ରାମାୟଣ ପ୍ରସାରଣର ବିଶ୍ୱ ରେକର୍ଡ ଦାବି ନେଇ ବିବାଦ: ସ୍ପଷ୍ଟୀକରଣ ଦେଲା ଦୂରଦର୍ଶନ
ମୁମ୍ବାଇ: ଲକ୍ଡାଉନ୍ ସମୟରେ ରାମାନନ୍ଦ ସାଗରଙ୍କ ରାମାୟଣ ଟିଆରପି ରେଟିଂରେ ଅନେକ ରେକର୍ଡ ସୃଷ୍ଟି କରିଛି। ଏହା ମଧ୍ୟ କୁହାଯାଇଥିଲା ଯେ, ରାମାୟଣ ହେଉଛି ବିଶ୍ୱର ସବୁଠୁ ଅଧିକ ଲୋକ ଦେଖୁଥିବା କାର୍ଯ୍ୟକ୍ରମ। ଏହା ଏପ୍ରିଲ ୧୬ରେ ପ୍ରସାରିତ ହୋଇଥିଲା। ଏହାକୁ…
ବାହାହେବାକୁ ପ୍ରସ୍ତୁତ ହେଲେଣି ଅରବାଜ !
ମୁମ୍ବାଇ: ବଲିଉଡ୍ ଷ୍ଟାର ଅରବାଜ ଖାଁ ପତ୍ନୀ ମଲାଇକାଙ୍କଠାରୁ ଅଲଗା ହେବା ପରେ ଯେତିକି ଚର୍ଚ୍ଚାକୁ ଆସି ନ ଥିଲେ ତା’ଠାରୁ ଅଧିକ ଚର୍ଚ୍ଚିତ ହୋଇଥିଲେ ତାଙ୍କ ଗର୍ଲ ଫ୍ରେଣ୍ଡକୁ ନେଇ। ଅରବାଜଙ୍କୁ କିଛିଦିନ ହେବ ତାଙ୍କ ଗର୍ଲ ଫ୍ରେଣ୍ଡ ଜର୍ଜିଆଙ୍କ…
ଲକ୍ଡାଉନ ଖୋଲିଲେ କ’ଣ କରିବେ ଜରିନ
ମୁମ୍ବାଇ: କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ବଲିଉଡ୍ର ପ୍ରାୟ ସବୁ ସେଲିବ୍ରିଟି ଘରେ ରହି ପରିବାର ସହ ସମୟ କାଟୁଛନ୍ତି। ବଲିଉଡ୍ ମୁଭି ‘ବୀର’ରେ ନଜର ଆସିଥିବା…
୨୯ ବର୍ଷ ବୟସରେ…
ଅଭିନୟରେ ଅନୁପମ ଖେର କେତେ ଦକ୍ଷ ତାହା କହିବା ବାହୁଲ୍ୟ। ଭୂମିକାଟି ଯେମିତି ହୋଇଥାଉ ନା କାହିଁକି ତାକୁ ନେଇ ଆଣି ଥୋଇବାରେ ସେ ବେଶ୍ ପାରଙ୍ଗମ। ଥରେ ମନେପକାନ୍ତୁ ନା ସୁପରହିଟ୍ ଫିଲ୍ମ ‘ସାରାଂସ’କୁ। ଏଥିରେ ଅନୁପମ ଜଣେ ୬୦ବର୍ଷ…
ବୋନିଙ୍କୁ ରାଖୀ ବାନ୍ଧୁଥିଲେ ଶ୍ରୀଦେବୀ
ବୋନି କପୁର ଏବଂ ଶ୍ରୀଦେବୀଙ୍କ ପ୍ରେମ କାହାଣୀକୁ ନେଇ ସେତେବେଳେ ଅନେକ ଚର୍ଚ୍ଚା ହୋଇଥିଲା। ଶେଷରେ ପତ୍ନୀ ମୋନାଙ୍କୁ ଛାଡ଼ପତ୍ର ଦେଇ ଶ୍ରୀଦେବୀଙ୍କୁ ବିବାହ କରିଥିଲେ ବୋନି। ହେଲେ ବିବାହ ପୂର୍ବରୁ ଏକ ରୋଚକ କଥା ଏବେ ଜଣାପଡିଛି। ବୋନିଙ୍କ ପତ୍ନୀ…
ଗାର୍ଡେନିଂରେ ବିତୁଛି ସମୟ
ଏବେ ସମଗ୍ର ବିଶ୍ୱ କରୋନା କବଳିତ। ଏଥିରୁ ନିଜକୁ ରକ୍ଷା କରିବା ପାଇଁ ଆମ ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଫଳରେ ସମସ୍ତେ ଘରେ ହିଁ ରହୁଛନ୍ତି। ଅତି ଆବଶ୍ୟକ ପଡିଲେ ବାହାରକୁ ବାହାରୁଛନ୍ତି। ଆଉ ସେଥିରୁ ବଲିଉଡ୍ କଳାକାର ବାଦ୍…
ପୋଷାକୁକୁର ମୃତ୍ୟୁରେ ବିରୁଷ୍କା ଦୁଃଖୀ
ମୁମ୍ବାଇ: ଅନୁଷ୍କା ଶର୍ମା ଏବଂ ତାଙ୍କ ସ୍ବାମୀ ତଥା ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ନିଜ ପୋଷାକୁକୁର ମୃତ୍ୟୁରେ ଗଭୀର ମର୍ମାହତ। ଏହି କୁକୁରର ନାମ ବ୍ରୁନୋ। ଏହା ବିଗଲ ପ୍ରଜାତିର। ବୁଧବାର ଅନୁଷ୍କା ନିଜ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ବ୍ରୁନୋର…
ପୋଲିସଙ୍କୁ ମାସ୍କ ଦେଲେ ମସାବା
ମୁମ୍ବାଇ: କରୋନା ଭାଇରସ୍ ସଂକ୍ରମଣ ବିରୋଧରେ ଚାଲିଥିବା ଯୁଦ୍ଧରେ ସମସ୍ତେ ମିଳିମିଶି ଲଢ଼େଇ କରୁଛନ୍ତି। ବଲିଉଡ୍ ତାରକାମାନେ ମଧ୍ୟ ଏଥିରେ ସହଯୋଗର ହାତ ବଢ଼ାଇଛନ୍ତି। ବଲିଉଡ୍ ଅଭିନେତ୍ରୀ ନିନା ଗୁପ୍ତାଙ୍କ ଝିଅ ମସାବା ଗୁପ୍ତା ନିଜ ହାତରେ ମାସ୍କ ପ୍ରସ୍ତୁତ କରି…
ଆମିରଙ୍କ ପ୍ରେମରେ ଆମେରିକା
ମୁମ୍ବାଇ: ଏବେ ସାରା ବିଶ୍ୱରେ କରୋନା ବିରୋଧରେ ଲଢ଼େଇ ଚାଲିଛି। କରୋନା ଯୋଗୁ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଆମେରିକା। ଏଠାରେ ଏଯାବତ୍ ୧୧ଲକ୍ଷରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୭୦,୦୦୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇ ସାରିଛନ୍ତି। ସେଠାରେ…
କୃତିଙ୍କ ତୁଳନା ନାହିଁ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ କୃତି ଖରବନ୍ଦା ଏବେ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ ଅଛନ୍ତି। ଗତ କିଛିଦିନ ତଳେ ସେ ତାଙ୍କ ବୟଫ୍ରେଣ୍ଡ ପୁଲକିତ ସମ୍ରାଟଙ୍କ ସହିତ ଏକ ଫଟୋ ଶେୟାର କରିଥିଲେ। ଯେଉଁଥିରେ ପୁଲକିତ ତାଙ୍କ ହେୟାର ଚମ୍ପି କରୁଥିଲେ।…
ହୋମ୍ କ୍ୱାରାଣ୍ଟାଇନ୍ରେ ଟେଲି ଅଭିନେତ୍ରୀ
ମୁମ୍ବାଇ,୬।୫: କରୋନା ଭାଇରସ୍ ପ୍ରକୋପ ସାରା ଦେଶରେ ଜାରି ରହିଛି। ଏହି ଭୟଙ୍କର ଭାଇରସ୍ କବଳରୁ ବର୍ତ୍ତିବା ପାଇଁ କେନ୍ଦ୍ର ସରକାର ମେ ୧୭ଯାଏଁ ତୃତୀୟ ପର୍ଯ୍ୟାୟ ଲକ୍ଡାଉନକୁ ବୃଦ୍ଧି କରିଛନ୍ତି। ଲକ୍ଡାଉନ ସତ୍ତ୍ୱେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ…
ଲକ୍ଡାଉନ୍ରେ ଗାଁରେ ଫସିଲେ ରତନ: ଚୁଲିରେ କରୁଛନ୍ତି ରୋଷେଇ
ଲକ୍ଡାଉନ୍ ପାଇଁ ଘରୁ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି। ଅନେକ ଲୋକ ଅଛନ୍ତି ଯୋଉଁମାନେ ନିଜ ଘରଠାରୁ ଦୂରେଇ ଅନ୍ୟ ସ୍ଥାନରେ ଫସି ରହିଛନ୍ତି। ଏମିତି ଘଟିଛି ଛୋଟ ପରଦାର ଚର୍ଚ୍ଚିତ ଅଭିନେତ୍ରୀ ରତନ ରାଜପୁତଙ୍କ ସହ। ଲକ୍ଡାଉନ୍ ଯୋଗୁ ରତନ…

