ମନୋରଞ୍ଜନ

ଲକ୍‌ଡାଉନ ଯୋଗୁ ରାତିରେ ଶୋଇ ପାରୁ ନାହାନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ଲକ୍‌ଡାଉନ ୩.୦ ମେ’ ୧୭ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଲକ୍‌ଡାଉନ ଯୋଗୁ ଅଧିକାଂଶ ଲୋକେ ଘରେ ବନ୍ଦ ହୋଇ ରହିଥିବା ବେଳେ ବଲିଉଡ୍‌ ସେଲବ୍ରିଟିମାନେ ମଧ୍ୟ ଏଥିରୁ…

ଲକ୍‌ଡାଉନରେ ଭିତରେ ଏହି ଅଭିନେତାଙ୍କ ହେଲା ନିର୍ବନ୍ଧ: ଅନ୍‌ଲାଇନ୍‌ରେ ଛୁଟିଲା ଶୁଭେଚ୍ଛାର ସୁଅ

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସାଧାରଣ ଜୀବନଯାପନ ଏକପ୍ରକାର ଠପ୍‌ ହୋଇଯାଇଛି। ଏଥିଯୋଗୁ ବ୍ୟବସାୟ, ବିଭିନ୍ନ ପ୍ରକାରର କାର୍ଯ୍ୟପନ୍ଥା, ଫିଲ୍ମ ଶୁଟିଂ, ରିଲିଜ ଉପରେ ବହୁ ପ୍ରଭାବ ପଡ଼ିଛି। ଏଥିସହ କେତେକଙ୍କ ବିବାହ ସ୍ଥଗିତ ହୋଇଯାଇଥିବା ବେଳେ ଆଉ କେତେକ ଅନ୍‌ଲାଇନ୍‌ରେ…

ଲକ୍‌ଡାଉନ ପ୍ରଭାବ: ବଡ଼ ପରଦାରେ ରିଲିଜ୍‌ ହେବ ନାହିଁ ଫିଲ୍ମ ‘ଗୁଲାବୋ ସିତାବୋ’

ମୁମ୍ବାଇ: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ଦେଶବ୍ୟାପି ଲକ୍‌ଡାଉନ ଜାରି ରହିଥିବାରୁ ବହୁ ଫିଲ୍ମ ଶୁଟିଂ ଓ ରିଲିଜ୍‌ ବନ୍ଦ ରହିଛି। ସେଥିମଧ୍ୟରୁ ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ ଓ ଆୟୁଷ୍ମାନ ଖୁରାନାଙ୍କ…

ସରୋଗେସି ରାସ୍ତା ଆପଣାଇଥିଲେ ଶିଳ୍ପା

ମୁମ୍ବାଇ: ଶିଳ୍ପା ସେଟ୍ଟୀ ଗତ ଫେବୃୟାରୀରେ ଏକ କନ୍ୟାସନ୍ତାନର ମା’ ହୋଇଛନ୍ତି। ତେବେ ସରୋଗେସି ରାସ୍ତା ଆପଣାଇବା ସମ୍ପର୍କରେ ସେ କହିଛନ୍ତି ଯେ, ମୁଁ ମୋ ପୁଅ ଭିଆନଙ୍କ ପରେ ଢେରଦିନ ଧରି ଦ୍ୱିତୀୟ ସନ୍ତାନ ପାଇଁ ଚେଷ୍ଟା କରୁଥିଲି। ମାତ୍ର…

ଆମେରିକାକୁ ସୁରକ୍ଷିତ ମଣିଲେ ସନି

ମୁମ୍ବାଇ: ସାରା ବିଶ୍ୱ ବର୍ତ୍ତମାନ କରୋନା ଭାଇରସ୍‌ କବଳିତ। ଏହି ମହାମାରୀକୁ ନେଇ ସଙ୍କଟରେ ମନୁଷ୍ୟ ଜାତି। ବିଶ୍ୱର ଅନେକ ବିକଶିତ ଦେଶ କରୋନା ଦାଉରେ ହଇରାଣ ହେଉଥିବା ବେଳେ ଆମେରିକାର ସ୍ଥିତି ଅତ୍ୟନ୍ତ ଗମ୍ଭୀର। ଏପଟେ ଭାରତରେ ମଧ୍ୟ କରୋନା…

ଲକ୍‌ଡାଉନ୍‌ରେ ଘରେ ବସି ବୋର୍‌ ହେଲେଣି ସୋନମ

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ସୋସିଆଲ ମିଡିଆ ଇନ୍‌ଷ୍ଟ୍ରାଗ୍ରାମ୍‌ରେ ସବୁବେଳେ ସକ୍ରିୟ। ପ୍ରତିଦିନ ସେ କିଛି ନା କିଛି ଫଟୋ ଶେୟାର କରିଥାନ୍ତି। ଏବେ କିନ୍ତୁ ସେ କିଛି ଫଟୋ ଶେୟାର କରି ଚର୍ଚ୍ଚାକୁ ଆସିଛନ୍ତି। ଏଥିସହ ଫଟୋରେ ସେ ଲେଖିଥିବା…

କରୋନା ଯୋଦ୍ଧାଙ୍କ ପାଇଁ ୫ କୋଟି ଟଙ୍କା ଦାନକଲେ ଉର୍ବଶୀ

କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଦେଶବାସୀ ତଥା ସରକାରଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଅନେକ ବଲିଉଡ୍‌ କଳାକାର। ଏହି ତାଲିକାରେ ସାମିଲ ହୋଇଛନ୍ତି ଆଉ ଜଣେ ଅଭିନେତ୍ରୀ। ସେ ହେଲେ ଅଭିନେତ୍ରୀ ଉର୍ବଶୀ ରୌତେଲା। ଉର୍ବଶୀ ୫ କୋଟି…

୪୨ ବର୍ଷରେ ‘ଡନ୍‌’

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ଅଭିନୀତ ଫିଲ୍ମ ‘ଡନ୍‌’କୁ ପୂରଣ ହୋଇଛି ୪୨ ବର୍ଷ। ଏହି ଅବସରରେ ପୁରୁଣା ସ୍ମୃତିକୁ ମନେପକାଇଛନ୍ତି ବିଗ୍‌ ବି। ୭୭ ବର୍ଷୀୟ ଏହି ଅଭିନେତା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଅଭିନେତ୍ରୀ ନୁତନଙ୍କ…

ମାସ୍କ ଲଗାଇ ୨ ମାସ ପରେ ଘରୁ ବାହାରିଲେ ଦେଶୀ ଗର୍ଲ

ମୁମ୍ବାଇ: କରୋନା ଭାଇରସ ସଂକ୍ରମଣ ପାଇଁ ସାରା ବିଶ୍ୱର ବିଭିନ୍ନ ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଅଧିକାଂଶ ଲୋକେ ଘରେ ବନ୍ଦ ହୋଇ ରହୁଛନ୍ତି। ତେବେ ସବୁବେଳେ ବ୍ୟସ୍ତ ରହୁଥିବା ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ଶୁଟିଂ ନ ଥିବାରୁ ଘରେ…

ପୁନମ୍‌ ପାଣ୍ଡେ ଗିରଫ

ମୁମ୍ବାଇ: ମଡେଲ ତଥା ଅଭିନେତ୍ରୀ ପୁନମ୍‌ ପାଣ୍ଡେ ଚର୍ଚ୍ଚାକୁ ଆସିବା ଲାଗି ଜାଣିଶୁଣି ସବୁବେଳେ ବିବାଦ ଘେରରେ ରହିଥାନ୍ତି। ଏଥର ବି ସେ ଭୁଲ୍‌ କରି ବିବାଦ ଘେରକୁ ଟାଣିହୋଇ ଯାଇଛନ୍ତି। ଏଥିପାଇଁ ତାଙ୍କ ବିରୋଧରେ ମାମଲା ମଧ୍ୟ ରୁଜୁ ହୋଇଛି।…

ପିଲାବେଳର ଭିଡିଓ ଶେୟାର କଲେ ଅନନ୍ୟା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ରବିବାର ବିଶ୍ୱ ମାତୃ ଦିବସ ଅବସରରେ ନିଜର ପିଲାବେଳର ଏକ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଭିଡିଓରେ ସେ ତାଙ୍କ ମା’ ଭାବନା ପାଣ୍ଡେଙ୍କ ସହ ଥିବା ଦେଖିବାକୁ ମିଳିଛି। ଉଭୟ…

ଜାକ୍‌ଲିନଙ୍କ ସହ ସଲମାନଙ୍କ ନୂଆ ଭିଡିଓ ରିଲିଜ

ମୁମ୍ବାଇ: କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ବଲିଉଡ ଅଭିନେତ୍ରୀ, ଅଭିନେତା ସମସ୍ତେ ଘରେ ଏକ ପ୍ରକାର ବନ୍ଦ ହୋଇ ରହିଛନ୍ତି। ମାତ୍ର ଏହା କଳାକାରଙ୍କ ସୃଜନଶୀଳତାକୁ ଅଟକାଇପାରି ନାହିଁ। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?