍ଦିଥିଲେ ମୁନ୍ନା

ଅପେରା ଜଗତର ଆଗଧାଡିର ଅନ୍ୟତମ ନାୟକ ମୁନା। ଦୀର୍ଘ ୧୪ବର୍ଷ ଧରି ସେ ଅଭିନୟ ଜାରି ରଖିଛନ୍ତି। ପତ୍ନୀ ତଥା ଅଭିନେତ୍ରୀ ନମିତାଙ୍କ ସହ ସେ ଏବେ ଧଉଳି ଗଣନାଟ୍ୟରେ ନିଜର ଆକ୍ଟିଂ କ୍ୟରିୟର ଜାରି ରଖିଛନ୍ତି। ଅଭିନୟ ଜୀବନର ଏକ…

କଥା ରଖିଥିଲେ କିଆରା

ବଡ଼ ପରଦାରେ ଅଭିନୟ କରିବା ପୂର୍ବରୁ କିଆରା ଆଡ୍‌ଓ୍ବାନିଙ୍କ ପ୍ରକୃତ ନାମ କ’ଣ ଥିଲା ଜାଣନ୍ତି? ଆଲିୟା ଆଡ୍‌ଓ୍ବାନି। ତାଙ୍କ ଅଭିନୀତ ପ୍ରଥମ ସିନେମା ‘ଫୁଗ୍‌ଲି’ର ଶୁଟିଂ ସମୟରେ ତାଙ୍କର ଭେଟ ହୋଇଥିଲା ସଲ୍‌ମାନ ଖଁ।ଙ୍କ ସହ। ସେତେବେଳେ ସଲ୍ଲୁ ମିଅଁ।…

ନବାଗତା ଅମ୍ରିତା

ଆଉ ଜଣେ ବଙ୍ଗୀୟ ସୁନ୍ଦରୀ ଓଡ଼ିଆ ସିନେମାରେ ନିଜ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ହେଲେ ଅମ୍ରିତା। ତାଙ୍କୁ ଏଭଳି ବ୍ରେକ୍‌ ଦେଇଛନ୍ତି ପ୍ରଯୋଜକ ସଚିକାନ୍ତ ଜେନା ଏବଂ ବିନି ପଟ୍ଟନାୟକ। ଖାସ୍‌ କଥା ହେଲା, ଓଡ଼ିଆ ସିନେମାରୁ ହିଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri