‘ଜେମ୍ସ ବଣ୍ଡ’ ଫିଲ୍ମରେ କାମ କରିବାକୁ ଚାହୁଛନ୍ତି ମଲାଇକା
ବଲିଉଡ୍ ଅଭିନେତ୍ରୀ ତଥା ଆଇଟମ୍ ଗର୍ଲ ମଲାଇକା ଅରୋରାଙ୍କର ବର୍ତ୍ତମାନ ଅଭିନୟରେ କୌଣସି ଆଗ୍ରହ ନାହିଁ। ତେବେ ଯଦି ଜେମ୍ସ ବଣ୍ଡ ଫିଲ୍ମରେ କାମ କରିବାର ସୁଯୋଗ ମିଳେ ନିଶ୍ଚିନ୍ତ କରିବେ ବୋଲି ସେ କହିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସେ…
୪ଦିନରେ ଶୁଟିଂ ହୋଇଥିଲା ଏହି ହୋଲି ଗୀତ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ରଣବୀର କପୁରଙ୍କ ଫିଲ୍ମ ‘ୟେ ଜଓ୍ବାନୀ ହେ ଦିଓ୍ବାନୀ’ର ଗୀତ ‘ବଲମ ପିଚ୍କାରୀ’ ସବୁଠାରୁ ଚର୍ଚ୍ଚିତ ଓ ଲୋକପ୍ରିୟ ହୋଲି ଗୀତ ମଧ୍ୟରୁ ଅନ୍ୟତମ। ଉକ୍ତ ଫିଲ୍ମ ବକ୍ସ ଅଫିସ୍ରେ ଭଲ ବ୍ୟବସାୟ…
ଇନ୍ଷ୍ଟାଗ୍ରାମରେ କରୀନାଙ୍କ ନୂଆ ଲୁକ୍, ୨୪ ଘଣ୍ଟାରେ ୪୦ ଲକ୍ଷରୁ ଅଧିକ ଫଲୋଅର୍ସ
ମୁମ୍ବାଇ: ସୋସିଆଲ ପ୍ଲାଟ୍ଫର୍ମରୁ ଦୂରେଇ ରହୁଥିବା କରୀନା କପୁର ଇନ୍ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯାହା ଏବେ ଖୁବ୍ ଭାଇରାଲ ହେବାରେ ଲାଗିଛି। କରୀନା ତାଙ୍କ ପ୍ରୋଫାଇଲ୍ରେ ପିଲାଦିନର ଏକ ଫଟୋ ରଖିଥିଲେ। ମାତ୍ର ଗୋଟିଏ ଦିନ ପୂର୍ବରୁ ଏହାକୁ…
କରୋନା ଭୟରେ ଶୁଟିଂ ବନ୍ଦକଲେ ସଲମାନ
ସାରା ବିଶ୍ୱ ଏବେ କରୋନା ଭାଇରସକୁ ନେଇ ଚିନ୍ତାରେ। ବଲିଉଡ୍ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଅନେକ କଳାକାର ଅନ୍ୟ ସ୍ଥାନକୁ ଯିବା ବନ୍ଦ କରିଦେଇଛନ୍ତି। ସଲମାନ୍ ଖାନ୍ ମଧ୍ୟ କରୋନା ଭୟରେ ନିଜ ଶୁଟିଂ ବନ୍ଦ କରିଛନ୍ତି।…
କରୋନା ଭାଇରସ ଭୟ: ସ୍ଥଗିତ ରହିଲା ଆଇଫା ଆଓ୍ବାର୍ଡ ଉତ୍ସବ
ମୁମ୍ବାଇ,୬।୩: ସାରା ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରରେ ଆୟୋଜିତ ହେବାକୁ ଥିବା ଇଣ୍ଟରନ୍ୟାଶନାଲ ଇଣ୍ଡିଆନ ଫିଲ୍ମ ଏକାଡେମୀ(ଆଇଫା) ଆଓ୍ବାର୍ଡକୁ ସ୍ଥଗିତ ରଖାଯାଇଛି। ଦେଶରେ କରୋନା ଭାଇରସକୁ ଦେଖି ମହାରାଷ୍ଟ୍ର ସରକାରଙ୍କ ସହ…
ରିଲିଜ୍ ହେଲା ‘ଅଂଗ୍ରେଜୀ ମିଡିୟମ୍’ର ଗୀତ ‘କୁଡି ନୁ ନଚାନେ ଦେ’: ଏଥିରେ ସମସ୍ତ ଅଭିନେତ୍ରୀଙ୍କୁ ପ୍ରଶଂସା କଲେ ଅମିତାଭ୍
ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍। ଏହା ମାଧ୍ୟମରେ ସେ ବଲିଉଡ୍ ଫିଲ୍ମ, ଗୀତ ଏବଂ କଳାକାରଙ୍କୁ ପ୍ରଶଂସା ମଧ୍ୟ କରିଥାନ୍ତି। ଏବେ ସେ ଅଭିନେତ୍ରୀଙ୍କ ପ୍ରଶଂସା କରିଛନ୍ତି। ନିକଟରେ ଫିଲ୍ମ ‘ଅଂଗ୍ରେଜୀ ମିଡିୟମ୍’ର ଏକ ଗୀତ…
ଆଖି ଖାଇପାରେ ଧୋକା: ଅଭିନେତ୍ରୀଙ୍କ ଭଳି ଚେହେରା ପାଇ ଚର୍ଚ୍ଚାରେ ଏସବୁ ଟିକ୍ଟକ୍ କଳାକାର
ବମ୍ବେ: ଆଜିର ଅତ୍ୟାଧୁନିକ ଯୁଗରେ ଦିନକୁ ଦିନ ବଢ଼ିଚାଲିଛି ସୋସିଆଲ ମିଡିଆର ବ୍ୟବହାର। ଅନେକେ ଏଥିରେ ନିଜର ପ୍ରତିଭା ଦେଖାଇ ରାତାରାତି ପାଲଟି ଯାଉଛନ୍ତି ଷ୍ଟାର। ସେଭଳି ଏକ ପ୍ଲାଟଫର୍ମ ହେଉଛି ‘ଟିକ୍ଟକ୍’। ଘରେ ଘରେ ପରିଚିତ ଏହି ସୋସିଆଲ ମିଡିଆ…
ଆଦିତ୍ୟଙ୍କୁ ଛାଡ଼ି ଛୁଟି ମନାଇବାକୁ ବାହାରିଲେ ନେହା କକ୍କର
ମୁମ୍ବାଇ: ବଲିଉଡ୍ ଗାୟିକା ନେହା କକ୍କର ଆଜିକାଲି ରିଲାକ୍ସ ମୁଡ୍ରେ। ଇଣ୍ଡିଆନ୍ ଆଇଡଲ୍ରେ ପ୍ରସିଦ୍ଧ କଣ୍ଠଶିଳ୍ପୀ ଉଦିତ୍ ନାରାୟଣଙ୍କ ପୁଅ ଆଦିତ୍ୟଙ୍କ ସହ ବିବାହ ଡ୍ରାମା ପରେ ଏବେ ଏକୁଟିଆ ଛୁଟି ମନାଇବାକୁ ବାହାରିଛନ୍ତି। ଏହି ସମୟର କିଛି ଫଟୋ ନେହା…
ବଜାରରେ ଦୀପିକାଙ୍କ ପଦ୍ମାବତୀ ଲୁକ୍ର କଣ୍ଢେଇ, ଭାଇରାଲ ହେଉଛି ଫଟୋ
ବମ୍ବେ: ଚଳଚ୍ଚିତ୍ର ‘ପଦ୍ମାବତ୍’ରେ ରାଣୀ ଭୂମିକାରେ ନଜର ଆସିଥିଲେ ଅଭିନେତ୍ରୀ ଦୀପିକା ପାଦୁକୋନ। ମହାରାଓ୍ବଲ ରତନ ସିଂଙ୍କ ସ୍ତ୍ରୀ ପଦ୍ମାବତୀଙ୍କ ରୂପରେ ବେଶ୍ ଭାଇରାଲ ହୋଇଥିଲା ତାଙ୍କ ଲୁକ୍। ଏବେ ଏହି ଲୁକ୍ର କିଛି କଣ୍ଢେଇ ବଜାରକୁ ଆସିଛି। ସୋସିଆଲ ମିଡିଆରେ…
ରିୟା @ ୩୩: ପ୍ରଯୋଜିକା ଭାବେ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ
ଫିଲ୍ମ ପ୍ରଯୋଜିକା ତଥା ବଲିଉଡ୍ ଅଭିନେତା ଅନିଲ କପୁରଙ୍କ ଝିଅ ରିୟା କପୁର ମାର୍ଚ୍ଚ ୫ରେ ୩୩ ତମ ଜନ୍ମଦିନ ପାଳନ କରୁଛନ୍ତି। ମୁମ୍ବାଇରେ ଜନ୍ମିତ ରିୟା ଜଣେ ନିର୍ମାତା ସହ ଫ୍ୟାଶନ ଷ୍ଟାଇଲିଷ୍ଟ। ଭଉଣୀ ସୋନମଙ୍କ ସହ ମିଶି ଏକ…
ପତ୍ନୀଙ୍କ ପୁରୁଣା ଫଟୋ ଶେୟାର କଲେ ଅମିତାଭ
ମୁମ୍ବାଇ: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ। ଅନେକ ସମୟରେ ସେ ତାଙ୍କ ଟୁଇଟର ଓ ଇନଷ୍ଟାଗ୍ରାମରେ ଯାହା ଶେୟାର କରନ୍ତି ତାହା ଆସିଯାଇଥାଏ ଚର୍ଚ୍ଚାକୁ। ନିକଟରେ ସେ ଇନଷ୍ଟାଗ୍ରାମରେ ତାଙ୍କ ପତ୍ନୀ ଜୟାଙ୍କର ଏକ ପୁରୁଣା…
‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଶେୟାର କଲେ କ୍ୟାଟ୍ରିନା
ମୁମ୍ବାଇ: ରୋହିତ ସେଟ୍ଟୀଙ୍କ ଅପ୍ କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଗୁରୁବାର ଶେୟାର କରିଛନ୍ତି ବଲିଉଡ୍ କୁଇନ୍ କ୍ୟାଟ୍ରିନା କୈଫ। ସେ ତାଙ୍କ ଇନଷ୍ଟାଗ୍ରାମ ପୋଷ୍ଟରେ ଏହାକୁ ଶେୟାର କରିଛନ୍ତି। ଏଥିରେ ବଲିଉଡ୍ ଖିଲାଡି ବୟ ପୋଲିସ ପୋଷାକରେ ଥିବା…
Archives


