ମନୋରଞ୍ଜନ

କରୋନା ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢାଇଲେ ଅନୁରାଧା

ମୁମ୍ବାଇ: ଏକ ଅଦୃଶ୍ୟ ଯୁଦ୍ଧରେ ଏବେ ସାରା ବିଶ୍ୱ ଲଢେଇ କରି ଚାଲିଛି। କରୋନା ସଂକ୍ରମଣ ସାରା ବିଶ୍ୱକୁ ଏକ ପ୍ରକାର ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏବେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧାମାନେ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି।…

ଶିଳ୍ପାଙ୍କ ପଡୋଶୀଙ୍କୁ କରୋନା !

ମୁମ୍ବାଇ: କରୋନା ଭାଇରସ କାରଣରୁ ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ଏହି ସମୟରେ ପ୍ରାୟ ସବୁ ସେଲିବ୍ରିଟି ଘରେ ରହି ସମୟ କାଟୁଥିବା ବେଳେ ସମୟ ସମୟରେ ଏମାନଙ୍କର କିଛି ମଜାଳିଆ ଭିଡିଓ ଦର୍ଶକଙ୍କୁ ମନୋରଞ୍ଜନ ଦେଉଛି। ବଲିଉଡ୍‌ ନାୟିକା…

ମୋ’ ଟିମ୍‌ ପାଇଁ ମୁଁ ଗର୍ବିତ- ଶାହରୁଖ

କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଦେଶବାସୀ ତଥା ସରକାରଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଅନେକ ବଲିଉଡ ତାରକା। ଏଥିମଧ୍ୟରେ ସୁପରଷ୍ଟାର୍‌ ଶାହରୁଖ ଖାନ ମଧ୍ୟ ସାମିଲ ହୋଇଛନ୍ତି। ଏଭଳି ପରିସ୍ଥିତିରେ ସେ ଲଗାତର ଅଭାବୀ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି।…

୨୨ ବର୍ଷ ହେଲା ମୋ ଜୀବନରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଯାଇଛି: ଅଜୟ ଦେବ୍‌ଗନ

କରୋନାକୁ ନେଇ ସମଗ୍ର ବିଶ୍ୱ ଏବେ ଚିନ୍ତାରେ। ଲକ୍‌ଡାଉନ୍‌ ପାଇଁ ପ୍ରାୟ ସମସ୍ତେ ଏବେ ଘରେ ସମୟ ବିତାଉଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ କଳାକାର। ସେମାନେ ଘରେ ରହିବା ସହ ଲକ୍‌ଡାଉନ୍‌ରେ କିପରି ସମୟ କାଟୁଛନ୍ତି ସେ ନେଇ ସୋସିଆଲ…

‘ତୁମେ ଫେରିଆସ ଇର୍ଫାନ’: ଦୀପିକା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଇର୍ଫାନ୍‌ ଖାଁ ଜୀବିତ ନ ଥିଲେ ମଧ୍ୟ ଅନେକଙ୍କ ମନରେ ସେ ଆଜିବି ଜୀବିତ ହୋଇ ରହିଛନ୍ତି। ତାଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବଲିଉଡ୍‌ ସେଲିବ୍ରିଟି ହୁଅନ୍ତୁ ଅବା ସାଧାରଣ ଜନତା ସଭିଙ୍କ…

ଗୁଗଲରେ ସର୍ବାଧିକଥର ସର୍ଚ୍ଚ କରାଯାଇଛି ଦେଶୀ ଗର୍ଲଙ୍କୁ

ମୁମ୍ବାଇ: ନିକଟରେ କରାଯାଇଥିବା ଏକ ରିସର୍ଚ୍ଚରୁ ଜଣାପଡିଛି ଯେ ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କୁ ଗୁଗଲ ସର୍ଚ୍ଚରେ ସର୍ବାଧିକ ଥର ସର୍ଚ୍ଚ କରାଯାଇଛି। SEMrush studyର ଏକ ରିପୋର୍ଟରେ ଏହା କୁହାଯାଇଛି। ଏହି ରିପୋର୍ଟ ଆଧାରରେ ପ୍ରିୟଙ୍କାକୁ ୩୯ଲକ୍ଷ ଥର…

ମଦ କିଣୁଛନ୍ତି ରକୁଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଲକ୍‌ଡାଉନ୍‌ ବେଳେ ମଦ ଦୋକାନରୁ ମଦ କିଣୁଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁହଁରେ ମାସ୍କ ପିନ୍ଧିବା ସହ ସେ ଦୋକାନରୁ କିଣି ଜିନିଷ କିଣି ନିଜ…

ପୁଣିଥରେ ଏକ୍ସ ଗର୍ଲ ଫ୍ରେଣ୍ଡଙ୍କ ସହ ନଜର ଆସିବେ ରଣବୀର !

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର କପୁର ପୁଣିଥରେ ତାଙ୍କ ଏକ୍ସ ଗର୍ଲ ଫ୍ରେଣ୍ଡଙ୍କ ସଙ୍ଗେ ସ୍କ୍ରିନ୍‌ ଶେୟାର କରିବେ ବୋଲି ଶୁଣିବାକୁ ମିଳିଛି। ହେଲେ କ୍ୟାଟ୍ରିନା ନୁହେଁ ବରଂ ଦୀପିକାଙ୍କ ସହ ରଣବୀର ନଜର ଆସିବେ ବୋଲି କୁହାଯାଉଛି। ମିଳିଥିବା ଖବରରୁ…

ଦିନରେ ଶୋଇ ରାତିରେ ଚେଉଁଛନ୍ତି ଗୀତିକାର ଜିପି ଗ୍ରଓ୍ବୋଲ

ସାରା ଦେଶରେ ଜାରି ରହିଛି ଲକଡାଉନ। ଏହି ସମୟରେ କଳାକରମାନେ ଘରେ ରହି ପରିବାର ସହ ସମୟ ଅତିବାହିତ କରୁଛନ୍ତି। ଏହିକ୍ରମରେ ଗୀତିକାର ଜିପି ଗ୍ରଓ୍ବୋଲ କ୍ଷେତ୍ରରେ ମଧ୍ୟ ସେମିତି ଘଟିଛି। ହେଲେ ତାଙ୍କୁ ଦିନରେ ଶୋଇ ରାତିସାରା ଚେଇଁ ରହିବାକୁ…

ସଲମାନଙ୍କ ଫାର୍ମହାଉସ୍‌ରେ ଏମିତି ସମୟ ବିତାଉଛନ୍ତି ଜ୍ୟାକ୍‌ଲିନ୍‌: ଭିଡିଓ ଭାଇରାଲ

ମୁମ୍ବାଇ : ଦେଶରେ ଲକ୍‌ଡାଉନ୍‌ ଚାଲିଥିବାରୁ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ଘରେ ସମୟ କାଟୁଛନ୍ତି। ବଲିଉଡ୍‌ର କିଛି ସେଲିବ୍ରିଟି ସେଲ୍‌ଫ୍‌ କ୍ୱାରାଣ୍ଟାଇନ୍‌ରେ ମଧ୍ୟ ଅଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ନାଡିଜ୍‌। ଲକ୍‌ଡାଉନ୍‌ରେ ସେ…

କରୋନା ଉପରେ ବବିଙ୍କ ନୂଆ କବିତା: ଟୁଇଟ୍‌ କଲେ ସଲମାନ୍‌

ଲମ୍ବା ବ୍ୟବଧାନ ପରେ ବଲିଉଡ୍‌ ଅଭିନେତା ବବି ଦେଓଲ ଏବେ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କର ଏହି ଚର୍ଚ୍ଚାର କାରଣ ହେଉଛି ଏକ କବିତା। କରୋନାର ଏହି ଦୁଃଖଦ ସମୟରେ ବବି ଏକ ସୁନ୍ଦର କବିତା ଲେଖିଛନ୍ତି। ତାଙ୍କର ଏହି କବିତାକୁ ସମସ୍ତେ…

ସଲମାନ୍‌ଙ୍କ ପିଲାଦିନର ଫଟୋ ଭାଇରାଲ: ହ୍ୟାଣ୍ଡସମ୍‌ ହଙ୍କ୍‌ଠାରୁ କିଛି କମ୍‌ ନ ଥିଲେ ଭାଇଜାନ୍‌

ଦବଙ୍ଗ ଖାନ୍‌ ସଲମାନ ଜଣେ ସୁପରଷ୍ଟାର। ସେ ସବୁବେଳେ ନିଜ ପରିବାର ତଥା ଭାଇମାନଙ୍କ ସହ ମିଶି ରହିଥାନ୍ତି। ତେବେ ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ସଲମାନଙ୍କ ପିଲାବେଳର। ଏଥିରେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?